Indian Language Bible Word Collections
2 Thessalonians 1:4
2 Thessalonians Chapters
2 Thessalonians 1 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
2 Thessalonians Chapters
2 Thessalonians 1 Verses
1
|
ପାଉଲ, ସିଲ୍ବାନ୍ ଓ ତୀମଥିଙ୍କଠାରୁ ଥସେଲନୀକୀୟ ମଣ୍ଡଳୀ ନିକଟକୁ ଏହି ପତ୍ର। ତୁମ୍ଭମାନେେ ସମସ୍ତେ ପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ରହିଛ। |
2
|
ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କଠା ରେ ରହିଥାଉ। |
3
|
ଆମ୍ଭେ ସର୍ବଦା ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଇଛୁ। ଆମ୍ଭ ପାଇଁ ଏଭଳି କରିବା ଠିକ୍ ବୋଲି ଆମ୍ଭେ ଉଚିତ ମନେ କରୁଛୁ। ତୁମ୍ଭମାନଙ୍କ ବିଶ୍ବାସ ଯେ ହତେୁ ଅଧିକରୁ ଅଧିକ ବୃଦ୍ଧି ପାଇଛି, ଏହା ଠିକ୍ ବୋଲି ପ୍ରମାଣିତ ହେଉଛି। |
4
|
ତୁମ୍ଭମାନଙ୍କଠା ରେ ପରସ୍ପର ପ୍ରତି ଥିବା ପ୍ ରମେ ଭାବ ମଧ୍ଯ ବୃଦ୍ଧି ପାଉଛି। ଅତଏବ, ପରମେଶ୍ବରଙ୍କର ଅନ୍ୟ ମଣ୍ଡଳୀମାନଙ୍କଠା ରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରୁ। ଯେପ୍ରକା ରେ ତୁମ୍ଭମାନେେ ଦୃଢ଼ ରହିଛ ଏବଂ ତୁମ୍ଭର ବିଶ୍ବାସ ରହିଛି, ଆମ୍ଭେ ଏହା ବିଷୟ ରେ ପରମେଶ୍ବରଙ୍କ ଅନ୍ୟ ମଣ୍ଡଳୀଗୁଡ଼ିକରେ କହୁ। ତୁମ୍ଭମାନେେ ଦୁଃଖ କଷ୍ଟ ଓ ଅନକେ ଅସୁବିଧାର ସମ୍ମୁଖୀନ ହେଉଛ ; କିନ୍ତୁ ତୁମ୍ଭମାନେେ ନିଜର ଦୃଢ଼ତା ଓ ବିଶ୍ବାସ ଆଦୌ ନ ହରାଇ ଆଗଇେ ଚାଲିଛ। |
5
|
ପରମେଶ୍ବର ତାହାଙ୍କର ବିଚାର ରେ ଠିକ୍ ବୋଲି ଏହା ପ୍ରମାଣିତ କରେ। ପରମେଶ୍ବର ଚାହାଁନ୍ତି ଯେ, ତୁମ୍ଭେ ତାହାଙ୍କ ରାଜ୍ଯ ରେ ପ୍ରବେଶ ପାଇଁ ଯୋଗ୍ଯ ହୁଅ, ଯେଉଁଥିପାଇଁ ତୁମ୍ଭମାନେେ ଏହିସବୁ ଯାତନାର ସମ୍ମୁଖୀନ ହେଉଛ। |
6
|
ଯାହା ଠିକ୍ ପରମେଶ୍ବର ତାହା କରିବେ। ଯେଉଁ ଲୋକମାନେ ତୁମ୍ଭମାନଙ୍କୁ କଷ୍ଟ ଦିଅନ୍ତି, ପରମେଶ୍ବର ସମାନଙ୍କେୁ କଷ୍ଟ ଦବେେ। |
7
|
ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ଯ ଶାନ୍ତି ଦବେେ। ଯେତବେେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ବର୍ଗଦୂତମାନଙ୍କ ସହିତ ସ୍ବର୍ଗରୁ ଆସିବେ, ସେତବେେଳେ ପରମେଶ୍ବର ଆମ୍ଭର ଦୁଃଖ ଉପଶମ କରି ଦବେେ। |
8
|
ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭ ପ୍ରଭୁ ଯୀଶୁଙ୍କର ସୁସମାଚାରକୁ ମାନନ୍ତି ନାହିଁ, ସମାନଙ୍କେୁ ଦଣ୍ଡ ଦବୋ ଲାଗି ସେ ଜ୍ବଳନ୍ତ ଅଗ୍ନି ଶିଖା ସହିତ ଆସିବେ। |
9
|
ସହେି ଲୋକମାନେ ଅନନ୍ତ ବିନାଶ ଦ୍ବାରା ଦଣ୍ଡିତ ହବେେ। ସମାନଙ୍କେୁ ପ୍ରଭୁଙ୍କ ସହିତ ରହିବାକୁ ଦିଆୟିବ ନାହିଁ। ପ୍ରଭୁଙ୍କର ମହାନଶକ୍ତିଠାରୁ ସମାନଙ୍କେୁ ଦୂର ରେ ରଖାୟିବ। |
10
|
ପ୍ରଭୁ ଯୀଶୁଙ୍କ ଆସିବା ଦିନର ଏହି ଘଟଣା ଘଟିବ। ନିଜ ପବିତ୍ର ଲୋକଙ୍କ ଗହଣ ରେ ମହିମା ମଣ୍ଡିତ ହବୋ ପାଇଁ ଯୀଶୁ ଆସିବେ। ଯେଉଁମାନେ ସମସ୍ତେ ବିଶ୍ବାସ କରିଛନ୍ତି, ସମାନେେ ଯୀଶୁଙ୍କୁ ଦେଖି ବିସ୍ମିତ ହବେେ। ଯେ ହତେୁ ତୁମ୍ଭମାନେେ ଆମ୍ଭେ କହିଥିବା କଥାଗୁଡ଼ିକୁ ବିଶ୍ବାସ କରିଛ, ସେଥିପାଇଁ ସହେି ବିଶ୍ବାସୀ ମଣ୍ଡଳୀ ରେ ତୁମ୍ଭମାନେେ ମଧ୍ଯ ଥିବ। |
11
|
ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ବାନର ଯୋଗ୍ଯ ବୋଲି ଭାବିବେ, ସଭେଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାୟ୍ଯ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠା ରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ ପରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠା ରେ ଥିବା ବିଶ୍ବାସ ଦ୍ବାରା ତୁମ୍ଭମାନେେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ବର ନିଜ ଶକ୍ତି ଦ୍ବାରା ତୁମ୍ଭମାନଙ୍କୁ ସାହାୟ୍ଯ କରନ୍ତୁ ବୋଲି ଆମ୍ଭେ ପ୍ରାଥର୍ନା କରୁ। |
12
|
ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କ ମାଧ୍ଯମ ରେ ମହିମାବାନ୍ ହେଉ। ଏହା ଆମ୍ଭେ ପ୍ରାର୍ଥନା କରୁ। ତୁମ୍ଭମାନେେ ମଧ୍ଯ ତାହାଙ୍କଠା ରେ ମହିମାବାନ ହାଇପୋରିବ। ଆମ୍ଭ ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦୟାରୁ ସହେି ମହିମା ପ୍ରାପ୍ତ ହୁଏ। |