1
|
ଜ୍ଞାନୀ ପୁତ୍ର ପିତାଙ୍କର ଉପଦେଶ ଯତ୍ନ ସହକା ରେ ଶୁଣେ। କିନ୍ତୁ ଗର୍ବୀ ମୂର୍ଖ ଲୋକ କାହାରି ଉପଦେଶ ଶୁଣେ ନାହିଁ। |
2
|
ଉତ୍ତମ ଲୋକମାନେ ସମାନଙ୍କେର ଶବ୍ଦଗୁଡ଼ିକର ଉତ୍ତମ ଫଳ ଭୋଗ କରନ୍ତି। ମାତ୍ର ବିଶ୍ବାସଘାତକ ଲୋକମାନେ ହିଂସାରୁ ଭୋଗ କରୋ |
3
|
ଯେଉଁ ଲୋକ ଆପଣା ମୁଖର କଥାକୁ ଜଗେ ସେ ତା'ର ଜୀବନ ରକ୍ଷା କରେ। ଯେ ଚିନ୍ତା ନ କରି କ ହେ ସେ ବିନାଶ ପ୍ରାପ୍ତ ହୁଏ। |
4
|
ଅଳସୁଆ ଯାହା ଇଚ୍ଛା କରେ, ତାହା ପାଏ ନାହିଁ। ମାତ୍ର କର୍ମଶୀଳ ଲୋକ ବା ପରିଶ୍ରମୀ ଲୋକ ତା'ର ଇଚ୍ଛାନୁସା ରେ ଫଳ ଭୋଗ କରେ। |
5
|
ଧାର୍ମିକ ଲୋକ ମିଥ୍ଯାକୁ ଘୃଣା କରେ। ମାତ୍ର ଦୁଷ୍ଟ ଲୋକ ଲଜ୍ଜା ଭୋଗ କରେ। |
6
|
ଧାର୍ମିକତା ସରଳ ପଥଗାମୀକୁ ରକ୍ଷା କରେ। ମାତ୍ର ଦୁଷ୍ଟତା ପାପୀକୁ ପରାସ୍ତ କରେ। |
7
|
କହେି କହେି ଆପଣାକୁ ଧନୀ ବୋଲି ପରିଚଯ ଦିଅନ୍ତି। କିନ୍ତୁ ତା'ର କିଛି ନ ଥାଏ। ମାତ୍ର କେତକଙ୍କେର ଧନ ଥାଇ ମଧ୍ଯ ସମାନେେ ଦରିତ୍ର ପରି ଆଚରଣ କରନ୍ତି। |
8
|
ମନୁଷ୍ଯର ଧନ ତାହାର ପ୍ରାଣର ପ୍ରାଯଶ୍ଚିତ ସ୍ବରୂପ। ମାତ୍ର ଦରିଦ୍ ରେଲାକ ଧମକ ଶୁଣେ ନାହିଁ। |
9
|
ଧାର୍ମିକ ଲୋକେ ଆଲୋକବର୍ତ୍ତିକା ପରି, ଯାହାକି ଉଜ୍ଜ୍ବଳ ପରି ଆଲୋକ ଦିଏ। |
10
|
ଅହଙ୍କାରରୁ କବଳେ କଳି ଉତ୍ପନ୍ନ ହୁଏ। ମାତ୍ର ସୁପରାମର୍ଶ ଗ୍ରାହକଠା ରେ ଜ୍ଞାନ ଅଛି। |
11
|
ଅସତ୍ଯ ଉପାଯ ରେ ଅର୍ଜିଥିବା ଧନ ଧ୍ବଂସ ପାଇବ। ମାତ୍ର ସତ୍ଯ ଅର୍ଜିତ ଧନ ବୃଦ୍ଧି ପାଇବ। |
12
|
ଆଶା ସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ। ମାତ୍ର ବାଞ୍ଛାର ସିଦ୍ଧିଜୀବନ ବୃକ୍ଷ ସ୍ବରୂପ। |
13
|
ଯେଉଁ ଲୋକ ପରମେଶ୍ବରଙ୍କ ବାକ୍ଯକୁ ତୁଚ୍ଛ ମନେ କରେ, ସେ ନିଜର ବିନାଶ କରେ। ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହବେ। |
14
|
ଜ୍ଞାନୀ ଲୋକର ଶିକ୍ଷା ଜୀବନ ରେ ଝର ସ୍ବରୂପ ଅଟେ, ସେ ମୃତ୍ଯୁ ଫାନ୍ଦରୁ ଅନ୍ୟକୁ ରକ୍ଷା କରେ। |
15
|
ଜଣେ ମନୁଷ୍ଯ ୟିଏ ଭଲ ଉପଦେଶ ଦିଏ, ଅନୁଗ୍ରହ ଲାଭ କରେ କିନ୍ତୁ ପ୍ରତାରକଗଣ ସମାନଙ୍କେୁ ବିପର୍ୟ୍ଯଯକୁ ଆଗଇେ ନିଅନ୍ତି। |
16
|
ପ୍ରେତ୍ୟକକ ଚତୁର ଲୋକ ବୁଦ୍ଧି ରେ କର୍ମ କରେ। ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ। |
17
|
ଦୁଷ୍ଟ ବାର୍ତ୍ତାବାହକ ଆପଦ ରେ ପଡ଼େ, ମାତ୍ର ବିଶ୍ବସ୍ତ ଦୃଢ଼ ସ୍ବାସ୍ଥ୍ଯଜନକ। |
18
|
ଯେଉଁ ଜନ ଶାସନ ଅଗ୍ରାହ୍ଯ କରେ, ସେ ଦରିଦ୍ରତା ଓ ଲଜ୍ଜ୍ଯା ପାଏ। ମାତ୍ର ଯେ ଅନୁୟୋଗ ଗ୍ରହଣ କରେ, ସେ ମର୍ୟ୍ଯାଦା ପାଏ। |
19
|
ବାଞ୍ଛା ସିଦ୍ଧି ପ୍ରାଣକୁ ଆନନ୍ଦ ଦିଏ। ଏବଂ ମନ୍ଦ ତ୍ଯାଗ କରିବା ମୂର୍ଖ ଲୋକ ପାଇଁ ଘୃଣାର ବିଷଯ। |
20
|
ଜ୍ଞାନୀର ସଙ୍ଗୀ ହୁଅ, ତହିଁରେ ତୁମ୍ଭେ ଜ୍ଞାନୀ ହବେ। ମାତ୍ର ମୂର୍ଖମାନଙ୍କର ସଙ୍ଗୀ କଷ୍ଟଦାୟକ। |
21
|
ପାପୀମାନଙ୍କ ପଛ ରେ ମନ୍ଦ ଅନୁସରଣ କରେ। ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହବେ। |
22
|
ଉତ୍ତମ ଲୋକ ଆପଣା ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିୟାଏ। ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ। |
23
|
ଯଭେଳି ଗରୀବ ଲୋକ ତା'ର ଜମି ଚାଷ କରେ, ସେ ପ୍ରଚୁର ଶସ୍ଯ ପାଇପା ରେ କିନ୍ତୁ ଅନ୍ଯାଯ କାରଣରୁ ଏହା ବିନାଶ ହୁଏ। |
24
|
ଯେ ବାଡ଼ି ବ୍ଯବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ। ଯେ ତାହାକୁ ପ୍ ରମେ କରେ, ସେ ଯଥା ସମୟରେ ଶାସ୍ତି ପାଏ। |
25
|
ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ୟ୍ଯନ୍ତ ଖାଏ। ମାତ୍ର ପାପୀର ଉଦର ଅତୃପ୍ତ ଥାଏ। |
Proverbs 13:2 English Language Bible Words basic statistical display
COMING SOON ...