1
|
ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହକୁ ଜ୍ଞାନ ବଳ ରେ ଗଢ଼େ। ମାତ୍ର ଅଜ୍ଞାନୀ ସ୍ତ୍ରୀ ତା'ର ଅଜ୍ଞାନତା ରେ ସ୍ବହସ୍ତ ରେ ତା'ର ଗୃହକୁ ଧ୍ବଂସ କରେ। |
2
|
ଯେଉଁ ଜନ ଆପଣା ସରଳତା ରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ। ମାତ୍ର ଅସାଧୁ ଲୋକ ସଦାପ୍ରଭୁଙ୍କୁ ଘୃଣା କରେ। |
3
|
ଅଜ୍ଞାନର କଥା ସର୍ବଦା ସମସ୍ଯା ଆଣେ। କିନ୍ତୁ ଜ୍ଞାନବାନର କଥା ତାହାକୁ ସୁରକ୍ଷା ଦିଏ। |
4
|
ଯଦି ଗୋରୁଗୁଡ଼ିକ ସଠାେ ରେ ନାହାନ୍ତି, କାର୍ୟ୍ଯ ପାଇଁ ଶସ୍ଯ ଘର ଶୂନ୍ଯ ଅଟେ। ମାତ୍ର ଷଣ୍ଢମାନଙ୍କର ଶକ୍ତି ବଡ଼ ଅମଳ ଆଣିଥାଏ। |
5
|
ବିଶ୍ବସ୍ତ ସାକ୍ଷୀ ମିଥ୍ଯା କ ହେ ନାହିଁ। ମାତ୍ର ମିଥ୍ଯାବାଦୀ ସାକ୍ଷୀ ମିଥ୍ଯାଚରଣ କରେ। |
6
|
ନିନ୍ଦୁକମାନେ ଜ୍ଞାନ ଲୋଡ଼ିଲେ ପାଆନ୍ତି ନାହିଁ। ମାତ୍ର ବୁଦ୍ଧିମାନ୍ ପାଇଁ ବିଦ୍ଯା ସହଜ ଅଟେ। |
7
|
ମୂର୍ଖ ଲୋକର ବନ୍ଧୁ ହୁଅ ନାହିଁ। ତା'ଠାରୁ ଶିକ୍ଷା ପାଇବାକୁ କିଛି ନ ଥାଏ। |
8
|
ଚତୁର ଲୋକମାନେ ଜ୍ଞାନୀ, କାରଣ ସମାନେେ ଯେପରି ଭାବରେ ରହନ୍ତି, ସପରେି ଚିନ୍ତା କରନ୍ତି। କିନ୍ତୁ ମୂର୍ଖମାନଙ୍କର ନିର୍ବୋଧତା ଏହି ଯେ, ଅନ୍ୟମାନଙ୍କୁ ଠକି କିପରି ବଞ୍ଚିବେ ସହେି କଥା ଭାବନ୍ତି। |
9
|
ଅଜ୍ଞାନୀମାନେ ଦୋଷକୁ କୌତୁକ ବୋଲି ଗ୍ରହଣ କରନ୍ତି। ମାତ୍ର ସରଳ ଲୋକମାନଙ୍କ ନିକଟରେ ଅନୁଗ୍ରହ ଥାଏ। |
10
|
ଯଦି ଜଣେ ଲୋକ ଦୁଃଖ କରେ, ତା'ର ଅନ୍ତରର ବଦନୋ ଅନ୍ୟ କହେି ଜାଣନ୍ତି ନାହିଁ। ସହେିପରି ଜଣେ ଲୋକ ଆନନ୍ଦ ପାଇଲେ ତା'ର ଆନନ୍ଦ ଅନ୍ୟ କହେି ଅନୁଭବ କରିପା ରେ ନାହିଁ। |
11
|
ଦୁଷ୍ଟମାନଙ୍କର ଗୃହ ନିପାଦ ହବେ। ମାତ୍ର ସରଳ ଲୋକମାନଙ୍କର ଗୃହ ଉନ୍ନତ ହବେ। |
12
|
ମନୁଷ୍ଯର ଦୃଷ୍ଟି ରେ ଯେ କୌଣସି ପଥ ସରଳ ଦଖାୟୋଏ ତାହା ଶଷେ ରେ ମୃତ୍ଯୁର ପଥ ହାଇେଥାଏ। |
13
|
ଏପରିକି ହସୁଥିବା ବେଳେ ହୃଦଯ ବ୍ଯଥା କରିପା ରେ ଏବଂ ଖୁସିର ସମାପ୍ତି ଦୁଃଖର ହାଇପୋ ରେ। |
14
|
ଦୁଷ୍ଟ ଲୋକମାନେ ତାଙ୍କର କର୍ମଫଳ ଅନୁସାରେ ଦଣ୍ଡ ଭୋଗ କରିବେ। ମାତ୍ର ଧାର୍ମିକ ଲୋକେ ତାଙ୍କର ଉତ୍ତମ କାର୍ୟ୍ଯ ପାଇଁ ପୁରସ୍କୃତ ହବେେ। |
15
|
ନିର୍ ବୋଧ ଯାହାସବୁ ଶୁଣେ, ବିଶ୍ବାସ କରେ। ମାତ୍ର ଜ୍ଞାନୀମାନେ ପ୍ରେତ୍ୟକକ କଥାକୁ ଅନୁଶୀଳନ କରନ୍ତି। |
16
|
ଜ୍ଞାନୀ ଲୋକମାନେ ସଦାପ୍ରଭୁଙ୍କୁ ସମ୍ମାନ କରନ୍ତି ଏବଂ କୁକର୍ମକୁ ଘୃଣା କରନ୍ତି। ମାତ୍ର ଅଧାର୍ମିକମାନେ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ। |
17
|
ଜଣେ ୟିଏ ହଠାତ୍ କୋରଧିତ ହୁଏ, ମୂର୍ଖାମୀର କାର୍ୟ୍ଯ କରେ, କିନ୍ତୁ ଜଣେ ବ୍ଯକ୍ତି ୟିଏ ମନ୍ଦ ଯୋଜନା କରେ ସେ ଘୃଣିତ ହୁଏ। |
18
|
ଅନଭିଜ୍ଞ ଲୋକମାନେ ନିର୍ବୋଧ ହାଇେ ରହିବେ। କିନ୍ତୁ ଜ୍ଞାନୀ ଲୋକମାନେ ଜ୍ଞାନ ରେ ବିଭୂଷିତ ହବେେ। |
19
|
ମନ୍ଦ ଲୋକମାନେ ଉତ୍ତମ ଲୋକମାନଙ୍କ ଆଗ ରେ ପରାସ୍ତ ହାଇେ ମଥାନତ କରିବେ ଏବଂ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କ ଆଗ ରେ ମଥାନତ କରିବେ। |
20
|
ଦରିଦ୍ର ଆପଣା ପ୍ରତିବେଶୀ ରେ ହିଁ ଘୃଣିତ ହୁଅନ୍ତି। ମାତ୍ର ଧନବାନର ଅନକେ ବନ୍ଧୁ ଥା'ନ୍ତି। |
21
|
ଯେଉଁଲୋକ ପ୍ରତିବେଶୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ଯ। |
22
|
ଯେଉଁମାନେ ଅନ୍ୟର ଅନିଷ୍ଟ ଚିନ୍ତା କରନ୍ତି, ସମାନେେ ପଥଭ୍ରଷ୍ଟ ହୁଅନ୍ତି। କିନ୍ତୁ ଯେଉଁମାନେ ଅନ୍ୟର ଭଲ ଚିନ୍ତା କରନ୍ତି ସଠାେ ରେ ସତ୍ଯ ଓ ଦୟା ଥାଏ। |
23
|
ପ୍ରେତ୍ୟକକ କଠିନ ପରିଶ୍ରମର ପୁରସ୍କାର ଅଛି, କିନ୍ତୁ ଯଦି ଜଣେ ବ୍ଯକ୍ତି କବଳେ କଥା କହିବା ଚାଲୁରେଖ, ଏହା ତାକୁ ଦରିଦ୍ରତା ଆଡ଼କୁ ଆଗଇେ ନିଏ। |
24
|
ଜ୍ଞାନୀମାନଙ୍କ ମୁକୁଟ ସମାନଙ୍କେର ଧନ, ପୁଣି ମୂର୍ଖମାନଙ୍କର ଅଜ୍ଞାନତା କବଳେ ଅଜ୍ଞାନତା। |
25
|
ସତ୍ଯ ସାକ୍ଷୀ ତା'ର ପ୍ରାଣ ରକ୍ଷା କରେ। ମାତ୍ର ମିଥ୍ଯା ପ୍ରବଞ୍ଚନା ଜନକ। |
26
|
ସଦାପ୍ରଭୁ ବିଷଯକ ଭୟ ଦୃଢ଼ ଶରଣ ଭୂମି। ଆଉ ତାଙ୍କର ସନ୍ତାନମାନେ ସଠାେ ରେ ଆଶ୍ରଯସ୍ଥାନ ପାଇବେ। |
27
|
ସଦାପ୍ରଭୁଙ୍କର ସମ୍ମାନ ଜୀବନର ଝର ସ୍ବରୂପ। ଏହା ମୃତ୍ଯୁର ଫାନ୍ଦରୁ ଲୋକଙ୍କୁ ରକ୍ଷା କରେ। |
28
|
ଅଧିକ ଜନସଂଖ୍ଯା ରାଜାଙ୍କର ଗୌରବ ଅଟେ। ପ୍ରଜାମାନଙ୍କର ଅଭାବ ରାଜାଙ୍କର ବିନାଶ ଆଣେ। |
29
|
ଯେ କୋରଧ ରେ ଧୀର, ସେ ବଡ଼ ଜ୍ଞାନୀ। ଜଣେ ୟିଏ ହଠାତ୍ ରାଗେ, ସେ ଅଜ୍ଞ ବୋଲି ଦର୍ଶାଏ। |
30
|
ଶାନ୍ତ ଅନ୍ତଃକରଣ ଦହରେ ଜୀବନ ସ୍ବରୂପ, ପୁଣି ଇର୍ଷା ହାଡ଼ର କ୍ଷଯ ସ୍ବରୂପ। |
31
|
ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତା'ର ସୃଷ୍ଟିକର୍ତ୍ତାଙ୍କୁ ଅପମାନିତ କରେ। କିନ୍ତୁ ୟିଏ ଦରିଦ୍ରକୁ ଦୟାକରେ, ସେ ତା'ର ନିର୍ମାଣ କର୍ତ୍ତା ସମ୍ମାନ ବ୍ଯକ୍ତି ହୁଏ। |
32
|
ଦୁଷ୍ଟଲୋକ ଆପଣା ମନ୍ଦ କର୍ମ ରେ ତଡ଼ି ଦିଆୟାଏ। ମାତ୍ର ମରଣକାଳ ରେ ଧାର୍ମିକର ଆଶ୍ରଯ ଥାଏ। |
33
|
ଜ୍ଞାନ ବୁଦ୍ଧମାନର ହୃଦଯ ରେ ଥାଏ। ମାତ୍ର ମୂର୍ଖମାନଙ୍କ ମଧିଅରେ ଏହା ନ ଥାଏ। |
34
|
ଧାର୍ମିକତା ରାଜ୍ଯକୁ ଉନ୍ନତି ଆଣିଥାଏ, ମାତ୍ର ପାପ ଯେକୌଣସି ଦେଶର ଅପମାନ ଅଟେ। |
35
|
ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହର ପାତ୍ର। ପୁଣି ଯେ ଲଜ୍ଜ୍ଯା ଜନ୍ମାଏ ତାହା ପ୍ରତି ସେ କୋରଧ କରନ୍ତି। |
Proverbs 14:4 English Language Bible Words basic statistical display
COMING SOON ...