Indian Language Bible Word Collections
Revelation 1:17
Revelation Chapters
Revelation 1 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Revelation Chapters
Revelation 1 Verses
1
|
ଏହା ଯୀଶୁଖ୍ରୀଷ୍ଟଙ୍କର ପ୍ରକାଶିତ ବାକ୍ଯ ଯାହା ଯାହା ଶୀଘ୍ର ଘଟିବ, ସେ ବିଷୟ ରେ ତାହାଙ୍କ ସବେକମାନଙ୍କୁ ଦଖାଇବୋ ପାଇଁ ପରମେଶ୍ବର ଯୀଶୁଙ୍କୁ ଏସବୁ ଦଇେଥିଲେ। ଖ୍ରୀଷ୍ଟ ତାହାଙ୍କର ଦୂତଙ୍କୁ ଏସବୁ ଦଖାଇବୋ ପାଇଁ ତାହାଙ୍କ ଦାସ ଯୋହନଙ୍କ ନିକଟକୁ ପାଇଲେ। |
2
|
ଯୋହନ ଯାହା ସବୁ ଦେଖିଲେ, ତାହାର ସାକ୍ଷ୍ଯ ସେ ଦେଲେ ଓ ପରମେଶ୍ବରଙ୍କର ଏହି ସତ୍ଯ ବାକ୍ଯ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଯୋହନଙ୍କୁ କୁହାଗଲା। |
3
|
ଯେଉଁ ଲୋକମାନେ ପରମେଶ୍ବରଙ୍କ ଏହି ବାକ୍ଯ ପଢ଼ନ୍ତି, ଓ ଯେଉଁ ଲୋକମାନେ ଏହି ଭାବବାଣୀକୁ ଶୁଣନ୍ତି ଓ ଏଥି ରେ ଲଖାେଥିବା ବିଷୟଗୁଡ଼ିକୁ ପାଳନ କରନ୍ତି, ସମାନେେ ଧନ୍ଯ। କାରଣ ସମୟ ନିକଟବର୍ତ୍ତୀ। |
4
|
ଏସିଆ ପ୍ରଦେଶର ସାତାଟେି ମଣ୍ଡଳୀକୁ ମୁଁ, ଯୋହନ, ଏହା ଲେଖୁଅଛି : ଯେଉଁ ଈଶ୍ବର ଅତୀତ ରେ ଥିଲେ, ବର୍ତ୍ତମାନ ଅଛନ୍ତି ଓ ଭବିଷ୍ଯତ୍ ରେ ଆସୁଛନ୍ତି ଏବଂ ତାହାଙ୍କ ସିଂହାସନ ସମ୍ମୁଖ ରେ ଥିବା ସପ୍ତ ଆତ୍ମାଙ୍କଠାରୁ ଓ ଯୀଶୁଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ପ୍ରାପ୍ତ ହେଉ। |
5
|
ଯୀଶୁ ହେଉଛନ୍ତି ବିଶ୍ବସ୍ତ ସାକ୍ଷୀ। ମୃତ୍ଯୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧିଅରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା। |
6
|
ଯୀଶୁ ଆମ୍ଭମାନଙ୍କୁ ଗୋଟିଏ ରାଜ୍ଯ ସ୍ବରୂପ କରିଛନ୍ତି ଓ ସେ ଆମ୍ଭମାନଙ୍କୁ ତାହାଙ୍କ ପିତା ପରମେଶ୍ବରଙ୍କର ସବୋ ରେ ଯାଜକ ରୂପେ ନିୟୁକ୍ତ କରିଛନ୍ତି। ତାହାଙ୍କର ଗୌରବ ଓ ପରାକ୍ରମ ୟୁଗେ ୟୁଗେ ହେଉ। ଆମେନ୍। |
7
|
ଦେଖ, ଯୀଶୁ ମେଘମାଳା ରେ ଆସୁଅଛନ୍ତି। ପ୍ରେତ୍ୟକକ ଲୋକର ଚକ୍ଷୁ ତାହାଙ୍କୁ ଦେଖିବ ଏପରିକି ତାହାଙ୍କୁ ବିଦ୍ଧ କରିଥିବା ଲୋକମାନେ ମଧ୍ଯ ତାହାଙ୍କୁ ଦେଖିବେ। ଏ ପୃଥିବୀର ସବୁ ଜାତିର ଲୋକମାନେ ତାହାଙ୍କ ଆଗମନ ରେ ଉଚ୍ଚସ୍ବର ରେ ରୋଦନ କରିବେ। ହଁ, ଏହା ଘଟିବ। ଆମେନ୍। |
8
|
ପ୍ରଭୁ ପରମେଶ୍ବର କହନ୍ତି, ମୁଁ "ଆରମ୍ଭ ଓ ଶଷେ" ("ଆଲ୍ଫା" ଓ "ଓମଗୋ") ମୁଁ ବର୍ତ୍ତମାନ ଅଛି, ଅତୀତ ରେ ଥିଲି ଓ ଭବିଷ୍ଯତ୍ ରେ ମଧ୍ଯ ରହିଥିବି। ମୁଁ ସର୍ବଶକ୍ତିମାନ।" |
9
|
ଯୀଶୁଙ୍କ ଦୁଃଖ ଭୋଗ ରାଜ୍ଯ ଓ ର୍ଧୈୟ୍ଯ ରେ ତୁମ୍ଭମାନଙ୍କର ସହଭାଗୀ ଭାଇ ମୁଁ ଯୋହନ, ପରମେଶ୍ବରଙ୍କ ବାକ୍ଯ ପ୍ରଚାର ଓ ଯୀଶୁଙ୍କର ସାକ୍ଷୀ ହବୋ ହତେୁ ନିର୍ବାସିତ ହାଇେ ପାତ୍ମ ଦ୍ବୀପରେ ଥିଲି କାରଣ ମୁଁ ପରମେଶ୍ବରଙ୍କର ବାକ୍ଯ ପ୍ରଚାର କଲି। ମୁଁ ଯୀଶୁଙ୍କ ବିଷୟ ରେ ସାକ୍ଷ୍ଯ ଦଲେି। |
10
|
ପ୍ରଭୁଙ୍କ ଦିନ ରେ ପବିତ୍ର ଆତ୍ମା ମାେତେ ସମ୍ପୂର୍ଣ୍ଣରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା। |
11
|
ସହେି ସ୍ବର ମାେତେ କହିଲା, "ତୁମ୍ଭେ ଯାହା ଦେଖୁଛ, ସବୁ ଗୋଟିଏ ପୁସ୍ତକରେ ଲେଖ ଓ ତାହାକୁ ସାତାଟେି ମଣ୍ଡଳୀ ଏଫିସ, ସ୍ମର୍ଣ୍ଣା, ପର୍ଗମ, ଥିୟତୀର ସାର୍ଦ୍ଦୀ, ଫିଲାଦଲଫେିଆ ଓ ଲାଓଦିକିଆକୁ ପଠାଅ। |
12
|
ମୁଁ ବୁଲିପଡ଼ି ଦେଖିବାକୁ ଚାହିଁଲି ଯେ, କିଏ ମାେତେ ଏହିକଥା କହୁଛନ୍ତି। ମୁଁ ଯେତବେେଳେ ବୁଲିପଡ଼ିଲି, ସେତବେେଳେ ସାତାଟେି ସୁନାର ଦୀପରୁଖା ଦେଖିଲି। |
13
|
ସହେି ସାତାଟେି ସୁନାର ଦୀପରୁଖା ମଝି ରେ: "ମନୁଷ୍ଯ ପୁତ୍ରଙ୍କ ପରି" ଜଣେ ଠିଆ ହାଇେଛନ୍ତି। ସେ ଗୋଟିଏ ଲମ୍ବା ପୋଷାକ ପିନ୍ଧିଥିଲେ। ସେ ତାହାଙ୍କ ଛାତି ରେ ଗୋଟିଏ ସୁନାର ପଟୁକା ପିନ୍ଧିଲେ। |
14
|
ତାହାଙ୍କ ମୁଣ୍ଡ ଓ ବାଳ ଶୁଭ୍ର ପଶମ ଓ ହିମ ପରି ଶୁଭ୍ର ଥିଲା। ତାହାଙ୍କ ଆଖି ଅଗ୍ନିଶିଖା ପରି ଦଖାଯାେଉଥିଲା। |
15
|
ତାହାଙ୍କ ପାଦ ଯେପରି, ପିତ୍ତଳ ନିଆଁ ଭାଟି ରେ ଦଖାଯାେଏ ସହେିପରି ଶୁଦ୍ଧ ଦଖାଯାେଉଥିଲା। ତାହାଙ୍କ ସ୍ବର ବନ୍ଯାଜଳର ଗର୍ଜନ ଭଳି ଥିଲା। |
16
|
ସେ ତାହାଙ୍କ ଡାହାଣ ହାତ ରେ ସାତାଟେି ନକ୍ଷତ୍ର ଧରିଥିଲେ। ତାହାଙ୍କ ମୁଖ ଭିତରୁ ତୀକ୍ଷ୍ଣ ଦୁଇଧାର ୟୁକ୍ତ ଖଡ୍ଗ ବାହାରି ଆସିଲା। ସେ ମଧ୍ଯାହ୍ନ ସୂର୍ୟ୍ଯଭଳି ତଜେୋମୟ ଦଖାଯାେଉଥିଲେ। |
17
|
ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମାେ ଉପରେ ଆପଣା ଡ଼ାହାଣ ହାତ ରଖି ସେ କହିଲେ, "ଭୟ କର ନାହିଁ। ମୁଁ ପ୍ରଥମ ଓ ଶଷେ।" |
18
|
ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବଳେ ପାଇଁ ଜୀବିତ ହାଇେଅଛି। ମାେ ପାଖ ରେ ମୃତ୍ଯୁ ଓ ପାତାଳର ଚାବି ରହିଛି। |
19
|
ତେଣୁ ତୁମ୍ଭେ ଦେଖିଥିବା କଥା ଲେଖ। ବର୍ତ୍ତମାନ ଯାହା ଘଟୁଛି ଓ ଭବିଷ୍ଯତ୍ ରେ ଯାହା ଘଟିବ, ସେ ସବୁ ଲେଖ। |
20
|
ମାରେ ଡ଼ାହାଣ ହାତ ରେ ଯେଉଁ ସାତାଟେି ନକ୍ଷତ୍ର ଦେଖିଲ, ତାହାର ଓ ସାତଟି ସୁନାର ଦୀପରୁଖାର ନିଗୂଢ଼ ଅର୍ଥ ଏହିପରି ଅଟେ : ସାତ ଦୀପରୁଖା ହେଉଛି ସାତାଟେି ମଣ୍ଡଳୀ। ସାତ ନକ୍ଷତ୍ର ହେଉଛନ୍ତି ସାତାଟେି ମଣ୍ଡଳୀର ଦୂତ।" |