1
|
ଇଲୀହୁ ତା'ର କଥା ଜାରି ରଖି କହିଲା। ସେ କହିଲା |
2
|
"ମାେ ସହିତ ଟିକେ ସାମାନ୍ଯ ଅଧିକ ସମୟ ର୍ଧୈୟ୍ଯ ଧର। ଯାହା ଫଳ ରେ ମୁଁ ମାରୟେୁକ୍ତି ତୁମ୍ଭକୁ ଦଇପୋରିବି। ତଥାପି ପରମେଶ୍ବରଙ୍କ ତରଫରୁ ମାେତେ ବହୁତ କିଛି କହିବାର ଅଛି। |
3
|
ମାରେ ଜ୍ଞାନ ମୁଁ ସମସ୍ତଙ୍କ ମଧିଅରେ ବାଣ୍ଟି ଦବେି। ପରମେଶ୍ବର ମାେତେ ସୃଷ୍ଟି କରିଛନ୍ତି ଓ ମୁଁ ପ୍ରମାଣ କରି ଦବେି ଯେ ପରମେଶ୍ବର ନ୍ଯାଯନିଷ୍ଠ। |
4
|
ଆୟୁବ, ମୁଁ ସତ କହୁଛି ମୁଁ ଜାଣେ ମୁଁ କେଉଁ ବିଷଯ ରେ କଥାବାର୍ତ୍ତା କରୁଛି। |
5
|
ପରମେଶ୍ବର ଅତି ଶକ୍ତିଶାଳୀ କିନ୍ତୁ ସେ ଲୋକମାନଙ୍କୁ ଘୃଣା କରନ୍ତି ନାହିଁ। ପରମେଶ୍ବର ଅତ୍ଯନ୍ତ ଶକ୍ତିଶାଳୀ, ସେ ମଧ୍ଯ ଅତି ଜ୍ଞାନୀ। |
6
|
ଦୁଷ୍ଟ ଲୋକଙ୍କୁ ବଞ୍ଚିବା ପାଇଁ ପରମେଶ୍ବର ଅନୁମତି ନବେେ ନାହିଁ। ପରମେଶ୍ବର ଦରିଦ୍ର ଲୋକମାନଙ୍କ ପ୍ରତି ସଦା ନ୍ଯାଯଶୀଳ। |
7
|
ପରମେଶ୍ବର ସତ୍ ଲୋକମାନଙ୍କୁ ଦଖାଚୋହାଁ କବେେ ବନ୍ଦ କରନ୍ତି ନାହିଁ। ସେ ସମାନଙ୍କେୁ ରାଜାମାନଙ୍କ ପରି ଚିରଦିନ ସିଂହାସନ ରେ ବସାନ୍ତି ଏବଂ ସେ ସମାନଙ୍କେର ଉତ୍ଥାନ କରନ୍ତି। |
8
|
ତେଣୁ ଯଦି ଲୋକମାନେ ଦଣ୍ଡ ପାଆନ୍ତି, ସମାନେେ ରସି ଓ ଜଞ୍ଜିର ରେ ବନ୍ଧା ହୁଅନ୍ତି। |
9
|
ଏବଂ ପରମେଶ୍ବର ସମାନଙ୍କେୁ କହିବେ କ'ଣ ସମାନେେ ଭୁଲ କରିଛନ୍ତି। ପରମେଶ୍ବର ତାଙ୍କୁ କହିବେ, ସେ ପାପ କରିଛି, ପରମେଶ୍ବର ତାଙ୍କୁ କହିବେ ସମାନେେ ଗର୍ବୀ। |
10
|
ପରମେଶ୍ବର ତାଙ୍କ ଚତାବେନୀ ଶୁଣିବାକୁ ସମାନଙ୍କେୁ ବାଧ୍ଯ କରିବେ। ସେ ତାଙ୍କୁ ପାପ ବନ୍ଦ କରିବାକୁ ନିର୍ଦ୍ଦଶେ ଦବେେ। |
11
|
ଯଦି ସହେି ଲୋକମାନେ ପରମେଶ୍ବରଙ୍କ କଥା ଶୁଣନ୍ତି ଓ ତାଙ୍କୁ ମାନନ୍ତି, ତା' ହେଲେ ପରମେଶ୍ବର ତାଙ୍କୁ ସଫଳ କରାଇବେ ଏବଂ ସମାନେେ ସୁଖ ଶାନ୍ତି ରେ ଜୀବନ କଟାଇବେ। |
12
|
ଯଦି ସହେି ଲୋକମାନେ ପରମେଶ୍ବରଙ୍କ ଆଦେଶ ମାନିବାକୁ ମନା କରନ୍ତି, ତା' ହେଲେ ସମାନେେ ଧ୍ବଂସ ହବେେ। ସମାନେେ ମୂର୍ଖଙ୍କ ଭଳି ମରିବେ। |
13
|
ନାସ୍ତିକ ଲୋକମାନେ କୋର୍ଧକୁ ସମାନଙ୍କେ ନିଜ ପାଇଁ ସାଇତି ରଖନ୍ତି। ଯେତବେେଳେ ପରମେଶ୍ବର ତାକୁ ଦଣ୍ଡ ଦିଅନ୍ତି, ସେତବେେଳେ ସମାନେେ ପରମେଶ୍ବରଙ୍କୁ ସାହାୟ୍ଯ ପାଇଁ କ୍ରନ୍ଦନର ଲୋକ ଉଠାଇବାକୁ ମନା କରନ୍ତି। |
14
|
ସହେି ଲୋକମାନେ ମରିବେ, ଯେତବେେଳେ ସମାନେେ ଅଦ୍ଯପି ୟୁବା, ମନ୍ଦିରର ପୁରୁଷ ବେଶ୍ଯାପରି। |
15
|
କିନ୍ତୁ ପରମେଶ୍ବର ଦୁଃଖୀ ଲୋକମାନଙ୍କୁ ସମାନଙ୍କେର ଦୁଃଖରୁ ଉଦ୍ଧାର କରନ୍ତି। ପରମେଶ୍ବର ଏହି ଦୁଃଖ ମାଧ୍ଯମ ରେ ଲୋକମାନଙ୍କୁ ସଚତନେ କରାଇ ଦିଅନ୍ତି, ତାଙ୍କ କଥା ଶୁଣିବା ପାଇଁ। |
16
|
ପରମେଶ୍ବର ତୁମ୍ଭକୁ କଷ୍ଟରୁ ବାହାର କରିବା ପାଇଁ ଚାହାନ୍ତି ଏବଂ ତା' ବଦଳ ରେ ଏକ କଷ୍ଟବିହୀନ ଜୀବନ ଦବୋ ପାଇଁ ଚାହାଁନ୍ତି। ପରମେଶ୍ବର ଚାହାଁନ୍ତି ତୁମ୍ଭ ଟବେୁଲ ରେ ପ୍ରଚୁର ଖାଦ୍ୟ ରହୁ। |
17
|
କିନ୍ତୁ ବର୍ତ୍ତମାନ ଆୟୁବ, ତୁମ୍ଭେ ବିଚାର ରେ ଦୋଷୀ ସାବ୍ଯସ୍ତ ହେଲ। ତେଣୁ ତୁମ୍ଭେ ଜଣେ ମନ୍ଦ ବ୍ଯକ୍ତି ଭଳି ଶାସ୍ତି ପାଇଲ। |
18
|
ତୁମ୍ଭର କୋରଧ ତୁମ୍ଭକୁ ବଦଳାଇ ନଦେଉ, ଯାହା ଫଳ ରେ ତୁମ୍ଭେ ପରମେଶ୍ବରଙ୍କୁ ପରିହାସ କରିବ। ଏବଂ ଗୁରୁତର କ୍ଷତିପୂରଣ ତୁମ୍ଭକୁ ଦୂରକୁ ନଇେ ନଯାଉ। |
19
|
ତୁମ୍ଭର ଟଙ୍କା ପଇସା ତୁମ୍ଭକୁ ବର୍ତ୍ତମାନ ସାହାୟ୍ଯ କରିପା ରେ ନାହିଁ କି ଶକ୍ତିଶାଳୀ ଲୋକ ମଧ୍ଯ ତୁମ୍ଭକୁ ସାହାୟ୍ଯ କରିପା ରେ ନାହିଁ। |
20
|
ରାତି ଆସୁ ବୋଲି ଇଚ୍ଛା କର ନାହିଁ। ଲୋକେ ରାତି ରେ ମିଳାଇ ୟିବାକୁ ଚେଷ୍ଟା କରନ୍ତି। ସମାନେେ ଭାବନ୍ତି ସମାନେେ ପରମେଶ୍ବରଙ୍କଠାରୁ ଲୁଚିକି ରହିପାରିବେ। |
21
|
ଆୟୁବ, ତୁମ୍ଭେ ବହୁତ କଷ୍ଟ ସହିଲଣି। ତଥାପି ମନ୍ଦ ବିଷଯ ପସନ୍ଦ କର ନାହିଁ। ସାବଧାନ, ଭୁଲ୍ କାମ କର ନାହିଁ। |
22
|
ଦେଖ, ପରମେଶ୍ବରଙ୍କ ଶକ୍ତି ତାଙ୍କୁ ମହାନ କରିଛି। ପରମେଶ୍ବର ହେଉଛନ୍ତି ସବୁଠାରୁ ବଡ଼ ଶିକ୍ଷକ। |
23
|
କହେି ଜଣେ ବ୍ଯକ୍ତି ପରମେଶ୍ବରଙ୍କୁ କ'ଣ କାର୍ୟ୍ଯ କରିବେ କହିପାରିବ ନାହିଁ। କହେି ତାଙ୍କୁ କହିପାରିବ ନାହିଁ, ' ହେ ପରମେଶ୍ବର, ତୁମ୍ଭେ ଭୁଲ୍ କରିଛ।' |
24
|
ମନରେଖ, ପରମେଶ୍ବରଙ୍କ କାର୍ୟ୍ଯ ପାଇଁ ତାଙ୍କୁ ପ୍ରଶଂସା କର। ବହୁତ ଲୋକେ ପରମେଶ୍ବରଙ୍କୁ ପ୍ରଶଂସା କରି ଅନକେ ଗୀତ ଲେଖିଛନ୍ତି। |
25
|
ପ୍ରେତ୍ୟକକ ଲୋକ ପରମେଶ୍ବର କ'ଣ କରିଛନ୍ତି ଦେଖିପାରିବ। ଦୂର ଦେଶର ଲୋକମାନେ ସହେିସବୁ କଥା ଦେଖିପାରିବେ। |
26
|
ହଁ, ପରମେଶ୍ବର ମହାନ୍ ଅଟନ୍ତି। ଆମ୍ଭେ କିନ୍ତୁ ତାଙ୍କର ମହାନତାକୁ ବୁଝିପାରୁ ନାହୁଁ। ଏହା ଜାଣିବା ଅସମ୍ଭବ ପରମେଶ୍ବର କେତେ ବର୍ଷରୁ ଅଛନ୍ତି। |
27
|
ପରମେଶ୍ବର ଭୂମରୁ ଜଳ ନିଅନ୍ତି ଓ ତାକୁ କୁହୁଡ଼ି ଓ ବର୍ଷା ରେ ପରିଣତ କରନ୍ତି। |
28
|
ତେଣୁ ବାଦଲ ଖଣ୍ଡ ଜଳ ବୃଷ୍ଟି କରନ୍ତି। ତା' ଫଳ ରେ ବର୍ଷାଜଳ ଅନକେ ଲୋକଙ୍କ ଉପରେ ପଡ଼େ। |
29
|
କହେି ବୁଝିପାରିବେ ନାହିଁ ଯେ, ପରମେଶ୍ବର ମେଘକୁ ବାହା ରେ ବିସ୍ତାର କରନ୍ତି କି ଆକାଶ ରେ ଘଡ଼ଘଡ଼ି କିପରି ମା ରେ। |
30
|
ଦେଖ, ପରମେଶ୍ବର କମେିତି ପୃଥିବୀ ଉପରେ ବିଜୁଳିର ଆଲୋକ ବିସ୍ତାର କରନ୍ତି ଓ ସମୁଦ୍ରର ଗଭୀରତମ ପ୍ରଦେଶକୁ ମଧ୍ଯ ଆଚ୍ଛାଦିତ କରି ଦିଅନ୍ତି। |
31
|
ପରମେଶ୍ବର ସମାନଙ୍କେୁ ବ୍ଯବହାର କରନ୍ତି ଦେଶମାନଙ୍କୁ ନିଯନ୍ତ୍ରଣ କରିବା ପାଇଁ ଓ ପ୍ରଚୁର ଖାଦ୍ୟ ସମାନଙ୍କେୁ ଦବୋପାଇଁ। |
32
|
ପରମେଶ୍ବର ନିଜ ହାତ ରେ ବିଜୁଳି ଆଚ୍ଛାଦନ କରି ସେ ନିଜେ ଚାହୁଁଥିବା ଜାଗାମାନଙ୍କୁ ମାରନ୍ତି। |
33
|
ଘଡ଼ଘଡ଼ି ସୂଚନା ଦିଏ ଯେ ଝଡ଼ ଆସୁଛି। ଏପରିକି ପଶୁପଲ ମଧ୍ଯ ଆଗାମୀ ଝଡ଼ ବତାସ ଆସିବା ଜାଣିପାରନ୍ତି। |
Job 36:14 Oriya Language Bible Words basic statistical display
COMING SOON ...