1
|
ଏହାପରେ ଶୂହୀଯ ବିଲ୍ଦଦ୍ ଉତ୍ତର କରି କହିଲା, |
2
|
"ପରମେଶ୍ବର ରାଜ୍ଯ କରନ୍ତି। ସେ ଲୋକଙ୍କୁ ଭୟାଳୁ କରନ୍ତି ଓ ତାକୁ ସମ୍ମାନ କରନ୍ତି। ସେ ସ୍ବର୍ଗ ରାଜ୍ଯ ରେ ଶାନ୍ତି ସ୍ଥାପନ କରନ୍ତି। |
3
|
କହେି ବ୍ଯକ୍ତି ତାଙ୍କର ତାରାଗଣର ସଂଖ୍ଯା ଗଣନା କରିପାରିବେ ନାହିଁ। ସେ ସମସ୍ତଙ୍କୁ ସମାନ ଭାବରେ ସୂର୍ୟ୍ଯକିରଣ ପ୍ରଦାନ କରନ୍ତି। |
4
|
ପରମେଶ୍ବରଙ୍କ ସହିତ ବିବାଦ କରି, କହେି ମନୁଷ୍ଯ କିପରି ଭଲ ହାଇପୋରିବ ? କିମ୍ବା ସ୍ତ୍ରୀ ଲୋକ ପାଖରୁ ଜନ୍ମ ହାଇେ ଜଣେ ମନୁଷ୍ଯ କିପରି ନିରୀହ ହାଇେ ପାରିବ। |
5
|
ପରମେଶ୍ବରଙ୍କ ଦୃଷ୍ଟି ରେ ଚନ୍ଦ୍ର ମଧ୍ଯ ପବିତ୍ର ଓ ଦୀପ୍ତିମାନ ନୁହେଁ। ଏପରିକି ନକ୍ଷତ୍ର ସମୂହ ମଧ୍ଯ ନିର୍ମଳ ନୁହଁନ୍ତି। |
6
|
ଲୋକମାନେ ବହୁତ କମ ନିର୍ମଳ। ଲୋକମାନେ କୀଟାଣୁ ପରି ମୂଲ୍ଯହୀନ ଜୀବାଣୁ।" |
Job 25:1 English Language Bible Words basic statistical display
COMING SOON ...