1
|
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, |
2
|
"ପ୍ରଥମ ମାସର ପ୍ରଥମ ଦିନ ରେ ସମାଗମ ତମ୍ବୁର ପବିତ୍ର ତମ୍ବୁ ସ୍ଥାପନ କର। |
3
|
ତା' ମଧିଅରେ ସାକ୍ଷ ସିନ୍ଦୁକ ରଖି ବିଚ୍ଛଦେ ବସ୍ତ୍ର ଟଙ୍ଗାଇ ସହେି ସିନ୍ଦୁକ ଆଚ୍ଛାଦନ କରିବ। |
4
|
ଏହାପରେ ମଜେ ଭିତରକୁ ଆଣି ତହିଁ ସମସ୍ତ ଦ୍ରବ୍ଯମାନ ସଜାଇ ରଖ। ଦୀପ ରୂଖା ଆଣ ଏବଂ ସମସ୍ତ ଦ୍ବୀପଗୁଡିକ ଜାଳିବା ପାଇଁ ରଖ। |
5
|
ନିଯମ-ସିନ୍ଦୁକ ସମ୍ମୁଖ ରେ ସୁବର୍ଣ୍ଣର ଧୂପବଦେି ରଖ। ପରଦାଟିକୁ ତମ୍ବୁର ପ୍ରବେଶ ପଥରେ ଟାଙ୍ଗ। |
6
|
"ଆଉ ସମାଗମ ତମ୍ବୁର ପବିତ୍ର ତମ୍ବୁ ସମ୍ମୁଖ ରେ ହାମବେଳି ରଖିବ। |
7
|
ସମାଗମ ତମ୍ବୁ ଓ ୟଜ୍ଞବଦେୀ ମଧିଅରେ ପ୍ରକ୍ଷାଳନ ପାତ୍ର ରଖି ତହିଁରେ ଜଳ ଦବେ। |
8
|
ଚତୁର୍ଦ୍ଦିଗ ରେ ପ୍ରାଙ୍ଗଣ ପ୍ରସ୍ତୁତ କର ଏବଂ ପ୍ରାଙ୍ଗଣର ପ୍ରବେଶ ପଥରେ ପରଦାଟି ଟାଙ୍ଗ। |
9
|
"ଏହାପରେ ଅଭିଷକୋର୍ଥକ ତୈଳ ନଇେ ତମ୍ବୁ ଓ ତନ୍ମଧ୍ଯସ୍ଥିତ ସମସ୍ତ ବସ୍ତୁ ଅଭିଷକେ କର ଓ ଉତ୍ସର୍ଗିତ କର। ତହଁି ରେ ତମ୍ବୁ ଓ ତାହାର ସାମଗ୍ରୀ ପବିତ୍ର ହବେ। |
10
|
ଆଉ ହୋମବଦେୀ ଓ ତହିଁର ସକଳ ସାମଗ୍ରୀ ଅଭିଷକେ କରି ଉତ୍ସର୍ଗିତ କର। ତହିଁରେ ସହେି ୟଜ୍ଞବଦେୀ ଅତ୍ଯନ୍ତ ପବିତ୍ର ହବେ। |
11
|
ଆଉ ତୁମ୍ଭେ ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠକି ଅଭିଷକେ କରି ପବିତ୍ର କରିବ। |
12
|
"ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ସମାଗମ ତମ୍ବୁର ଦ୍ବାର ଦେଶକୁ ଆଣ। ତାଙ୍କୁ ପାଣି ରେ ସ୍ନାନ କରାଅ। |
13
|
ଏହାପରେ ହାରୋଣଙ୍କୁ ସହେି ପବିତ୍ର ବସ୍ତ୍ର ପରିଧାନ କରାଅ। ତା'ପରେ ତାକୁ ଅଭିଷିକ୍ତ ଓ ଉତ୍ସର୍ଗିତ କର ଏବଂ ସେ ମାରେ ଯାଜକ ହବେ। |
14
|
ଏହାପରେ ହାରୋଣଙ୍କର ପୁତ୍ରଙ୍କୁ ଏହି ପବିତ୍ର ବସ୍ତ୍ରମାନ ପରିଧାନ କରାଅ। |
15
|
ହାରୋଣଙ୍କୁ ଅଭିଷିକ୍ତ କଲାପରି ତାଙ୍କର ପୁତ୍ରମାନଙ୍କୁ ଅଭିଷିକ୍ତ କରାଅ। ଅଭିଷିକ୍ତ ହେଲାପରେ ସମାନେେ ମାରେ ଯାଜକ ରୂପେ କର୍ମ କରିପାରିବେ। ସହେି ପରିବାର ଅନନ୍ତକାଳୀନ ମାରେ ଯାଜକ ରୂପେ ସବୋ କରିବେ।" |
16
|
ମାଶାେ ସଦାପ୍ରଭୁଙ୍କ ସମସ୍ତ ନିଯମ ମାନି ତାଙ୍କର ଆଜ୍ଞା ଅନୁୟାଯୀ କାର୍ୟ୍ଯମାନ କଲେ। |
17
|
ଦ୍ବିତୀୟ ବର୍ଷର ମାସର ପ୍ରଥମ ଦିନ ରେ ପବିତ୍ର ତମ୍ବୁ ସ୍ଥାପିତ ହାଇେଥିଲା। |
18
|
ମାଶାେ ତମ୍ବୁ ସ୍ଥାପନ କଲେ। ସେ ପ୍ରଥମେ ଆଧାର ଉପରେ ତକ୍ତା ବସାଇଲେ ଓ ତା'ପରେ ଅର୍ଗଳ ପ୍ରବେଶ କରାଇ ସ୍ତମ୍ଭ ଠିଆ କଲେ। |
19
|
ଏହାପରେ ସେ ବାହ୍ଯ ଆବରଣ ରୂପେ ଆବାସ ତମ୍ବୁକୁ ପବିତ୍ର ତମ୍ବୁ ଉପରେ ଘୋଡାଇ ଦେଲେ। |
20
|
ଏହାପରେ ମାଶାେ ନିଯମର ନଳାକାର ପୁସ୍ତକକୁ ପବିତ୍ର ସିନ୍ଦୁକ ମଧିଅରେ ରଖିଲେ। ସେ ସାଙ୍ଗିକୁ ସିନ୍ଦୁକ ଉପରେ ରଖିଲେ ଏବଂ ସିନ୍ଦୁକ ଉପରେ ଆଚ୍ଛାଦନ ବସ୍ତ୍ର ଘୋଡାଇ ଦେଲେ। |
21
|
ଏହାପରେ ମାଶାେ ସହେି ପବିତ୍ର ସିନ୍ଦୁକକୁ ନଇେ ପବିତ୍ର ତମ୍ବୁ ରେ ରଖିଲେ। ଆଚ୍ଛାଦନର ବିଚ୍ଛଦବେସ୍ତ୍ର ଟଙ୍ଗାଇଲେ, ଏହାକୁ ସୁରକ୍ଷା ରେ ରଖିବା ପାଇଁ। ଯେପରି ସଦାପ୍ରଭୁ ଆଜ୍ଞା କରିଥିଲେ। |
22
|
ଏହାପରେ ମାଶାେ ପରଦା ବାହା ରେ ସମାଗମ ତମ୍ବୁର ଉତ୍ତର ପାଶର୍ବ ରେ ମଜେ ରଖିଲେ। |
23
|
ଏହାପରେ ସେ ସଦାପ୍ରଭୁଙ୍କ ସମ୍ମୁଖ ରେ ଦର୍ଶନୀଯ ରୋଟୀର ଆଯୋଜନ କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁୟାଯୀ ଏହା କରାଗଲା। |
24
|
ଏହାପରେ ମାଶାେ ଦୀପରୂଖା ସହେି ସମାଗମ ତମ୍ବୁ ରେ ରଖିଥିଲେ। ଏହାର ମୁହଁ ଟବେୁଲ ଆଡକୁ କରି ସେ ଦକ୍ଷିଣ ପାଶର୍ବ ରେ ଏହାକୁ ରଖିଥିଲେ। |
25
|
ଏହାପରେ ମାଶାେ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୀପରୂଖା ରେ ଦୀପସବୁ ସଜାଇଲେ। ସେ ଏହା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କଲେ। |
26
|
ଏହାପରେ ମାଶାେ ସୁବର୍ଣ୍ଣ ୟଜ୍ଞବଦେୀକୁ ସମାଗମ ତମ୍ବୁ ମଧିଅରେ ରଖିଥିଲେ। ସେ ଏହି ୟଜ୍ଞବଦେୀକୁ ବିଚ୍ଛଦେ ବସ୍ତ୍ର ସମ୍ମୁଖ ରେ ରଖିଥିଲେ। |
27
|
ଏହାପରେ ମାଶାେ ସୁବାସିତ ଧୂପ ଏହା ଉପରେ ଜଳାଇଲେ, ସଦାପ୍ରଭୁଙ୍କ ଆଜ୍ଞାନୁସା ରେ। |
28
|
ଏହାପରେ ମାଶାେ ପବିତ୍ର ତମ୍ବୁର ପ୍ରବେଶପଥରେ ଆଚ୍ଛାଦନ ବସ୍ତ୍ର ଟାଙ୍ଗିଥିଲେ। |
29
|
ମାଶାେ ପବିତ୍ର ତମ୍ବୁର ସମ୍ମୁଖ ରେ ବଳିଦାନ ପାଇଁ ୟଜ୍ଞବଦେୀ ରଖିଲେ ଏବଂ ସଦାପ୍ରଭୁଙ୍କର ମାଶାଙ୍କେୁ ଦଇେଥିବ ଆଜ୍ଞାନୁସା ରେ ହାମବେଳି ଓ ଶସ୍ଯ ନବୈେଦ୍ଯ ଉତ୍ସର୍ଗ କଲେ। |
30
|
ଏହାପରେ ସେ ସମାଗମ ତମ୍ବୁ ଓ ୟଜ୍ଞବଦେୀ ମଧ୍ଯସ୍ଥାନ ରେ ପ୍ରକ୍ଷାଳନ ପାତ୍ର ରଖିଲେଓ ତହିଁ ମଧିଅରେ ପ୍ରକ୍ଷାଳନ ନିମନ୍ତେ ଜଳ ଭର୍ତ୍ତି କଲେ। |
31
|
ଏହାପରେ ମାଶାେ ଏବଂ ହାରୋଣ ଓ ତାଙ୍କର ପୁତ୍ରଗଣ ନିଜ ନିଜ ହସ୍ତପଦ ପ୍ରକ୍ଷାଳନ କଲେ। |
32
|
ଯେ କୌଣସି ସମୟରେ ସମାନେେ ସମାଗମ ତମ୍ବୁ ରେ ପ୍ରବେଶ କଲେ ବା ୟଜ୍ଞବଦେୀର ନିକଟକୁ ଆସିଲେ, ସେ ସମୟରେ ସମାନେେ ହସ୍ତପଦ ପ୍ରକ୍ଷାଳନ କଲେ, ସଦାପ୍ରଭୁ ମାଶାଙ୍କେୁ ଦଇେଥିବା ଆଜ୍ଞାନୁସା ରେ ା |
33
|
ଏହାପରେ ମାଶାେ ପବିତ୍ର ତମ୍ବୁର ଓ ୟଜ୍ଞବଦେୀର ଚତୁର୍ଦ୍ଦିଗ ରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ତମ୍ବୁର ପ୍ରବେଶ ପଥରେ ପରଦା ଟାଙ୍ଗିଲେ। ମାଶାେ ଏହିପରି କାର୍ୟ୍ଯମାନ ସମାପ୍ତ କଲେ। |
34
|
ଏହାପରେ ସହେି ମେଘ ସମାଗମ ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ମହିମା ପବିତ୍ର ତମ୍ବୁକୁ ପରିପୂର୍ଣ୍ଣ କଲା। |
35
|
ତହିଁରେ ମାଶାେ ସମାଗମ ତମ୍ବୁ ରେ ପ୍ରବେଶ କରି ପାରିଲେ ନାହିଁ। କାରଣ ମେଘ ତାହାକୁ ଆଚ୍ଛାଦନ କରିଥିଲା। ସଦାପ୍ରଭୁଙ୍କ ପ୍ରତାପ ପବିତ୍ର ତମ୍ବୁ ପରିପୂର୍ଣ୍ଣ କରିଥିଲା। ସହେି ପବିତ୍ର ସମାଗମ ତମ୍ବୁ। |
36
|
ଯେତବେେଳେ ବାଦଲ ପବିତ୍ର ତମ୍ବୁର ଦୂରକୁ ଗତି କଲା, ଇଶ୍ରାୟେଲର ଲୋକମାନେ ମଧ୍ଯ ଗତି କଲେ। |
37
|
କିନ୍ତୁ ଯେତବେେଳେ ମେଘ ସହେି ପବିତ୍ର ତମ୍ବୁକୁ ଆଚ୍ଛାଦନ କରିଥିଲା, ଲୋକମାନେ ସେତବେେଳେ ଚେଷ୍ଟା କରି ନଥିଲେ ୟିବା ପାଇଁ, ସମାନେେ ସହେିଠା ରେ ମେଘ ୟିବା ପର୍ୟ୍ଯନ୍ତ ରହିଥିଲେ। |
38
|
ତେଣୁ ସଦାପ୍ରଭୁଙ୍କର ମେଘ ଦିନ ବେଳେ ପବିତ୍ର ତମ୍ବୁ ଉପରେ ରହିଲା। ରାତ୍ର ସମୟରେ ସହେି ମେଘ ରେ ଅଗ୍ନି ଦଖାଗେଲା। ତେଣୁ ଇଶ୍ରାୟେଲର ସମସ୍ତ ଲୋକେ ଯେତବେେଳେ ସମାନେେ ୟାତ୍ରା କଲେ, ମେଘ ଦେଖି ପାରିଲେ। |
Exodus 40:8 English Language Bible Words basic statistical display
COMING SOON ...