Indian Language Bible Word Collections
2 Kings 25:12
2 Kings Chapters
2 Kings 25 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
2 Kings Chapters
2 Kings 25 Verses
1
|
ଅନନ୍ତର ସିଦିକିଯଙ୍କ ରାଜତ୍ବର ନବମ ବର୍ଷ ରେ ଦଶମ ମାସର ଦଶମ ଦିନ ରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାଙ୍କର ସମସ୍ତ ସୈନ୍ଯ ୟିରୁଶାଲମ୍ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିଲେ ଏବଂ ୟିରୁଶାଲମକୁ ଅବରୋଧ କଲେ ଓ ତା'ର ଚାରିପାଖ ରେ ସୈନ୍ଯ କତ୍ତୃର୍କ ଅବରୋଧ ନିର୍ମାଣ କଲେ। |
2
|
ସମାନଙ୍କେର ସୈନ୍ଯବାହିନୀ ସିଦିକିଯ ରାଜାଙ୍କ ଏକାଦଶ ବର୍ଷ ରାଜତ୍ବ କାଳ ପର୍ୟ୍ଯନ୍ତ ୟିରୁଶାଲମକୁ ଅବରୋଧ କରି ଘରେି ରଖିଲେ। |
3
|
ନଗର ରେ ଭୟଙ୍କର ଦୁର୍ଭିକ୍ଷ ପଡିଲା। ଚତୁର୍ଥ ମାସର ନବମ ଦିନ ରେ ନଗର ରେ ମହାଦୁର୍ଭିକ୍ଷ ଭୟଙ୍କର ମାତ୍ରା ରେ ବଢିଗ୍ଭଲିଲା। ତେଣୁ ଦେଶୀଯ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ଦ୍ରବ୍ଯ ମିଳିଲା ନାହିଁ। |
4
|
ସର୍ବଶଷେ ରେ ନବୂଖଦ୍ନିତ୍ସର ସୈନ୍ଯ ନଗରର ପ୍ରାଚୀର ଏକ ସ୍ଥାନ ଭଗ୍ନ କଲେ। ସହେି ରାତ୍ରି ରେ ରାଜା ସିଦିକିଯ ଓ ସମସ୍ତ ଯୋଦ୍ଧାଗଣ ରାଜାଙ୍କର ଉଦ୍ୟାନକୁ ଲାଗି ଦୁଇଟି ପ୍ରାଚୀର ମଧ୍ଯ ଫାଟକ ଦଇେ ପଳାଇଲେ। ଯେତବେେଳେ କଲଦୀଯମାନେ ନଗରର ଚତୁର୍ଦ୍ଦିଗ ରେ ବେଢି ରହିଥିଲେ। ପୁଣି ରାଜା ଆରବା ପଥ ଦଇେ ଚାଲିଗଲେ। |
5
|
ତହୁଁ କଲଦୀଯ ସୈନ୍ଯମାନେ ରାଜାଙ୍କ ପଶ୍ଚାତଧାବନ କରି ଯିରୀହାେ ପଦା ରେ ତାଙ୍କୁ ଧରିଲେ। ଯେତବେେଳେ ତାଙ୍କର ସମସ୍ତ ସୈନ୍ଯ ତାଙ୍କୁ ଛାଡି ପଳାଯନ କଲେ। |
6
|
ତା'ପରେ ସମାନେେ ରାଜାଙ୍କୁ ଧରି ରିବ୍ଲା ରେ ଥିବା ବାବିଲ ରାଜାଙ୍କ ନିକଟକୁ ନେଲେ। ସମାନେେ ତାଙ୍କୁ ଦଣ୍ତ ଦବୋକୁ ସ୍ଥିର କଲେ। |
7
|
ସମାନେେ ସିଦିକିଯଙ୍କର ପୁତ୍ରମାନଙ୍କୁ ତାଙ୍କ ସମ୍ମୁଖ ରେ ବଧ କଲେ। ତା'ପରେ ସମାନେେ ସିଦିକିଯଙ୍କର ଚକ୍ଷୁ ଉପାଡି ପକାଇଲେ ଓ ତାଙ୍କୁ ଶୃଙ୍ଖଳ ରେ ବାନ୍ଧି ବାବିଲକୁ ନଇେ ଗଲେ। |
8
|
ନବୂଖଦ୍ନିତ୍ସର ରାଜତ୍ବର ଉନବିଂଶ ବର୍ଷ ରେ ପଞ୍ଚମ ମାସର ସପ୍ତମ ଦିନ ରେ ବାବିଲ ରାଜାର ଦାସ ନବୂସରଦନ୍ ଉତ୍ତମ ୟୋଦ୍ଧାବର୍ଗର ସନୋପତି ରୂପେ ୟିରୁଶାଲମ୍କୁ ଆସିଲା। |
9
|
ନବୂସରଦ୍ନ ସଦାପ୍ରଭୁଙ୍କ ମନ୍ଦିର, ରାଜଗୃହ, ୟିରୁଶାଲମ୍ର ସମସ୍ତ ଗୃହ ଓ ଏପରିକି ବୃହତ୍ ଗୃହ ଗୁଡିକୁ ଅଗ୍ନି ରେ ଦଗ୍ଧ କଲା। |
10
|
ନବୂସରଦନ୍ଙ୍କ ସହିତ ଥିବା ସମସ୍ତ ସୈନ୍ଯ ୟିରୁଶାଲମ୍ର ଚତୁର୍ଦ୍ଦିଗ ରେ ଥିବା ପ୍ରାଚୀରକୁ ଭାଙ୍ଗି ପକାଇଲେ। |
11
|
ତା'ପରେ ନବୂସରଦନ୍ ଅବଶିଷ୍ଟ ଲୋକମାନଙ୍କୁ ଓ ଆତ୍ମସମର୍ପଣ କରିବାକୁ ଆସିଥିବା ଲୋକମାନଙ୍କୁ ବନ୍ଦୀ କରି ନଇେ ଗଲେ। |
12
|
ସେ କବଳେ ଦରିଦ୍ରତମ ଲୋକମାନଙ୍କୁ ଛାଡି ଗଲା କାରଣ ସମାନେେ ଦ୍ରାକ୍ଷା କ୍ଷତେ ଓ ଅନ୍ଯାନ୍ଯ ଶସ୍ଯର ଯତ୍ନ ନବେେ। |
13
|
ବାବିଲର ସୈନ୍ଯମାନେ ସଦାପ୍ରଭୁଙ୍କ ମନ୍ଦିର ରେ ଥିବା ସମସ୍ତ ପିତ୍ତଳ ଦ୍ରବ୍ଯ ଭାଙ୍ଗି ପକାଇଲେ। ପିତ୍ତଳ ସ୍ତମ୍ଭ ବୈଠକି ସବୁ ଓ ପିତ୍ତଳମଯ ସମୁଦ୍ର ରୂପ ଦ୍ବୀପ ପାତ୍ର ଖଣ୍ତ ଖଣ୍ତ କରି ତହିଁରେ ଥିବା ପିତ୍ତଳକୁ ବାବିଲକୁ ନଇଗେଲେ। |
14
|
ଆଉ ମଧ୍ଯ ସଦାପ୍ରଭୁଙ୍କ ମନ୍ଦିର ରେ ବ୍ଯବହୃତ ହାଣ୍ତି, କରଚୁଲି, କତୁରି, ଚମସ ସଜାପାଇଁ ସରଞ୍ଜାମ ଓ ଅନ୍ୟ ସମସ୍ତ ବସ୍ତୁ ଯାହା ମନ୍ଦିରର ସବୋ ପାଇଁ ବ୍ଯବହାର ହାଇେଥିଲା, ସମାନେେ ନଇେ ଗଲେ। |
15
|
ପୁଣି ନବୂସରଦନ୍ ଅଙ୍ଗାରଧାନୀ, କୁଣ୍ତସବୁ, ଯାହା ସୁନାର ଥିଲା ତାକୁ ସୁନା କରି ଓ ଯାହା ରୂପାର ଥିଲା ତାକୁ ରୂପାର କରି ନଇଗେଲା। |
16
|
ନବୂସରଦନ୍ ନଇେଥିବା ଦ୍ରବ୍ଯ ଗୁଡିକ ହେଲା, ଯଥା: |
18
|
ପୁଣି ନବୂସରଦନ୍ ପ୍ରଧାନ ଯାଜକ ସରାଯ ଦ୍ବିତୀୟ ଯାଜକ ସଫନିଯ ଓ ତିନି ଜଣ ଦ୍ବାରପାଳଙ୍କୁ ନଇେ ଗଲା। |
19
|
ସେ ମଧ୍ଯ ବନ୍ଦୀପରି ନିଆଗେଲ। ଏକ ନଫୁସକକୁ ସୈନ୍ଯମାନଙ୍କର ଦଖାେଶୁଣା, ରାଜାଙ୍କର ଉପଦେଶଗଣ, ସନୋର ସନୋପତିର ସଚିବ, ୟିଏ ଲୋକମାନଙ୍କୁ ଗଣିବାର ଦାଯିତ୍ବ ରେ ଥିଲେ ଏବଂ ସମାନଙ୍କେରୁ ସୈନ୍ଯମାନଙ୍କୁ ବାଛିବା ଏବଂ ଷାଠିଏ ଅନ୍ୟ ଲୋକମାନେ ସହର ରେ ମଣିଲେ। |
20
|
ତା'ପରେ ନବୂସରଦନ୍ ସମାନଙ୍କେୁ ଧରି ହମାତର ରିବ୍ଲା ରେ ଥିବା ବାବିଲ୍ ରାଜାଙ୍କ ନିକଟକୁ ନଇଗେଲା। ବାବିଲର ରାଜା ସମାନଙ୍କେୁ ସହେି ରିବ୍ଲା ରେ ବଧ କଲେ। ଏହି ରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହାଇେ ନୀତ ହୋଲା। |
22
|
ବାବିଲର ରାଜା ନବୂଖଦ୍ନିତ୍ସର କିଛି ଲୋକ ଯିହୁଦା ରେ ଛାଡି ୟାଇଥିଲେ। ସମାନଙ୍କେ ମଧିଅରେ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲିଯ ଥିଲା, ବାବିଲର ରାଜା ଗଦଲିଯକୁ ଯିହୁଦାର ଶାସନ କର୍ତ୍ତା ରୂପେ ନିୟୁକ୍ତି କଲେ। |
23
|
ଏହାପରେ ବାବିଲର ରାଜା ଗଦଲିଯକୁ ଶାସନକର୍ତ୍ତା କରିଅଛ ବୋଲି ଶୁଣି ସନୋପତିଗଣ ଓ ସମାନଙ୍କେ ଲୋକମାନେ ଯଥା: ନଥନିଯର ପୁତ୍ର ଇଶ୍ମାଯଲେ, କା ରହରେ ପୁତ୍ର ୟୋହାନନ୍, ନାଟୋଫାତୀଯଠାରୁ ତନହୂମତର ପୁତ୍ର ସରାଯ, ମାଖାତୀଯର ପୁତ୍ର ୟାସନିଯ ଓ ସମାନଙ୍କେର ଲୋକମାନେ ମିସ୍ପାର ଗଦଲିଯ ନିକଟକୁ ଆସିଲେ। |
24
|
ତହୁଁ ଗଦଲିଯ ଅଧିକାରୀମାନଙ୍କ ନିକଟରେ ଓ ସମାନଙ୍କେ ଲୋକମାନଙ୍କ ନିକଟରେ ଶପଥ କରନ୍ତି, "ବାବିଲର ଅଧିକାରୀମାନଙ୍କୁ ଭୟ କର ନାହିଁ, ଏହିଠା ରେ ରହି ବାବିଲ ରାଜାର ସବୋ କର। ତା'ପରେ ଏହା ତୁମ୍ଭମାନଙ୍କ ସହିତ ମଙ୍ଗଳ ହବେ।" |
25
|
ମାତ୍ର ସପ୍ତମ ମାସ ରେ ରାଜବଂଶ ଜାତ ଇଲୀଶାମାର ପୌତ୍ର ନଥନିଯର ପୁତ୍ର ଇଶ୍ମାଯଲେ, ୟିଏ ରାଜା ପରିବାରରୁ ଥିଲେ। ସେ ଓ ତାଙ୍କର ଦଶଜଣ ସଙ୍ଗୀ ଗଦଲୀଯକୁ, ୟିହୁଦୀଯମାନଙ୍କୁ ଓ ମିସ୍ପା ରେ ଥିବା କଲଦୀଯମାନଙ୍କୁ ବଧ କଲେ। |
26
|
ତା'ପରେ ସମସ୍ତ ସନୋପତିଗଣ ଓ େଛାଟ ବଡ ସବୁ ଲୋକ ମିଶରକୁ ପଳାଇଲେ। କାରଣ ସମାନେେ କଲଦୀଯମାନଙ୍କୁ ଭୟ କରୁଥିଲେ। |
27
|
ଅନନ୍ତର ଯିହୁଦାର ରାଜା ୟହୋଯାଖୀନଙ୍କ ବନ୍ଦୀତ୍ବର ସପ୍ତତ୍ରିଂଶ ବର୍ଷର ଦ୍ବାଦଶ ମାସ ରେ, ମାସର ସପ୍ତବିଂଶ ଦିନ ରେ ବାବିଲ ରାଜା ଇବିଲମରୋଦକ୍। ସେ ରାଜତ୍ବ ଆରମ୍ଭ କରିବା ବର୍ଷ ରେ ବନ୍ଦୀରୁ ଯିହୁଦାର ରାଜା ୟିହୋଯାଖୀନ୍କୁ ବାହାର କଲେ ଓ ତାଙ୍କୁ ଅନ୍ୟ ରାଜାଙ୍କଠାରୁ ତାଙ୍କୁ ଅଧିକ ମହତ୍ବପୂର୍ଣ୍ଣ ସ୍ଥାନ ରେ ବସିବାକୁ ଦେଲେ। ତାହା ବବେିଲୋନ ରେ ତାଙ୍କ ସହିତ ଏପରି ଥିଲା। |
28
|
ଇବିଲ-ମରୋଦକ୍ ଯିହାୟୋଦାରଖୀନ୍ଙ୍କ ପ୍ରତି ଅତ୍ଯନ୍ତ ଦୟାଳୁ ଥିଲେ। ସେ ବାବିଲ ରେ ତାଙ୍କ ସହିତ ଥିବା ଅନ୍ୟ ରାଜାମାନଙ୍କ ଆସନଠାରୁ ସେ ୟିହୋଯାଖୀନ୍ଙ୍କୁ ଉଚ୍ଚସ୍ଥାନ ଦଇେଥିଲେ। |
29
|
ଇବିଲ-ମରୋଦକ ୟିହୋଯାଖୀନଙ୍କ କାରାଗାର ପୋଷାକ ବଦଳାଇ ଦଇେଥିଲେ ଓ ସେ ପ୍ରତିଦିନ ତାଙ୍କ ସହିତ ଗୋଟିଏ ମଜେ ରେ ୟାବଜ୍ଜୀବନ ଭୋଜନ କଲେ। |
30
|
ତେଣୁ ଅବଶିଷ୍ଟ ସମୟ ତାଙ୍କ ଜୀବନର ପ୍ରତିଦିନ। ତାଙ୍କର ସମସ୍ତ ଭୋଜନ ଇବିଲ-ମରୋଦକ ରାଜାଙ୍କ ଦ୍ବାରା ଯିହାୟୋଦାରଖୀନ୍ଙ୍କୁ ଦିଆଗଲା। |