Indian Language Bible Word Collections
Ecclesiastes 6:21
Ecclesiastes Chapters
Ecclesiastes 6 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Ecclesiastes Chapters
Ecclesiastes 6 Verses
1
|
ମୁଁ ସୂର୍ୟ୍ଯ ତଳେ ଏକ ଦୁଃଖର ବିଷଯ ଦେଖିଅଛି ଏବଂ ଏହା ଲୋକମାନଙ୍କ ଉପ ରେ କଠିନ ଚାପ ପକାଏ। |
2
|
ପରମେଶ୍ବର କେତକଙ୍କେୁ ଧନ, ସମ୍ପତ୍ତି ଓ ସମ୍ମାନ ଦିଅନ୍ତି, ସହେି ବ୍ଯକ୍ତି ଅନ୍ୟ କିଛି ଆଶା କରିବା ପାଇଁ ତା'ର କିଛି ଅଭାବ ନ ଥାଏ। କିନ୍ତୁ ପରମେଶ୍ବର ସହେି ବ୍ଯକ୍ତିକୁ ଏସବୁ ଉପ ଭୋଗ କରିବା ପାଇଁ ଅନୁମତି ଦିଅନ୍ତି ନାହିଁ। ତା ବଦଳ ରେ ଅନ୍ୟ ଜଣେ ଏହା ଉପ ଭୋଗ କଲେ। ଏହା ଅସାର ଅଟେ ଓ ଏକ ମନ୍ଦ ବ୍ଯାଧି ସ୍ବରୂପ ଅଟେ। |
3
|
ଜଣେ ଲୋକ ଏକ ଦୀର୍ଘ ଜୀବନୟାପନ କଲେ। ଏବଂ ସେ ଶ ହେ ସନ୍ତାନ ଜନ୍ମ ଦଇପୋ ରେ। କିନ୍ତୁ ଯଦି ସେ ସମାନଙ୍କେ ଉପ ରେ ସନ୍ତୁଷ୍ଟ ନ ହୁଏ ଏବଂ ଯଦି ମୃତ୍ଯୁ ପ ରେ ତାକୁ କହେି ସ୍ମରଣ ନ କରେ, ତା ହେଲେ ସହେି ଲୋକ ଅପେକ୍ଷା ଜନ୍ମ ହବୋ ସମୟରେ ମୃତ୍ଯୁବରଣ କରିଥିବା ସହେି ଶିଶୁଟି ଉତ୍ତମ ଅଟେ। |
4
|
ସହେିପରି ଶିଶୁଟି ଘନ କୁହୁଡ଼ି ରେ ଆଚ୍ଛାଦନ ହାଇେ ଆ ସେ ଏବଂ ଅନ୍ଧାର ରେ ଏଇ ପୃଥିବୀରୁ ଚାଲିୟାଏ, ଏବଂ ସହେି ଅନ୍ଧାର ଏହାର ନାମକୁ ମଧ୍ଯ ଲୁଚାଇ ଦିଏ। |
5
|
ସେ ସୂର୍ୟ୍ଯ ଦେଖି ନାହିଁ କି ସେ ବିଷଯ ରେ ଜାଣି ନାହିଁ। ସେ ଲୋକ ଅପେକ୍ଷା ବରଂ ଏ ଶିଶୁଟି ଅଧିକ ବିଶ୍ରାମ ପାଏ। |
6
|
ପୁଣି ସେ ମନୁଷ୍ଯ କୌଣସି ମଙ୍ଗଳ ଭୋଗ ନ କରି 200 ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ୟାଆନ୍ତି? |
7
|
ମନୁଷ୍ଯ ତା'ର ନିଜ ପଟେ ପାଇଁ ପରିଶ୍ରମ କରେ। କିନ୍ତୁ ସେ ସେଥି ରେ ସନ୍ତୁଷ୍ଟ ହୁଏ ନାହିଁ, କାହିଁକି? |
8
|
ଏହି ପ୍ରକାରର ଜଣେ ଜ୍ଞାନୀ ଜଣେ ମୂର୍ଖଠାରୁ କେଉଁ ଗୁଣ ରେ ଭଲ? ଜଣେ ଗରିବ ଲୋକ ଅନ୍ୟମାନଙ୍କୁ କିପରି ବ୍ଯବହାର କରିବାକୁ ହବେ, ତାହା ଯଦି ଜାଣେ, ଉତ୍ତମତା କଣ? |
9
|
ଏହା ନିତାନ୍ତ ଖୁସିର କଥା ଯେ ତୁମ୍ଭର ଯାହା ଅଛି ଅଧିକ ଆଶା କରିବା ଅପେକ୍ଷା ସେଥି ରେ ସନ୍ତୁଷ୍ଟ ହବୋ ଭଲ। ଏହା ମଧ୍ଯ ଅସାର ଅଟେ। ଏହା ବାଯୁକୁ ଧରିବା ତୁଲ୍ଯ ହବେ। |
10
|
ଯାହା ହେଉଛି ତାହା ଆଗରୁ ନିର୍ଦ୍ଧାରିତ ହାଇେଅଛି। ଏବଂ ଯେଉଁ ପଥରେ ମନୁଷ୍ଯ ସମାଜ ଚାଲେ ତାହା ପରମେଶ୍ବର ଜାଣନ୍ତି। ଆଉ ୟିଏ ସମାନଙ୍କେଠାରୁ ଶକ୍ତିଶାଳୀ ତାଙ୍କ ସହିତ ୟୁକ୍ତି କରି ସମାନେେ କବେେ ଜିତି ପାରିବେ ନାହିଁ। |
11
|
ସମାନେେ ଯେତେ ଅଧିକ ୟୁକ୍ତି କରିବେ, ତାହା େସତେ ଅନାବଶ୍ଯକ ଅଟେ। ଏହା ତାଙ୍କର କ'ଣ ଲାଭ ହବେ ? |
12
|
କିଏ ଜାଣେ ସମାନଙ୍କେ ଏହି କ୍ଷଣସ୍ଥାଯୀ ଜୀବନ ରେ, ମନୁଷ୍ଯ ଅଧିକ ଲାଭକରି କ'ଣ କରିପା ରେ? କାରଣ ସମାନଙ୍କେର ଦିନଗୁଡ଼ିକ ଛାଇ ପରି ଚାଲିୟିବ। କିଏ ଲୋକମାନଙ୍କୁ କହିପାରିବ, ସୂର୍ୟ୍ଯତଳେ ଭବିଷ୍ଯତ ରେ ଏଇ ପୃଥିବୀ ରେ କ'ଣ ହବେ? |