1
|
ତହିଁରେ ସଦାପ୍ରଭୁ ମାଶାଙ୍କେୁ କହିଲେ, "ତୁମ୍ଭର ଭାଇ ହାରୋଣ ଏବଂ ତାଙ୍କର ପୁତ୍ର ନାଦବ୍, ଅବୀଦ, ଇଲିଯାଜର ଓ ଇଥାମରକୁ ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ଆଣ। ସମାନେେ ମାରେ ଯାଜକଗଣ ହବେେ। |
2
|
"ତୁମ୍ଭର ଭାଇ ହାରୋଣଙ୍କ ପାଇଁ ପବିତ୍ର ବସ୍ତ୍ର ତିଆରି କର। ସହେି ବସ୍ତ୍ର ପିନ୍ଧିଲେ ସେ ସମ୍ମାନ ପାଇବେ ଓ ସୁନ୍ଦର ଦିଶିବେ। |
3
|
ସହେି ନିପୁଣ ଲୋକମାନଙ୍କୁ ପଚାର, ଯେଉଁମାନଙ୍କୁ ମୁଁ ହାରୋଣକୁ ଯାଜକ ରୂପେ ଉତ୍ସର୍ଗୀକୃତ କରିବା ପାଇଁ ବସ୍ତ୍ର ତିଆରି କରିବା ପାଇଁ ଜ୍ଞାନ ପ୍ରଦାନ କଲି। |
4
|
ବୁକପଟା, ଏଫୋଦ, ଗୋଟିଏ ଚୋଗା, ଶୁକ୍ଲ ସୁତା ରେ ବୁଣା ୟାଇଥିବା ଚୋଗା, ପଗଡି ଓ କଟି ବନ୍ଧନ ସମାନେେ ପ୍ରସ୍ତୁତ କରିବା ଉଚିତ୍। ଏହି ଲୋକମାନେ ଏହିସବୁ ପବିତ୍ର ବସ୍ତ୍ର ତୁମ୍ଭର ଭାଇ ହାରୋଣ ଓ ତାହାର ପୁତ୍ରଗଣ ପାଇଁ ପ୍ରସ୍ତୁତ କରିବ, ଯେଉଁଥିପାଇଁ ସମାନେେ ମାରେ ଯାଜକ ରୁପେ ସବୋ କରିବେ। |
5
|
ସମାନେେ ସୁବର୍ଣ୍ଣ, ନୀଳ ଓ ଧୁମ୍ର ଓ ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ର ହବେ। |
6
|
" ସମାନେେ ନୀଳ, ଧୁମ୍ର, ସିନ୍ଦୁର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ର ରେ ନିପୁଣ ଶିଳ୍ପକାରର କର୍ମ ଦ୍ବାରା ସହେି ଏଫୋଦ ବସ୍ତ୍ର ପ୍ରସ୍ତୁତ କରନ୍ତୁ। |
7
|
ଏହାର ଦୁଇ ମୁଣ୍ଡ ରେ ପରସ୍ପର ସଂୟୁକ୍ତ ଦୁଇ ସ୍କନ୍ଧପଟି ରହିବ। ଏହିପରି ଭାବରେ ତାହା ୟୁକ୍ତ ହବେ। |
8
|
"ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସହେି ବସ୍ତ୍ର ଅନୁସାରେ ହବେ। ଅର୍ଥାତ୍ ସ୍ବର୍ଣ୍ଣ ରେ ନୀଳ ଓ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ର ରେ ହବେ। |
9
|
"ଦୁଇଟି ଗୋମଦେକମଣି ନଇେ ତହିଁ ଉପରେ ଇଶ୍ରାୟେଲ ପୁତ୍ରମାନଙ୍କ ନାମ ଖାଦେିତ କରିବ। |
10
|
ଛଅଟି ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅଟି ନାମ ମଣି ଉପରେ ରହିବ। ଏହିସବୁ ନାମଗୁଡିକ ସମାନଙ୍କେର ଜନ୍ମ ଅନୁସାରେ ତାଲିକାଭୁକ୍ତ କରାୟିବା ଉଚିତ୍। |
11
|
ଶିଳ୍ପ କର୍ମ ରେ ମୁଦ୍ରା ଖାେଳିବା ନ୍ଯାଯ ସହେି ଦୁଇ ମଣି ଉପରେ ଇଶ୍ରାୟେଲ ପୁତ୍ରଗଣର ନାମ ଖୋଳିବ। ପୁଣି ତାହା ଦୁଇ ସ୍ବର୍ଣ୍ଣ ଧାର ରେ ବନ୍ଦ କରିବ। |
12
|
ଏହାପରେ ଇଶ୍ରାୟେଲ ସନ୍ତାନଗଣକୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସହେି ଦୁଇ ମଣି ଏଫୋଦର ଦୁଇସ୍କନ୍ଧ ପଟି ରେ ଦବେ। ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖ ରେ ଆପଣା ଦୁଇ ସ୍କନ୍ଧ ରେ ସମାନଙ୍କେ ନାମ ବହିବ। |
13
|
ଶୁଦ୍ଧ ସୁବର୍ଣ୍ଣ ରେ ଏହି ପଥର ଏଫୋଦର ରହିବ। |
14
|
ଦୁଇମାେଡା ହାଇେଥିବା ସୁବର୍ଣ୍ଣ ଜଞ୍ଜିର କରି ସହେି ଏଫୋଦ ରେ ଲଗାଇବ। |
15
|
"ନିପୁଣ କାରିଗର ଦ୍ବାରା ନିପୁଣ ଭାବରେ ବୁକୁପଟା ପ୍ରସ୍ତୁତ କର। ବୁକୁପଟା ଏଫୋଦ ପରି ସୂକ୍ଷ୍ମ ମଲ୍ମଲ୍ ଏବଂ ସୁବର୍ଣ୍ଣ, ନଳୀ, ବାଇଗଣି 15 ଏବଂ ଲାଲ୍ ମଲ୍ମଲ୍ ନିପୁଣ କଳାକୃତ୍ତି ରେ ନିର୍ମାଣ ହବୋ ଉଚିତ୍ା |
16
|
ଚତୁଷ୍କଣ ଓ ଦୋହରା ହବେ। ତହିଁର ଦୀର୍ଘତା ଏକ ଚାଖଣ୍ଡ ଓ ପ୍ରସ୍ଥ ଏକ ଚାଖଣ୍ଡ ହବେ। |
17
|
ତାହାକୁ ଚାରି ମଣି ପଂକ୍ତି ରେ ଖଚିତ କରିବ। ତହିଁରେ ପ୍ରଥମ ପଂକ୍ତି ରେ ଚୂଣୀ ଓ ପୀତମଣି ମର୍କତ, |
18
|
ଦ୍ବିତୀୟ ପଂକ୍ତି ରେ ପଦ୍ମରାଗ ଓ ନୀଳକାନ୍ତ ହୀରକ, |
19
|
ତୃତୀୟ ପଂକ୍ତି ରେ ପରେୋଜ, ୟିସ୍ମ ଓ କଟା ହଳୋ। |
20
|
ଚତୁର୍ଥ ପଂକ୍ତି ରେ ବୈଦୂର୍ୟ୍ଯ, ଗୋମଦେକ ଓ ସୂର୍ୟ୍ଯକାନ୍ତ। ଏହିସବୁ ସ୍ବର୍ଣ୍ଣ ରେ ନିଜ ନିଜ ପଂକ୍ତି ରେ ବସାୟିବ। |
21
|
ଏହି ମଣି ଇଶ୍ରାୟେଲ ପୁତ୍ରମାନଙ୍କ ନାମ ନିମନ୍ତେ ସମାନଙ୍କେ ନାମ ଅନୁସାରେ ଦ୍ବାଦଶ ହବେ। ମୁଦ୍ରା ନ୍ଯାଯ ଖାଦେିତ ପ୍ରେତ୍ୟକକ ମଣି ରେ ସହେି ଦ୍ବାଦଶ ବଂଶ ନିମନ୍ତେ ପ୍ରେତ୍ୟକକ ପୁତ୍ରନ ନାମ ରହିବ। |
22
|
"ବୁକୁପଟା ନିମନ୍ତେ ହାରଗୁଡିକ ତିଆରି କର। ଏହି ହାର ଶୁଦ୍ଧ ସୁବର୍ଣ୍ଣ ରେ ମାେଡା ୟାଇଥିବ। |
23
|
ବୁକୁପଟା ଉପରେ ସ୍ବର୍ଣ୍ଣର ଦୁଇ କଡା ରହିବ। ବୁକୁପଟାର ଦୁଇ ପ୍ରାନ୍ତ ରେ ସହେି ଦୁଇ କଡା ଲଗାଇବ। |
24
|
ବୁକୁପଟା ସ୍ଥିତ ଦୁଇ ସୁବର୍ଣ୍ଣ କଡା ମଧିଅରେ ସହେି ଦୁଇଟି ସୁବର୍ଣ୍ଣ ହାର ଲଗାଇବ। |
25
|
ଦୁଇ ସୁବର୍ଣ୍ଣ ହାରର ଦୁଇ ମୁଣ୍ଡକୁ ଏଫୋଦର ସ୍କନ୍ଧ ପଟି ରେ ବାନ୍ଧ। |
26
|
ଆଉ ଦୁଇଟି ସୁବର୍ଣ୍ଣର କଡା ନିର୍ମାଣ କର ଏବଂ ବୁକୁପଟାର ଏଫୋଦ ଭିତର ଭାଗସ୍ଥ ଦୁଇ କଣ ରେ ତାକୁ ଲଗାଅ। |
27
|
ଆହୁରି ଦୁଇଟୀ ସ୍ବର୍ଣ୍ଣ କଡା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଦପଟି ତଳେ ତହିଁର ସମ୍ମୁଖ ଭାଗ ରେ ୟୋଡ ସ୍ଥାନ ରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ। |
28
|
ବୁକୁପଟା ଯମେନ୍ତ ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ନୟିବ ଏଥିପାଇଁ ସମାନେେ ବୁକୁପଟାରକୁ ନିଜ କଡା ରେ ନୀଳସୁତ୍ର ଦ୍ବାରା ଏଫୋଦର କଡା ସହିତ ବନ୍ଦ ରଖିବେ। |
29
|
"ଯେତବେେଳେ ହାରୋଣ ପବିତ୍ର ସ୍ଥାନକୁ ପ୍ରବେଶ କରିବ, ସହେି ସମୟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ନିତ୍ଯ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟା ରେ ଇଶ୍ରାୟେଲ ପୁତ୍ରଗଣର ନାମ ସକଳ ଆପଣା ହୃଦଯ ଉପରେ ବହନ କରିବ। |
30
|
ସହେି ବିଚାରାର୍ଥକ ବୁକୁପଟା ରେ ତୁମ୍ଭେ ଉରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ। ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରବୁଙ୍କ ଛାମୁ ରେ ପ୍ରବେଶ କରିବ। ସହେି ସମୟରେ ହାରୋଣର ଦୃଦଯ ଉପରେ ତାହା ରହିବ, ପୁଣି ହାରୋଣ ସଦାପ୍ରଭୁଙ୍କ ଚାମୁ ରେ ପ୍ରେତ୍ୟକକଦିନ ଇଶ୍ରାୟେଲ ସନ୍ତାନଗଣର ବିଚାର ଆପଣା ହୃଦଯ ଉପରେ ବହିବ। |
31
|
"ଏଫୋଦ ନିମନ୍ତେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ରେ ଚୋଗା ତିଆରି କର। |
32
|
ଏହାର ମଧ୍ଯ ସ୍ଥଳ ରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ। ସାଞ୍ଚୁଆର ଗଳଦେଶ ନ୍ଯାଯ ସହେି ଛିଦ୍ରର ଚତୁର୍ଦ୍ଦିଗ ରେ ବୁଣା କର୍ମ ହବେ। ତହିଁରେ ତାହା ଛିଣ୍ଡି ୟିବ ନାହିଁ। |
33
|
ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗ ରେ ନୀଳ, ଧୂମ୍ର ଓ ସିନ୍ଦୁର ବର୍ଣ୍ଣର ଡାଳିମ୍ବ କରିବ। ଆଉ ଚାରି ଦିଗ ରେ ତହିଁ ମଧିଅରେ ସ୍ବର୍ଣଘଣ୍ଟି ରହିବ। |
34
|
ସହେି ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗ ରେ ଗୋଟିଏ ସ୍ବର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ, ପୁଣି ଗୋଟିଏ ସ୍ବର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ। |
35
|
ହାରୋଣ ସବୋ କରିବା ସମୟରେ ତାହା ପିନ୍ଧିବ। ଯେଉଁଥି ରେ ସେ ଯେତବେେଳେ ସଦାପ୍ରଭୁଙ୍କ ଛାମୁ ରେ ପବିତ୍ର ସ୍ଥାନ ରେ ପ୍ରବେଶ କରିବ ଓ ପ୍ରସ୍ଥାନ କରିବ, ସେତବେେଳେ ଘଣ୍ଟି ଶବ୍ଦ ଶୁଣାୟିବ। ଏହି ପ୍ରକା ରେ ହାରୋଣ ମରିବ ନାହିଁ। |
36
|
"ଶୁଦ୍ଧ ସୁବର୍ଣ୍ଣର ଏକ ପାତ୍ର ତିଆରି କର ଏବଂ େଛାଟ ମାହେର ରେ ଖାଦେିତ କଲାପରି ଏହା ଉପରେ ଖୋଦନ କର, "ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର"। |
37
|
ପୁଣି ପାଗ ଉପରେ ରହିବା ପାଇଁ ତାହା ନୀଳ ସୁତ୍ର ରେ ବନ୍ଦ କରି ପାଗର ସମ୍ମୁଖ ରେ ରଖିବ। |
38
|
ଏହା ହାରୋଣର କପାଳ ଉପରେ ରହିବ। ଇଶ୍ରାୟେଲୀୟମାନେ ଉତ୍ସର୍ଗ କରୁଥିବା ପବିତ୍ର ଉପହାର ପାଇଁ ହାରୋଣ ଦାଯୀ ହବେ। ଏହା ସର୍ବଦା ତା'ର କପାଳ ରେ ରହିବ, ଯାହା ଫଳ ରେ ସହେି ଉପହାରଟି ସଦାପ୍ରଭୁଙ୍କର ଗ୍ରହଣୀଯ ହବେ। |
39
|
"ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୋମ ବସ୍ତ୍ର ରେ ଓ ପାଗକୁ ଶୁଭ୍ର କ୍ଷୋମ ସୂତ୍ର ରେ ପ୍ରସ୍ତୁତ କରିବ। ପୁଣି କଟୀବନ୍ଧନ ସୂଚୀକର୍ମ ଦ୍ବାରା ଚିତ୍ର ବିଚିତ୍ର କରିବ। |
40
|
ହାରୋଣର ପୁତ୍ରଗଣଙ୍କ ନିମନ୍ତେ ଚୋଗା, କଟୀବନ୍ଧନ ଓ ପଗଡି ପ୍ରସ୍ତୁତ କର। ଏହି ବସ୍ତ୍ରଗୁଡିକ ସମାନଙ୍କେୁ ଗୌରବ ଓ ସୌନ୍ଦର୍ୟ୍ଯ ଦବେ। |
41
|
ପୁଣି ତୁମ୍ଭର ଭ୍ରାତା ହାରୋଣକୁ ଓ ତା'ର ପୁତ୍ରଗଣକୁ ସହେିସବୁ ବସ୍ତ୍ର ପରିଧାନ କରାଅ। ତା'ପରେ ସମାନଙ୍କେୁ ଅଭିଷିକ୍ତ କର ଓ ଧର୍ମ ସମ୍ପ୍ରଦାଯଭୁକ୍ତ କର, ତା'ପରେ ସମାନଙ୍କେୁ ଯାଜକ ରୂପେ ମାରେ ସବୋ କରିବା ପାଇଁ ଛାଡିଦିଅ। |
42
|
" ସମାନଙ୍କେର ଉଲଗ୍ନତା ଆଚ୍ଛାଦନ ନିମନ୍ତେ କଟୀଠାରୁ ଜଙ୍ଘ ପର୍ୟ୍ଯନ୍ତ ଶୁକ୍ଲ ଜଙ୍ଘିଆ ତିଆରି କର। |
43
|
ଏବଂ ଯେତବେେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ ତମ୍ବୁ ରେ ପ୍ରବେଶ କରିବେ କିମ୍ବା ପବିତ୍ର ସ୍ଥାନ ରେ ସବୋ କରିବା ନିମନ୍ତେ ୟଜ୍ଞବଦେୀର ନିକଟବର୍ତ୍ତୀ ହବେେ, ସେତବେେଳେ ସମାନେେ ଏହି ବସ୍ତ୍ର ପରିଧାନ କରିବା ଉଚିତ୍, ତା ହେଲେ ସମାନେେ ଦୋଷୀ ହବେେ ନାହିଁ ଓ ମୃତ୍ଯୁ ବରଣ କରିବେ ନାହିଁ। ସବୁ ସମୟରେ ସମାନେେ ଯାଜକ ରୂପେ କାର୍ୟ୍ଯ କରନ୍ତୁ ଏହା ହାରୋଣର ଓ ତାହାର ଭିବିଷ୍ଯତ୍ବଂଶଧର ପାଇଁ ଅନନ୍ତକାଳୀନ ବିଧି ଅଟେ।" |
Exodus 28:11 Oriya Language Bible Words basic statistical display
COMING SOON ...