Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Books

Job Chapters

Job 8 Verses

1 ବିଲ୍ଦଦ୍ ଶୂହୀଯକୁ ଉତ୍ତର ଦଇେ କହିଲା, ତୁମ୍ଭେ କେତକୋଳ ଏହିପରି କଥା କହିବ ?
2 "ତୁମ୍ଭର କଥାସବୁ ପ୍ରବଳ ବାଯୁ ତୁଲ୍ଯ ଅଟେ।
3 ପରମେଶ୍ବର କ'ଣ ବିଚାରର ବିପରୀତ କରନ୍ତି କି ? ଅଥବା ସର୍ବଶକ୍ତିମାନ ନ୍ଯାଯର ବିପରୀତ କରନ୍ତି କି ?
4 ଯଦି ତୁମ୍ଭର ପୁତ୍ର କନ୍ଯାଗଣ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କରିଅଛନ୍ତି, ସେଥିପାଇଁ ସେ ସମାନଙ୍କେୁ ସମାନଙ୍କେର ଅପରାଧ ପାଇଁ ଶାସ୍ତି ପ୍ରଦାନ କରିଛନ୍ତି।
5 କିନ୍ତୁ ବର୍ତ୍ତମାନ ଆୟୁବ ତୁମ୍ଭେ ପରମେଶ୍ବରଙ୍କୁ ଦେଖ ଏବଂ ସହେି ସର୍ବଶକ୍ତିମାନ ପରମେଶ୍ବରଙ୍କୁ ପ୍ରାର୍ଥନା କର।
6 ଯଦି ତୁମ୍ଭେ ଶୁଦ୍ଧ ଓ ନିର୍ଦ୍ ଦୋଷ ତବେେ ସେ ନିଶ୍ଚିତ ଭାବରେ, ସେ ତୁମ୍ଭକୁ ସାହାୟ୍ଯ କରିବେ ଏବଂ ତୁମ୍ଭର ଯଥାର୍ଥ ବାସସ୍ଥାନକୁ ପୁନଃସ୍ଥାପନ କରିବେ।
7 ତୁମ୍ଭର ପ୍ରଥମ ଅବସ୍ଥା ଯାହା ଥିଲା ତାହାଠାରୁ ତୁମ୍ଭକୁ ସେ ଅଧିକ ଉନ୍ନତ କରିବେ।
8 ପ୍ରାଚୀନ କାଳର ଲୋକମାନଙ୍କୁ ପଚାର ଓ ସମାନଙ୍କେ ପୂର୍ବପୁରୁଷମାନେ ସମାନଙ୍କେୁ ଯାହା ଶିକ୍ଷା ଦଇେଥିଲେ, ତାକୁ ମନୋୟୋଗ ଦଇେ ଶୁଣ।
9 ଯାହା ଦଖାଯାେଉଛି, ସତେ ଯମେିତି ଆମ୍ଭେ ଗତକାଲି ଜନ୍ମ ଗ୍ରହଣ କରିଛୁ। ଆମ୍ଭେ କିଛି ଜାଣି ନାହୁଁ ପୃଥିବୀ ରେ ଆମ୍ଭର ଦିନ ଛାଯା ପରି।
10 ସହେି ପୂର୍ବର ଲୋକମାନେ ତୁମ୍ଭକୁ ଶିକ୍ଷା ଦବେେ। ସମାନେେ ଯାହା ଶିକ୍ଷା କରିଥିଲେ, ତୁମ୍ଭକୁ ତାହା ଶିକ୍ଷା ଦବେେ।
11 ବିଲଦଦ୍ ଉତ୍ତର ଦଲୋ, "ଶୁଖିଲା ଭୂମିରେ କ'ଣ ନଳବଣ ବଢ଼ିପା ରେ ? ଜଳବିନା କ'ଣ ସନ୍ତରା ବଢ଼ିପା ରେ।
12 ଯଦି ଜଳ ଶୁଖିୟାଏ, ସହେିସବୁ ବୃକ୍ଷ ମଧ୍ଯ ଶୁଖିୟିବ ଏପରିକି ଯେତବେେଳେ ସମାନେେ ବଢ଼ଥିଲା ବେଳେ ଅନ୍ୟ କୌଣସି ବୃକ୍ଷ ପୂର୍ବରୁ ସମାନେେ ଶୁଖି ୟାଆନ୍ତି।
13 ଯେଉଁ ଲୋକମାନେ ପରମେଶ୍ବରଙ୍କୁ ଭୁଲି ୟାଆନ୍ତି ସମାନେେ ସହେି ଘାସ ସଦୃଶ। ପରମେଶ୍ବରଙ୍କୁ ଭୁଲି ୟାଇଥିବା ଲୋକର କୌଣସି ଆଶା ନ ଥାଏ।
14 ସେ ଲୋକର ଆଉ ୟିବା ପାଇଁ କିଛି ନାହିଁ। ତା'ର ସୁରକ୍ଷା ବୁଢ଼ିଆଣୀର ଜାଲପରି।
15 ସେ ଯଦି ତା' ଉପରେ ଆଉଜି ପଡ଼େ, ତାହା ଛିଣ୍ଡିୟିବ। ସେ ତାକୁ ଧରି ରଖିଲେ ଏହା ତାକୁ ଧରି ରଖି ପାରିବ ନାହିଁ।
16 ସହେି ବ୍ଯକ୍ତି ଏକ ଲତା ସଦୃଶ ୟିଏ ପ୍ରଚୁର ପାଣି ଓ ସୂର୍ୟ୍ଯ କିରଣ ରେ ବଢ଼େ। ତାହାର ଶାଖା ପ୍ରଶାଖା ସମସ୍ତ ଉଦ୍ୟାନ ରେ ବ୍ଯାପି ଥାଏ।
17 ଏହା ତା'ର ଚରେ ଦ୍ବାରା ଗଦାଏ ପଥରକୁ ଗୁଡ଼ାଇ ଦିଏ।
18 ଯଦି ସହେି ଲତାକୁ ତା'ର ନିଜ ସ୍ଥାନରୁ ବିଚ୍ଯୁତ କରାୟାଏ ଏହା ମରିୟିବ ଏବଂ କହେି ଜାଣିପାରିବେ ନାହିଁ। ପୂର୍ବରୁ ଏପରି ଏକ ଲତା ଏଠା ରେ ଥିଲା।
19 କିନ୍ତୁ ସେ ଗଛ ଖୁସି ଥିଲା। ତାହା ଜାଗା ରେ ଅନ୍ୟ ଏକ ଲତା ମାଡ଼ିବ।
20 ପରମେଶ୍ବର ଅନ୍ଯାଯସବୁକୁ କବେେ ପ୍ରତ୍ଯାଖ୍ଯାନ କରନ୍ତି ନାହିଁ କି ଦୁଷ୍ଟ ଲୋକକୁ ସାହାୟ୍ଯ କରନ୍ତି ନାହିଁ।
21 ପରମେଶ୍ବର ପୁଣି ତୁମ୍ଭ ମୁଖ ରେ ହସ ଫୁଟାଇବେ। ତୁମ୍ଭେ ଓଠ ରେ ଖୁସିର ଶବ୍ଦ ଭରି ଦବେେ।
22 ତୁମ୍ଭର ଶତ୍ରୁମାନେ ଲଜ୍ଜାର ପୋଷାକ ପିନ୍ଧିବେ ଓ ଦୁଷ୍ଟ ଲୋକର ଗୃହ ଗୁଡ଼ିକ ଧ୍ବଂସ ହବେ।"
×

Alert

×