1
|
ତା'ପରେ ଆୟୁବ ସମାନଙ୍କେୁ ଉତ୍ତର ଦଇେ କହିଲା, |
2
|
"ତୁମ୍ଭେ ଭାବୁଛ ତୁମ୍ଭେ କବଳେ ଜ୍ଞାନୀ ଲୋକ। ତୁମ୍ଭେ ଭାବୁଛ ତୁମ୍ଭେ ମରିଗଲେ ତୁମ୍ଭ ସହିତ ଜ୍ଞାନ ମଧ୍ଯ ମରିୟିବ। |
3
|
କିନ୍ତୁ ମାରେ ମନ ତୁମ୍ଭର ମନ ଭଳି ଭଲ। ମୁଁ ତୁମ୍ଭ ଠାରୁ ନ୍ଯୁନ ନୁହେଁ। ଯେ କୌଣସି ଲୋକ ଏହା ସତ୍ଯ ବୋଲି ଦେଖିପାରିବ। |
4
|
ମୁଁ ମାରେ ବନ୍ଧୁମାନଙ୍କର ହାସ୍ଯାସ୍ପଦର ପାତ୍ର ହାଇେଅଛି। ସମାନେେ କୁହନ୍ତି : ସେ 'ପରମେଶ୍ବରଙ୍କୁ ଡ଼ାକିଲା ଓ ପରମେଶ୍ବର ତାକୁ ଉତ୍ତର ଦେଲେ। ସେଥିପାଇଁ ଏପରି ସବୁ ଅମଙ୍ଗଳ ତାକୁ ଘଟିଲା।' "ମୁଁ ଜଣେ ଧାର୍ମିକ ବ୍ଯକ୍ତି, ମୁଁ ସରଳ ତଥାପି ସମାନେେ ମାେତେ ଦେଖି ହସନ୍ତି। |
5
|
ମଶାଲ ତା' ପାଇଁ ଆବଶ୍ଯକ ନାହିଁ ୟିଏ ନିଜକୁ ସୁରକ୍ଷିତ ବୋଲି ଭାବେ। ଏହା ସହେିମାନଙ୍କ ପାଇଁ ଉପ ଯୋଗୀ, ଯେଉଁମାନଙ୍କର ପାଦ ଖସି ଯାଉଛି। |
6
|
ଡ଼କାଯତମାନଙ୍କ ତମ୍ବୁଗୁଡ଼ିକ ସୁରକ୍ଷିତ ଅଟେ। ଯେଉଁମାନେ ପରମେଶ୍ବରଙ୍କୁ ବିରକ୍ତ କରାନ୍ତି, ସମାନେେ ଶାନ୍ତି ରେ ରହନ୍ତି ଏବଂ ସମାନଙ୍କେର ବଳ ହେଉଛି ସମାନଙ୍କେର ପରମେଶ୍ବର। |
7
|
ତୁମ୍ଭେ ଜନ୍ତୁମାନଙ୍କୁ ପଚାର ସମାନେେ ତୁମ୍ଭକୁ ଶିକ୍ଷା ଦବେେ, ତୁମ୍ଭେ ଆକାଶର ପକ୍ଷୀମାନଙ୍କୁ ପଚାର ସମାନେେ ତୁମ୍ଭକୁ କହିବେ। |
8
|
ତୁମ୍ଭେ ପୃଥିବୀକୁ ପଚାର ସେ ତୁମ୍ଭକୁ ଶିକ୍ଷା ଦବେ। ତୁମ୍ଭେ ସମୁଦ୍ରର ମାଛକୁ ପଚାର ସେ ତୁମ୍ଭକୁ ଜ୍ଞାନ କଥା କହିବ। |
9
|
ଏକଥା ସମସ୍ତେ ଜାଣନ୍ତି ସଦାପ୍ରଭୁ ଏସବୁ ସୃଷ୍ଟି କରିଛନ୍ତି। |
10
|
ପ୍ରେତ୍ୟକକ ଜୀବନ୍ତ ପ୍ରାଣୀ ଓ ନିଶ୍ବାସ ନଇେ ବଞ୍ଚୁଥିବା ମଣିଷସବୁ ପରମେଶ୍ବରଙ୍କ ଶକ୍ତିର ଅଧୀନ ରେ। |
11
|
କିନ୍ତୁ ଜିହ୍ବା ଯେପରି ଖାଦ୍ୟର ସ୍ବାଦ ବାରିପା ରେ। କାନ ସପରେି ଶୁଣୁଥିବା ଶବ୍ଦକୁ ବାରିପା ରେ। |
12
|
ତେଣୁ ଆମ୍ଭେ କହୁଛୁ, 'ଜ୍ଞାନ ବୃଦ୍ଧ ଲୋକମାନଙ୍କଠା ରେ ଅଛି। ବୁଝାମଣା ଦୀର୍ଘଜୀବନ ବଢ଼ାଏ।' |
13
|
କିନ୍ତୁ ଜ୍ଞାନ ଓ ଶକ୍ତି ପରମେଶ୍ବରଙ୍କଠା ରେ ଅଛି। ସଦୁପଦେଶ ଓ ବୁଝିବା ଶକ୍ତି ତାଙ୍କର ଅଛି। |
14
|
ଯଦି ପରମେଶ୍ବର କିଛି ଚିରି ଦିଅନ୍ତି, ଲୋକେ ତାହାକୁ ଆଉ ପୁଣି ତିଆରି କରିପାରନ୍ତି ନାହିଁ। ଯଦି ପରମେଶ୍ବର ଜଣକୁ ବନ୍ଦୀଗୃହ ରେ ପକାଇ ଦିଅନ୍ତି, ଲୋକେ ଚେଷ୍ଟାକରି ମଧ୍ଯ ତାକୁ ମୁକୁଳାଇ ପାରନ୍ତି ନାହିଁ। |
15
|
ଯେତବେେଳେ ପରମେଶ୍ବର ବର୍ଷାକୁ ରଦ୍ଦ କରନ୍ତି, ତା' ହେଲେ ପୃଥିବୀ ଶୁଷ୍କ ହାଇୟୋଏ ଏବଂ ସେ ଯେତବେେଳେ ବର୍ଷା ଛାଡ଼ି ଦିଅନ୍ତି, ତା' ହେଲେ ପୃଥିବୀ ରେ ବନ୍ଯା ହାଇୟୋଏ। |
16
|
ପରମେଶ୍ବର ଅତ୍ଯନ୍ତ ବଳଶାଳୀ, ସବୁଠା ରେ ତାଙ୍କର ବିଜଯ ସୁନିଶ୍ଚିତ। ତେଣୁ ହାରିବା ଓ ଜିତିବା ସବୁ ପରମେଶ୍ବରଙ୍କ ଉପରେ ନିର୍ଭର କରେ। |
17
|
ପରମେଶ୍ବର ପରାମର୍ଶଦାତାମାନଙ୍କର ଜ୍ଞାନକୁ ହରଣ କରି ନିଅନ୍ତି ଓ ନେତା ବା ବିଚାରକମାନଙ୍କୁ ନିର୍ବୋଧ ରେ ପରିଣତ କରନ୍ତି। |
18
|
ରାଜା ଲୋକମାନଙ୍କୁ ବନ୍ଦୀ ଗୃହ ରେ ନିକ୍ଷପେ କରନ୍ତି। କିନ୍ତୁ ପରମେଶ୍ବର ସହେି ଲୋକମାନଙ୍କୁ ମୁକ୍ତି ଦଇେ ଆହୁରି ଅଧିକ ଶକ୍ତିଶାଳୀ କରି ଦିଅନ୍ତି। |
19
|
ପରମେଶ୍ବର ଯାଜକମାନଙ୍କ ଶକ୍ତିକୁ ହରଣ କରି ନିଅନ୍ତି ଓ ଅଧିକ ପରାକ୍ରମଶାଳୀ ପାରିଷଦମାନଙ୍କୁ ପରାସ୍ତ କରନ୍ତି, ଯେଉଁମାନେ କି ନିଜକୁ ସବୁଠାରୁ ନିରାପଦ ମନକରେନ୍ତି। |
20
|
ପରମେଶ୍ବର ବିଶ୍ବସ୍ତ ପରାମର୍ଶଦାତାମାନଙ୍କୁ ମଧ୍ଯ ଚୁପ କରାଇ ଦିଅନ୍ତି ଓ ବୃଦ୍ଧ ଲୋକମାନଙ୍କ ବୁଦ୍ଧିକୁ ହରଣ କରି ନିଅନ୍ତି। |
21
|
ପରମେଶ୍ବର ନେତାମାନଙ୍କୁ ତୁଚ୍ଛ କରି ଦିଅନ୍ତି। ସେ ଶାସକଠାରୁ କ୍ଷମତା ମଧ୍ଯ ଛଡ଼ାଇ ନିଅନ୍ତି। |
22
|
ପରମେଶ୍ବର ଅନ୍ଧକାରର ଗୂଢ଼ ରହସ୍ଯକୁ ଜାଣନ୍ତି। ସେ ମୃତ୍ଯୁଭଳି ଘନ ଅନ୍ଧକାର ଆଚ୍ଛାଦିତ ସ୍ଥାନକୁ ଆଲୋକିତ କରିଦଇେ ପାରନ୍ତି। |
23
|
ପରମେଶ୍ବର ରାଜ୍ଯକୁ ଦୃଢ଼ ଓ ଶକ୍ତିଶାଳୀ କରନ୍ତି ଓ ଶଷେ ରେ ତାକୁ ବିଛାଡ଼ି ପକାନ୍ତି। ସେ ରାଜ୍ଯକୁ ବୃଦ୍ଧି କରନ୍ତି ଏବଂ ତା'ର ଲୋକମାନଙ୍କୁ ବିନାଶ କରନ୍ତି। |
24
|
ପରମେଶ୍ବର ନେତାମାନଙ୍କୁ ବୋକା ବନାଇ ମରୁଭୂମିରେ ଉଦ୍ଦେଶ୍ଯହୀନ ଭାବରେ ବୁଲାଇ ବାଟବଣା କରିଦିଅନ୍ତି। |
25
|
ସହେି ନେତାମାନେ ଆଲୋକ ବିନା ଅନ୍ଧାର ରେ ଦରାଣ୍ଡି ହୁଅନ୍ତି। ପରମେଶ୍ବର ସମାନଙ୍କେୁ ମାତାଲ ଭଳି ଟଳମଳ ଓ ଇତସ୍ତତଃ କରାନ୍ତି।" |
Job 12:18 English Language Bible Words basic statistical display
COMING SOON ...