Indian Language Bible Word Collections
1 Corinthians 2:5
1 Corinthians Chapters
1 Corinthians 2 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
1 Corinthians Chapters
1 Corinthians 2 Verses
1
|
ପ୍ରିୟ ଭାଇ ଓ ଭଉଣୀମାନେ, ମୁଁ ଯେତବେେଳେ ତୁମ୍ଭମାନଙ୍କ ପାଖକୁ ଆସିଥିଲି, ସେତବେେଳେ ପରମେଶ୍ବରଙ୍କ ସତ୍ଯ ବିଷୟ ରେ କହିଥିଲି। କିନ୍ତୁ ମୁଁ କୌଣସି ବାକ୍ଚାତୁରୀ ବା ଜ୍ଞାନର କଥା କହି ନ ଥିଲି। |
2
|
କାରଣ ସ୍ଥିର କରିଥିଲି ଯେ ତୁମ୍ଭ ସହିତ ଥିବା ସମୟରେ, ମୁଁ ଯୀଶୁଖ୍ରୀଷ୍ଟ ଓ କୃଶ ରେ ତାହାଙ୍କ ମୃତ୍ଯୁ ଭୋଗ ବ୍ଯତୀତ, ଅନ୍ୟସବୁ କଥା ଭୁଲି ୟିବି। |
3
|
ଏଣୁ ମୁଁ ଦୁର୍ବଳ ଓ ଭୟ ରେ ଥରି ଥରି ସଠାେକୁ ଆସିଥିଲି। |
4
|
ମାରେକଥା ଓ ଶିକ୍ଷା ଲୋକଙ୍କୁ ପ୍ରବର୍ତ୍ତାଇବା ଭଳି ଜାଗତିକ ଜ୍ଞାନର କଥା ନ ଥିଲା। ମାତ୍ର ମାହୋର ଶିକ୍ଷା ପବିତ୍ରଆତ୍ମାଙ୍କ ଦତ୍ତ ଶକ୍ତିର ପ୍ରମାଣ ଅଟେ। |
5
|
ତୁମ୍ଭ ବିଶ୍ବାସ ମନୁଷ୍ଯର ଜ୍ଞାନର ନ ହାଇେ ପରମେଶ୍ବରଙ୍କ ଶକ୍ତି ରେ ହେଉ, ସେଥିପାଇଁ ମୁଁ ଏପରି କଲି। |
6
|
ଯେଉଁମାନେ ଅଭିଜ୍ଞ ଆମ୍ଭେ ସହେିମାନଙ୍କୁ ଜ୍ଞାନ ଶିକ୍ଷା ଦେଉ। କିନ୍ତୁ ଏହି ଜ୍ଞାନ ସଂସାରରୁ ନୁହେଁ, ଏହା ବର୍ତ୍ତମାନ ୟୁଗର ନେତା ମାନଙ୍କର ଜ୍ଞାନ ନୁହେଁ। ଏହି ନେତାମାନେ ଆପଣା ଶକ୍ତି ହରାଉ ଅଛନ୍ତି। |
7
|
କିନ୍ତୁ ଆମ୍ଭମାନେେ ପରମେଶ୍ବରଙ୍କ ଗୂଢ଼ ଜ୍ଞାନର କଥା କହୁଛୁ। ଜଗତର ସୃଷ୍ଟି ହବୋ ପୂର୍ବରୁ ଆମ୍ଭର ମହିମା ପାଇଁ ପରମେଶ୍ବର ଏହି ଜ୍ଞାନର ଯୋଜନା କରିଥିଲେ। |
8
|
ଏହି ଜଗତର କୌଣସି ନେତା ଏହାକୁ ବୁଝି ପାରିଲେ ନାହିଁ। ଯଦି ସମାନେେ ବୁଝି ଥାଆନ୍ତେ, ତାହା ହେଲ ଗୌରବମୟ ପ୍ରଭୁଙ୍କୁ କୃଶବିଦ୍ଧ କରି ମାରି ନ ଥାନ୍ତେ। |
9
|
କିନ୍ତୁ ଶାସ୍ତ୍ରମାନଙ୍କ ରେ ଏହିପରି ଲଖାେ ଅଛି : |
10
|
କିନ୍ତୁ ପରମେଶ୍ବର ଆତ୍ମାଙ୍କ ମାଧ୍ଯମ ରେ ଏହି ନିଗୂଢ଼ ବିଷୟମାନ ଆମକୁ ଦଖାଇେ ଦଇେଛନ୍ତି। |
11
|
କୌଣସି ମନୁଷ୍ଯ ଏକ ମନୁଷ୍ଯର ମନକଥା ଜାଣିପା ରେ ନାହିଁ। କବଳେ ମଣିଷ ଭିତ ରେ ଥିବା ଆତ୍ମା ତା'ର ମନକଥା ଜାଣିପାରନ୍ତି। ସହେିଭଳି ପରମେଶ୍ବରଙ୍କ ମନକଥା ତାଙ୍କରି ଆତ୍ମା ବ୍ଯତୀତ କିଏ ଜାଣି ପାରିବ ? |
12
|
ଆମ୍ଭେ ଜଗତର ଆତ୍ମା ଦ୍ବାରା ପରମଶ୍ବରଙ୍କ ପ୍ରଦତ୍ତ ବିଷୟ ଗୁଡ଼ିକୁ ଜାଣି ପାରିବା। |
13
|
ସେ ଗୁଡ଼ିକୁ କହିଲା ବେଳେ ମନୁଷ୍ଯର କଳ୍ପିତ ଜ୍ଞାନର ବାକ୍ଯ କହୁନାହୁଁ, ବରଂ ଆମ୍ଭେ ଆତ୍ମା ଦ୍ବାରା ଶିଖିଥିବା ବାକ୍ଯ କହୁ। ଆମ୍ଭେ ଆତ୍ମିକ ବିଷୟ ବୁଝାଇବା ପାଇଁ ପବିତ୍ର ଆତ୍ମାଙ୍କ ବାକ୍ଯ ବ୍ଯବହାର କରୁ। |
14
|
ଯେଉଁଲୋକ ଆଧ୍ଯାତ୍ମିକ ନୁହେଁ, ସେ ପରମେଶ୍ବରଙ୍କ ଆତ୍ମିକ ସତ୍ଯଗୁଡ଼ିକୁ ଗ୍ରହଣ କରେ ନାହିଁ। ସେ ଏହିସବୁ ବିଷୟଗୁଡ଼ିକୁ ମୁର୍ଖାମୀ ବୋଲି ଭାବେ। ସେ ଆତ୍ମାର ସତ୍ଯଗୁଡ଼ିକୁ ବୁଝିପା ରେ ନାହିଁ, କାରଣ ସଗେୁଡ଼ିକୁ କବଳେ ଆଧ୍ଯାତ୍ମିକ ଭାବରେ ବିଚାର କରି ହବେ। |
15
|
କିନ୍ତୁ ଜଣେ ଆଧ୍ଯାତ୍ମିକ ଲୋକ ପ୍ରେତ୍ୟକକ ବିଷୟର ଉଚିତ୍ ମୂଲ୍ଯାୟନ କରି ପାରିବ। ମାତ୍ର ସେ ନିଜେ କାହାରି ଦ୍ବାରା ବିଚାରିତ ହାଇେ ପାରିବ ନାହିଁ। ଶାସ୍ତ୍ର କୁ ହେ : |
16
|
"ପ୍ରଭୂଙ୍କ ମନ କଥା କିଏ ଜାଣି ଅଛି? କ'ଣ କରିବାକୁ ହବେ ବୋଲି ପ୍ରଭୂଙ୍କୁ କିଏ କହିବ ?" ୟିଶାଇୟ |