Indian Language Bible Word Collections
1 Chronicles 3:2
1 Chronicles Chapters
1 Chronicles 3 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
1 Chronicles Chapters
1 Chronicles 3 Verses
1
|
ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ୍, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ; ଦ୍ଵିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ; |
2
|
ତୃତୀୟ ଅବଶାଲୋମ୍, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; |
3
|
ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ । |
4
|
ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ । |
5
|
ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ ଓ ଶୋବବ୍ ଓ ନାଥନ୍ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍ଶୂୟାଠାରୁ ଜାତ; |
6
|
ଆହୁରି ଯିଭର ଓ ଇଲୀଶାମା ଓ ଇଲୀଫେଲଟ୍; |
8
|
ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍, ଏହି ନଅ ଜଣ । |
9
|
ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପନିୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା । |
10
|
ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମ୍, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ; |
11
|
ତାହାର ପୁତ୍ର ଯୋରାମ୍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍; |
12
|
ତାହାର ପୁତ୍ର ଅମତ୍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍; |
13
|
ତାହାର ପୁତ୍ର ଆହସ୍, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି; |
14
|
ତାହାର ପୁତ୍ର ଅମୋନ୍, ତାହାର ପୁତ୍ର ଯୋଶୀୟ । |
15
|
ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ଵିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍ । |
16
|
ପୁଣି ଯିହୋୟାକୀମ୍ର ସନ୍ତାନଗଣନ୍ତତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ । |
17
|
ବନ୍ଦୀ ଯିକନୀୟର ସନ୍ତାନଗଣ; |
18
|
ତାହାର ପୁତ୍ର ଶଲ୍ଟୀୟେଲ ଓ ମଲ୍କୀରାମ୍ ଓ ପଦାୟ ଓ ଶିନତ୍ସର, ଯିକମୀୟ, ହୋଶାମା ଓ ନଦବୀୟ । |
19
|
ପଦାୟର ପୁତ୍ର ସରୁବ୍ବାବିଲ୍ ଓ ଶିମୀୟି; ପୁଣି ସରୁବ୍ବାବିଲର ସନ୍ତାନ ମଶୁଲ୍ଲମ୍ ଓ ହନାନୀୟ ଓ ଶଲୋମୀତ୍ ସେମାନଙ୍କର ଭଗିନୀ ଥିଲା । |
20
|
ଆଉ ହଶୂବା ଓ ଓହେଲ୍ ଓ ବେରିଖୀୟ ଓ ହସଦୀୟ ଓ ଯୁଶବ-ହେଷଦ୍, ଏହି ପାଞ୍ଚ ଜଣ । |
21
|
ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ । |
22
|
ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ, ଯିଗାଲ ଓ ବାରୀହ ଓ ନିୟରୀୟ ଓ ଶାଫଟ୍, ଛଅ ଜଣ । |
23
|
ନିୟରୀୟର ସନ୍ତାନ ଇଲୀୟୋ-ଐନୟ ଓ ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ । |
24
|
ପୁଣି ଇଲୀୟୋ-ଐନୟର ପୁତ୍ର ହୋଦବୀୟ ଓ ଇଲୀୟାଶୀବ ଓ ପ୍ଲାୟ ଓ ଅକ୍କବ ଓ ଯୋହାନନ୍ ଓ ଦଳାୟ ଓ ଅନାନି, ଏହି ସାତ ଜଣ । |