Indian Language Bible Word Collections
Exodus 1:11
Exodus Chapters
Exodus 1 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Exodus Chapters
Exodus 1 Verses
1
|
ଯାକୁବ ତାଙ୍କର ପୁତ୍ରମାନଙ୍କ ସହିତ ମିଶରକୁ ୟାତ୍ରା କଲେ। ପ୍ରେତ୍ୟକକ ପୁତ୍ର ସମାନଙ୍କେର ପରିବାର ସହିତ ଗଲେ। ଇଶ୍ରାୟେଲଙ୍କର ପୁତ୍ରମାନେ ହେଲ: |
2
|
ରୂବନ୍େ, ଶିମିଯୋନ, ଲବେୀ, ୟିଦୁଦା, |
3
|
ଇଷାଖର, ସବୂଲୂନ୍, ବିନ୍ଯାମୀନ, |
4
|
ଦାନ, ନପ୍ତାଲି, ଗାଦ୍ ଓ ଆଶରେ। |
5
|
ମାଟେ ରେ ଯାକୁବଙ୍କର ବଂଶଧର ସତୁରି ଜଣ ଥିଲେ। ଅନ୍ୟ ପୁତ୍ର ଯୋଷଫଙ୍କେ ଆଗରୁ ମିଶରର ଥିଲେ। |
6
|
ପରେ ଯୋଷଫେ ତାଙ୍କର ଭାଇମାନେ ଓ ତ୍ତକାଳୀନ ସମସ୍ତ ଲୋକ ମଲେ। |
7
|
କିନ୍ତୁ ଇଶ୍ରାୟେଲର ବଂଶଧର ବଢିଲେ। ସମାନଙ୍କେ ସଂଖ୍ଯା ବଢିବଢି ଚାଲିଲା। ଇଶ୍ରାୟେଲର ଲୋକମାନେ ଅତ୍ଯଧିକ ଶକ୍ତିଶାଳୀ ହବୋକୁ ଲାଗିଲେ ଏବଂ ମିଶର ଦେଶ ଇଶ୍ରାୟେଲୀୟଙ୍କ ଦ୍ବାରା ପରିପୂର୍ଣ୍ଣ ହେଲା। |
8
|
ଏହାପରେ ଜଣେ ନୂତନ ରାଜା ମିଶର ରେ ରାଜୁତି କଲେ। ସହେି ରାଜା ଜାଣଙ୍କ ଯୋଷଫଙ୍କେୁ ଜାଣି ନଥିଲେ। |
9
|
ସହେି ରାଜା ତାଙ୍କର ଲୋକମାନଙ୍କୁ କହିଲେ, "ଇଶ୍ରାୟେଲ ଲୋକମାନଙ୍କୁ ଦେଖ। ସମାନଙ୍କେର ସଂଖ୍ଯା ଆମ୍ଭମାନଙ୍କ ଅପେକ୍ଷା ଅଧିକ! ସମାନେେ ଆମ୍ଭଠାରୁ ଅଧିକ ଶକ୍ତିଶାଳୀ! |
10
|
ସମାନେେ ଯେପରି ବର୍ଦ୍ଧିତ ନହୁଅନ୍ତି ସେଥିପାଇଁ ଆମ୍ଭକୁ ଯୋଜନା କରିବାକୁ ପଡିବ। ଯଦି ୟୁଦ୍ଧ ହୁଏ, ଇଶ୍ରାୟେଲୀମାନେ ଆମ୍ଭର ଶତୃ ପକ୍ଷ ରେ ଯୋଗଦଇେ ପାରନ୍ତି। ତା'ପରେ ସମାନେେ ଆମ୍ଭକୁ ପରାସ୍ତ କରି ଦେଶରୁ ପ୍ରସ୍ଥାନ କରିପାରନ୍ତି।" |
11
|
ମିଶରୀଯ ଲୋକମାନେ ସମାନଙ୍କେୁ କଠିନ ପରିଶ୍ରମ ଦ୍ବାରା ଅବମାନିତ କରିବାକୁ ସ୍ଥିର କଲେ। ତେଣୁ ମିଶରୀଯମାନେ ସମାନଙ୍କେ ପାଇଁ କ୍ରୀତଦାସ ମୁନିବମାନଙ୍କୁ ନିୟୁକ୍ତି ଦେଲେ। ସମାନେେ ପିଥୋମ୍ ଓ ରାମିଷେଷ୍ ନିର୍ମାଣ କଲେ, ଯେଉଁଠା ରେ ଫାରୋ ଖାଦ୍ୟ ଶସ୍ଯ ରଖୁଥିଲେ। |
12
|
ମିଶରୀଯମାନେ ଇଶ୍ରାୟେଲୀୟମାନଙ୍କୁ ଅଧିକରୁ ଅଧିକ ପରିଶ୍ରମ କରାଇଲେ। ସମାନଙ୍କେୁ ଯେତେ ଅଧିକ ପରଶ୍ରମ କରାଇଲେ, ସମାନଙ୍କେର ସଂଖ୍ଯା ସହେିପରି ଅଧିକ ବ୍ଯାପିଲା। ଏହା ମିଶରୀଯ ଲୋକମାନଙ୍କର ଭୟର କାରଣ ହେଲା। |
13
|
ତେଣୁ ମିଶରୀଯମାନେ ତହିଁରୁ ତାଙ୍କୁ ଅଧିକ ପରିଶ୍ରମ କରାଇଲେ। |
14
|
ମିଶରୀଯମାନେ ଇଶ୍ରାୟେଲୀୟମାନଙ୍କର ଜୀବନ ଦୁର୍ବିସହ କଲେ। ସମାନେେ ସମାନଙ୍କେୁ କାଦୁଅ ଓ ଇଟା ତିଆରି କରିବା ପାଇଁ ବଧ୍ଯ କଲେ। ସମାନଙ୍କେୁ ମଧ୍ଯ ବିଲ ରେ କଠିନ ପରିଶ୍ରମ କରାଇଲେ। ସମାନେେ ପ୍ରେତ୍ୟକକ କ୍ଷେତ୍ର ରେ ସମାନଙ୍କେୁ ଅଧିକ ପରିଶ୍ରମ କରିବାକୁ ବାଧ୍ଯ କଲେ। |
15
|
ସଠାେରେ ଦୁଇ ଜଣ ଏବ୍ରୀଯ ଧାତ୍ରୀ ଥିଲେ, ଯେଉଁମାନେ କି ହିବ୍ରୁର ସ୍ତ୍ରୀଲୋକମାନଙ୍କୁ ଶ୍ରୀଫ୍ରା ଓ ପୂଯା ନାମକ ପିଲା ଜନ୍ମ କରିବା ରେ ସାହାୟ୍ଯ କଲେ। ମିଶରର ରାଜା ଧାତ୍ରୀମାନଙ୍କୁ କହିଲେ, |
16
|
ରାଜା କହିଲେ, " ଯେଉଁ ସମୟରେ ତୁମ୍ଭମାନେେ ଏବ୍ରୀଯା ସ୍ତ୍ରୀମାନଙ୍କର ଧାତ୍ରୀ କାର୍ୟ୍ଯ କରିବ ଓ ସମାନଙ୍କେର ପିଲା ଜନ୍ମ କରିବା ରେ ସାହାୟ୍ଯ କରିବ, ପୁତ୍ର ସନ୍ତାନ ଥିଲେ ସମାନଙ୍କେୁ ମାରିଦବେ ଓ କନ୍ଯା ସନ୍ତାନ ହେଲେ ସମାନଙ୍କେୁ ଜୀବିତ ରଖିବ।" |
17
|
ମାତ୍ର ସହେି ଧାତ୍ରୀମାନେ ପରମେଶ୍ବରଙ୍କୁ ବିଶ୍ବାସ କରୁଥିବାରୁ, ରାଜାଙ୍କ ଆଜ୍ଞା ମାନି ନଥିଲେ. ସମାନେେ ପୁତ୍ର ସନ୍ତାନକୁ ଜୀବିତ ରଖିଲେ। |
18
|
ମିଶର ରେ ରାଜା ସହେି ଧାତ୍ରୀମାନଙ୍କୁ ଡ଼କାଇ ପଠାଇ ସମାନଙ୍କେୁ କହିଲେ, "ତୁମ୍ଭମାନେେ ଏପରି କାହିଁକି କଲ? ତୁମ୍ଭମାନେେ କିପରି ପୁତ୍ର ସନ୍ତାନମାନଙ୍କୁ ଜୀବିତ ରଖିଲ।" |
19
|
ଧାତ୍ରୀମାନେ ଫାରୋଙ୍କୁ କହିଲେ, "ଏବ୍ରୀଯା ସ୍ତ୍ରୀଗଣ ମିଶରୀଯ ସ୍ତ୍ରୀଙ୍କଠାରୁ ଚଞ୍ଚଳା। ସମାନଙ୍କେ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସମାନେେ ପ୍ରସବ କରି ସାରିଥାଆନ୍ତି।" |
20
|
ପରମେଶ୍ବର ସହେି ଧାତ୍ରୀମାନଙ୍କର ମଙ୍ଗଳ କଲେ ଏବଂ ସମାନଙ୍କେର ପରିବାରଗୁଡ଼ିକୁ ବଢ଼ାଇଲେ। କାରଣ ସମାନେେ ପରମେଶ୍ବରଙ୍କୁ ଡ଼ରୁ ଥିଲେ। ଇଶ୍ରାୟେଲୀୟମାନଙ୍କ ସଂଖ୍ଯା ବଢ଼ିଲା ଏବଂ ବହୁତ ଶକ୍ତିଶାଳୀ ହେଲା। |
22
|
ତେଣୁ ଫାରୋ ତାଙ୍କର ସମସ୍ତ ଲୋକମାନଙ୍କୁ ଆଜ୍ଞା ଦେଲେ, "ଇଶ୍ରାୟେଲର ସମସ୍ତ ନବଜାତ ବାଳକମାନଙ୍କୁ ନୀଳ ନଦୀ ରେ ଫୋପାଡ଼ି ଦିଅ। କିନ୍ତୁ ତୁମ୍ଭେ କନ୍ଯା ସନ୍ତାନଗଣଙ୍କୁ ଜିବୀତ ରଖିପାର।" |