Indian Language Bible Word Collections
Amos 5:24
Amos Chapters
Amos 5 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Amos Chapters
Amos 5 Verses
1
|
ହେ ଇଶ୍ରାୟେଲୀୟବାସୀ, ଏହି ବାର୍ତ୍ତା ଶୁଣ। ତୁମ୍ଭମାନଙ୍କ ବିଷଯ ରେ ଏହା ହେଉଛି ବିଳାପର ସଙ୍ଗୀତ। |
2
|
ଇଶ୍ରାୟେଲର କୁମାରୀ ପଡିୟାଇଛି ଏବଂ ସେ ଆଉ ଉଠିପାରିବ ନାହିଁ। ସେ ଏକାକିନୀ ପଡି ରହିଛି। ସହେି ମଇଳାରୁ ତାକୁ ଉଠାଇବାକୁ କହେି ନାହିଁ। |
3
|
ସଦାପ୍ରଭୁ ମାରେ ପ୍ରଭୁ ଏହି ବାକ୍ଯ କୁହନ୍ତି: "ସହରରୁ ବାହାରକୁ ୟାଇଥିବା ଏକ ହଜାର ମଧ୍ଯରୁ ଏକଶହ ଅବଶିଷ୍ଟ ରହିବେ, ଏବଂ ଏକଶହ ବାହାରିଥିବା ମଧ୍ଯରୁ ମାତ୍ର ଦଶଜଣ ପ୍ରତ୍ଯାବର୍ତ୍ତନ କରିବେ। |
4
|
ଇଶ୍ରାୟେଲକୁ ସଦାପ୍ରଭୁ ଏହାହିଁ କୁହନ୍ତି: "ଆସ, ଆମ୍ଭର ଅନୁସନ୍ଧାନ କର ଏବଂ ବଞ୍ଚ। |
5
|
ମାତ୍ର ବୈଥଲକୁ ଖାଜେ ନାହିଁ। ଗିଲ୍ଗଲକୁ ୟାଅ ନାହିଁ। ସୀମା ଅତିକ୍ରମ କରି ବେର୍ଶବୋକୁ ୟାଅ ନାହିଁ। ଗିଲ୍ଗଲ୍ର ଲୋକମାନଙ୍କୁ ବନ୍ଦୀରୂପେ ନିଆୟିବ ଏବଂ ବୈଥଲ ଧ୍ବଂସ ହବେ। |
6
|
ସଦାପ୍ରଭୁଙ୍କ ଅନ୍ବଷେଣ କର ଓ ବଞ୍ଚି ରୁହ। ତୁମ୍ଭେ ଯଦି ସଦାପ୍ରଭୁଙ୍କ ନିକଟକୁ ନ ୟିବ ତାହା ହେଲେ ଗୋଟିଏ ଅଗ୍ନି ସଞ୍ଚାର ହବେ ଏବଂ ସହେି ଅଗ୍ନି ଯୋଷଫଙ୍କେ ଗୃହକୁ ଧ୍ବଂସ କରିବ ଏବଂ କୌଣସି ବ୍ଯକ୍ତି ବୈଥଲ ରେ ସେ ଅଗ୍ନିକୁ ଲିଭାଇ କରିପାରିବେ ନାହିଁ। |
7
|
ପରମେଶ୍ବର କୃତ୍ତିକାକାର ଓ ମୃଗଶୀର୍ଷ ସୃଷ୍ଟି କଲେ। ସେ ଅନ୍ଧକାରକୁ ପ୍ରଭାତ ଆଲୋକରେ ପରିଣତ କଲେ। ସେ ମଧ୍ଯ ଦିନକୁ ରାତ୍ରି ରେ ପରିଣତ କଲେ। ସେ ସାଗର ଜଳକୁ ଆହ୍ବାନ କରନ୍ତି ଓ ପୃଥିବୀ ଉପ ରେ ଢାଳନ୍ତି। ତାଙ୍କର ନାମ ଯିହାବୋଃ। ସେ କୌଣସି ଶକ୍ତିଶାଳୀ ନଗରକୁ ବା ଦୁର୍ଗକୁ ଧ୍ବଂସ କରି ପାରନ୍ତି।" |
10
|
ସହରର ଫାଟକରେ ତୁମ୍ଭେ ଭବିଷ୍ଯତବକ୍ତା ଦ୍ବାରା ଉଚ୍ଛନ୍ନ ହବୋକୁ ଘୃଣା କର। ତୁମ୍ଭେ ସଚ୍ଚୋଟ ବାକ୍ଯକୁ ମଧ୍ଯ ଘୃଣା କର। |
11
|
ତୁମ୍ଭମାନେେ ଦରିଦ୍ରମାନଙ୍କଠାରୁ ଅସାଧୁ ଉପାଯ ରେ କର ନେଉଅଛ ଏବଂ ସମାନଙ୍କେର ଗହମ ବଳପୂର୍ବକ ନେଉଅଛ। ତୁମ୍ଭମାନେେ କାରୁକାର୍ୟ୍ଯ ପଥର ରେ ସୁନ୍ଦର ଘର ନିର୍ମାଣ କରିଛ, କିନ୍ତୁ ତୁମ୍ଭମାନେେ ସହେି ଘ ରେ ରହିପାରିବ ନାହିଁ। ତୁମ୍ଭମାନେେ ସୁନ୍ଦର ଦ୍ରାକ୍ଷାଗଛ କ୍ଷେତ୍ର ରେ ଲଗାଇଛ କିନ୍ତୁ ସେ ଦ୍ରାକ୍ଷାରସ ପାନ କରିପାରିବ ନାହିଁ। |
12
|
ଆମ୍ଭେ ତୁମ୍ଭମାନଙ୍କର ଅନକେ ଜଘନ୍ଯ ପାପ ଜାଣୁ। ତୁମ୍ଭମାନେେ ଧାର୍ମିକ ଲୋକଙ୍କୁ କଷ୍ଟ ଦଲେ। ତୁମ୍ଭେ ଲାଞ୍ଚ ନଇେଛ ଏବଂ ଦରିଦ୍ର ଲୋକଙ୍କ ପ୍ରତି ନ୍ଯାଯଳଯ ରେ ଅନ୍ଯାଯ ଆଚରଣ କରିଅଛ। |
13
|
ସେତବେେଳେ ଜ୍ଞାନୀ ବ୍ଯକ୍ତିମାନେ ନୀରବ ରହିବେ କାରଣ ସମୟ ଅତି ମନ୍ଦ ଅଟେ। |
14
|
ତୁମ୍ଭେ କୁହ, ପରମେଶ୍ବର ତୁମ୍ଭମାନଙ୍କ ସହିତ ଅଛନ୍ତି। ତେଣୁ ତୁମ୍ଭେ ଉତ୍ତମ କାର୍ୟ୍ଯ କର। ମନ୍ଦଠାରୁ ଦୂ ରଇେ ରୁହ। ତାହା ହେଲେ ସଦାପ୍ରଭୁ ପରମେଶ୍ବର ସର୍ବଶକ୍ତିମାନ ପ୍ରକୃତ ରେ ତୁମ୍ଭର ସହବର୍ତ୍ତା ହବେେ। |
15
|
ମନ୍ଦକୁ ଘୃଣା କର, ଭଲକୁ ଆଦର କର। ନ୍ଯାଯ ବିଗ୍ଭର କର। ସଦାପ୍ରଭୁ ପରମେଶ୍ବର ସର୍ବଶକ୍ତିମାନ ହୁଏତ ଯୋଷଫଙ୍କେ ଅବଶିଷ୍ଟାଂଶ ପରିବାର ପ୍ରତି କୃପାମଯ ହାଇପୋରନ୍ତି। |
16
|
ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ବର କୁହନ୍ତି, "ଲୋକମାନେ ସର୍ବଶକ୍ତିମାନ ସ୍ଥାନ ରେ କ୍ରନ୍ଦନ କରିବେ। ପ୍ରେତ୍ୟକକ ରାସ୍ତା ରେ ସମାନେେ କହିବେ ହାୟ! ହାୟ! ସମାନେେ କୃଷକମାନଙ୍କୁ ଶୋକରେ ୟୋଗଦବୋ ପାଇଁ ନିମନ୍ତ୍ରଣ କରିବେ ଓ ପଷୋଦାର ଶାେକକାରୀମାନଙ୍କୁ ଶାେକ କରିବାକୁ ଭଡା ରେ ଆଣିବେ। |
17
|
ସଦାପ୍ରଭୁ ଏହା ମଧ୍ଯ କହନ୍ତି: ଲୋକମାନେ ଦ୍ରାକ୍ଷାକ୍ଷେତ୍ର ରେ କ୍ରନ୍ଦନ କରିବେ। ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କ ମଧିଅରେ ଅତିକ୍ରମ କରିବା ଏବଂ ତୁମ୍ଭଙ୍କୁ ଦଣ୍ତ ଦବୋ।" |
18
|
ତୁମ୍ଭମାନଙ୍କ ମଧ୍ଯରୁ କେତକେ ସଦାପ୍ରଭୁଙ୍କର ବିଶଷଦେିନ ପାଇଁ ଅପେକ୍ଷା କରିଛ। କିନ୍ତୁ ତୁମ୍ଭେ ଅପେକ୍ଷା କରିବା ଉଚିତ୍ ନୁହଁ। ସଦାପ୍ରଭୁଙ୍କର ସହେି ବିଶଷଦେିବସଟି କବଳେ ଗ୍ଭରିଆଡୁ ଅନ୍ଧକାର ଆଣିବ, ତୁମ୍ଭେ ଆଶା କରିଥିବା ଆଲୋକକୁ ନୁହେଁ। |
19
|
ସଦାପ୍ରଭୁଙ୍କର ଦିନଟି ଏପରି ସମୟ ହବେ, ଯବେେ ତବେଳେେ ଜଣେ ବ୍ଯକ୍ତି ସିଂହ ମୁହଁରୁ ରକ୍ଷା ପାଇ ଭାଲୁ ଦ୍ବାରା ଆକ୍ରମିତ ହୁଏ କି ନିଜ ଘରର କାନ୍ଥ ରେ ହାତ ରଖି ବିଶ୍ରାମ ନବୋ ସମୟରେ ଦନ୍ତଘାତ ହୁଏ। |
20
|
ସଦାପ୍ରଭୁଙ୍କର ବିଶଷଦେିନଟି ଆନନ୍ଦର ଦିନ ନ ହାଇେ ଦୁଃଖମଯ ହବେ। ଏହା ଆଲୋକିତ ନ ହାଇେ ଅନ୍ଧକାର ପୂର୍ଣ୍ଣ ହବେ। |
21
|
"ଆମ୍ଭେ ତୁମ୍ଭମାନଙ୍କର ପର୍ବ ଦିନକୁ ଘୃଣା କରୁ। ଆମ୍ଭେ ମଧ୍ଯ ତୁମ୍ଭମାନଙ୍କ ଧାର୍ମିକ ମହାସଭାକୁ ଗ୍ରହଣ କରୁ ନାହୁଁ। |
22
|
ଏପରିକି ତୁମ୍ଭେ ହାମବେଳି ଓ ଭୈକ୍ଷ୍ଯ ନବୈେଦ୍ଯ ଅର୍ପଣ କଲେ ହେଁ ଆମ୍ଭେ ସଗେୁଡିକୁ ଗ୍ରହଣ କରିବା ନାହିଁ। ଆଉ ମଧ୍ଯ ମଙ୍ଗଳ ବିଧାନ ପାଇଁ ବଳି ଯୋଗ୍ଯ ପୁଷ୍ଟ ପଶୁଗଣ ପ୍ରତି ଆମ୍ଭେ ଦୃଷ୍ଟି ଦବୋ ନାହିଁ। |
23
|
ତୁମ୍ଭମାନଙ୍କର ସହେି ଉଚ୍ଚସ୍ବର ସଙ୍ଗୀତ ବନ୍ଦ କର। କାରଣ ଆମ୍ଭେ ସଗେୁଡିକୁ ଶୁଣିବାକୁ ଗ୍ଭହୁଁ ଓ ତୁମ୍ଭର ବୀଣାବାଦନଗୁଡିକ ଦୁର କର। |
24
|
ତୁମ୍ଭର ନ୍ଯାଯ ବିଗ୍ଭରଧାରା ପ୍ରବାହିତ ଜଳ ସଦୃଶ ହବୋ ଉଚିତ୍ ଏବଂ ଧାର୍ମିକତା ଗୋଟିଏ ଝରଣା ପରି ହବୋ ଉଚିତ୍। ଯାହା କବେେ ଶୁଖେ ନାହିଁ। |
25
|
ହେ ଇଶ୍ରାୟେଲୀୟମାନେ, ତୁମ୍ଭମାନେେ ଦୀର୍ଘ ଗ୍ଭଳିଶ ବର୍ଷ ମରୁଭୂମିରେ ଥିଲା ବେଳେ ତୁମ୍ଭର ସବୋ ଓ ବଳିଦାନ ଆମ୍ଭକୁ ଦଇେଥିଲ କି? |
26
|
ତୁମ୍ଭେ ସିକୂତକୁ ତୁମ୍ଭର ରାଜା ରୂପେ ଏବଂ କାଯନଙ୍କୁ ତୁମ୍ଭର 'ତାରକା ସଦାପ୍ରଭୁ' ରୂପେ ତୁମ୍ଭେ ନିଜେ ତିଆରି କରିଛ। |
27
|
ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଦମ୍ମେଶକ ସହରର ବହୁତ ଦୂରକୁ ବନ୍ଦୀକରି ନିର୍ବାସିତ କରାଇବା।" ସର୍ବଶକ୍ତିମାନ ପରମେଶ୍ବର ଏହି କଥା କହିଲେ। |