Indian Language Bible Word Collections
Isaiah 7:11
Isaiah Chapters
Isaiah 7 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Isaiah Chapters
Isaiah 7 Verses
1
|
ସଯାଥମଙ୍କ ପୁତ୍ର ଆହସ, ଉଷିୟଙ୍କ ପୁତ୍ରସଯାଥମ, ଅରାମର ରାଜା ଉତ୍ସୀନ ଓ ପଲକହ ଇଶ୍ରାଲୟଲର ରାଜା ରମଲୀଯଙ୍କର ପୁତ୍ର ଥିଲଲ। ଯିହୁଦାସର ଆହସ ରାଜତ୍ବ କରୁଥିବା ସମୟଲର ଉତ୍ସୀନ ଓ ପଲକହ ତାଙ୍କ ସହିତ ସଂଗ୍ରାମ କରିବାକୁ ୟିରୁଶାଲମକୁ ୟାଇଥିଲଲ। ମାତ୍ରସସମାଲନସସହି ନଗରୀକୁ ପରାସ୍ତ କରିପାରିଲଲ ନାହିଁ। |
2
|
ଅନନ୍ତର ଦାଉଦ ବଂଶକୁ ଏକ ବାର୍ତ୍ତା ପଠାଗଲା।ସସହି ବାର୍ତ୍ତାଟିସହଲା, "ଅରାମ ଓ ଇଶ୍ରାଲୟଲ ସୈନ୍ଯମାଲନ ଏକତ୍ରୀତସହାଇଛନ୍ତି ଏବଂସସମାଲନ ଏକତ୍ର ଶିବିର ସ୍ଥାପନ କରିଛନ୍ତି।' |
3
|
ତା'ପସର ସଦାପ୍ରଭୁ ଯିଶାଇୟଙ୍କୁ କହିଲଲ, "ତୁମ୍ଲଭ ଓ ତୁମ୍ଭର ପୁତ୍ର ଶାର-ୟାଶୂବ ୟିବ ଓ ଆହସଙ୍କ ସହିତ ଆଲୋଚନା କରିବ। ରଜକ କ୍ଷଲତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀସର ନାଳ ମୁଣ୍ଡସର ଆହସଙ୍କୁ ଭଲଟିବ। |
4
|
"ଆହସଙ୍କୁ କୁହ, "ସାବଧାନ ଓ ସୁସ୍ଥିର ହୁଅ। ଭୟଭୀତ ହୁଅ ନାହିଁ।ସସହି ଦୁଇବ୍ଯକ୍ତି ଉତ୍ସୀନ ଓ ରମଲିଯର ପୁତ୍ରକୁ ଭୟ କରନାହିଁ।ସସ ଦୁଇଜଣ ଦୁଇଟି ନିଆଁଖୁଣ୍ଟା ସଦୃଶ। ଅତୀତସରସସମାଲନ ଜ୍ବଳନ୍ତ ଅଗ୍ନି ସଦୃଶ ଥିଲଲ। ମାତ୍ର ବର୍ତ୍ତମାନସସମାଲନ କଲବଳ ଧୂମ ସଦୃଶ। ଉତ୍ସୀନ, ଅରାମ ଓ ରମଲିଯର ପୁତ୍ରରସକାରଧକୁ ଭୟ କର ନାହିଁ। |
5
|
ଅରାମ, ଇଫ୍ରଯିମ ଏବଂ ରମଲୀଯଙ୍କର ପୁତ୍ର ଏକତ୍ରସହାଇ ତୁମ୍ଭ ବିରୁଦ୍ଧସର ଷଡୟନ୍ତ୍ର କରୁଛନ୍ତି।ସସମାଲନ କହିଲଲ, |
6
|
ଆମ୍ଲଭମାଲନ ୟାଇ ଯିହୁଦା ବିରୁଦ୍ଧସର ଲଢ଼ିବା। ଆମ୍ଭମାନଙ୍କ ପାଇଁ ଯିହୁଦାକୁ ଭାଗ ଭାଗ କରିବା। ଆମ୍ଲଭମାଲନ ଟାବଲଲର ପୁତ୍ରକୁ ଯିହୁଦାର ନୂଆ ରାଜାରୂଲପ ସ୍ଥାପନ କରିବା।' |
7
|
ସମାରପ୍ରଭୁ ସଦାପ୍ରଭୁ କୁହନ୍ତି, "ତାଙ୍କର କୁମନ୍ତ୍ରଣା ସଫଳସହବ ନାହିଁ। କାରଣ ଏହା ଆଦୌ ଘଟିବ ନାହିଁ। |
8
|
ସଯଲତଲବଲଳ ଉତ୍ସୀନ ଦମ୍ମଲଶକର ରାଜାସହଲବ ଏହା ଘଟିବ ନାହିଁ। କାରଣ ପଞ୍ଚଷଠି ବର୍ଷ ମଧିଅଲର ଇଫ୍ରଯିମ ଇଶ୍ରାଲୟଲ ଏପରି ଖଣ୍ଡ ବିଖଣ୍ଡିତସହବସଯ ତାହା ଏକସଗାଷ୍ଠୀସହାଇ ରହିବ ନାହିଁ। |
9
|
ଶମରିଯାସଯଲତଲବଲଳ ଇଫ୍ରଯିମର ରାଜଧାନୀ ଓ ରମଲୀଯର ପୁତ୍ର ଶମରିଯାର ରାଜାସସଲତଲବଲଳସସମାନଙ୍କର କୁମନ୍ତ୍ରଣା ସଫଳସହବ ନାହିଁ। ତୁମ୍ଲଭ ଯଦି ଦୃଢ଼ ଭାବଲର ରହିପାରିବ ନାହିଁ, ତୁମ୍ଲଭ ଅଗ୍ରସରସହାଇପାରିବ ନାହିଁ। |
10
|
ତା'ପସର ସଦାପ୍ରଭୁ ଆହସଙ୍କୁ କହି ଚାଲିଲଲ। |
11
|
ସସ କହିଲଲ, "ଏ ଗୁଡ଼ିକ ସତ୍ଯସବାଲି ତୁମ୍ଲଭ ନିଜକୁ ପ୍ରମାଣ କରିବାକୁ ଏକ ଚିହ୍ନ ମାଗ।ସସହି ଚିହ୍ନ ଅଧୋଲଲାକରୁସହଉ କିମ୍ବା ଉର୍ଦ୍ଧଲଲାକରୁସହଉ ସଦାପ୍ରଭୁଙ୍କୁସସହି ଚିହ୍ନ ମାଗ।' |
12
|
ମାତ୍ର ଆହସ କହିଲଲ, "ମୁଁ ପ୍ରମାଣ ସ୍ବରୂପ ଚିହ୍ନ ମାଗିବି ନାହିଁ। କାରଣ ମୁଁ ସଦାପ୍ରଭୁଙ୍କୁ ପରୀକ୍ଷା କରିବାକୁ ଚାସହଁ ନାହିଁ।' |
13
|
ତା'ପସର ଯିଶାଇୟ କହିଲଲ, "ସହ ଦାଉଦଙ୍କର ବଂଶ! ସାବଧାନସହାଇ ଶୁଣ। ତୁମ୍ଲଭମାଲନ ତୁଚ୍ଛମାନବର ର୍ଧୈୟ୍ଯକୁ ପରୀକ୍ଷା କରିଛସବାଲିସମାର ପ୍ରଭୁ ପରଲମଶ୍ବରଙ୍କ ର୍ଧୈୟ୍ଯକୁ ପରୀକ୍ଷା କରିପାରିବ ନାହିଁ। |
14
|
ମାତ୍ରସମାର ପ୍ରଭୁ ପରଲମଶ୍ବର ଏକ ଚିହ୍ନସଦଖାଇଲବ। |
15
|
ଇମ୍ମାନୁଯଲଲ ଲହୁଣୀ ଓ ମହୁ ଖାଇବ।ସତଣୁସସ ଭଲକୁ ଗ୍ରହଣ କରିବା ଓ ମନ୍ଦକୁ ତ୍ଯାଗ କରିବା ଜାଣିବ। |
16
|
ବାଳକଟି ଭଲକୁ ଗ୍ରହଣ କରିବା ଓ ମନ୍ଦକୁ ଅଗ୍ରାହ୍ଯ କରିବା ଜାଣିବା ପୂର୍ବରୁ ତୁମ୍ଲଭମାଲନ ଇଫ୍ରଯିମକୁ ଓ ଅରାମକୁ ତ୍ଯାଗ କରିବା। |
17
|
ମାତ୍ର ତୁମ୍ଲଭମାଲନ ସଦାପ୍ରଭୁଙ୍କୁ ଭୟ କରିବ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ଏକ ଦୁଃଖ ସମୟ ଆଣିଲବ।ସସହି ଦୁଃସମୟ ତୁମ୍ଭସଲାକମାନଙ୍କ ପାଇଁ ଆସିବ ଓ ତୁମ୍ଭ ପିତୃବଂଶ ପାଇଁ ଆସିବ। ପରଲମଶ୍ବର କ'ଣ କରିଲବ ?ସସ ଅଶୂରର ରାଜାଙ୍କୁ ତୁମ୍ଭ ବିରୁଦ୍ଧସର ଲଢ଼ିବାକୁ ଆଣିଲବ। |
18
|
"ସସହି ସମୟଲର ସଦାପ୍ରଭୁ ମକ୍ଷିକାକୁ ଆହ୍ବାନସଦଲବ।ସସହି ମକ୍ଷିକା ମିଶରସର ନଦୀ ନିକଟଲର ଅଛି। ବର୍ତ୍ତମାନ ମଧୁମକ୍ଷିକା ଅଶୂରସଦଶସର ଅଛନ୍ତି ଏହି ଶତ୍ରୁଗଣ ତୁମ୍ଭ ରାଜ୍ଯକୁ ଆସିଲବ। |
19
|
ସସହି ଶତ୍ରୁଗଣ ଗହ୍ବରମାନଙ୍କର, ପର୍ବତର ଗୁମ୍ଫାମାନଙ୍କସର କଣ୍ଟାବୁଦାମାନଙ୍କସର ଓ ଚରାଭୂମି ମାନଙ୍କସର ବାସ କରିଲବ। |
20
|
ସଦାପ୍ରଭୁ ଯିହୁଦାକୁ ଦଣ୍ଡସଦବାକୁ ଅଶୂରକୁ ବ୍ଯବହାର କରିଲବ। ଅଶୂର ଭଡ଼ାଟିଆ ଏବଂ କ୍ଷୁର ସଦୃଶ ବ୍ଯବହୃତସହବ। ଯିହୁଦାର ମସ୍ତକ ଓ ପଦକୁ କ୍ଷୌର ସଦାପ୍ରଭୁଙ୍କ ଦ୍ବାରାସହବ। ସଦାପ୍ରଭୁ ଯିହୁଦାର ଦାଢ଼ି କ୍ଷୌର କରିଲବ। |
21
|
"ସସହି ସମୟଲରସକହି ଜଲଣ ବ୍ଯକ୍ତିସଗାଟିଏ ଗାଈ ଓ ଦୁଇସଗାଟିସମଷ ପାଳିବଲ। |
22
|
ସସହି ଗାଈର ପ୍ରଚୁର ଦୁଗ୍ଧସରସସ ଦଧି ଖାଇବଲ ଓସସସଦଶର ପ୍ରଲତ୍ୟକକସଲାକ ଦଧି ଓ ମଧୁ ଭକ୍ଷଣ କରିଲବ। |
23
|
ସସହି ଭୂମିଲର କ୍ଷଲତମାନଙ୍କସର ଏକ ହଜାର ଦ୍ରାକ୍ଷାଲତାସହବ। ପ୍ରଲତ୍ୟକକ ଦ୍ରାକ୍ଷାଲତାର ମୂଲ୍ଯ 1,000ସର ୗପ୍ୟ ମୁଦ୍ରାସହବ। ମାତ୍ରସସହି କ୍ଷଲତ ଅନାବନା ଘାସ ଓ କଣ୍ଟକ ପୂର୍ଣ୍ଣସହବ। |
24
|
ସସହି ଭୂମି ବଣସହାଇଯିବ ଏବଂ ତାହା କଲବଳ ଶିକାରସଯାଗ୍ଯସହବ। |
25
|
ଦିନ ଥିଲାସଲାକମାଲନସସଠାସର କାର୍ୟ୍ଯରତ ରହୁଥିଲଲ ଓ ପାହାଡ଼ ଉପସର ଖାଦ୍ୟ ଉତ୍ପାଦନ କରୁଥିଲଲ। ମାତ୍ରସସଦିନସଲାକମାଲନ ଆଉସସଠାକୁ ଯିଲବ ନାହିଁ।ସସହି ସ୍ଥାନ ଅନାବନା ଘାସ ଓ କଣ୍ଟକଲର ପୂର୍ଣ୍ଣସହବ। କଲବଳ ମଲଣ୍ଢା ଓସଗାରୁପଲମାନଙ୍କରସସ ଚରାଭୂଇଁସହବ।' |