Indian Language Bible Word Collections
Deuteronomy 6:2
Deuteronomy Chapters
Deuteronomy 6 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Deuteronomy Chapters
Deuteronomy 6 Verses
1
|
"ଏହିସବୁ ଆଜ୍ଞା, ବ୍ଯବସ୍ଥା ଓ ବିଧି ତୁମ୍ଭମାନଙ୍କୁ ଶିକ୍ଷା ଦବୋପାଇଁ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ମାେତେ କହିଲେ। ତୁମ୍ଭମାନେେ ଯେଉଁ ଦେଶ ଅଧିକାର କରିବାକୁ ପାର ହାଇେ ଯାଉଅଛ, ସଦେି ଦେଶ ରେ ତୁମ୍ଭମାନେେ ଏହି ବ୍ଯବସ୍ଥା ପାଳନ କରିବା ଉଚିତ୍। |
2
|
ଏହା ଏପରି ଅଟେ ଯେ, ତୁମ୍ଭମାନେେ ତୁମ୍ଭମାନଙ୍କର ସନ୍ତାନଗଣ ଏବଂ ନାତିନାତକ୍ସ୍ଟଣୀଗଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ତୁମ୍ଭମାନେେ ବଞ୍ଚିଥିବା ପର୍ୟ୍ଯନ୍ତ ଭୟ କରିବା ପାଇଁ ଏବଂ ତାଙ୍କର ସମସ୍ତ ଆଜ୍ଞା ଓ ନିଯମ ପାଳନ କରିବା ପାଇଁ ମୁ ଯାହା ତୁମ୍ଭମାନଙ୍କୁ ଦେଉଛି, ସେଥିପାଇଁ ଦୀର୍ଘଜିବୀ ହବେ। |
3
|
ତେଣୁ ହେ ଇଶ୍ରାୟେଲ, ଶକ୍ସ୍ଟଣ ଓ ତାହା ପାଳନ କରିବାକୁ ମନୋୟୋଗ କର, ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପୂର୍ବପୁରୁଷ ପରମେଶ୍ବର ତୁମ୍ଭକୁ ଯେଉଁପରି ପ୍ରତିଜ୍ଞା କରିଛନ୍ତି; ସହେିପରି ଦକ୍ସ୍ଟଗ୍ଧମଧକ୍ସ୍ଟ ପ୍ରବାହୀ ଦେଶ ରେ ତୁମ୍ଭର ମଙ୍ଗଳ ହବେ ଓ ତୁମ୍ଭମାନେେ ଅଧିକ ବିର୍ଦ୍ଦିଷ୍ତୁ ହବେ। |
4
|
" ହେ, ଇଶ୍ରାୟେଲ ଶକ୍ସ୍ଟଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଏକମାତ୍ର ସଦାପ୍ରଭୁ ଅଟନ୍ତି। |
5
|
ଏଣୁ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ପ୍ ରମେ କରିବ। |
6
|
ଏବଂ ମୁ ଆଜି ତୁମ୍ଭକୁ ଯେଉଁ ଆଜ୍ଞା କରୁଅଛି, ତୁମ୍ଭମାନେେ ତାହାକକ୍ସ୍ଟ ଆପଣା ହୃଦଯ ରେ ରଖିବ। |
7
|
ଆଉ ତୁମ୍ଭେ ଆପଣା ସନ୍ତାନଗଣକକ୍ସ୍ଟ ଯତ୍ନପୂର୍ବକ ଏହିସବୁ ଶିକ୍ଷା ଦବେ। ତୁମ୍ଭେ ଆପଣା ଗୃହ ରେ ବସିବା ବେଳେ, ପଥରେ ଚାଲିବା ବେଳେ, ତୁମ୍ଭେ ଶଯନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସମାନଙ୍କେର ସଙ୍ଗେ ସେ ବିଷଯ ରେ କଥାବାର୍ତ୍ତା କରିବ। |
8
|
ଆଉ ତୁମ୍ଭେ ସଗେୁଡିକୁ ଚିହ୍ନ ରୂପେ ନିଜ ହସ୍ତ ରେ ଓ ତକ୍ସ୍ଟମ୍ଭ କପାଳ ରେ ବାନ୍ଧିବା ଉଚିତ୍। |
9
|
ଆହକ୍ସ୍ଟରି ତୁମ୍ଭେ ଆପଣା ଗୃହ ଦ୍ବାର ଚଉକାଠ ରେ ଓ ବାହାର ଦ୍ବାର ରେ ତାହା ଲେଖିବ। |
10
|
"ତକ୍ସ୍ଟମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସହାକ୍ ଓ ୟାକକ୍ସ୍ଟବ ନିକଟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦବୋପାଇଁ ପ୍ରତିଜ୍ଞା କରିଥିଲେ। ସଦାପ୍ରଭୁ ଏହି ଦେଶକକ୍ସ୍ଟ ତୁମ୍ଭମାନଙ୍କୁ ଆଣିବେ ଏବଂ ନଗରଗକ୍ସ୍ଟଡିକ ସହିତ ଏହା ତୁମ୍ଭମାନଙ୍କୁ ଦବେେ, ଯେଉଁଗକ୍ସ୍ଟଡିକ ତୁମ୍ଭମାନେେ ନିର୍ମାଣ କରିନାହିଁ ଏବଂ ଯେଉଁଗକ୍ସ୍ଟଡିକ ବୃହତ ଓ ସକ୍ସ୍ଟନ୍ଦର ଅଟେ। |
11
|
ଉତ୍ତମ ସାମଗ୍ରି ରେ ପରିପୂର୍ଣ ଗୃହସବୁ ଯାହା ତୁମ୍ଭେ ପୂର୍ଣ କରିନାହିଁ, କୂଅସବୁ ଯାହା ତୁମ୍ଭେ ଖାେଳିଲ ନାହିଁ, ଦ୍ରାକ୍ଷାକ୍ଷେତ୍ର ଓ ଜିତବୃକ୍ଷ ଯାହାକକ୍ସ୍ଟ ତୁମ୍ଭମାନେେ ରୋପଣ କଲ ନାହିଁ, ସଗେକ୍ସ୍ଟଡିକ ତୁମ୍ଭମାନେେ ଭୋଗକରି ତୃଲ୍ଗ ହବେ। |
12
|
" ସେତବେେଳେ ତୁମ୍ଭମାନେେ ନିଶ୍ଚିତ ସାବଧାନ ହବୋ ଉଚିତ୍ ଯେ, ୟିଏ ତୁମ୍ଭମାନଙ୍କୁ ଦାସ୍ଯଗୃହରୂପ ମିଶରରକ୍ସ୍ଟ ମକ୍ସ୍ଟକ୍ତ କରି ଆଣିଛନ୍ତି। ତୁମ୍ଭମାନେେ ସହେି ସଦାପ୍ରଭୁଙ୍କୁ ଭୂଲିୟାଅ ନାହିଁ। |
13
|
ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ଭୟ କରିବ ଓ ତୁମ୍ଭେ ତାଙ୍କର ସବୋ କରିବ ଓ ତାହାଙ୍କ ନାମ ରେ ଶପଥ କରିବ। |
14
|
ତୁମ୍ଭମାନେେ ଅନ୍ୟ ଦବଗେଣର, ତୁମ୍ଭମାନଙ୍କ ଚତକ୍ସ୍ଟର୍ଦ୍ଦିଗସ୍ଥ ଅନ୍ୟ ଦେଶୀଯ ଲୋକଙ୍କ ଦବଗେଣର ପଶ୍ଚାଦଗାମୀ ହବେ ନାହିଁ। |
15
|
ତକ୍ସ୍ଟମ୍ଭମାନେ ଯଦି ଏପରି କର, ସଦାପ୍ରଭୁଙ୍କର କୋରଧ ତକ୍ସ୍ଟମ୍ଭ ପ୍ରତିକୂଳ ରେ ପ୍ରଜ୍ବଳିତ ହବେ ଓ ସେ ଦେଶରକ୍ସ୍ଟ ତୁମ୍ଭକୁ ବିନାଶ କରବେ। କାରଣ ତକ୍ସ୍ଟମ୍ଭ ମଧିଅରେ ଥିବା ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆପଣାର ମହିମା ବଜାଯ ରଖିବା ପାଇଁ ଇର୍ଷାପରାଯଣ ଅଟନ୍ତି। |
16
|
"ତୁମ୍ଭମାନେେ ମଃସା ରେ ଯମେନ୍ତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶଓରଙ୍କୁ ପରୀକ୍ଷା କଲା ପରି, ପକ୍ସ୍ଟଣି ଥରେ ତୁମ୍ଭମାନେେ ତାଙ୍କୁ ପରୀକ୍ଷା କରିବା ଉଚିତ୍ ନକ୍ସ୍ଟହଁ। |
17
|
ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କର ତକ୍ସ୍ଟମ୍ଭପ୍ରତି ଆବିଷ୍ଟ ସମସ୍ତ ଆଜ୍ଞା ଓ ତାହାଙ୍କ ଶିକ୍ଷା ଓ ତାହାଙ୍କ ବିଧି ଯତ୍ନପୂର୍ବକ ପାଳନ କରିବ। |
18
|
ଏହାପରେ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯାହା ନ୍ଯାଯ ଓ ଉତ୍ତମ ତୁମ୍ଭେ ତାହା କରିବ, ତହିଁରେ ତୁମ୍ଭର ମଙ୍ଗଳ ହବେ ଓ ତୁମ୍ଭମାନେେ ଆସିବ ଓ ଉତ୍ତମ ଭୂମି ଅଧିକାର କରିବ ଯାହାକି ସଦାପ୍ରଭୁ ତୁମ୍ଭର ପୂର୍ବପୁରୁଷମାନଙ୍କଠା ରେ ପ୍ରତିଜ୍ଞା କରିଥିଲେ। |
19
|
ଏବଂ ସଦାପ୍ରଭୁ ତୁମ୍ଭମାନଙ୍କର ସମସ୍ତ ଶତୃମାନଙ୍କୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ଦୂପ କରି ଦବେେ, ଯେ ରୂପେ ସେ କହିଛନ୍ତି। |
20
|
"ଭବିଷ୍ଯତ ରେ ଯଦି ତୁମ୍ଭର ସନ୍ତାନମାନେ ତୁମ୍ଭକୁ ପଚାରିଲେ, 'ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ସବୁ ଆଜ୍ଞା, ବିଧି ଓ ଶାସନ ଦଇେଛନ୍ତି, ସେସବୁର ଅଭିପ୍ରାଯ କ'ଣ?' |
21
|
ତୁମ୍ଭମାନେେ ଆପଣା ସନ୍ତାନମାନଙ୍କୁ କହିବ, 'ଆମ୍ଭମାନେେ ମିଶର ରେ ଫାରୋର ବନ୍ଧାଦାସ ଥିଲକ୍ସ୍ଟ, ପକ୍ସ୍ଟଣି ସଦାପ୍ରଭୁ ବଳବାନ୍ ହସ୍ତଦ୍ବାରା ଆମ୍ଭମାନଙ୍କୁ ମିଶରରକ୍ସ୍ଟ ବାହାରକରି ଆଣିଲେ। |
22
|
ସଦାପ୍ରଭୁ ଆମ୍ଭମାନଙ୍କ ସାକ୍ଷାତ ରେ ମିଶର ପ୍ରତି, ଫାରୋଙ୍କ ପ୍ରତି ଓ ତାଙ୍କର ସମସ୍ତ ପରିବାର ପ୍ରତି, ମହତ୍ ଓ କ୍ଲେଶଦାୟକ ଚିହ୍ନ ଓ ଆଶ୍ଚର୍ୟ୍ଯକ୍ରିଯା ଦଖାଇେଲେ। |
23
|
ପକ୍ସ୍ଟଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷଯ ରେ ଶପଥ କରିଥିଲେ। ସେ ଦେଶ ରେ ପରମେଶ୍ବର ଆମ୍ଭମାନଙ୍କୁ ପହଞ୍ଚାଇ ତାହା ଦବୋ ନିମନ୍ତେ ମିଶରରକ୍ସ୍ଟ ବାହାର କରି ଆଣିଲେ। |
24
|
ଏବଂ ସଦାପ୍ରଭୁ ଆଜିଦିନ ପରି ଯେପରି ଆମ୍ଭମାନଙ୍କୁ ସଜୀବ ରକ୍ଷା କରିପାରିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ଯ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶଓରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ। |
25
|
ଆଉ ଯବେେ ଆମ୍ଭମାନେେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ତାହାଙ୍କ ଆଜ୍ଞା ଅନକ୍ସ୍ଟସା ରେ ଏହି ସମସ୍ତ ବ୍ଯବସ୍ଥା ପାଳନ କରିବାକୁ ମନୋୟୋଗ କରିବା, ତବେେ ତାହା ଆମ୍ଭମାନଙ୍କ ପ୍ରତି ଧାର୍ମୀକତା ହବେ।' |