Indian Language Bible Word Collections
Ephesians 5:31
Ephesians Chapters
Ephesians 5 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Ephesians Chapters
Ephesians 5 Verses
1
|
ତୁମ୍ଭମାନେେ ପରମେଶ୍ବରଙ୍କ ପ୍ରିୟ ସନ୍ତାନ। ଅତଏବ ପରମେଶ୍ବରଙ୍କ ଭଳି ହବୋକୁ ଚେଷ୍ଟା କର। |
2
|
ପ୍ ରମେପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ ରମେ କରିଛନ୍ତି, ତୁମ୍ଭମାନେେ ମଧ୍ଯ ସହେିଭଳି ଅନ୍ୟମାନଙ୍କୁ ପ୍ ରମେ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ନିକଟରେ ମଧୁର-ସୁଗନ୍ଧି-ୟୁକ୍ତ ଭଟେି ଓ ପରମେଶ୍ବରଙ୍କ ବଳି ସ୍ବରୂପ ଅଟନ୍ତି। |
3
|
ତୁମ୍ଭ ଭିତ ରେ କୌଣସି ୟୌନ-ପାପ, କୌଣସି ପ୍ରକାର ମନ୍ଦ କାମ, ଏବଂ ଲୋଭ ଆଦୌ ନ ରହୁ। କାରଣ ଏଗୁଡ଼ିକ ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କ ନିମନ୍ତେ ଉପୟୁକ୍ତ ନୁହେଁ। |
4
|
ତୁମ୍ଭ ଭିତ ରେ କୌଣସି ମନ୍ଦ କଥା, ମୂର୍ଖତାପୂର୍ଣ୍ଣ କଥାବାର୍ତ୍ତା ବା ଅସତ୍ ପରିହାସ ଯେପରି ନ ହୁଏ। ଏଗୁଡ଼ିକ ତୁମ୍ଭ ପାଇଁ ଅନୁଚିତ। କିନ୍ତୁ ତୁମ୍ଭେ ପରମେଶ୍ବରଙ୍କୁ ସର୍ବଦା ଧନ୍ଯବାଦ ଦେଉଥିବା ଉଚିତ୍। |
5
|
ଗୋଟିଏ ବିଷୟ ତୁମ୍ଭେ ନିଶ୍ଚିତ ଭାବରେ ଜାଣିଥାଅ ଯେ, ଯେଉଁ ଲୋକ ୟୌନ ପାପଗୁଡ଼ିକରେ ଲିପ୍ତ ରୁ ହେ, ମନ୍ଦ କର୍ମ କରେ ବା ଅତିଶୟ ଲୋଭ କରେ, ସେ ଲୋକ ପାଇଁ ପରମେଶ୍ବର ଓ ଖ୍ରୀଷ୍ଟଙ୍କ ରାଜ୍ଯ ରେ କୌଣସି ସ୍ଥାନ ନାହିଁ। କାରଣ ଯେଉଁ ଲୋକ ସର୍ବଦା ନିଜ ନିମନ୍ତେ କବଳେ ସମସ୍ତ ବିଷୟ ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରେ, ସେ ଭଣ୍ଡ ଦବେତାମାନଙ୍କର ପୂଜା କରେ। |
6
|
ମିଥ୍ଯାକଥା କହି କହେି ତୁମ୍ଭକୁ ପ୍ରତାରଣା ନ କରୁ। ଏ ବିଷୟ ରେ ସଚତନେ ରୁହ। ଯେଉଁମାନେ ଅବାଧ୍ଯ ହାଇେ ଏ ସମସ୍ତ ମନ୍ଦ କର୍ମ କରନ୍ତି, ସମାନଙ୍କେ ଉପରେ ପରମେଶ୍ବର କୋରଧାନ୍ବିତ ହୁଅନ୍ତି। |
7
|
ଅତଏବ ତୁମ୍ଭେ ମଧ୍ଯ ଏଭଳି ମନ୍ଦ କର୍ମ ସହେି ଅବଜ୍ଞାକାରୀଙ୍କ ସହିତ କର ନାହିଁ। |
8
|
ଅତୀତ ରେ ତୁମ୍ଭେ ଅନ୍ଧକାର ରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠା ରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର। |
9
|
ଆଲୋକ ପ୍ରେତ୍ୟକକ ପ୍ରକାରର ଉତ୍ତମ ଭାବ, ଉଚିତ ଜୀବନଯାପନ ଓ ସତ୍ଯ ଫଳ ଉତ୍ପନ୍ନ କରେ। |
10
|
କେଉଁ ବିଷୟଗୁଡ଼ିକ ଈଶ୍ବରଙ୍କ ସନ୍ତାଷେ ଜନ୍ମାଏ, ସଗେୁଡ଼ିକ ଶିଖିବାକୁ ଚେଷ୍ଟା କର। ଅନ୍ଧକାର ରେ ଲୋକେ ଯଭେଳି କାମ କରନ୍ତ, ସଗେୁଡ଼ିକୁ କର ନାହିଁ। ସଗେୁଡ଼ିକ କରିବା ଦ୍ବାରା କିଛି ଲାଭ ହୁଏ ନାହିଁ। |
11
|
ସର୍ବଦା ଭଲ କାମ କରି, ଅନ୍ଧକାରର କର୍ମଗୁଡ଼ିକର ଅସାରତା ପ୍ରମାଣିତ କର। |
12
|
ଅନ୍ଧକାର ରେ ଯେ ଲୋକେ ଯେଉଁ ଗୁପ୍ତ କର୍ମ ସବୁ କରନ୍ତି, ସଗେୁଡ଼ିକ କହିବା ପାଇଁ ମଧ୍ଯ ଲଜ୍ଜା ଲାଗେ। |
13
|
କିନ୍ତୁ ଆଲୋକ ସମ୍ମୁଖ ରେ ଏଗୁଡ଼ିକୁ ରଖିଲେ, ଏସବୁ କର୍ମର ସମସ୍ତ ମନ୍ଦତା ସ୍ପଷ୍ଟ ଭାବେ ପ୍ରକାଶିତ ହୁଏ। |
14
|
ଯାହା ସହଜ ରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ : |
15
|
ଅତଏବ କିପରି ଜୀବନ କାଟୁଅଛ, ଏବିଷୟ ରେ ବିଶଷେ ସାବଧାନ ରୁହ। ନିର୍ ବୋଧ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ମାତ୍ର ଜ୍ଞାନୀ ଲୋକଙ୍କ ପରି ଜୀବନଯାପନ କର। |
16
|
ଏହା ଅତ୍ଯନ୍ତ ମନ୍ଦ ସମୟ ହାଇେ ଥିବାରୁ, ଭଲ କାମ କରିବା ପାଇଁ ମିଳୁଥିବା କୌଣସି ସୁଯୋଗକୁ ଛାଡ଼ ନାହିଁ। |
17
|
ଅତଏବ ମୂର୍ଖପରି ଜୀବନ ନ କାଟି ପରମେଶ୍ବର ତୁମ୍ଭଠାରୁ କ'ଣ ଚାହାଁନ୍ତି, ଏହା ଜାଣିବାକୁ ଚେଷ୍ଟା କର। |
18
|
ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସଂପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମା ରେ ପରିପୂର୍ଣ୍ଣ ହୁଅ। |
19
|
ସ୍ତୁତି, ଭଜନ, ଆଧ୍ଯାତ୍ମିକ ଗୀତ ସହିତ ପରସ୍ପରକୁ ଉତ୍ସାହ କର। ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ତୁମ୍ଭମାନେେ ଆପଣାର ସଂପୂର୍ଣ୍ଣ ହୃଦୟ ସହିତ ସଙ୍ଗୀତ ସୃଷ୍ଟି କରି ଗୀତ ଗାଉ ଥାଅ। |
20
|
ପ୍ରେତ୍ୟକକ କଥା ପାଇଁ ପରମପିତା ପରମେଶ୍ବରଙ୍କୁ ସର୍ବଦା ଧନ୍ଯବାଦ ଦିଅ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ପରମେଶ୍ବରଙ୍କୁ ଧନ୍ଯବାଦ ଅର୍ପଣ କର। |
21
|
ପରସ୍ପର ପ୍ରତି ବାଧ୍ଯ ହବୋ ପାଇଁ ଇଚ୍ଛୁକ ହୁଅ। ତୁମ୍ଭମାନେେ ଖ୍ରୀଷ୍ଟଙ୍କୁ ସମ୍ମାନ କରୁଥିବାରୁ ଏହା କର। |
22
|
ହେ ପତ୍ନୀମାନେ ! ତୁମ୍ଭମାନେେ ଯେପରି ପ୍ରଭୁଙ୍କ ପ୍ରତି ବଶୀଭୂତା ହାଇେଛ, ସପରେି ନିଜ ସ୍ବାମୀମାନଙ୍କର ବଶୀଭୂତା ହୁଅ। |
23
|
ଖ୍ରୀଷ୍ଟ ଯେପରି ମଣ୍ଡଳୀର282 ମସ୍ତକ, ସ୍ବାମୀ ସହେିପରି ସ୍ତ୍ରୀର ମସ୍ତକ। ଖ୍ରୀଷ୍ଟୀୟ ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର ଓ ସହେି ଶରୀରର ଉଦ୍ଧାରକର୍ତ୍ତା ହେଉଛନ୍ତି ଖ୍ରୀଷ୍ଟ। |
24
|
ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ ଅଟେ, ସହେିପରି ହେ ପତ୍ନୀମାନେ, ତୁମ୍ଭମାନେେ ପ୍ରେତ୍ୟକକ କଥା ରେ ନିଜ ପତିଙ୍କର ବଶୀଭୂତା ହବୋ ଉଚିତ୍। |
25
|
ହେ ପତିଗଣ ! ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ ରମେ କରି ତା' ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଅଛନ୍ତି, ତୁମ୍ଭମାନେେ ମଧ୍ଯ ସହେିପରି ନିଜ ନିଜର ପତ୍ନୀମାନଙ୍କୁ ପ୍ ରମେ କର। |
26
|
ମଣ୍ଡଳୀକୁ ପବିତ୍ର କରିବା ଲାଗି ଯୀଶୁ ଖ୍ରୀଷ୍ଟ ମୃତ୍ଯୁ ବରଣ କରିଥିଲେ। ଯେପରି ସୁସାମାଚାରର ବାକ୍ଯ ଓ ଜଳ ଦ୍ବାରା ଧେ ୗତ କରି ସଫା କରିବା ପରେ ସେ ପରମେଶ୍ବରଙ୍କ କାର୍ୟ୍ଯ ମାଧ୍ଯମ ରେ ସେ ମଣ୍ଡଳୀକୁ ଶୁଚି ପବିତ୍ର କରିପାରନ୍ତି। |
27
|
ଯେପରି ସମ୍ପୂର୍ଣ୍ଣ ମହିମା(ସୌନ୍ଦର୍ୟ୍ଯ)ର ସହିତ ମଣ୍ଡଳୀକୁ ନିଜଠା ରେ ତାହାଙ୍କ କନ୍ଯା ରୂପେ ଉପସ୍ଥାପିତ କରାଇପାରନ୍ତି, ଏଥିନିମନ୍ତେ ଖ୍ରୀଷ୍ଟ ମୃତ୍ଯୁ ଭୋଗ କଲେ। ମଣ୍ଡଳୀ ମଧିଅରେ ଯେପରି କୌଣସି ମନ୍ଦ କର୍ମ, ପାପ କି ଭୁଲ କାର୍ୟ୍ଯ ଦଖାେ ନ ଯାଏ, ମାତ୍ର ତହା ପବିତ୍ର, ନିଖୁଣ ଓ ନିନ୍ଦାଶୂନ୍ଯ ହାଇପୋ ରେ, ଏଥିପାଇଁ ସେ ଆପଣାର ପ୍ରାଣ ଦେଲେ। |
28
|
ଠିକ୍ ସହେିଭଳି ପତିମାନେ ନିଜ-ନିଜ ପତ୍ନୀଙ୍କୁ ପ୍ ରମେ କରିବା କଥା। ନିଜ ଶରୀରକୁ ପ୍ ରମେ କରିଲା ଭଳି ପ୍ ରମେ କରିବା କଥା। ଯେଉଁ ଲୋକ ନିଜ ପତ୍ନୀକୁ ପ୍ ରମେ କରେ, ସେ ନିଜ ଶରୀରକୁ ପ୍ ରମେ କରେ। |
29
|
କୌଣସି ଲୋକ ନିଜ ଶରୀରକୁ କବେେ ହେଲେ ଘୃଣା କରେ ନାହିଁ। ପ୍ରେତ୍ୟକକ ଲୋକ ନିଜର ଶରୀର ପାଇଁ ଖାଦ୍ୟ ଖାଏ ଓ ଶରୀରର ଯତ୍ନ ନିଏ। ଠିକ୍ ଏହି କଥା ଖ୍ରୀଷ୍ଟ ମଣ୍ଡଳୀ ପାଇଁ ମଧ୍ଯ କରନ୍ତି। |
30
|
କାରଣ ଆମ୍ଭେ ହେଉଛୁ ତାହାଙ୍କ ଶରୀରର ଅଂଶ। |
31
|
ଶାସ୍ତ୍ର କୁ ହେ : "ଅତଏବ ଜଣେ ମନୁଷ୍ଯ ନିଜ ପିତା ଓ ମାତାକୁ ଛାଡ଼ି ତା ପତ୍ନୀ ସହିତ ସଂଲଗ୍ନ ହୁଏ। ଓ ସେ ଦୁଇଜଣ ଏକ ହାଇେ ଯାଆନ୍ତି।"283 |
32
|
ଏହି ସତ୍ଯଟି ଅତି ମହତ୍ବପୂର୍ଣ୍ଣ। ଖ୍ରୀଷ୍ଟ ଓ ମଣ୍ଡଳୀ ବିଷୟ ରେ ମୁଁ ଏହା କହୁଅଛି। |
33
|
ଯାହା ହେଉନା କାହିଁକି, ତୁମ୍ଭ ଭିତରୁ ପ୍ରେତ୍ୟକକ ଜଣ ନିଜକୁ ଭଲ ପାଇଲା ଭଳି ନିଜ ପତ୍ନୀକୁ ଭଲ ପାଇବା ଉଚିତ ଓ ପ୍ରେତ୍ୟକକ ପତ୍ନୀ ନିଜର ପତିକୁ ସମ୍ମାନ କରିବା ଉଚିତ। |