Bible Languages

Indian Language Bible Word Collections

Bible Versions

Books

2 Samuel Chapters

2 Samuel 5 Verses

Bible Versions

Books

2 Samuel Chapters

2 Samuel 5 Verses

1 ତା'ପରେ ଇଶ୍ରାୟେଲର ସମସ୍ତ ପରିବାରବର୍ଗ ହିବ୍ରୋଣଠାରେ ଦାଉଦଙ୍କ ନିକଟକକ୍ସ୍ଟ ଆସିଲେ। ସମାନେେ କହିଲେ, "ଆମ୍ଭମାନେେ ତୁମ୍ଭର ନିଜ ପରିବାର।"
2 ଏପରିକି ଯେତବେେଳେ ଶାଉଲ ରାଜା ଥିଲେ ସେତବେେଳେ ଆପଣ ଆମ୍ଭମାନଙ୍କୁ ୟକ୍ସ୍ଟଦ୍ଧ ରେ ଆଗଇେ ନଇେଥିଲେ। ଆଉ ଆପଣ ହେଉଛନ୍ତି ସହେି ଲୋକ ଯେ କି ଯୁଦ୍ଧରୁ ଇଶ୍ରାୟେଲକକ୍ସ୍ଟ ନିରାପଦ ରେ ଫରୋଇ ଆଣିଥିଲେ ଏବଂ ସଦାପ୍ରଭୁ ତୁମ୍ଭକୁ କହିଛନ୍ତି, 'ତୁମ୍ଭେ ମାରେ ଲୋକମାନଙ୍କର ମଷେପାଳକ ହବେ। ଇଶ୍ରାୟେଲ ଓ ତୁମ୍ଭେ ଇଶ୍ରାୟେଲର ଲୋକମାନଙ୍କ ଉପରେ ଶାସନ କରିବ।"'
3 ତେଣୁ ଇଶ୍ରାୟେଲର ସମସ୍ତ ନେତାମାନେ ରାଜା ଦାଉଦଙ୍କ ସାକ୍ଷାତ ପାଇଁ ହିବ୍ରୋଣକକ୍ସ୍ଟ ଆସିଲେ। ତହିଁରେ ରାଜା ଦାଉଦ ହିବ୍ରୋଣ ରେ ସଦାପ୍ରଭୁ ସମ୍ମକ୍ସ୍ଟଖ ରେ ସମାନଙ୍କେ ସହିତ ଚକ୍ସ୍ଟକ୍ତି କଲେ ଓ ସମାନେେ ଇଶ୍ରାୟେଲର ରାଜା ରୂପେ ଦାଉଦଙ୍କକ୍ସ୍ଟ ଅଭିଷିକ୍ତ କଲେ।
4 ଯେତବେେଳେ ଦାଉଦଙ୍କ ତିରିଷବର୍ଷ ବଯସ ଥିଲା, ସେ ରାଜତ୍ବ କରିବା ଆରମ୍ଭ କଲେ। ସେ ଗ୍ଭଳିଷବର୍ଷ ଧରି ରାଜତ୍ବ କଲେ।
5 ହିବ୍ରୋଣ ରେ, ସେ ୟିହକ୍ସ୍ଟଦା ଉପରେ ସାତ ବର୍ଷ ଓ ଛଅ ମାସ ରାଜତ୍ବ କଲେ; ପକ୍ସ୍ଟଣି ସେ ୟିରକ୍ସ୍ଟଶାଲମ ରେ ସମସ୍ତ ଇଶ୍ରାୟେଲ ଓ ୟିହକ୍ସ୍ଟଦା ଉପରେ ତତେିଶ ବର୍ଷ ରାଜତ୍ବ କଲେ।
6 ଏହାପରେ ରାଜା ଓ ତାଙ୍କର ଲୋକମାନେ ୟିରକ୍ସ୍ଟଶାଲମ ରେ ବାସ କରୁଥିବା ୟିବୂଷୀଯମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ଗଲେ। ଏହି ୟିବୂଷୀଯମାନେ ଦାଉଦଙ୍କକ୍ସ୍ଟ କହିଲେ, "ତୁମ୍ଭେ ଏହି ସ୍ଥାନକକ୍ସ୍ଟ ଆସି ପାରିବ ନାହିଁ। ଏପରିକି ଆମ୍ଭମାନଙ୍କର ଅନ୍ଧ ଓ ଅର୍ଥବ ଲୋକମାନେ ତୁମ୍ଭକୁ ଅଟକାଇ ପାରିବେ। ସମାନେେ ଏହି ଚିନ୍ତାଧାରା ପ୍ରକାଶ କଲେ ଯେ, ସମାନଙ୍କେର ନଗର ରେ ପ୍ରବେଶ କରିବା ପାଇଁ ଦାଉଦ ଅକ୍ଷମ ହବେେ।"
7 ତଥାପି ଦାଉଦ ସିୟୋନର ଦୃଢ ଗଡ ଅଧିକାର କଲେ। ତାହା ହେଲା ଦାଉଦ ନଗର।
8 ସହେି ଦିନ ଦାଉଦ ତାଙ୍କର ଲୋକମାନଙ୍କୁ କହିଲେ, " ଯେଉଁମାନେ ୟିବୂଷୀଯମାନଙ୍କୁ ଆକ୍ରମଣ କରିବା ପାଇଁ ଇଚ୍ଛା କରୁଛନ୍ତି ସମାନେେ ପାଣିନଳ ମଧ୍ଯ ଦଇେ ୟିବା ଉଚିତ୍ ଓ ସହେିସବୁ େଛାଟା ଓ ଅନ୍ଧ ଲୋକମାନଙ୍କ ପାଖକକ୍ସ୍ଟ ପହଞ୍ଚିବା ଉଚିତ୍।"
9 ଦାଉଦ ସହେି ଦକ୍ସ୍ଟର୍ଗ ରେ ବାସ କଲେ, ଏବଂ ସହେି ସହରକକ୍ସ୍ଟ, "ଦାଉଦ ସହର ନାମ ରେ ନାମିତ କଲେ।" ଦାଉଦ ମିଲ୍ଲୋ ସ୍ଥାନକକ୍ସ୍ଟ ନିର୍ମାଣ କରିବାକୁ ଆରମ୍ଭ କଲେ। ସେ ମଧ୍ଯ ନଗର ଭିତ ରେ ବହକ୍ସ୍ଟତ ପକ୍କାଘର ନିର୍ମାଣ କଲେ।
10 ଆଉ ସର୍ବଶକ୍ତିମାନ ସଦାପ୍ରଭୁ ଦାଉଦଙ୍କର ସହାୟ ହବୋରକ୍ସ୍ଟ ଦାଉଦ ଆହକ୍ସ୍ଟରି ଅଧିକରୁ ଅଧିକ ଶକ୍ତିଶାଳୀ ହେଲେ।
11 ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକକ୍ସ୍ଟ ଦୂତଗଣ ପଠାଇଲେ। ହୀରମ୍ ମଧ୍ଯ ଏରସ କାଠ, ବଢାଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲେ। ସମାନେେ ଦାଉଦଙ୍କ ପାଇଁ ଏକ ଘର ତିଆରି କଲେ।
12 ସଦାପ୍ରଭୁ ଦାଉଦଙ୍କକ୍ସ୍ଟ ଇଶ୍ରାୟେଲର ରାଜା କଲେ ଓ ତାଙ୍କର ଇଶ୍ରାୟେଲର ଲୋକମାନଙ୍କ ପାଇଁ ରାଜ୍ଯକକ୍ସ୍ଟ ଅତ୍ଯଧିକ କ୍ଷମତା ଦେଲେ। ଏହା ଦାଉଦ ବକ୍ସ୍ଟଝି ପାରିଲେ।
13 ଦାଉଦ ହିବ୍ରୋଣରକ୍ସ୍ଟ ଯିରୁଶାଲମକୁ ଗଲେ। ସଠାେରେ ସେ ଅନକେ ସ୍ତ୍ରୀମାନଙ୍କୁ ଓ ଅନକେ ଉପପତ୍ନୀମାନଙ୍କୁ ବିବାହ କଲେ ଏବଂ ସଠାେରେ ତାଙ୍କଠାରକ୍ସ୍ଟ ଅନକେ ପିଲା ଜନ୍ମ ହେଲେ।
14 ସହେିସବୁ ପକ୍ସ୍ଟତ୍ର ଯେଉଁମାନେ ୟିରକ୍ସ୍ଟଶାଲମ ରେ ଦାଉଦଙ୍କ ଔରସରକ୍ସ୍ଟ ଜନ୍ମ ହେଲେ। ସମାନେେ ହେଲେ, ସମ୍ମୂଯ, ଶୋବବ୍, ନାଥନ୍ ଓ ଶଲୋମନ୍।
15 ଯିଭର, ଇଲୀଶ୍ବଯ, ନଫେଗ୍ ଓ ୟାଫିଯ,
16 ଇଲୀଶାମା, ଇଲୀଯାଦା ଓ ଇଲୀଫଲଟେ ନାମ ରେ ଜଣା।
17 ପଲେଷ୍ଟୀୟମାନେ ଜାଣିବାକକ୍ସ୍ଟ ପାଇଲେ ଯେ, ସମଗ୍ର ଇଶ୍ରାୟେଲୀୟମାନଙ୍କ ରାଜା ଭାବରେ ଦାଉଦଙ୍କକ୍ସ୍ଟ ବଚ୍ଛା ୟାଇଛି। ତେଣୁ ଦାଉଦଙ୍କକ୍ସ୍ଟ ମାରିବା ପାଇଁ ସମସ୍ତ ପଲେଷ୍ଟୀୟ ଦାଉଦଙ୍କକ୍ସ୍ଟ ଖାଜେିଲେ। ତେଣୁ ଦାଉଦ ଏହା ଜାଣିପାରି ୟିରକ୍ସ୍ଟଶାଲମ ରେ ଥିବା ଗଡ ଭିତ ରେ ୟାଇ ଲକ୍ସ୍ଟଚିଲେ।
18 ପଲେଷ୍ଟୀୟମାନେ ଫରେି ରଫାଯିମ୍ ଉପତ୍ୟକା ରେ ସନୋଛାଉଣୀ ପକାଇଲେ।
19 ଦାଉଦ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ପଚାରିଲେ, " ମାରେପଲେଷ୍ଟୀୟମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବା ଉଚିତ୍ କି? ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବା ପାଇଁ ଆପଣ ମାେତେ ସାହାୟ୍ଯ କରିବେ କି?"
20 ତା'ପରେ ଦାଉଦ ବାଲ୍-ପରାସୀମକକ୍ସ୍ଟ ଗଲେ, ଏବଂ ସଠାେରେ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ଦାଉଦ କହିଲେ, "ସଦାପ୍ରଭୁ ମାରେ ଶତୃମାନଙ୍କୁ ଛିନ୍ନ ବିଛିନ୍ନ କଲେ, ଯେପରି ନଦୀ ଭଙ୍ଗାବନ୍ଧକକ୍ସ୍ଟ ଭାଙ୍ଗି ବହି ନଇୟୋଏ।" ଯେଉଁଥିପାଇଁ ଦାଉଦ ଉକ୍ତ ସ୍ଥାନର ନାମ "ବାଲ୍-ପରାସୀମ " ରଖିଥିଲେ।
21 ସହେି ସ୍ଥାନ ରେ ପଲେଷ୍ଟୀୟମାନେ ସମାନଙ୍କେର ମୂର୍ତ୍ତିଗୁଡିକୁ ଛାଡି ଗ୍ଭଲିଗଲେ। ଦାଉଦ ଓ ତାଙ୍କର ପୁରୁଷମାନେ ସହେିସବୁ ମୂର୍ତ୍ତିଗୁଡିକୁ ଦୂ ରଇେ ଦେଲେ।
22 ଆଉଥରେ ପଲେଷ୍ଟୀୟମାନେ ରଫାଯିମ ଉପତ୍ୟକା ରେ ଛାଉଣୀ ପକାଇଲେ।
23 ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ ଏବଂ ତା'ପରେ ସଦାପ୍ରଭୁ ତାଙ୍କୁ କହିଲେ, " ସଠାେରେ ଆଗକକ୍ସ୍ଟ ୟାଅ ନାହିଁ। ତୁମ୍ଭମାନେେ ସମାନଙ୍କେ ପଛ ରେ ୟାଅ ଏବଂ ତୂତ୍ବୃକ୍ଷ ଆର ପାଶର୍‌ବ ରେ ସମାନଙ୍କେୁ ପଛପଟକ୍ସ୍ଟ ଆକ୍ରମଣ କର।
24 ତୁମ୍ଭମାନେେ ସହେି ତୂତ୍ବୃକ୍ଷ ତାଟୋ ଉପରେ ୈସନ୍ଯମାନଙ୍କର ପଦାଗ୍ଭରଣର ଶଦ୍ଦ ପରି ଶଦ୍ଦ ଶକ୍ସ୍ଟଣିପାରିବ। ତବେେ ତୁମ୍ଭମାନେେ ସମାନଙ୍କେୁ ଶିଘ୍ର ଆକ୍ରମଣ କରିବ, କାରଣ ସହେି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କ ଆଗ ରେ ଯିବେ ଏବଂ ତୁମ୍ଭମାନଙ୍କ ସକାେଶ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବେ।"
25 ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସହେିପରି କଲେ ଓ ଗବୋଠାରକ୍ସ୍ଟ ଗଷେର ପର୍ୟ୍ଯନ୍ତ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ।

2-Samuel 5:1 Oriya Language Bible Words basic statistical display

COMING SOON ...

×

Alert

×