Bible Languages

Indian Language Bible Word Collections

Bible Versions

Books

Psalms Chapters

Psalms 111 Verses

Bible Versions

Books

Psalms Chapters

Psalms 111 Verses

1 ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ଯବାଦ ଦବେି।
2 ସଦାପ୍ରଭୁ ଆଶ୍ଚର୍ୟ୍ଯ କର୍ମମାନ କରନ୍ତି। ଯେଉଁମାନେ ତାଙ୍କୁ ଚାହାଁନ୍ତି ସମାନେେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।
3 ପରମେଶ୍ବର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ୟ୍ଯଜନକ କାର୍ୟ୍ଯମାନ କରନ୍ତି ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାଯୀ।
4 ସେ ଆପଣାର ଆଶ୍ଚର୍ୟ୍ଯ କର୍ମମାନ ସବୁ ସ୍ମରଣ କରାଇଛନ୍ତି। ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମଯ।
5 ଯେଉଁମାନେ ତାଙ୍କୁ ଭୟ କରନ୍ତି ଏବଂ ସମ୍ମାନ ଦିଅନ୍ତି ସେ ସମାନଙ୍କେୁ ଖାଦ୍ୟ ଦିଅନ୍ତି। ସେ ସଦାକାଳ ଆପଣା ଚୁକ୍ତି ସ୍ମରଣ କରନ୍ତି।
6 ସେ ନିଜ ଲୋକମାନଙ୍କୁ ଅନ୍ୟଦେଶୀଯମାନଙ୍କ ଅଧିକାର ଦଇେ ତାଙ୍କର ଶକ୍ତିର ଆପଣା କର୍ମର ପ୍ରଭାବ ସମାନଙ୍କେୁ ଦଖାଇେଥିଲେ।
7 ତାହାଙ୍କ ଦ୍ବାରା ହାଇେଥିବା ଆଜ୍ଞାସବୁ ସତ୍ଯ ଓ ତାଙ୍କର ନିଯମସବୁ ବିଶ୍ବାସ ୟୋଗ୍ଯ।
8 ପରମେଶ୍ବରଙ୍କର ନିର୍ଦ୍ଦେଶ ଅନନ୍ତ କାଳସ୍ଥାଯୀ। ତାଙ୍କର ଆଜ୍ଞା ବିଶ୍ବସ୍ତତା ଓ ସରଳତାରେ ସାଧିତ କରାୟାଏ।
9 ପରମେଶ୍ବର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ। ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାଯୀ ହାଇେ ରହିଲା। ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର।
10 ଜ୍ଞାନ ପରମେଶ୍ବରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ। ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସମାନେେ ଜ୍ଞାନୀ ଅଟନ୍ତି। ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାୟିବ।

Psalms 111 Verses

Psalms 111 Chapter Verses Bengali Language Bible Words display

COMING SOON ...

×

Alert

×