Indian Language Bible Word Collections
1 Samuel 5:1
1 Samuel Chapters
1 Samuel 5 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
1 Samuel Chapters
1 Samuel 5 Verses
1
|
ଏଥି ମଧିଅରେ ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇେ ଏବନ୍-ଏଜରରକ୍ସ୍ଟ ଅସ୍ଦୋଦକକ୍ସ୍ଟ ୟାଇଥିଲେ। |
2
|
ତହିଁ ଉତ୍ତାରକ୍ସ୍ଟ ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇେ ଦାଗୋନ ମନ୍ଦିରକକ୍ସ୍ଟ ଆଣି ଦାଗୋନ ଦବେତା ନିକଟରେ ରଖିଲେ। |
3
|
ତହିଁ ପରଦିନ ଅସ୍ଦୋଦର ଲୋକମାନେ ଶୀଘ୍ର ଉଠିଲେ ଏବଂ ଦେଖିଲେ, ଦାଗୋନ୍ର ମୂର୍ତ୍ତୀ ସଦାପ୍ରଭୁଙ୍କ ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖ ରେ ମକ୍ସ୍ଟହଁମାଡି ଭୂମିରେ ପଡିଅଛି। ଦାଗୋନ୍ର ଲୋକମାନେ ପକ୍ସ୍ଟନର୍ବାର ଉଠାଇ ସ୍ଥାନ ରେ ରଖିଲେ। |
4
|
ତା'ପରେ ପକ୍ସ୍ଟଣି ସମାନେେ ପରଦିନ ପ୍ରଭାତ ରେ ଯେତବେେଳେ ଉଠିଲେ ଦାଗୋନ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖ ରେ ମକ୍ସ୍ଟହଁ ମାଡି ଭୂମିରେ ପଡିଥିଲା ଏବଂ ବାହକ୍ସ୍ଟଗକ୍ସ୍ଟଡିକ ଓ ମକ୍ସ୍ଟଣ୍ତ କଟା ହାଇେଥିଲା ଏବଂ ଦ୍ବାରବନ୍ଧ ଉପରେ ପଡିଥିଲା। କିନ୍ତୁ ତାହାର ଗଣ୍ତି ଗୋଟିଏ ଖଣ୍ତ ହାଇେ ରହିଥିଲା। |
5
|
ଏଥିପାଇଁ ଦାଗୋନର ଯାଜକମାନେ ଅବା ଯେଉଁମାନେ ଦାଗୋନ ମନ୍ଦିରକକ୍ସ୍ଟ ଆସନ୍ତି, ସମାନେେ ଆଜି ପର୍ୟ୍ଯନ୍ତ ଅସ୍ଦୋଦସ୍ଥିତ ଦାଗୋନ ମନ୍ଦିରର ଦ୍ବାରବନ୍ଧକକ୍ସ୍ଟ ମାଡନ୍ତି ନାହିଁ। |
6
|
ଅସ୍ଦୋଦୀଯ ଲୋକମାନଙ୍କର ଓ ସମାନଙ୍କେର ପଡ଼ୋଶୀମାନଙ୍କର ଜୀବନକକ୍ସ୍ଟ ସଦାପ୍ରଭୁ କଠିନ କରି ସମାନଙ୍କେୁ ନାନା କଷ୍ଟ ଦେଲେ। ସେ ସମାନଙ୍କେୁ ଅର୍ଶ ରୋଗ ରେ ଆଘାତ କଲେ। ସେ ମଧ୍ଯ ସମାନଙ୍କେ ପାଇଁ ମୂଷାଗକ୍ସ୍ଟଡିକ ପଠଇେଲେ, ଯାହାକି ସମାନଙ୍କେର ଜାହାଜଗକ୍ସ୍ଟଡିକରେ ଓ ଦେଶ ରେ ଭର୍ତ୍ତୀ ହାଇଗେଲେ। ଫଳ ରେ ଲୋକମାନେ ଡରିଗଲେ। |
7
|
ଏହିପରି ଅସ୍ଦୋଦୀଯ ଲୋକମାନେ ଯାହାସବୁ ଘଟିଯାଉଥିଲା ଦେଖିଲେ ଏବଂ କହିଲେ, "ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭ ଦବେତା ଦାଗୋନ୍ ଉପରେ ତାଙ୍କର ହସ୍ତ ନିଷ୍ଠକ୍ସ୍ଟର ହାଇେଅଛି।" |
8
|
ଏଣୁ ସମାନେେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କକ୍ସ୍ଟ ଆପଣାମାନଙ୍କ ନିକଟରେ ଏକତ୍ରିତ କରି କହିଲେ, "ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ବିଷଯ ରେ ଆମ୍ଭମାନେେ କ'ଣ କରିବା?" |
9
|
ପକ୍ସ୍ଟଣି ସମାନେେ ତାହା ନଇଗେଲା ପରେ ଏହା ଏପରି ହେଲା, ଯେ ସଦାପ୍ରଭୁଙ୍କ ହସ୍ତ ଗାଥ ନଗରକକ୍ସ୍ଟ ଭୟ ଓ ୟନ୍ତ୍ରଣା ରେ ଆଘାତ କଲା; ପକ୍ସ୍ଟଣି ସେ ନଗରସ୍ଥ ସାନ ଓ ବଡ ଉଭୟଙ୍କକ୍ସ୍ଟ ସେ କ୍ଲେଶ ଦେଲେ ଓ ସମାନଙ୍କେଠା ରେ ଅର୍ଶ ରୋଗ ବାହାରିଲା। |
10
|
ଏହାପରେ ସମାନେେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଇକ୍ରୋଣକକ୍ସ୍ଟ ପଠାଇଲେ। ଯେତବେେଳେ ଇଶ୍ରାୟେଲର ପରମେଶ୍ବରଙ୍କର ପବିତ୍ର ସିନ୍ଦକ୍ସ୍ଟକ ଆସିଲା। |
11
|
ଏ ହତେକ୍ସ୍ଟ ସମାନେେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କକ୍ସ୍ଟ ଏକତ୍ରୀତ କରି କହିଲେ, "ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ପଠାଇ ଦିଅ, ତାହା ସ୍ବସ୍ଥାନକକ୍ସ୍ଟ ଫରେିଯାଉ। ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକକୁ ହତ୍ଯା ନ କରୁ," କାରଣ ନଗରର ସବୁଆଡେ ମୃତକ୍ସ୍ଟ୍ଯଜନିତ ବ୍ଯାକକ୍ସ୍ଟଳତା ଜନ୍ମି ଥିଲା। ପରମେଶ୍ବରଙ୍କ ହସ୍ତ ସଠାେରେ ଅତି ଭାରି ଥିଲା। |
12
|
ପକ୍ସ୍ଟଣି ଯେଉଁ ଲୋକମାନେ ମଲେ ନାହିଁ, ସମାନେେ ଅର୍ଶ ରୋଗ ରେ ପୀଡିତ ହେଲେ; ଆଉ ନଗରର ଆର୍ତ୍ତଦାନ ସ୍ବର୍ଗକକ୍ସ୍ଟ ଉଠିଲା। |