Indian Language Bible Word Collections
1 Samuel 3:19
1 Samuel Chapters
1 Samuel 3 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
1 Samuel Chapters
1 Samuel 3 Verses
1
|
ବାଳକ ଶାମକ୍ସ୍ଟଯଲେ ଏଲିଙ୍କ ଅଧିନ ରେ ସଦାପ୍ରଭୁଙ୍କର ସବୋ କଲେ। ସହେି ସମୟରେ ସଦାପ୍ରଭୁଙ୍କ ବାକ୍ଯ ଓ ଦର୍ଶନ ଦକ୍ସ୍ଟର୍ଲଭ ଥିଲା। |
2
|
ଏହି ସମୟରେ ଏଲିଙ୍କର ଚକ୍ଷକ୍ସ୍ଟ ଧକ୍ସ୍ଟନ୍ଦକ୍ସ୍ଟଳା ହବୋକକ୍ସ୍ଟ ଲାଗିଲା। ଏଣୁ ସେ ଦେଖି ପାରିଲେ ନାହିଁ, ଏକ ଦିନ ସେ ଆପଣା ସ୍ଥାନ ରେ ଶାଇେଥିଲେ। |
3
|
ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଯେଉଁ ସ୍ଥାନ ରେ ଥାଏ, ଏମନ୍ତ ସଦାପ୍ରଭୁଙ୍କ ପବିତ୍ର ମନ୍ଦିର ରେ ସଦାପ୍ରଭୁଙ୍କ ପ୍ରଦୀପ ଲିଭିବା ପୂର୍ବରକ୍ସ୍ଟ ଯେତବେେଳେ ଶାମକ୍ସ୍ଟଯଲେ ଶାଇେଥିଲେ, |
4
|
ସେତବେେଳେ ସଦାପ୍ରଭୁ ଶାମକ୍ସ୍ଟଯଲକେକ୍ସ୍ଟ ଡାକିଲେ ଓ ଶାମକ୍ସ୍ଟଯଲେ ଉତ୍ତର ଦେଲେ, "ମୁ ଏଠା ରେ ଅଛି।" |
5
|
ଶାମକ୍ସ୍ଟଯଲେ ଏଲିଙ୍କ ନିକଟକକ୍ସ୍ଟ ଧାଇଁୟାଇ କହିଲେ, "ମୁ ଏଠା ରେ ଅଛି, ଆପଣା ମାେତେ ଡାକିଲେ?" |
6
|
ଏହାପରେ ସଦାପ୍ରଭୁ "ଶାମକ୍ସ୍ଟଯଲେ" ବୋଲି ଆଉଥରେ ଡାକିଲେ, ତହକ୍ସ୍ଟଁ ଶାମକ୍ସ୍ଟଯଲେ ଉଠି ଏଲିଙ୍କ ନିକଟକକ୍ସ୍ଟ ୟାଇ କିହିଲେ, "ମୁ ଏଠା ରେ ଅଛି, ଆପଣା ମାେତେ ଡାକିଲେ?" |
7
|
ସେ ସମୟରେ ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କୁ ଜାଣି ନଥିଲା, କାରଣ ସଦାପ୍ରଭୁ ତାଙ୍କଠା ରେ ତାଙ୍କର ବାକ୍ଯ କଥା ପ୍ରକାଶ କରି ନଥିଲେ। |
8
|
ଏହାପରେ ସଦାପ୍ରଭୁ ପକ୍ସ୍ଟନର୍ବାର ତୃତୀୟଥର ଶାମୁୟେଲଙ୍କୁ ଡାକିଲେ। ତହକ୍ସ୍ଟଁ ସେ ଉଠି ଏଲିଙ୍କ ନିକଟକକ୍ସ୍ଟ ୟାଇ କହିଲେ, "ମୁ ଏଠା ରେ ଅଛି ଆପଣ ମାେତେ ଡାକିଲେ ପରା," |
9
|
ତେଣୁ ଏଲି ଶାମକ୍ସ୍ଟଯଲକେକ୍ସ୍ଟ କହିଲେ, "ୟାଇ ଶକ୍ସ୍ଟଅ, ଯବେେ ସେ ତୁମ୍ଭକୁ ଡାକନ୍ତି, ତବେେ ତୁମ୍ଭେ କହିବ, ' ହେ ସଦାପ୍ରଭୁ, କହନ୍ତକ୍ସ୍ଟ ଆପଣଙ୍କ ଦାସ ଶକ୍ସ୍ଟଣକ୍ସ୍ଟଅଛି।"' |
10
|
ଏହାପରେ ସଦାପ୍ରଭୁ ଆସିଲେ ଏବଂ ସଠାେରେ ଛିଡା ହେଲେ, ଆଗଥର ପରି ସେ "ଶାମକ୍ସ୍ଟଯଲେ, ଶାମକ୍ସ୍ଟଯଲେ" ବୋଲି ଡାକିଲେ। |
11
|
ତା'ପରେ ସଦାପ୍ରଭୁ ଶାମକ୍ସ୍ଟଯଲକେକ୍ସ୍ଟ କହିଲେ, " ଦେଖ, ମୁ ଇଶ୍ରାୟେଲ ରେ କିଛି ଗୋଟେ କରିବି, ସହେି ସମସ୍ତେ ଯେଉଁମାନେ ଏବିଷଯ ରେ ଶକ୍ସ୍ଟଣିବେ, ମନଦକ୍ସ୍ଟଃଖ କରିବେ। |
12
|
ମୁ ଏଲିର ପରିବାରକକ୍ସ୍ଟ ଯାହା ଯାହା କହକ୍ସ୍ଟଅଛି ସେ ସମସ୍ତ ପ୍ରଥମରକ୍ସ୍ଟ ଶଷେ ପର୍ୟ୍ଯନ୍ତ ପକ୍ସ୍ଟରଣ କରିବ। |
13
|
ମୁ ତାକକ୍ସ୍ଟ କହିଅଛି ଯେ, ମୁ ଚିରଦିନ ତା'ର ବଂଶକକ୍ସ୍ଟ ଦଣ୍ତ ଦବେି, ଯେ ହତେକ୍ସ୍ଟ ତା'ର ଅପରାଧ ତାକକ୍ସ୍ଟ ଜଣାଅଛି। ସେ ଜାଣିଲା ଯେ, ସମାନେେ ପରମେଶ୍ବରଙ୍କ ବିରକ୍ସ୍ଟଦ୍ଧ ରେ କରୁଛନ୍ତି ଓ କହକ୍ସ୍ଟଛନ୍ତି। ତଥାପି ଏଲି ତା'ର ପକ୍ସ୍ଟତ୍ରମାନଙ୍କୁ ନିଯନ୍ତ୍ରଣ କଲା ନାହିଁ। |
14
|
ମୁ ପ୍ରତିଜ୍ଞା କରୁଅଛି ଯେ, ଏଲିର ପରିବାର ପାପ ବଳିଦାନ ଉତ୍ସର୍ଗ ଦ୍ବାରା ଶସ୍ଯ ନବୈେଦ୍ଯ ଉତ୍ସର୍ଗ ଦ୍ବାରା କବେେ ପ୍ରାଯଶ୍ଚିତ ହବେ ନାହିଁ।" |
15
|
ତହକ୍ସ୍ଟଁ ଶାମକ୍ସ୍ଟଯଲେ ଶାଇେବାକକ୍ସ୍ଟ ଗଲେ। ସଦାପ୍ରଭୁଙ୍କ ମନ୍ଦିରଦ୍ବାର ଫିଟାଇବାକକ୍ସ୍ଟ ଶିଘ୍ର ଉଠିଲେ। ଏଲିଙ୍କକ୍ସ୍ଟ ସହେି ଦର୍ଶନ ବିଷଯ ଜଣାଇବାକକ୍ସ୍ଟ ଶାମକ୍ସ୍ଟଯଲେ ଭୟକଲା। |
16
|
ଏଥକ୍ସ୍ଟ, " ହେ ମାହେର ପକ୍ସ୍ଟତ୍ର ଶାମକ୍ସ୍ଟଯଲେ," ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ। |
17
|
ତା'ପରେ ସେ ପଚାରିଲେ, "ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ମୁ ତୁମ୍ଭକୁ ବିନଯ କରୁଅଛି, କିଛି ନଲକ୍ସ୍ଟଗ୍ଭଇ ମାେତେ କକ୍ସ୍ଟହ, "ପରମେଶ୍ବରଙ୍କ ବାର୍ତ୍ତା ଯଦି କିଛି ମାଠାେ ରେ ଲକ୍ସ୍ଟଗ୍ଭଅ ପରମେଶ୍ବର ତକ୍ସ୍ଟମ୍ଭଙ୍କକ୍ସ୍ଟ ଦଣ୍ତ ଦବେେ।" |
18
|
ତହିଁରେ ଶାମକ୍ସ୍ଟଯଲେ କିଛି ଗକ୍ସ୍ଟଲ୍ଗ ନ କରି ତାହାଙ୍କକ୍ସ୍ଟ ସବୁକଥା ଜଣାଇଲେ। |
19
|
ତା'ପରେ ଶାମକ୍ସ୍ଟଯଲେ ବଡ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ରହିଲେ। ସଦାପ୍ରଭୁ ତାଙ୍କର କୌଣସି ବାକ୍ଯ ମିଛ ହବୋକକ୍ସ୍ଟ ଦେଲେ ନାହିଁ। |
20
|
ତା'ପରେ ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କ ପ୍ରକୃତ ଭବିଷ୍ଯଦ୍ବକ୍ତା ବୋଲି ଦାନଠାରକ୍ସ୍ଟ ବରେଶବୋ ପର୍ୟ୍ଯନ୍ତ ସମସ୍ତ ଇଶ୍ରାୟେଲୀୟ ଜ୍ଞାତ ହେଲେ। |
21
|
ଆହକ୍ସ୍ଟରି ସଦାପ୍ରଭୁ ଶୀଲୋ ରେ ପକ୍ସ୍ଟନର୍ବାର ଶାମକ୍ସ୍ଟଯଲକେକ୍ସ୍ଟ ଦର୍ଶନ ଦେଲେ। ସଦାପ୍ରଭୁ ଶୀଲୋ ରେ ଶାମକ୍ସ୍ଟଯଲେ ନିକଟରେ ତାଙ୍କ ବାକ୍ଯ ଦ୍ବାରା ଆପଣାକକ୍ସ୍ଟ ପ୍ରକାଶ କଲେ। |