1
|
ହେ ଜାତିଗଣ ସମୂହ ଶୁଣ, ହେ ପୃଥିବୀବାସୀ ଲୋକମାନେ ଶୁଣ, |
2
|
ପ୍ରେତ୍ୟକକ ମଣିଷ ଧନୀ ଦରିଦ୍ର ନିର୍ବିଶଷେରେ ସମସ୍ତେ ଶୁଣ, |
3
|
ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ ଓ ବୁଦ୍ଧିମାନର କଥା କହିବି। |
4
|
ମୁଁ ସେ ସବୁ ୟେ ଶୁଣି ଅଛି ଓ ବର୍ତ୍ତମାନ ମୁଁ ସେ ସବୁକୁ ମାରେ ବୀଣାବାଦନ ସହିତ ଗାଯନ କରିବି ଏବଂ ତୁମ୍ଭ ନିକଟରେ ସହେି ଗୁଢ଼ ବିଷଯସବୁ ପ୍ରକାଶ କରିବି। |
5
|
ୟଦି ବିପଦ ପଡ଼େ ମୁଁ କାହିଁକି ଭୟଭୀତ ହବେି। ୟଦି ଦୁଷ୍ଟ ଲୋକମାନେ ମାରେ ଚାରିକଡ଼ରେ ଘରେିୟାଇ ମାେତେ ୟନ୍ତାରେ ପକାଇବାକୁ ଚେଷ୍ଟା କରନ୍ତି, ସଠାେରେ ମଧ୍ଯ ମାରେ ଭୟ କରିବାର କୌଣସି କାରଣ ନାହିଁ। |
6
|
ଅନକେ ଲୋକ ଭାବନ୍ତି ସମାନଙ୍କେର ଧନ ଓ ବଳ ସମାନଙ୍କେୁ ରକ୍ଷା କରିବ କିନ୍ତୁ ସହେି ଲୋକମାନେ ମୂର୍ଖ ଅଟନ୍ତି। |
7
|
କହେି ମନୁଷ୍ଯ ବନ୍ଧୁ ତୁମ୍ଭକୁ ବଞ୍ଚାଇପାରିବେ ନାହିଁ କି ତୁମ୍ଭେ ପରମେଶ୍ବରଙ୍କୁ ଲାଞ୍ଚ ଦଇପୋରିବ ନାହିଁ। |
8
|
ଏମିତି କୌଣସି ବ୍ଯକ୍ତି ନାହିଁ ୟିଏ ଅଧିକ ଧନ ଦଇେ ତା'ର ଜୀବନକୁ ପ୍ରାଯାଶ୍ଚିତ କରିପାରିବ। |
9
|
କୌଣସି ବ୍ଯକ୍ତିର ନିକଟରେ ଏବେ ଧନ ନାହିଁ ୟେ ସେ ଚିରଦିନ ବଞ୍ଚିବା ପାଇଁ ସବୁ ଜିନିଷ ଧନରେ କିଣି ପାରିବ ଓ ତା'ର ଶରୀରକୁ ରକ୍ଷା କରିପାରିବ, ୟାହାକି କବର ମଧ୍ୟରେ ନଷ୍ଟ ହାଇେଥିବ। |
10
|
ଦେଖ !ବୁଦ୍ଧିମାନ୍ ଲୋକମାନେ ମୃତ୍ଯୁବରଣ କରନ୍ତି, ୟମେିତିକି ମୂର୍ଖ ଓ ନିର୍ ବୋଧ ଲୋକମାନେ ମୃତ୍ଯୁବରଣ କରନ୍ତି ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ୟାଆନ୍ତି। |
11
|
ସମାନଙ୍କେ କବର ସମାନଙ୍କେ ପାଇଁ ଚିରଦିନ ନୂତନ ବାସସ୍ଥଳୀ ଅଟେ ଏବଂ ୟତେେ ଭୂମି ସମାନେେ ଅଧିକାର କରିଥିଲେ ହେଁ, ଏହା ସମାନଙ୍କେ ପାଇଁ ମୂଲ୍ଯହୀନ ଅଟେ। |
12
|
ଲୋକମାନେ ବିତ୍ତଶାଳୀ ହାଇେ ପାରନ୍ତି। କିନ୍ତୁ ସମାନେେ ଏଠାରେ ଚିରଦିନ ରହିପାରିବେ ନାହିଁ। ସମାନେେ ପଶୁ ତୁଲ୍ଯ ମୃତ୍ଯୁବରଣ କରିବେ। |
13
|
ସହେି ମୂର୍ଖ ଲୋକମାନଙ୍କ ଭାଗ୍ଯରେ ଏହିପରି ଘଟେ। ଯେଉଁମାନେ ନିଜର ସମ୍ପତ୍ତିକୁ ଅଧିକ ଭଲ ପାଆନ୍ତି। |
14
|
ସହେି ଲୋକମାନେ ମଷେମାନଙ୍କ ପରି ଅଟନ୍ତି। ସମାନେେ ଶଷେରେ ସହେି କବରରେ ପତିତ ହବେେ ଓ ମୃତ୍ଯୁ ସମାନଙ୍କେ ମଷେପାଳକ ହବେ। ତା'ପରେ ସହେି ସକାଳେ ଉତ୍ତମ ବ୍ଯକ୍ତିଗଣ ବିଜଯୀ ହବେେ। ସହେି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହବୋକୁ ଲାଗିବ, ସମାନଙ୍କେର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହବେ। |
15
|
କିନ୍ତୁ ପରମେଶ୍ବର ମାେତେ ସେଥିରୁ ମୁକ୍ତ କରିବେ ଓ ମାରେ ଜୀବନ ବଞ୍ଚାଇବେ। ସେ ମାେତେ ଉଦ୍ଧାର କରିବେ, ସହେି ମୃତ୍ଯୁର କବର ମଧ୍ଯରୁ ସେତବେେଳେ ସେ ମାେତେ ତାଙ୍କର ସଙ୍ଗରେ ନଇେଯିବେ। |
16
|
କବଳେ ସମାନେେ ଧନୀ ବୋଲି ସମାନଙ୍କେୁ ଭୟ କର ନାହିଁ। ସହେି ଲୋକମାନଙ୍କୁ ଭୟ କର ନାହିଁ ଯେଉଁମାନଙ୍କର ସୁଶୋଭିତ ଗୃହ ରହିଛି। |
17
|
ସହେି ଲୋକମାନେ ଯେତବେେଳେ ମୃତ୍ଯୁବରଣ କରିବେ ସମାନେେ ସାଙ୍ଗରେ କିଛି ନଇେଯିବେ ନାହିଁ। ତାଙ୍କର ଐଶ୍ଚର୍ୟ୍ଯ ତାଙ୍କ ସଙ୍ଗରେ ୟିବ ନାହିଁ। |
18
|
ଜଣେ ଧନୀ ବ୍ଯକ୍ତି ପ୍ରକୃତରେ ନିଜ ଜୀବନରେ ୟାହା ସବୁ କରିଛି ସେଥିପାଇଁ ନିଜକୁ କବଳେ ଧନ୍ଯବାଦ ଦିଏ। ହଁ, ଅନ୍ୟ ଲୋକମାନେ ମଧ୍ଯ ତା'କୁ ପ୍ରଶଂସା କରି କହନ୍ତି, ସେ ତା'ର ଜୀବନରେ କିପରି ଉତ୍ତମ ସଫଳତା ହାସଲ କରିଛି। |
19
|
ଶଷେରେ କିନ୍ତୁ ସମୟ ଆସିବ ତାକୁ ମରିବାକୁ ପଡ଼ିବ ଓ ତାକୁ ତା'ର ପୂର୍ବପୁରୁଷଙ୍କ ନିକଟକୁ ୟିବାକୁ ପଡ଼ିବ ଓ ସେ କବେେ ଆଉ ଦିନର ଆ ଲୋକ ଦେଖିପାରିବ ନାହିଁ। |
20
|
ଲୋକମାନେ ବିତ୍ତଶାଳୀ ହାଇପୋରନ୍ତି, ତଥାପି ସମାନେେ ବୁଝିପାରନ୍ତି ନାହିଁ ୟେ ସମାନେେ ମଧ୍ଯ ପଶୁଭଳି ମୃତ୍ଯୁବରଣ କରିବେ। |
Psalms 49:1 Bengali Language Bible Words basic statistical display
COMING SOON ...