1
|
ଦ୍ରାକ୍ଷାରସ ଓ ମଦ୍ଯ ଲୋକମାନଙ୍କୁ ନିଯନ୍ତ୍ରଣ କରି ବାହାରକୁ ନଇୟୋଏ। ଯେ କହେି ସେଥି ରେ ଭ୍ରାନ୍ତ ହୁଏ, ସେ ଜ୍ଞାନୀ ହାଇପୋରିବ ନାହିଁ। |
2
|
ରାଜାଙ୍କର ରାଗ ସିଂହର ଗର୍ଜ୍ଜନ ପରି, ଯେ ତାଙ୍କର କୋରଧ ଜନ୍ମାଏ, ସେ ନିଜେ ତା'ର ଜୀବନ ପ୍ରତି ବିପଦ ଆଣେ। |
3
|
ଯେ କୌଣସି ନିର୍ବୋଧ ସର୍ବଦା ୟୁକ୍ତି କରେ। ତେଣୁ ତୁମ୍ଭେ ସର୍ବଦା ସହେି ଲୋକକୁ ସମ୍ମାନ କର ଯେ ୟୁକ୍ତି କରିବାକୁ ବାରଣ କରେ। |
4
|
ଜଣେ ଅଳସୁଆ ତା'ର ଅଳସୁଆପଣ ଯୋଗୁଁ ଶସ୍ଯ ବୁଣେ ନାହିଁ। କିନ୍ତୁ ଫସଲ କଟା ସମୟରେ ସେ ଫସଲ ଖାଜେିଲେ ପାଏ ନାହିଁ। |
5
|
ମନୁଷ୍ଯ ମନର ଭାବନା ଗଭୀର କୂଅର ଜଳ ପରି। ମାତ୍ର ବୁଦ୍ଧିମାନ ଲୋକ ସହେି ଗଭୀର ଜଳକୁ କାଢ଼ି ପାରିବ। |
6
|
ବହୁତ ଲୋକମାନଙ୍କ ମଧିଅରେ ଜଣେ ପ୍ରଭୁଭକ୍ତ ଖାଜେ, କିନ୍ତୁ କିଏ ଖାଜେି ପାରିବ ଜଣେ ଲୋକ ୟିଏକି ପ୍ରକୃତ ରେ ବିଶ୍ବାସନୀଯ। |
7
|
ଯେଉଁ ଧାର୍ମିକ ଲୋକ ସରଳତା ରେ ବାସ କରେ, ତା' ଉତ୍ତା ରେ ତା'ର ପୁତ୍ରଗଣ, ସନ୍ତାନଗଣ ଧନ୍ଯ ହୁଅନ୍ତି। |
8
|
ଯେଉଁ ରାଜା ବିଚାର ସ୍ଥାନ ରେ ବ ସେ, ସେ ନିଜର ସ୍ବଚକ୍ଷୁ ରେ ଅସତ୍ଯ ବିଷଯସବୁକୁ ପୁଙ୍ଖାନୁପୁଙ୍ଖ ରୂପେ ପରୀକ୍ଷା କରନ୍ତି। |
9
|
ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କହେି କହିପାରିବେ ନାହିଁ। |
10
|
ନାନା ପ୍ରକାର ମାପ ଓଜନ ରେ ଯେଉଁମାନେ ଠକନ୍ତି, ସମାନେେ ସଦାପ୍ରଭୁଙ୍କଠା ରେ ଘୃଣିତ। |
11
|
ଏପରିକି ଜଣେ େଛାଟ ପିଲା କରୁଥିବା କର୍ମରୁ ଜଣାୟାଏ, ଯଦିବା ସେ ଯାହା କରେ ତାହା ନିର୍ମଳ ଏବଂ ସରଳ। |
12
|
କାନ ରେ ଶୁଣିବା ଆଖି ରେ ଦେଖିବା ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଛନ୍ତି। |
13
|
ନିଦ୍ରାକୁ ଭଲ ପାଅ ନାହିଁ। ନ ହେଲେ ତୁମ୍ଭେ ଦରିଦ୍ର ହବେ। ତୁମ୍ଭେ କର୍ମଦକ୍ଷ ହୁଅ, ତହିଁରେ ତୁମ୍ଭେ ଖାଦ୍ୟ ରେ ପରିତୃପ୍ତ ହବେ। |
14
|
କିଣିବା ଲୋକ କ ହେ, "ଭଲ ନୁହେଁ, ଭଲ ନୁହେଁ, ଏହାର ମୂଲ୍ଯ ବହୁତ ଅଧିକ।" ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ। |
15
|
ସୁନା ଓ ଅଳଙ୍କାର ଲୋକଙ୍କୁ ଧନୀ କରେ। କିନ୍ତୁ ଯେଉଁଲୋକ ଜ୍ଞାନୀ, ସେ ଏହି ଅଳଙ୍କାରଠାରୁ ମୂଲ୍ଯବାନ୍ ଅଟେ। |
16
|
ଅପରିଚିତ ଲୋକ ପାଇଁ ଯେ ଲଗାହୁଏ, ତାହାର ବସ୍ତ୍ର ନିଅ। ପୁଣି ଯେ କହେି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ ହୁଏ ତାହାକୁ ବନ୍ଧକ ରଖ। |
17
|
ମିଥ୍ଯା ଅର୍ଜିତ ଆହାର ମନୁଷ୍ଯକୁ ମିଠା ଲାଗେ। ମାତ୍ର ପଛ ରେ ତା'ର ପାଟି ଗୋଡ଼ି ରେ ପୂର୍ଣ୍ଣ ହବେ। |
18
|
ମନ୍ତ୍ରଣା ଦ୍ବାରା ପ୍ରେତ୍ୟକକ ସଂକଳ୍ପ ସ୍ଥିର ହବେ। ମାତ୍ର ଯଦି ତୁମ୍ଭେ ୟୁଦ୍ଧ କରିବାକୁ ୟାଅ ଭଲ ପରାମର୍ଶ ଗ୍ରହଣ କର। |
19
|
ଯେ ଖଚୁଆ ହାଇେ ବୁଲେ, ସେ ଗୁପ୍ତକଥା ପ୍ରକାଶ କରେ। ଏଥିପାଇଁ ତା' ସଙ୍ଗେ କୌଣସି ପ୍ରକାର ସମ୍ବନ୍ଧ ରଖ ନାହିଁ। ଯେ ଗପିବାକୁ ଭଲ ପାଏ। |
20
|
ଯେ ଆପଣା ପିତା କି ଆପଣା ମାତାଙ୍କୁ ଅଭିଶାପ ଦିଏ, ଘାରେ ଅନ୍ଧକାର ରେ ତା'ର ପ୍ରଦୀପ ଲିଭିୟିବ। |
21
|
ଧନ ସମ୍ପତ୍ତି ହଠାତ୍ ମିଳିପା ରେ ଓ ସହଜ ରେ ଲାଭ ହୁଏ, ପୁଣି ଶଷେ ରେ ଆଶୀର୍ବାଦୟୁକ୍ତ ହବେ ନାହିଁ। |
22
|
ମୁଁ ତାଙ୍କୁ ଫରୋଇ ଦବେି ଏହିପରି ଚିନ୍ତା କର ନାହିଁ, ଯଦି କହେି କିଛି ତୁମ୍ଭ ବିରୁଦ୍ଧ ରେ କରେ, ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କର, ସେ ତୁମ୍ଭକୁ ଉଦ୍ଧାର କରିବେ। |
23
|
ଲୋକମାନଙ୍କୁ ଓଜନ ଓ ମାପ ରେ ଠକି ସଦାପ୍ରଭୁଙ୍କ ଘୃଣାର ବିଷଯ, ଅର୍ଥାତ ଦଣ୍ଡି ରେ ଠକିବା ନିତାନ୍ତ ଖରାପ। |
24
|
ସଦାପ୍ରଭୁଙ୍କଠାରୁ ମନୁଷ୍ଯର ପାଦଗତି ହୁଏ, ତେଣୁ ମନୁଷ୍ଯ ଆପଣା ବାଟ ଠିକ୍ ରୂପେ ବୁଝିପା ରେ ନାହିଁ। |
25
|
ବିନା ଚିନ୍ତା କରି ପ୍ରତିଜ୍ଞା କଲେ ଏହା ଭୟଜନକ ଅଟେ, ମୁଁ ଏହି ଉପହାର ପରମେଶ୍ବରଙ୍କୁ ଉତ୍ସର୍ଗ କରିବ। ଏବଂ ତା'ପ ରେ ସହେି ପ୍ରତିଜ୍ଞା ପୁନଃବିଚାର କରାୟାଏ। |
26
|
ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ଅଲଗା କରେ, ଶସ୍ଯରୁ ଅଗାଡ଼ି ଅଲଗା କଲାପରି ତା' ଉପ ରେ ସେ ଚକ୍ର ବୁଲାଏ। |
27
|
ମନୁଷ୍ଯର ଆତ୍ମା ସଦାପ୍ରଭୁଙ୍କ ପାଇଁ ପ୍ରଦୀପପରି ଏହା ଆତ୍ମାର ସମସ୍ତ ଅନ୍ତରାଳ ବିଷଯ ପରିପ୍ରକାଶ କରେ। |
28
|
ଦୟା ଓ ସତ୍ଯତା ରାଜାଙ୍କୁ ରକ୍ଷା କରେ। ପୁଣି ଦୟାଦ୍ବାରା ତାହାର ସିଂହାସନ ସ୍ଥିର ହୁଏ। |
29
|
ୟୁବକମାନଙ୍କ ବଳ ସମାନଙ୍କେର ଭୂଷଣ। ବୃଦ୍ଧମାନଙ୍କର ପକ୍ବ କେଶ ସମାନଙ୍କେର ଶାେଭା। |
30
|
ଅସତ ମାର୍ଗ କ୍ଷତିଜନକ ପ୍ରହାର ରେ ପରିଷ୍କାର କରେ, ଆଘାତ ନିଜ ଅନ୍ତରାଳଯକୁ ପ୍ରଭାବିତ କରେ। |
Proverbs 20:13 English Language Bible Words basic statistical display
COMING SOON ...