1
|
ପରେମେଶ୍ବର ପରମେଶ୍ବରଙ୍କ ମଣ୍ଡଳୀ ମଧ୍ୟରେ ଛିଡ଼ା ହୁଅନ୍ତି। ସେ ବିଚାରକର୍ତ୍ତାମାନଙ୍କ ମଧ୍ୟରେ ବିଚାର କରନ୍ତି। |
2
|
ପରମେଶ୍ବର କହନ୍ତି, "ତୁମ୍ଭମାନେେ କେତକୋଳ ପର୍ୟ୍ଯନ୍ତ ଅନ୍ଯାଯ ବିଚାର କରିବ ? ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ ?" |
3
|
"ଅନାଥ ଓ ଗରିବ ଲୋକମାନଙ୍କୁ ରକ୍ଷା କର। ଅତ୍ଯାଚାରିତ ଓ ଗରିବ ଲୋକମାନଙ୍କର ପ୍ରତି ନ୍ଯାଯ ବ୍ଯବହାର କର। |
4
|
ଗରିବ ଓ ଦୀନହୀନମାନଙ୍କୁ ରକ୍ଷା କର। ଦୁଷ୍ଟଗଣର ହସ୍ତରୁ ସମାନଙ୍କେୁ ରକ୍ଷା କର। |
5
|
"ୟାହାସବୁ ଘଟୁଛି ସମାନେେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ। ସମାନେେ ଅନ୍ଧାରରେ ଝୁଣ୍ଟି ପଡ଼ନ୍ତି। ସମାନଙ୍କେର ପୃଥିବୀ ସମାନଙ୍କେର ଚତୁଃପାଶର୍ବରେ ତଳକୁ ପଡ଼ୁଛି।" |
6
|
ମୁଁ (ପରମେଶ୍ବର) କହିଲି, "ତୁମ୍ଭମାନେେ ଈଶ୍ବରଗଣ ଓ ସର୍ବୋପରିସ୍ଥ ପରମେଶ୍ବରଙ୍କର ସନ୍ତାନ। |
7
|
ତଥାପି ତୁମ୍ଭମାନେେ ମନୁଷ୍ଯ ପରି ମରିବ। ତୁମ୍ଭେ ରାଜକୁମାର ପରି ମୃତ୍ଯୁବରଣ କରିବ।" |
8
|
ହେ ପରମେଶ୍ବର, ଉଠ! ପୃଥିବୀର ବିଚାର କର !ସମସ୍ତ ଜାତିଗଣ ତୁମ୍ଭର ଅଟେ। |
Psalms 82:1 Bengali Language Bible Words basic statistical display
COMING SOON ...