1
|
ହେ ମାରେ ପ୍ରିୟେ, ତୁମ୍ଭେ ସୁନ୍ଦରୀ ଓ ତୁମ୍ଭେ ଓଢ଼ଣା ତଳେ ସୁନ୍ଦରୀ ଦଖାୟୋଅ। ତୁମ୍ଭ ନେତ୍ର କପୋତ ତୁଲ୍ଯ, ତୁମ୍ଭର କେଶ ଗିଲିଯଦ ପର୍ବତରୁ ଓହ୍ଲାଇ ଆସୁଥିବା ଛଳେିପଲ ତୁଲ୍ଯ। |
2
|
ତୁମ୍ଭର ଦାନ୍ତଗୁଡ଼ିକ ନୂତନ ଲୋମକଟା, ସ୍ନାନରୁ ଉତ୍ଥିତ ମଷେୀ ପଲ ତୁଲ୍ଯ। ସଗେୁଡ଼ିକୁ ଯଥାର୍ଥ ଭାବରେ ମାନିଛି ଏବଂ ସଗେୁଡ଼ିକ ମଧ୍ଯରୁ କହେି ହଜି ନାହାଁନ୍ତି। |
3
|
ତୁମ୍ଭର ଓଷ୍ଠାଧର ଉଜ୍ଜ୍ବଳ ଲୋହିତ ରଙ୍ଗର ଫିତା ଓ ତୁମ୍ଭର ପାଟି ସୁନ୍ଦର। ଓଢ଼ଣା ତଳେ ତୁମ୍ଭ କପାଳ ଡ଼ାଳିମ୍ବ ଖଣ୍ଡ ତୁଲ୍ଯ। |
4
|
ତୁମ୍ଭର ବକେ ସହେି ଦୁର୍ଗ ପରି ଯାହାକି ଦାଉଦଙ୍କର ଅସ୍ତ୍ରାଗାର ଧାରଣ କରିଥିଲା। ସହେି ଦୁର୍ଗ ମଧିଅରେ ଏକ ସହସ୍ର ଚର୍ମ ବୀରଗଣର ସକଳ ଢାଲ ଟଙ୍ଗା ୟାଇଥିଲା। |
5
|
ତୁମ୍ଭର ସ୍ତନୟୁଗଳ ଶାେଶନ ପୁଷ୍ପ ବନ ରେ ଚରିବାର ୟାଆଁଳା ହରିଣ ଛୁଆ ତୁଲ୍ଯ। |
6
|
ଦିବସ ନ ଆସିବା ପର୍ୟ୍ଯନ୍ତ ଓ ଛାଯା ବହି ନ ୟିବା ପର୍ୟ୍ଯନ୍ତ ମୁଁ ଗନ୍ଧରସ ପର୍ବତ ଓ କୁନ୍ଦୁରୁ ଉପପର୍ବତକୁ ୟିବି। |
7
|
ଆଗୋ ମାରେ ପ୍ରିୟେ, ତୁମ୍ଭେ ମୁଣ୍ଡରୁ ପାଦ ୟାଏ ସୁନ୍ଦରୀ। ତୁମ୍ଭଠା ରେ କୌଣସି ଖୁଣ ନାହିଁ। |
8
|
ଆଗୋ ମାରେ ପ୍ରିୟେ, ମାେ ସଙ୍ଗେ ଲିବାନୋନରୁ ଆସ। ଅମାନାର ଶୃଙ୍ଗରୁ, ଶନୀର ଓ ହର୍ମୋଣରୁ ଏବଂ ସିଂହମାନଙ୍କ ଗୁମ୍ଫାରୁ ଓ ଚିତା ବାଘମାନଙ୍କ ବାସ ସ୍ଥାନରୁ। |
9
|
ହେ ମାରେ ଭଉଣୀ, ହେ ମାରେ କନ୍ଯା, ତୁମ୍ଭେ ମାରେ ହୃଦଯକୁ ତୁମ୍ଭର ଚକ୍ଷୁର ଗୋଟିଏ ଚାହାଣି ରେ ଏବଂ ଗୋଟିଏ ଅଳଙ୍କାର ହାର ରେ ଚୋରି କରିଅଛି। |
10
|
ଆଗୋ ମାରେ ଭଗିନୀ, ହେ ମାରେ ପ୍ରିୟେ, ତୁମ୍ଭର ପ୍ ରମେ କମେନ୍ତ ମନୋରମ। ତୁମ୍ଭ ପ୍ ରମେ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ। ପୁଣି ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ଯ ଅପେକ୍ଷା ଉତ୍ତମ। |
11
|
ଆଗୋ ମାରେ ପ୍ରିୟେ, ମହୁଫଣୋରୁ ମହୁ ଝରିବା ପରି ତୁମ୍ଭ ଓଷ୍ଠଧାର ମହୁ ଝ ରେ। ଦୁଗ୍ଧମଧୁ ତୁମ୍ଭ ଜିହ୍ବା ତଳେ ଥାଏ। ତୁମ୍ଭ୍ ବସ୍ତ୍ରର ସୁଗନ୍ଧି ଲିବା ନୋନର ସୁଗନ୍ଧ ତୁଲ୍ଯ। |
12
|
ମାରେ ଭଗିନୀ, ମାରେ ପ୍ରିୟେ, ଏକ ରୁଦ୍ଧ ଉଦ୍ୟାନ, ଏକ ରୁଦ୍ଧ ନିର୍ଝର, ଏକ ରୁଦ୍ଧ ଝରଣା। |
13
|
ତୁମ୍ଭର ଚାରାଗଛଗୁଡ଼ିକ ପ୍ରାଙ୍ଗଣ ରେ ବହୁମୂଲ୍ଯ ଡ଼ାଳିମ୍ବ ବୃକ୍ଷ ତୁଲ୍ଯ। ସଠାେ ରେ ହନୋ ଚାରାଗଛ ଅଛି। |
14
|
ସଠାେ ରେ ଜଟାମାଂସୀ ଓ କେଶର, ବଚ ଓ ଡ଼ାଳଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷ ବିଶିଷ୍ଟ ଗନ୍ଧରସ ଓ ଅଗୁରୁ ସର୍ବପ୍ରକାର ପ୍ରଧାନ ସୁଗନ୍ଧି ବୃକ୍ଷ ଅଛି। |
15
|
ତୁମ୍ଭେ ଉଦ୍ୟାନର ଏକ ଝରଣା, ଅମୃତ ଜଳର କୂପ ଓ ଲିବାନୋନରୁ ପ୍ରବାହିତ ସୋର୍ତ ଅଟ। |
16
|
ହେ ଉତ୍ତରୀଯ ବାଯୁ, ଜାଗ। ହେ ଦକ୍ଷିଣ ବାଯୁ, ଆସ। ମାେ ଉଦ୍ୟାନର ସୁଗନ୍ଧି ଯେପରି ଚାରିଆଡ଼େ ବିଚ୍ଛୁରିତ ହବେ ଏବଂ ବାହାରକୁ ଆସିବ, ଏଥିପାଇଁ ତହିଁ ଉପ ରେ ପ୍ରବାହିତ ହୁଅ। ମାହେର ପ୍ରିଯତମ, ଆପଣା ଉଦ୍ୟାନକୁ ଆସନ୍ତୁ ଓ ବହୁମୂଲ୍ଯ ଫଳସବୁ ଭୋଜନ କରନ୍ତୁ। |
Song-of-Solomon 4:11 Bengali Language Bible Words basic statistical display
COMING SOON ...