1
|
ସଦାପ୍ରଭୁ ମିଥ୍ଯାର ନିକିତିକୁ ଘୃଣା କରନ୍ତି। କିନ୍ତୁ ସେ ସଠିକ ଓଜନକୁ ଭଲ ପାଆନ୍ତି। |
2
|
ଗର୍ବ ଲଜ୍ଜା ଆଣେ, କିନ୍ତୁ ନମ୍ରତା ଜ୍ଞାନ ଆଣେ। |
3
|
ସତ୍ଯପ୍ରିଯ ଲୋକମାନଙ୍କର ସରଳତା ସମାନଙ୍କେୁ ପଥ ଦଖାଇବେ, କିନ୍ତୁ ବିଶ୍ବାସଘାତ ଲୋକମାନଙ୍କ କୁଟିଳାଚରଣ ସମାନଙ୍କେୁ ନାଶ କରିବ। |
4
|
ପ୍ରଭୁଙ୍କ କୋରଧର ଦିନ ରେ ଧନ ନିଷ୍ଫଳ ଅଟେ, ମାତ୍ର ଧାର୍ମିକତା ମୃତ୍ଯୁରୁ ରକ୍ଷା ପାଇବ। |
5
|
ସତ୍ଯପ୍ରିଯ ଲୋକମାନଙ୍କର ଧାର୍ମିକତା ତାହାର ପଥ ପ୍ରଦର୍ଶକ ହବେ। କିନ୍ତୁ ଦୁଷ୍ଟର ଦରଜା ସମାନଙ୍କେ ଦୁଷ୍ଟତା ଦ୍ବାରା ଧ୍ବଂସ ହବେ। |
6
|
ସତ୍ଯପ୍ରିଯ ଲୋକମାନଙ୍କର ଧାର୍ମିକତା ସମାନଙ୍କେୁ ଉଦ୍ଧାର କରେ। କିନ୍ତୁ ବିଶ୍ବାସଘାତକ ଲୋକ ସମାନଙ୍କେ ଅଭିଳାଷ ଦ୍ବାରା ଧରା ପଡ଼ିବେ। |
7
|
ଯେତବେେଳେ ଦୁଷ୍ଟ ମ ରେ ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ଧ୍ବଂସ ହୁଏ। |
8
|
ଜଣେ ଧାର୍ମିକ ମନୁଷ୍ଯ ସମସ୍ଯାରୁ ରକ୍ଷା ପାଏ ଏବଂ ତା ବଦଳ ରେ ଏହା ଦୁଷ୍ଟ ମନୁଷ୍ଯ ଉପରକୁ ଆ ସେ। |
9
|
ଜଣେ ଦୁଷ୍ଟ ମନୁଷ୍ଯ ତା'ର କୁବାକ୍ଯଗୁଡ଼ିକରେ ତା'ର କୁମୁଖ ରେ ପ୍ରତିବେଶୀକୁ ନାଶ କରେ। କିନ୍ତୁ ଧାର୍ମିକ ଲୋକମାନେ ସମାନଙ୍କେର ଜ୍ଞାନର ସହିତ ସମାନଙ୍କେୁ ରକ୍ଷା କରନ୍ତି। |
10
|
ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ। ମାତ୍ର ଦୁଷ୍ଟର ବିନାଶ ହେଲେ ଜଯଧ୍ବନି ହୁଏ। |
11
|
ନିଷ୍ଠାପର ଲୋକମାନେ ଆଶୀର୍ବାଦ କରନ୍ତି ଯେତବେେଳେ ଗୋଟିଏ ନଗର ଉତ୍ପନ୍ନ ହୁଏ, କିନ୍ତୁ ଦୁଷ୍ଟ ଲୋକମାନଙ୍କର କଥାଗୁଡ଼ିକ ଏହାର ବିନାଶ ଆଣେ। |
12
|
ୟିଏ ଆପଣାର ପ୍ରତିବେଶୀକୁ ତାଛଲ୍ଯ ମନୋଭାବ ଦଖାେଏ, ସେ ନିର୍ବୋଧ। କିନ୍ତୁ ଜଣେ ବୁଦ୍ଧିମାନ୍ ଚୁପ୍ ହାଇେ ରହେ। |
13
|
କାରଣ କୁତ୍ସାରଟନାକାରୀ ଯେଉଁଆଡ଼େ ସେ ୟାଏ ବିଶ୍ବାସ ରେ ବିଶ୍ବାସଘାତକତା କରେ। କିନ୍ତୁ ଜଣେ ବିଶ୍ବସନୀଯ ଲୋକ ଗୁପ୍ତକଥା ଲୁଚାଇ ରେଖ। |
14
|
ଗୋଟିଏ ଜାତି ଠିକ୍ ଦଖାେଶୁଣା ଅଭାବ ୟୋଗୁ ଧ୍ବଂସ ହାଇେଥାଏ, କିନ୍ତୁ ବହୁତ ଉପଦେଷ୍ଟାମାନଙ୍କ ଦ୍ବାରା ସଫଳତା ଆସିଥାଏ। |
15
|
ଅଜଣା ଲୋକ ପାଇଁ ଯେ ଲଗା ହୁଏ, ସେ ଅବଶ୍ଯ କ୍ଲେଶ ପାଏ। ମାତ୍ର ଲଗା ହବୋକୁ ଯେ ଘୃଣା କରେ ସେ ନିରାପଦ ରେ ଥାଏ। |
16
|
ଅନୁଗ୍ରହ ସ୍ତ୍ରୀ ଗୌରବ ଧରି ରେଖ, ପୁଣି ଦୁଷ୍ଟ ଲୋକେ ସମ୍ପତ୍ତି ଧରି ରଖନ୍ତି। |
17
|
ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ। ମାତ୍ର ଯେ ନିର୍ଦ୍ଦଯ ସେ ଆପଣା ଶରୀରକୁ ଦୁଃଖ ଦିଏ। |
18
|
ଦୁଷ୍ଟଲୋକ ମିଥ୍ଯା ଉପାର୍ଜନ କରେ। ମାତ୍ର ଯେ ଧର୍ମବୀଜ ବୁଣେ ତାହାର ନିଶ୍ଚିତ ପୁରସ୍କାର ଅଛି। |
19
|
ଯେଉଁ ଲୋକ ଧାର୍ମିକତା ରେ ଅଟଳ ଥାଏ, ସେ ବଞ୍ଚି ରହିବ, ମାତ୍ର ୟିଏ କୁକର୍ମର ପଛ ରେ ୟାଏ, ସେ ଆପଣାର ମୃତ୍ଯୁ ଘଟାଇବ। |
20
|
ଜଣେ ପ୍ରବଞ୍ଚକ ମନୁଷ୍ଯ ସଦାପ୍ରଭୁଙ୍କ ଦ୍ବାରା ଘୃଣିତ ହୁଏ, କିନ୍ତୁ ୟିଏ ନିଷ୍ଠାପର ଜୀବନ ୟାପନ କରେ, ପ୍ରଭୁ ତା'କୁ ଭଲ ପାଆନ୍ତି। |
21
|
ଏହା ନିଶ୍ଚିତ ସତ୍ଯ ଯେ ଦୁଷ୍ଟ ଲୋକମାନେ ଦଣ୍ଡ ପାଇବେ ଏବଂ ଧାର୍ମିକମାନେ ମୁକ୍ତି ପାଇବେ। |
22
|
ଯଦି ଜଣେ ସ୍ତ୍ରୀ ସୁନ୍ଦର, କିନ୍ତୁ ସେ ଦୁଷ୍ଟ ଏହା ଠିକ୍ ସହେିପରି ଯେପରି ଘୁଷୁରିର ଥୋମଣି ରେ ସୁବର୍ଣ୍ଣ ଥାଏ। |
23
|
ଧାର୍ମିକମାନଙ୍କର ବାଞ୍ଛାର ଫଳ କବଳେ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କୋର୍ଧ ଅଟେ। |
24
|
କହେି କହେି ଦାନ କରି ଆହୁରି ଧନ ବଢ଼ାନ୍ତି। ପୁଣି କହେି କହେି ଉଚିତ୍ ବ୍ଯଯ ଅସ୍ବୀକାର କଲେ ହେଁ ତହିଁରୁ କବଳେ ଅଭାବ ଜନ୍ମେ। |
25
|
ଯେଉଁମାନେ ଅନ୍ୟମାନଙ୍କୁ ଆଶୀର୍ବାଦ କରନ୍ତି, ସମାନେେ ଉନ୍ନତି କରିବେ ଏବଂ ସେ ୟିଏ ଅନ୍ୟମାନଙ୍କର ଶୋଷ ମେଣ୍ଟାଏ ତା'ର ଶୋଷ ମେଣ୍ଟା ହବେ। |
26
|
ଜଣେ ବ୍ଯକ୍ତି ୟିଏ ତା'ର ଶସ୍ଯ ବିକ୍ରୀ କରିବାକୁ ମନ କରେ, ତାହାକୁ ଲୋକମାନେ ଅଭିଶାପ ଦବେେ। କିନ୍ତୁ ଯେକହେି ଶସ୍ଯ ବିକ୍ରଯ କରେ ଇଚ୍ଛା ଏବଂ ନ୍ଯାଯ ସହିତ ତା'ର ମସ୍ତକକୁ ଆଶୀର୍ବାଦ ମିଳେ। |
27
|
ଯେଉଁ ବ୍ଯକ୍ତି ଯତ୍ନ ରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ। ପୁଣି ଯେ ଅନ୍ୟର ମନ୍ଦ କରିବାକୁ ଚା ହେଁ, ତା' ପ୍ରତି ସହେିପରି ଘଟେ। |
28
|
ଆପଣା ଧନ ରେ ଯେ ନିର୍ଭର ରେଖ, ସେ ସତଜେ ପତ୍ରପରି ବଞ୍ଚେ। ମାତ୍ର ଧାର୍ମିକ ଲୋକ ସତଜେ ପତ୍ରପରି ପ୍ରଫୁଲ୍ଲ ହବେ। |
29
|
ଜଣେ ୟିଏ ଆପଣା ପରିବାରକୁ ସମସ୍ଯାର କାରଣ ହୁଏ, କିଛି ଅଧିକାର ପାଏ ନାହିଁ। ପୁଣି ସେ ଜଣେ ଅଜ୍ଞାନୀ ବିଜ୍ଞ ବ୍ଯକ୍ତିର ଦାସ ହବେ। |
30
|
ଧାର୍ମିକ ବ୍ଯକ୍ତିର ଫଳ ଜୀବନଦାୟକ ବୃକ୍ଷ ଅଟେ। ଜଣେ ୟିଏ ଜ୍ଞାନୀ ଲୋକମାନଙ୍କର ଜୀବନ ଲାଭ କରେ। |
31
|
ଭଲ ଲୋକମାନେ ପୃଥିବୀ ରେ ପୁରସ୍କୃତ ହବେେ, ଦୁଷ୍ଟ ପାପୀଗଣ ତାଙ୍କର ପାପ ଭୋଗ କରିବେ। |
Proverbs 11:20 English Language Bible Words basic statistical display
COMING SOON ...