1
|
ଯେଉଁ ବ୍ଯକ୍ତି ସର୍ବୋପରିସ୍ଥ ପରମେଶ୍ବର ପାଖକୁ ୟାଏ, ସେ ସର୍ବଶକ୍ତିମାନ ପରମେଶ୍ବରଙ୍କ ଛାଯା ତଳେ ନିରାପତ୍ତା ପାଇଁ ବସତି କରିବ। |
2
|
ମୁଁ ସଦାପ୍ରଭୁଙ୍କୁ କହିଲି, "ତୁମ୍ଭେ ମାରେ ଆଶ୍ରଯ ଓ ଦୁର୍ଗ, ମାରେ ପରମେଶ୍ବର, ମୁଁ ତୁମ୍ଭ ନିକଟରେ ବିଶ୍ବାସ ରେଖ।" |
3
|
ପରମେଶ୍ବର ତୁମ୍ଭକୁ ଗଭୀର ଜଳରୁ ରକ୍ଷା କରିବେ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ। |
4
|
ତୁମ୍ଭେ ପରମେଶ୍ବରଙ୍କ ନିକୟକୁ ସୁରକ୍ଷା ନିମନ୍ତେ ୟାଇପାରିବ। ପକ୍ଷୀ ତା'ର ଛୁଆମାନଙ୍କ ଉପରେ ଡ଼ଣୋ ମଲୋଇ ରଖିଲା ଭଳି ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ରକ୍ଷାକାରୀ ଢ଼ାଲ ଓ ପ୍ରାଚୀର ଦୁର୍ଗ ସ୍ବରୂପ ହବେେ। |
5
|
ତୁମ୍ଭେ ରାତ୍ରିରେ ଭୟଭୀତ ହବୋର ଦରକାର ନାହିଁ। କିଅବା ଦିନରେ ଶତ୍ରୁମାନଙ୍କର ବାଣ ପ୍ରତି ଭୟଭୀତ ହବେ ନାହିଁ। |
6
|
ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ଯାହ୍ନରେ ସହାରକାରୀ ରୋଗ ବିଷଯରେ ଭୀତ ହବେ ନାହିଁ। |
7
|
ତୁମ୍ଭ ପକ୍ଷରେ ହଜାର ହଜାର ଶତ୍ରୁମାନ ମାରିବା ସହଜ। ତୁମ୍ଭର ଦକ୍ଷିଣ ହସ୍ତ ଦଶ ହଜାର ଶତ୍ରୁଙ୍କୁ ପରାସ୍ତ କରିବ କିନ୍ତୁ ତୁମ୍ଭେ ଆଘାତପ୍ରାପ୍ତ ହବେ ନାହିଁ। |
8
|
ତୁମ୍ଭେ ଦେଖିବ ୟେ, ଦୁଷ୍ଟ ଲୋକମାନେ ଦଣ୍ଡିତ ହାଇେଛନ୍ତି। ତୁମ୍ଭେ ଏହାକୁ ନିଜ ଆଖିରେ ଦେଖିପାରିବ। |
9
|
ପ୍ରକୃତରେ ସଦାପ୍ରଭୁ ହେଉଛନ୍ତି ନିରାପତ୍ତାର ସ୍ଥାନ !ୟଦି ପରମେଶ୍ବରଙ୍କୁ ତୁମ୍ଭେ ଆପଣା ସୁରକ୍ଷାର ସ୍ଥାନ କରିବ। |
10
|
ତୁମ୍ଭର କୌଣସି ବିପଦ ଘଟିବ ନାହିଁ। କୌଣସି ଦୁର୍ବିପାକ ତୁମ୍ଭ ଗୃହକୁ ଆସିବ ନାହିଁ। |
11
|
ପରମେଶ୍ବର ତୁମ୍ଭ ରକ୍ଷା ପାଇଁ ଦୂତମାନଙ୍କୁ ଆଦେଶ ଦବେେ। ତୁମ୍ଭେ ଯେଉଁଠାକୁ ଗଲେ ମଧ୍ଯ, ସମାନେେ ତୁମ୍ଭକୁ ସୁରକ୍ଷା ଦବେେ। |
12
|
ତୁମ୍ଭଙ୍କୁ ଦୂତମାନେ ସାହାୟ୍ଯ କରିବେ, ୟପରେିକି ତୁମ୍ଭର ପାଦ ପଥରରେ ବାଡ଼ଇେ ନ ହୁଏ। |
13
|
ତୁମ୍ଭେ ସିଂହ ଏବଂ ସର୍ପ ଉପରେ ମାଡ଼ି ଚାଲି ୟିବ। ତୁମ୍ଭେ ୟୁବା ସିଂହ ଓ କାଳସର୍ପକୁ ପାଦତଳେ ଦଳି ଦବେ। |
14
|
ସଦାପ୍ରଭୁ କହନ୍ତି, "ୟଦି କୌଣସି ଲୋକ ଆମ୍ଭଙ୍କୁ ପ୍ରମେ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସମାନଙ୍କେୁ ଆମ୍ଭେ ଉଚ୍ଚରେ ରଖିବା। |
15
|
ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାୟ୍ଯ ପାଇଁ ଡ଼ାକିବେ, ଆମ୍ଭେ ସମାନଙ୍କେର ଡ଼ାକ ଶୁଣିବା। ସମାନଙ୍କେ କଷ୍ଟ ସମଯରେ ଆମ୍ଭେ ସମାନଙ୍କେ ସହିତ ରହିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବା ଏବଂ ସମ୍ମାନ ଦବୋ। |
16
|
ଆମ୍ଭେ ଆପଣା ଅନୁସରଣକାରୀମାନଙ୍କୁ ଦୀର୍ଘାଯୁ କରିବା ଏବଂ ଆମ୍ଭେ ସମାନଙ୍କେୁ ରକ୍ଷା କରିବା।" |
Psalms 91:1 Bengali Language Bible Words basic statistical display
COMING SOON ...