Indian Language Bible Word Collections
Job 4:20
Job Chapters
Job 4 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Job Chapters
Job 4 Verses
1
|
ତୈମନୀଯ ଇଲୀଫସ୍ ଉତ୍ତର ଦେଲେ, |
2
|
'ମୁଁ ନିଶ୍ଚଯ କିଛି କହିବି, ଏହାଦ୍ବାରା ତୁମ୍ଭେ ଦୁଃଖିତ ହବେ କି ? |
3
|
ଆୟୁବ ତୁମ୍ଭେ ବହୁତ ଲୋକଙ୍କୁ ଶିକ୍ଷା ଦଇେଛ। କେତେ ଦୁର୍ବଳ ଲୋକକୁ ତୁମ୍ଭେ ବଳବାନ କରିଛ। |
4
|
ତୁମ୍ଭର ବାକ୍ଯ ଲୋକଙ୍କୁ ଛିଡ଼ା ହବୋକୁ ଶକ୍ତି ଦଇେଛି। ତୁମ୍ଭେ ସହେିମାନଙ୍କୁ ବଳବାନ କରିଛ, ଯେଉଁମାନେ ଦିନେ ନିଜ ଗୋଡ଼ ରେ ଛିଡ଼ା ହାଇେ ପାରୁ ନ ଥିଲେ। |
5
|
କିନ୍ତୁ ବର୍ତ୍ତମାନ ତୁମ୍ଭ ନିକଟକୁ ବିପଦ ଆସିଛି ଓ ତୁମ୍ଭେ ହତାଶ ହାଇେଛ, ବିପଦ ତୁମ୍ଭକୁ ଆଘାତ କରିଛି ଓ ତୁମ୍ଭେ ବିବ୍ରତ ହେଉଛ। |
6
|
ତୁମ୍ଭେ ପରମେଶ୍ବରଙ୍କୁ ଉପାସନା କର। ତୁମ୍ଭେ ତାଙ୍କୁ ବିଶ୍ବାସ କର। ତୁମ୍ଭେ ଜଣେ ଉତ୍ତମ ବ୍ଯକ୍ତି। ତାହାହିଁ ତୁମ୍ଭର ଆଶାର ସୋର୍ତ ହେଉ। |
7
|
ଆୟୁବ ଥରେ ଭାବି ଦେଖିଲ, କହେି ନିରପରାଧ ବ୍ଯକ୍ତି କବେେ ଧ୍ବଂସ ହାଇେଛନ୍ତି! ଉତ୍ତମ ବ୍ଯକ୍ତିମାନଙ୍କର ବିନାଶ ଘଟେ ନାହିଁ। |
8
|
ମୁଁ ଦେଖିଛି କେତକେ ବ୍ଯକ୍ତି ଅନ୍ୟକୁ ବିପଦ ରେ ପକାନ୍ତି ଏବଂ ସମାନଙ୍କେ ଜୀବନକୁ ଦୁଃର୍ବିସହ କରି ଦିଅନ୍ତି। କିନ୍ତୁ ଶଷେ ରେ ସମାନେେ ହିଁ ଦଣ୍ଡ ପାଆନ୍ତି। |
9
|
ପରମେଶ୍ବରଙ୍କ ଦଣ୍ଡ ରେ ସମାନେେ ମୃତ୍ଯୁବରଣ କରନ୍ତି। ପରମେଶ୍ବରଙ୍କ କୋର୍ଧ ରେ ସମାନେେ ଧ୍ବଂସ ହୁଅନ୍ତି। |
10
|
ଦୁଷ୍ଟଲୋକ ସଂହ ଭଳି ଗର୍ଜନ କରି ଶୀଘ୍ର ବଢ଼ିୟାନ୍ତି। କିନ୍ତୁ ପରମେଶ୍ବର ସମାନଙ୍କେୁ ନିରବ କରାଇ ଦିଅନ୍ତି ଓ ସମାନଙ୍କେର ଦାନ୍ତକୁ ଭାଙ୍ଗି ଦିଅନ୍ତି। |
11
|
ହଁ, ସହେି ଦୁଷ୍ଟଲୋକ ଗୁଡ଼ାକ ସିଂହ ଭଳି, ଯେଉଁମାନେ ପ୍ରାଣୀମାନଙ୍କୁ ମାରିବାକୁ ପାଆନ୍ତି ନାହିଁ। ସମାନେେ ଶଷେ ରେ ମୃତ୍ଯୁବରଣ କରନ୍ତି ଓ ସମାନଙ୍କେର ପିଲାମାନେ ଚାରିଆଡ଼େ ଘୂରି ବୁଲନ୍ତି। |
12
|
ଗୁପ୍ତ ରେ ମାେ ନିକଟକୁ ଗୋଟିଏ ଖବର ଆସିଲା। ମାରେ କାନ ସହେି ବିଷଯ ରେ କିଛି ଗୁଣୁଗୁଣୁ ଶବ୍ଦ ଶୁଣିଲା। |
13
|
ରାତ୍ରିର ଗୋଟିଏ ଖରାପ ସ୍ବପ୍ନ ଭଳି ଏହା ମାରେ ନିଦ୍ରାକୁ ନଷ୍ଟ କରି ଦଲୋ। |
14
|
ମୁଁ ଭୟଭୀତ ହଲିେ ଓ ମାରେ ହାତସବୁ ଥରିଲା। |
15
|
ଏହି ସମୟରେ ଗୋଟାଏ ଆତ୍ମା ମାରେ ମୁହଁ ସମ୍ମୁଖ ରେ ଚାଲିଗଲା ଏବଂ ମାରେ ରୋମ ଟାଙ୍କୁରି ଉଠିଲା। |
16
|
ସହେି ଆତ୍ମା ମାରେ ସମ୍ମୁଖ ରେ ଥିଲା କିନ୍ତୁ ମୁଁ ତାକୁ ଦେଖି ପାରୁ ନ ଥିଲି। ତା'ର ମୂର୍ତ୍ତି ମାେ ଚକ୍ଷୁ ସମ୍ମୁଖ ରେ ଥିଲା ଏବଂ ଚାରିଆଡ଼େ ନିଶବ୍ଦ ଥିଲା। ତା'ପରେ ମୁଁ ଏକ ଧୀର ସ୍ବର ଶୁଣିବାକୁ ପାଇଲି। |
17
|
ଜଣେ ମନୁଷ୍ଯ କ'ଣ ପରମେଶ୍ବରଙ୍କଠାରୁ ଅଧିକ ଧାର୍ମିକ ହାଇେ ପାରିବ? ନିଜ ସୃଷ୍ଟିକର୍ତ୍ତାଠାରୁ ମନୁଷ୍ଯ କ'ଣ ଅଧିକ ପବିତ୍ର ହାଇପୋରିବ ? |
18
|
ଦେଖ, ପରମେଶ୍ବର ତାଙ୍କ ସ୍ବର୍ଗୀଯ ସବେକଗଣଙ୍କୁ ମଧ୍ଯ ବିଶ୍ବାସ କରିପାରନ୍ତି ନାହିଁ। ପରମେଶ୍ବର ତାଙ୍କ ଦୂତଗଣଠା ରେ ମଧ୍ଯ ଭୁଲ୍ ପାଆନ୍ତି। |
19
|
ନିଶ୍ଚିତ ରୂପେ ମନୁଷ୍ଯମାନେ ଅଧିକ ଖରାପ। ସମାନେେ ମାଟି ଘ ରେ ବାସ କରନ୍ତି। ସମାନଙ୍କେର ପ୍ରାରମ୍ଭ ଧୂଳିରୁ, ସମାନେେ ଦଳିତ ହାଇେ ପକ୍ଷୟୁକ୍ତ ପୋକ ମରିବାଠାରୁ ଅଧିକ ସହଜ ରେ ମରିୟାନ୍ତି। |
20
|
ଲୋକମାନେ ପ୍ରାତଃକାଳଠାରୁ ସୂର୍ୟ୍ଯାସ୍ତ ପର୍ୟ୍ଯନ୍ତ ମରନ୍ତି, ଏବଂ ତାହା କହେି ଖାତିରି କରନ୍ତି ନାହିଁ। ସମାନେେ ମରନ୍ତି ଏବଂ ଚିରକାଳ ପାଇଁ ଚାଲି ୟାଆନ୍ତି। |
21
|
ସମାନଙ୍କେର ତମ୍ବୁର ରସିସବୁ ଛିଣ୍ଡିୟାଏ, ସମାନେେ ଜ୍ଞାନଭ୍ରଷ୍ଟ ହାଇେ ମୃତ୍ଯୁବରଣ କରନ୍ତି।' |