Indian Language Bible Word Collections
Ezra 2:14
Ezra Chapters
Ezra 2 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Ezra Chapters
Ezra 2 Verses
1
|
ପ୍ରଦେଶର ଏହି ଲୋକମାନେ ୟୁଦ୍ଧ ବନ୍ଦୀରୁ ମୁକ୍ତିପାଇ ଫରେି ଆସିଲେ। ଅତୀତ ରେ ବାବିଲର ରାଜା ନବୂଖଦ୍ନିତ୍ସର ବନ୍ଦୀ ଭାବରେ ବାବିଲୋନକୁ ନଇୟୋଇଥିଲେ। ସହେି ଲୋକମାନେ ୟିରୁଶାଲମ ଓ ଯିହୁଦାକୁ ଫରେି ଆସିଲେ। ପ୍ରେତ୍ୟକକ ଲୋକେ ସମାନଙ୍କେର ନିଜ ନିଜ ସହରକୁ ଫରେି ଆସିଲେ। |
2
|
ଏହି ଲୋକମାନେ ସରୁଦ୍ଦାବିଲ, ଯଶୂେଯ, ନିହିମଯା, ସରାଯ, ରିଯଲୋଯ, ମର୍ଦ୍ଦଖଯ, ବିଲଶନ, ମିସ୍ପର, ଦିଗ୍ବଯ, ରହୂମ୍ ଓ ବାନା ସଙ୍ଗେ ଫରେି ଆସିଲେ। ଇଶ୍ରାୟେଲୀୟ ବଂଶୀଯ ପୁରୁଷମାନଙ୍କର ସଂଖ୍ଯା ଏହିପରି ଥିଲା। |
3
|
ପରିଯୋଶର ବଂଶଧର 2,172 ଜଣ। |
6
|
ଯଶୂେଯ ଓ ଯୋୟାବର ପରିବାର ମଧ୍ଯରୁ ପହତ୍ ମାୟୋବର ବଂଶଧର 2,812 ଜଣ। |
13
|
ଅଦୋନୀକାମର ବଂଶଧର 666 ଜଣ। |
14
|
ବିଗ୍ବଯର ବଂଶଧର 2,056 ଜଣ। |
16
|
ହିଜକିଯର ପରିବାରରୁ ଅଟରର ବଂଶଧର 98 ଜଣ। |
25
|
କିରିଯତ-ଯାରୀମ୍ ଓ କଫୀରା ଓ ବରେୋତ ସହରରୁ 743 ଜଣ। |
26
|
ରାମାର ଓ ଗବୋ ସହରରୁ 621 ଜଣ। |
28
|
ବୈଥଲରେ ଓ ଅଯ ସହରରୁ 223 ଜଣ। |
31
|
ଅନ୍ୟ ଏଲମ ସହରରୁ 1 ,254 ଜଣ। |
33
|
ଲୋଦ ଓ ହାଦୀଦ୍ ଓ ଓନୋ ସହରରୁ 725 ଜଣ। |
36
|
ୟିଦଯିଯର ଯାଜକମାନଙ୍କର ସଂଖ୍ଯା- ଯଶୂେଯ ପରିବାରରୁ 973 ଜଣ। |
37
|
ଇମ୍ମରେ ବଂଶଧର 1,052 ଜଣ। |
38
|
ପଶ୍ହୂରର ବଂଶଧର 1 ,247 ଜଣ। |
39
|
ହାରୀମର ବଂଶଧର 1 ,017 ଜଣ। |
40
|
ଲବେୀୟ ପରିବାରବର୍ଗରୁ ହୋଦବିଯର ପରିବାର ମଧ୍ଯରୁ ଯଶୂେଯ ଓ କଦ୍ମୀଯଲରେ ବଂଶଧର 74 ଜଣ। |
41
|
ଗାଯକମାନଙ୍କ ସଂଖ୍ଯା: ଆସଫର ବଂଶଧର 128 ଜଣ। |
42
|
ମନ୍ଦିର ଦ୍ବାରପାଳମାନଙ୍କ ବଂଶଧରମାନଙ୍କ ସଂଖ୍ଯା, ଶଲ୍ଲୁମର ବଂଶଧରଗଣ, ଆଟର ବଂଶଧରଗଣ, ଟଲମାନେ ବଂଶଧରଗଣ, ଆକ୍କବ ବଂଶଧରଗଣ, ହଟୀଟା ବଂଶଧରଗଣ ଓ ଶୋବଯର ବଂଶଧରଗଣ ସର୍ବ ମାଟେ 139 ଜଣ। |
43
|
ମନ୍ଦିରର ବିଶଷେ ଦାସମାନଙ୍କ ବଂଶଧରମାନେ ହେଲେ: ସୀହ, ହସୂଫା, ଟଦ୍ଦଯୋତ। |
48
|
ରତ୍ସୀନ ବଂଶଧରଗଣ, ନକୋଦ ବଂଶଧରଗଣ, ଗସମ ବଂଶଧରଗଣ, |
49
|
ଉଷ ବଂଶଧରଗଣ, ପା ସହେ ବଂଶଧରଗଣ, ବଷେଯ ବଂଶଧରଗଣ, |
50
|
ଅସ୍ନା ବଂଶଧରଗଣ, ମିଯୂନୀମ ବଂଶଧରଗଣ, ନଫିଷୀମ ବଂଶଧରଗଣ, |
51
|
ବକ୍ବୁକ ବଂଶଧରଗଣ, ହକୁଫା ବଂଶଧରଗଣ, ହହୂର୍ର ବଂଶଧରଗଣ, |
52
|
ବସ୍ଲୂତ ବଂଶଧରଗଣ, ମହୀଦା ବଂଶଧରଗଣ, ଦର୍ଶା ବଂଶଧରଗଣ, |
53
|
ବର୍କୋସ ବଂଶଧରଗଣ, ସୀଷରା ବଂଶଧରଗଣ, ତମହେ ବଂଶଧରଗଣ, |
54
|
ନତ୍ସୀହ ବଂଶଧରଗଣ, ହଟୀଫା ବଂଶଧରଗଣ, |
55
|
ଶଲୋମନର ଦାସମାନଙ୍କର ବଂଶଧରଗଣ, ସୋଟଯ ବଂଶଧରଗଣ, ହସୋଫରତେ ବଂଶଧରଗଣ, ପରୁଦା ବଂଶଧରଗଣ, |
56
|
ୟାଳା ବଂଶଧରଗଣ, ଦର୍କୋଣ ବଂଶଧରଗଣ, ଗିଦ୍ଦଲେ ବଂଶଧରଗଣ, |
57
|
ଶଫଟିଯ ବଂଶଧରଗଣ, ହଟୀଲ ବଂଶଧରଗଣ, ପୋଖରେତ୍ ବଂଶଧରଗଣ, ହତ୍ସବାଯିମ ବଂଶଧରଗଣ, ଅମୀ ବଂଶଧରଗଣ, |
58
|
ନଥନୀଯ ଶେ ଲୋମନଙ୍କ ଦାସମାନଙ୍କର ବଂଶଧର ସର୍ବ ମାଟେ 392 ଜଣ। |
59
|
ନିମ୍ନ ଲିଖିତ ଲୋକମାନେ ସହରରୁ ଆସିଲେ, ତଲମେଲହେ, ତଲହେର୍ଶା, କରେୁବ, ଅଦ୍ଦନ୍ ଓ ଇମ୍ମରେ, ମାତ୍ର ସମାନେେ ଇଶ୍ରାୟେଲୀୟ ଲୋକ ବୋଲି ନିଜନିଜ ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ। ସହେି ଲୋକମାନେ ହେଲେ: |
60
|
ଦଲାଯ, ଟୋବିୟ ଓ ନକୋଦର ବଂଶଧର 652 ଜଣ। |
61
|
ଯାଜକମାନଙ୍କ ବଂଶଧରମାନଙ୍କ ମଧ୍ଯରୁ ହବାଯ, ହକୋସ, ବର୍ସିଲ୍ଲଯ, ବର୍ସିଲ୍ଲଯ ଗିଲିଯଦୀଯ ବର୍ସିଲଯର ଏକ କନ୍ଯାକୁ ବିବାହ କରିବାରୁ ତାହାର ନାମ ଅନୁସାରେ ଖ୍ଯାତି ହାଇେଥିଲା। |
62
|
ଏହି ଲୋକମାନେ ସମାନଙ୍କେର ବଂଶାବଳୀର ନଥିପତ୍ର ଖାଜେିଲେ, କିନ୍ତୁ ସଗେୁଡିକ ପାଇବାକୁ ଅକ୍ଷମ ହେଲେ, ତେଣୁ ସମାନଙ୍କେୁ ଯାଜକତ୍ବରୁ ବାହାର କରି ଦିଆଗଲା। |
63
|
ଶାସନକର୍ତ୍ତା ସମାନଙ୍କେୁ କହିଲେ ଯେ, ସମାନେେ ସବୁଠୁ ପବିତ୍ର ଖାଦ୍ୟ ଖାଇ ପାରିବେ ନାହିଁ, ଯେପର୍ୟ୍ଯନ୍ତ ଜଣେ ଯାଜକ ଊରୀମ ଓ ତୁମ୍ମୀମ ସହିତ ପରାମର୍ଶ କରି ଉପସ୍ଥିତ ହାଇେ ନାହିଁ। |
64
|
ଏମାନେ ସମସ୍ତେ ମିଶି 42 ,360 ଜଣ ଥିଲେ। ଏମାନଙ୍କର ଦାସଦାସୀ ମିଶି 7,337 ଜଣ। ସମାନଙ୍କେର ମଧ୍ଯ 200 ଜଣ ଗାଯକ ଓ ଗାଯୀକା ଥିଲେ। |
66
|
ସମାନଙ୍କେର 736 ଘୋଡା ଥିଲା। 245 ଟି ଖଚର, 435 ଓଟ ଓ 6,720 ଗଧମାନ ଥିଲା। |
68
|
ସହେି ଦଳଟି ଆସି ୟିରୁଶାଲମର ସଦାପ୍ରଭୁଙ୍କର ମନ୍ଦିର ରେ ଉପସ୍ଥିତ ହେଲେ। ସଦାପ୍ରଭୁଙ୍କର ସହେି ମନ୍ଦିର ସ୍ବସ୍ଥାନ ରେ ସ୍ଥାପନ କରିବା ପାଇଁ ସ୍ବେଚ୍ଛାପୂର୍ବକ ଦାନ କଲେ। |
69
|
ସମାନେେ ନିଜ ନିଜ ଶକ୍ତି ଅନୁସାରେ ସହେି କର୍ମର ଭଣ୍ତାର ରେ 61 ,000 ଡାରିକନାମକ ସ୍ବର୍ଣ୍ଣମୂଦ୍ରା ଓ 5 ,000 ପାଉଣ୍ତ ରୂପା ଓ ଯାଜକମାନଙ୍କ ନିମନ୍ତେ 100 ବସ୍ତ୍ର ଦେଲେ। |
70
|
ଯାଜକମାନେ ଓ ଲବେୀୟମାନେ ଲୋକମାନଙ୍କ ମଧ୍ଯରୁ କେତକେ ଏବଂ ଗାଯକମାନେ, ଦ୍ବାରପାଳକମାନେ, ନଥୀନୀଯମାନେ ନିଜନିଜ ନଗର ରେ ଓ ସମଗ୍ର ଇଶ୍ରାୟେଲ ନିଜ ନିଜ ନଗର ରେ ବାସ କଲେ। |