Bible Languages

Indian Language Bible Word Collections

Bible Versions

Books

Job Chapters

Job 23 Verses

Bible Versions

Books

Job Chapters

Job 23 Verses

1 ତା'ପରେ ଆୟୁବ ଉତ୍ତର ଦଲୋ,
2 "ମୁଁ ଆଜି ବି ଅଭିଯୋଗ କରୁଛି କାରଣ ମୁଁ ଆଜିବି କଷ୍ଟ ପାଉଛି।
3 ମୁଁ ଇଚ୍ଛା କରେ ମୁଁ ଜାଣିଥାନ୍ତି ପରମେଶ୍ବର କେଉଁଠି ମିଳିବେ ଏବଂ ମୁଁ ଜାଣେ ତାଙ୍କ ନିକଟକୁ କିପରି ୟାଇ ହବେ।
4 ମୁଁ ମାରେ କଥା ତାଙ୍କ ଆଗ ରେ ବର୍ଣ୍ଣନା କରିବି। ମୁଁ ଯେ ନିର୍ଦ୍ ଦୋଷ ଏକଥା ତାଙ୍କ ଆଗ ରେ ୟୁକ୍ତି ବଳ ରେ ଉପସ୍ଥାପନା କରିବି।
5 ମୁଁ ଜାଣିବାକୁ ଚା ହେଁ ପରମେଶ୍ବର ମାେ ୟୁକ୍ତିର କିପରି ଉତ୍ତର ଦବେେ। ପରମେଶ୍ବରଙ୍କ ଉତ୍ତରକୁ ମୁଁ ବୁଝିବାକୁ ଚା ହେଁ।
6 ପରମେଶ୍ବର କ'ଣ ତାଙ୍କର ଶକ୍ତି ମାେ ବିରୁଦ୍ଧ ରେ ପ୍ରଯୋଗ କରିବେ ? ନା ସେ ମାେ କଥା ଶୁଣିବେ।
7 ମୁଁ ଜଣେ ସଚ୍ଚୋଟ ଲୋକ। ପରମେଶ୍ବର ନିଶ୍ଚିତ ମାେ କାହାଣୀ କହିବାକୁ ମାେତେ ଦବେେ। ତା'ପରେ ମାରେ ବିଚାରକର୍ତ୍ତା ମାେତେ ମୁକ୍ତି କରିଦବେ।
8 କିନ୍ତୁ ମୁଁ ଯଦି ପୂର୍ବକୁ ୟାଏ ପରମେଶ୍ବର ସଠାେରେ ନାହାଁନ୍ତି। ମୁଁ ପଶ୍ଚିମକୁ ୟାଏ ସଠାେରେ ପରମେଶ୍ବରଙ୍କୁ ଦେଖିପା ରେ ନାହିଁ।
9 ଯେତବେେଳେ ପରମେଶ୍ବର ଉତ୍ତର ରେ କାମ କରୁଛନ୍ତି, ମୁଁ ଯଦି ସଠାେରେ ତାଙ୍କୁ ଦେଖିପାରୁ ନାହିଁ। ପରମେଶ୍ବର ଯଦି ଦକ୍ଷିଣକୁ ୟାଆନ୍ତି ମୁଁ ତଥାପି ତାଙ୍କୁ ଦେଖେ ନାହିଁ।
10 ପରମେଶ୍ବର ମାେତେ ଜାଣନ୍ତି। ସେ ମାେତେ ପରୀକ୍ଷା କରୁଛନ୍ତି, ଶଷେର ସେ ଦେଖିବେ ମୁଁ ସୁନାପରି ଖାଣ୍ଟି।
11 ମୁଁ ସର୍ବଦା ପରମେଶ୍ବରଙ୍କ ପଥରେ ଚାଲିଛି। ମୁଁ କବେେ ତାଙ୍କୁ ଅନୁସରଣ କରିବା ବନ୍ଦ କରି ନାହିଁ।
12 ମୁଁ ସବୁବେଳେ ପରମେଶ୍ବରଙ୍କ ଆଦେଶ ମାନିଛି। ମୁଁ ପରମେଶ୍ବରଙ୍କ ମୁଖରୁ ନିସୃତ ବାଣୀକୁ ମାରେ ପ୍ରିଯ ଖାଦ୍ୟଠାରୁ ଅଧିକ ଭଲ ପାଇଛି।
13 କିନ୍ତୁ ପରମେଶ୍ବର କବେେ ହେଲେ ବଦଳନ୍ତି ନାହିଁ। କହେି ବ୍ଯକ୍ତି ପରମେଶ୍ବରଙ୍କ ବିରୁଦ୍ଧ ରେ ଛିଡ଼ା ହାଇପୋରିବେ ନାହିଁ। ପରମେଶ୍ବର ଯାହା ଇଚ୍ଛା କରନ୍ତି ତାହା ସେ କରନ୍ତି।
14 ପରମେଶ୍ବର ମାେ ପ୍ରତି ଯାହା କରିବାକୁ ଚାହାଁନ୍ତି ତାହା ସେ ନିଶ୍ଚଯ କରିବେ। ତାଙ୍କର ମଧ୍ଯ ମାେ ପ୍ରତି ଅନକେ କିଛି କରିବାକୁ ଯୋଜନା ଥିବ।
15 ସେଥିପାଇଁ ମୁଁ ପରମେଶ୍ବରଙ୍କୁ ଭୟ କରେ। ମୁଁ ଏକଥା ବୁଝିପା ରେ। ତେଣୁ ମୁଁ ପରମେଶ୍ବରଙ୍କୁ ଭୟ କରେ।
16 ପରମେଶ୍ବର ମାରେ ହୃଦଯକୁ ଦୁର୍ବଳ କରିଛନ୍ତି। ମୁଁ ସାହସ ହରାଇ ଦେଉଛି। ସର୍ବଶକ୍ତିମାନ ପରମେଶ୍ବର ମାେତେ ଭୟଭୀତ କରୁଛନ୍ତି।
17 ମାେ ଉପରେ ଘଟିୟାଇଥିବା ବିପଦସବୁ କଳାବାଦଲ ସଦୃଶ ଯାହାକି ମାେ ମୁଖ ମଣ୍ଡଳକୁ ଆଚ୍ଛାଦିତ କରିଛି। କିନ୍ତୁ ସହେି କଳା ଅନ୍ଧକାର ମାେତେ ଚୁପ୍ କରି ରଖିପାରବ ନାହିଁ।

Job 23:1 English Language Bible Words basic statistical display

COMING SOON ...

×

Alert

×