Indian Language Bible Word Collections
2 Chronicles 27:1
2 Chronicles Chapters
2 Chronicles 27 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
2 Chronicles Chapters
2 Chronicles 27 Verses
1
|
ୟୋଥାମ୍ ରାଜା ହବୋ ସମୟରେ ପଚିଶ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଷୋହଳ ବର୍ଷ ରାଜତ୍ବ କଲେ। ତାଙ୍କର ମାତାଙ୍କର ନାମ ଥିଲା ୟିରୁଶା। ୟିରୁଶା ସାଦୋକ୍ଙ୍କର କନ୍ଯା ଥିଲେ। |
2
|
ୟୋଥାମ୍ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କର୍ମ କଲେ। ତାଙ୍କର ପିତା ଉଷିୟ ଯେଉଁପରି କରିଥିଲେ, ସେ ସହେିପରି ପରମେଶ୍ବରଙ୍କର ବାଧ୍ଯ ହେଲେ। କିନ୍ତୁ ଯୋଥମ୍ ତାଙ୍କର ପିତାଙ୍କ ପରି ସୁଗନ୍ଧିଧୂପ ଜ୍ବଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିର ରେ ପ୍ରବେଶ କରି ନ ଥିଲେ। କିନ୍ତୁ ଲୋକମାନେ ମନ୍ଦକର୍ମ କରିବା ଜାରି ରଖିଲେ। |
3
|
ୟୋଥାମ୍ ପୁନର୍ବାର ସଦାପ୍ରଭୁଙ୍କ ମନ୍ଦିରର ଉର୍ଦ୍ଧ୍ବସ୍ଥ ଦ୍ବାର ନିର୍ମାଣ କଲେ। ସେ ଓଫଲର୍ ନାମକ ସ୍ଥାନର ପ୍ରାଚୀରକୁ ଅଧିକ ନିର୍ମାଣ କଲେ। |
4
|
ଯୋଥମ୍ ଯିହୁଦାର ପାର୍ବତ୍ଯାଞ୍ଚଳମାନଙ୍କ ରେ ମଧ୍ଯ ସହରସବୁ ନିର୍ମାଣ କଲେ। ଯୋଥମ୍ ଅରଣ୍ଯ ମଧିଅରେ ଦୃଢ଼ ଦୁର୍ଗ ଓ ଗଡ଼ମାନ ନିର୍ମାଣ କଲେ। |
5
|
ଯୋଥମ୍ ଅେମ୍ମାନୀୟ ଲୋକମାନଙ୍କର ରାଜା ଓ ତାଙ୍କର ସୈନ୍ଯଦଳ ବିରୁଦ୍ଧ ରେ ମଧ୍ଯ ୟୁଦ୍ଧ କଲେ ଓ ସମାନଙ୍କେୁ ପରାସ୍ତ କଲେ। ତେଣୁ ତିନିବର୍ଷ ପର୍ୟ୍ଯନ୍ତ ପ୍ରେତ୍ୟକକ ବର୍ଷ ଅମ୍ମାନେୀୟମାନେ ୟୋଥାମ୍ଙ୍କୁ 100 ତାଳନ୍ତ ରୂପା ଦଶ ସହସ୍ର ଗହମ ଓ ଦଶ ସହସ୍ର ବୁଶଇେ ପରିମାଣର ବାର୍ଲି ଦେଲେ। |
6
|
ଯୋଥମ୍ ବିଶ୍ବସ୍ତ ଭାବରେ ସଦାପ୍ରଭୁ ତାଙ୍କର ପରମେଶ୍ବରଙ୍କର ବାଧ୍ଯ ହବୋରୁ ପରାକ୍ରମୀ ହାଇେ ଉଠିଲେ। |
7
|
ଯୋଥମ୍ ଅନ୍ୟ ଯେ ସମସ୍ତ କାର୍ୟ୍ଯ କରିଥିଲେ ଓ ସେ କରିଥିବା ୟୁଦ୍ଧର ବିବରଣୀ "ଇଶ୍ରାୟେଲ ଓ ଯିହୁଦାର ରାଜାମାନଙ୍କର ପୁସ୍ତକରେ" ଲଖାେ ୟାଇଅଛି। |
8
|
ଯୋଥମ୍ ରାଜା ହବୋ ସମୟରେ ପଚିଶ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଷୋହଳ ବର୍ଷ ରାଜତ୍ବ କଲେ। |
9
|
ଏହାପରେ ୟୋଥମ୍ ମୃତ୍ଯୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଲୋକମାନେ ତାଙ୍କୁ ଦାଉଦଙ୍କ ନଗର ରେ କବର ଦେଲେ। ଆହସ୍ ଯୋଥମ୍ଙ୍କ ସ୍ଥାନ ରେ ରାଜା ହେଲେ। ଆହସ୍ ଯୋଥମ୍ଙ୍କ ପୁତ୍ର ଥିଲେ। |