1
|
ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, "ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କୁ ପରିତ୍ଯାଗ କର। ତୁମ୍ଭର ପିତାଙ୍କ ପରିବାର ଛାଡ଼। ମୁଁ ତୁମ୍ଭକୁ ଯେଉଁ ଦେଶ ଦଖାଇବେି ସହେି ଦେଶକୁ ୟାଅ। |
2
|
ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଂକତେ ହବେ। |
3
|
ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସମାନଙ୍କେୁ ଆଶୀର୍ବାଦ କରିବି। ଏବଂ ୟିଏ ତୁମ୍ଭକୁ ଅଭିଶାପ ଦବେ ମୁଁ ସମାନଙ୍କେୁ ଅଭିଶାପ ଦବେି। ତୁମ୍ଭ ଠାରୁ ପୃଥିବୀର ସବୁବଂଶ ଆଶୀର୍ବାଦ ପାଇବେ।" |
4
|
ସଦାପ୍ରଭୁଙ୍କର ବାକ୍ଯାନୁସା ରେ ଅବ୍ରାମ ହାରୋଣକୁ ପରିତ୍ଯାଗ କଲେ ଏବଂ ଲୋଟ ମଧ୍ଯ ତାଙ୍କ ସଙ୍ଗ ରେ ଗଲେ। ହାରୋଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବଯସ ପଞ୍ଚସ୍ତରି ବର୍ଷ ହାଇେଥିଲା। |
5
|
ଅବ୍ରାମ ତାଙ୍କର ସ୍ତ୍ରୀ ସାରୀକୁ, ଭାତୃପୁତ୍ର ଲୋଟଙ୍କୁ ଓ ହାରଣଠା ରେ ଆପଣାମାନଙ୍କ ସଂଚ଼ିତ ଧନ ଏବଂ ଲବ୍ଧ ପ୍ରାଣୀମାନଙ୍କୁ ଘନେି କିଣାନ ଦେଶକୁ ୟାତ୍ରା କଲେ। |
6
|
ଅବ୍ରାମ ସହେି ଦେଶ ମଧ୍ଯ ଦଇେ ଗଲେ, ଶିଖିମ ରେ ପହଞ୍ଚିବା ପର୍ୟ୍ଯନ୍ତ, ମାରେିର ଆଲୋନ୍ ବୃକ୍ଷମୂଳ ରେ ରହିଲେ। ସହେି ସମୟରେ କିଣାନୀଯମାନେ ସହେି ସ୍ଥାନ ରେ ବାସ କଲେ। |
7
|
ସଦାପ୍ରଭୁ ଅବ୍ରାମକୁ ଦର୍ଶନ ଦେଲେ ଏବଂ କହିଲେ, "ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦବେି।" |
8
|
ଏହାପରେ ଅବ୍ରାମ ସହେି ସ୍ଥାନ ଛାଡ଼ି ବୈଥଲରେ ପୂର୍ବ ଆଡ଼େ ପର୍ବତକୁ ୟାଇ ନିଜର ତମ୍ବୁ ସ୍ଥାପଲ କଲେ। ସଠାେରେ ପଶ୍ଚିମ ରେ ବୈଥେଲ୍ ଓ ପୂର୍ବ ଦିଗ ରେ ଅଯ ନଗର ଥିଲା। ଏବଂ ସହେିଠା ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ନିର୍ମାଣ କରି ସଦାପ୍ରଭୁଙ୍କ ନାମ ରେ ପ୍ରାର୍ଥନା କଲେ। |
9
|
ଏହାପରେ ଅବ୍ରାମ ଭ୍ରମଣ କରୁକରୁ ଦକ୍ଷିଣ ଦିଗକୁ ଗଲେ। |
10
|
ସହେି ସମୟରେ ସହେି ଦେଶର ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ତେଣୁ ଅବ୍ରାମ ବାସ କରିବା ପାଇଁ ମିଶର ଦେଶକୁ ୟାତ୍ରା କଲେ। |
11
|
ସେ ଯେତବେେଳେ ମିଶର ଦେଶର ନିକଟବର୍ତ୍ତୀ ହେଲେ ଅବ୍ରାମ ନିଜର ସ୍ତ୍ରୀ ସାରୀଙ୍କୁ କହିଲେ, "ମୁଁ ଜାଣେ ତୁମ୍ଭେ ଦେଖିବାକୁ ବହୁତ ସୁନ୍ଦର। |
12
|
ମିଶରୀଯମାନେ ତୁମ୍ଭକୁ ଦେଖିବେ ଏବଂ ଜାଣିବେ ଯେ, 'ତୁମ୍ଭେ ମାରେ ସ୍ତ୍ରୀ।' ତେଣୁ ସମାନେେ ମାେତେ ମାରି ଦବେେ ଏବଂ ତୁମ୍ଭକୁ ଦୂର ରେ ନଇେଯିବେ। |
13
|
ତେଣୁ ତୁମ୍ଭେ ଲୋକମାନଙ୍କୁ କହିବ, ତୁମ୍ଭେ ମାରେ ଭଉଣୀ ବୋଲି। ସେଥିପାଇଁ ସମାନେେ ମାେତେ ଦୟା ଦଖାଇବେେ। ଏହି ପ୍ରକା ରେ ତୁମ୍ଭେ ମାରେ ପ୍ରାଣକୁ ରକ୍ଷା କରିପାରିବ।" |
14
|
ଯେତବେେଳେ ଅବ୍ରାମ ମିଶରକୁ ପ୍ରବେଶ କଲେ, ମିଶରୀଯମାନେ ସହେି ସୁନ୍ଦରୀ ସ୍ତ୍ରୀଲୋକ ସାରୀଙ୍କୁ ଦେଖିଲେ। |
15
|
ଏହାପରେ ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁ ରେ ତାଙ୍କର ପ୍ରଶଂସା କଲେ। ଏହାପରେ ସହେି ସ୍ତ୍ରୀଲୋକଟିକୁ ଫାରୋଙ୍କ ଗୃହକୁ ଅଣାଗଲା। |
16
|
ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ଦୟା ଦଖାଇେଲେ, ଏବଂ ତାଙ୍କୁ ଗୋରୁ, ଗର୍ଦ୍ଦଭ, ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ। |
17
|
ମାତ୍ର ସଦାପ୍ରଭୁ ଫାରୋ ଏବଂ ତାଙ୍କ ପରିବାର ପ୍ରତି ଭୟଙ୍କର ମହାମାରୀ ଦ୍ବାରା ଶାସ୍ତି ବିଧାନ କଲେ, ଅବ୍ରାମଙ୍କ ସ୍ତ୍ରୀ ସାରୀଙ୍କ କାରଣରୁ। |
18
|
ତେଣୁ ଫାରୋ ଅବ୍ରାମଙ୍କୁ ଡ଼ାକି କହିଲେ, "ତୁମ୍ଭେ କାହିଁକି ମାେ ପ୍ରତି ଏପରି ମନ୍ଦ ଆଚ଼ରଣ କଲ? ସାରୀ ତୁମ୍ଭର ସ୍ତ୍ରୀ ବୋଲି ତୁମ୍ଭେ କହି ନଥିଲ! କାହିଁକି? |
19
|
ତୁମ୍ଭେ କହିଲ ଯେ, ' ସେ ତୁମ୍ଭର ଭଉଣୀ ଥିଲା।' ତୁମ୍ଭେ ଏପରି କାହିଁକି କଲ? ମୁଁ ତାଙ୍କୁ ମାରେ ସ୍ତ୍ରୀ କରି ବିବାହ କରିବାକୁ ଆଣିଲି। କିନ୍ତୁ ମୁଁ ବର୍ତ୍ତମାନ ତାକୁ ଫରୋଇ ଦେଉଛି। ତାଙ୍କୁ ଗ୍ରହଣ କର ଓ ଏଠାରୁ ଫରେିୟାଅ।" |
20
|
ଫାରୋ ତାଙ୍କର ଲୋକମାନଙ୍କୁ ମିଶରରୁ ତଡ଼ି ଦବୋ ପାଇଁ ଅବ୍ରାମଙ୍କୁ ନିର୍ଦ୍ଦେଶ ଦେଲେ। ତେଣୁ ଅବ୍ରାମ ଓ ତାଙ୍କର ସ୍ତ୍ରୀ ଏବଂ ସମସ୍ତ ଦ୍ରବ୍ଯ ଧରି ସହେି ସ୍ଥାନ ପରିତ୍ଯାଗ କଲେ। |
Genesis 12:10 Oriya Language Bible Words basic statistical display
COMING SOON ...