1
|
ଯେ ଆପଣାକୁ ପୃଥକ୍ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ବ ଜ୍ଞାନ ପ୍ରତ୍ଯାଖାନ କରେ। |
2
|
ମୂର୍ଖ ଲୋକ ଅନ୍ୟଠାରୁ ଶିକ୍ଷା ପାଇଁ ଭଲ ପାଏ ନାହିଁ। କବଳେ ଆପଣା ମନର କଥା ପ୍ରକାଶ କରିବା ରେ ସନ୍ତାଷେ ପାଏ। |
3
|
ଦୁଷ୍ଟ ଆସିଲେ ଅବଜ୍ଞା ଆ ସେ। ପୁଣି ଅପମାନ ସଙ୍ଗେ ଦୁର୍ନାମ ଆ ସେ। |
4
|
ମନୁଷ୍ଯର ମୁଖର ବାକ୍ଯ ଗଭୀର ଜଳତୁଲ୍ଯ। ପୁଣି ଜ୍ଞାନ ରେ ଉତ୍ପତ୍ତି ସ୍ଥାନ ଜଳ ସୋର୍ତ ସଦୃଶ। |
5
|
ଦୁଷ୍ଟର କଥାକୁ ଅପେକ୍ଷା କରିବା ଅବା ବିଚାର ରେ ଧାର୍ମିକ ପ୍ରତି ଅନ୍ଯାଯ କରିବା ଭଲ ନୁହେଁ। |
6
|
ମୂର୍ଖର କଥା ବିବାଦ ରେ ପ୍ରର୍ବତ୍ତେ। ପୁଣି ତା'ର କଥା ମାଡ଼ ଖାଇବାକୁ ଡାକେ। |
7
|
ମୂର୍ଖର କଥା ତା'ର ବିନାଶର କାରଣ। ପୁଣି ତା'ର ବାକ୍ଯ ପ୍ରାଣର ଫାନ୍ଦ ସ୍ବରୂପ। |
8
|
ନିନ୍ଦାର ବାକ୍ଯଗୁଡ଼ିକ, ସୁଷମ ଖାଦ୍ୟ ପରି ଅଟେ, ଯାହା ପାକସ୍ଥଳି ତଳକୁ ୟାଏ। |
9
|
ଆପଣା କାର୍ୟ୍ଯ ରେ ଯେ ଅଳସ, ସେ ବିନାଶକର ଭଳଇ। |
10
|
ସଦାପ୍ରଭୁଙ୍କର ନାମ ଦୃଢ଼ଗଡ଼ ସଦୃଶ। ଧାର୍ମିକ ଲୋକମାନେ ସଠାେକୁ ୟାଇ ରକ୍ଷା ପାଆନ୍ତି। |
11
|
ଧନବାନର ଧନ ତାହାର ଦୃଢ଼ ନଗର। ପୁଣି ତାହାର ଜ୍ଞାତ ରେ ଏହା ଉଚ୍ଚ ପ୍ରାଚୀର ସ୍ବରୂପ, ଯେ କହେି ହେଲେ ଚଢ଼ିପାରିବେ ନାହିଁ। |
12
|
ଗର୍ବୀତ ମନୁଷ୍ଯର ମନ ବିନାଶ ସମ୍ମୁଖ ରେ ଥାଏ। ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ। |
13
|
ଯେ ଶୁଣିବା ପୂର୍ବରୁ ଉତ୍ତର କରେ, ଗୋଟିଏ ଅଜ୍ଞାନତା ପରି ସିଏ ବିବଚେନା ହୁଏ ଓ ଲଜ୍ଜିତର କାରଣ ହୁଏ। |
14
|
ଯେତବେେଳେ ଜଣେ ମନୁଷ୍ଯ ଅସୁସ୍ଥ ହୁଏ ତା'ର ଆତ୍ମା ତା'ର ଅସୁସ୍ଥତାକୁ ସହିପା ରେ, କିନ୍ତୁ କହେି ହେଲେ ଗୋଟିଏ ରୋଗଗ୍ରସ୍ତ ଆତ୍ମାକୁ ସହିପା ରେ ନାହିଁ। |
15
|
ବୁଦ୍ଧିମାନ୍ର ମନ ଜ୍ଞାନ ଉପାର୍ଜନ କରେ। ପୁଣି ଜ୍ଞାନୀର କର୍ଣ୍ଣ ଜ୍ଞାନ ଶୁଣିବାକୁ ଆଗ୍ରହ ପ୍ରକାଶ କରେ। |
16
|
ମନୁଷ୍ଯର ଭଟେୀ ତାକୁ ପ୍ରବେଶ ଦିଏ। ପ୍ରଭାବଶାଳୀ ଲୋକମାନଙ୍କର ଉପସ୍ଥିତ ଭିତରକୁ। |
17
|
ଯେଉଁ ଲୋକ ପ୍ରଥମେ ଆପଣା ଘଟଣା ଉପସ୍ଥାପନା କରେ ଓ ବିବାଦ ଜଣାଏ, ସେ ଧାର୍ମିକ। ଯେପର୍ୟ୍ଯନ୍ତ ସେ ଅନ୍ୟ ଲୋକ ଦ୍ବାରା ପରୀକ୍ଷା ହାଇେ ନାହିଁ। |
18
|
ଗୁଳିବାଣ୍ଟ ବିରୋଧ ମେଣ୍ଟାଇ ଦିଏ ଓ ବଳବାନମାନଙ୍କୁ ପୃଥକ କରେ। |
19
|
ବିରକ୍ତ ଭାଇ ଦୃଢ଼ ନଗର ଅପେକ୍ଷା କଷ୍ଟକର। ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ବରୂପ। |
20
|
ମନୁଷ୍ଯର ଉଦର ତା'ର ମୁଖ ଫଳ ରେ ପୂର୍ଣ୍ଣ ହୁଏ। କିନ୍ତୁ ସେ ଆପଣା ଓଷ୍ଠର କଥା ରେ ତୃପ୍ତ ହୁଏ। |
21
|
ମରଣ ଓ ଜୀବନ ଜିହ୍ବାର ଅଧୀନ। ଯେଉଁମାନେ କଥା କହିବାକୁ ଭଲ ଜାଣନ୍ତି, ଏହାର ଫଳ ଭୋଗିବେ। |
22
|
ଯେଉଁ ଲୋକ ଭାର୍ୟ୍ଯା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ। |
23
|
ଦରିଦ୍ର ଲୋକ ବିନଯ କରେ। ମାତ୍ର ଧନବାନ କଠିନ ଉତ୍ତର ଦିଏ। |
24
|
ଯେ ଅନକେ ମିତ୍ର କରେ, ସମାନେେ ତାଙ୍କର ବିନାଶର କାରଣ ହାଇପୋରନ୍ତି। ମାତ୍ର ଜଣେ ପ୍ ରମେକାରୀ ଅଛନ୍ତି ଯେ ଭାଇ ଅପେକ୍ଷା ଅଧିକ ଘନିଷ୍ଠ ହାଇେ ରହନ୍ତି। |
Proverbs 18:7 English Language Bible Words basic statistical display
COMING SOON ...