Indian Language Bible Word Collections
Job 9:23
Job Chapters
Job 9 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Job Chapters
Job 9 Verses
1
|
ତା'ପରେ ଆୟୁବ ବିଲଦଦକୁ ଉତ୍ତର ଦଲୋ। |
2
|
"ହଁ, ଏହା ସତ୍ଯ ବୋଲି ମୁଁ ଜାଣେ ଯାହା ତୁମ୍ଭେ କହୁଛ। ଜଣେ ପରମେଶ୍ବରଙ୍କୁ ୟୁକ୍ତି ରେ କିପରି ଜିତି ପାରିବ ? |
3
|
ଜଣେ ବ୍ଯକ୍ତି ପରମେଶ୍ବରଙ୍କ ସହିତ ବାଦାନୁବାଦ କରିପାରିବ ନାହିଁ। ପରମେଶ୍ବର ତାକୁ 10 00 ପ୍ରଶ୍ନ କରିପାରନ୍ତି ସେ କିନ୍ତୁ ଗୋଟିକର ଉତ୍ତର ମଧ୍ଯ ଦଇପୋରିବ ନାହିଁ। |
4
|
ପରମେଶ୍ବର ଅତି ବିଜ୍ଞ ଓ ଶକ୍ତିଶାଳୀ ଅଟନ୍ତି। କହେି ତାଙ୍କ ବିରୁଦ୍ଧ ରେ ଛିଡ଼ା ହାଇେ କବେେ ଅକ୍ଷତ ରହିପାରିବ ନାହିଁ। |
5
|
ପରମେଶ୍ବର କୋରଧ ହେଲେ ପର୍ବତକୁ ମଧ୍ଯ ତା' ନିଜ ସ୍ଥାନରୁ ହଟାଇ ଦଇେ ପାରନ୍ତି। ଏବଂ ସହେି ପର୍ବତ ମଧ୍ଯ ନିଜେ ଜାଣିପା ରେ ନାହିଁ। |
6
|
ପରମେଶ୍ବର ଇଚ୍ଛାକଲେ ଭୂମିକମ୍ପ ସୃଷ୍ଟି କରି ପୃଥିବୀକୁ ହଲାଇ ପାରନ୍ତି। ପରମେଶ୍ବର ପୃଥିବୀର ମୂଳଦୁଆ ଦୋହଲାଇ ଦଇେ ପାରନ୍ତି। |
7
|
ପରମେଶ୍ବର ସୂର୍ୟ୍ଯକୁ କହି ତା'ର ଉଦଯ ହବୋକୁ ବନ୍ଦ କରିଦଇେ ପାରନ୍ତି। ସେ ତାରାଗଣକୁ ଚମକିବା ବନ୍ଦ କରି ଦଇପୋରନ୍ତି। |
8
|
ପରମେଶ୍ବର ଏକାକୀ ଆକାଶକୁ ବିସ୍ତାର କରିଛନ୍ତି। ପରମେଶ୍ବର ସମୁଦ୍ରର ତରଙ୍ଗ ଉପରେ ଚାଲନ୍ତି। |
9
|
ପରମେଶ୍ବର ନକ୍ଷତ୍ରପୁଞ୍ଜ, ତାରାଗଣ ଓ ସପ୍ତର୍ଷିମଣ୍ଡଳ ନିର୍ମାଣ କରିଛନ୍ତି। ସେ ଗ୍ରହ ନିର୍ମାଣ କରିଛନ୍ତି। ଯାହା ଦକ୍ଷିଣ ଆକାଶକୁ ପାରକରେ। |
10
|
ପରମେଶ୍ବର ଅନକେ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରନ୍ତି, ଯାହା ଲୋକେ ବୁଝି ପାରନ୍ତି ନାହିଁ। ପରମେଶ୍ବରଙ୍କ ଆଶ୍ଚର୍ୟ୍ଯ କାର୍ୟ୍ଯର କୌଣସି ଶଷେ ନାହିଁ। |
11
|
ପରମେଶ୍ବର ମାେ ନିକଟରେ ଗମନ କରନ୍ତି। କିନ୍ତୁ ମୁଁ ତାଙ୍କୁ ଦେଖେ ନାହିଁ। ପରମେଶ୍ବର ଯେତବେେଳେ ମାେ ନିକଟ ଦଇେ ୟାଆନ୍ତି। ମୁଁ ତାଙ୍କୁ ଚିହ୍ନିପା ରେ ନାହିଁ। |
12
|
ଯଦି ପରମେଶ୍ବର କାହାଠାରୁ କିଛି ଛଡ଼ାଇ ନିଅନ୍ତି କିଏ ତାଙ୍କୁ ମନାକରି ପାରିବ। କିଏ ତାଙ୍କୁ କହି ପାରିବ, 'ତୁମ୍ଭେ କ'ଣ କରୁଛ?' |
13
|
ପରମେଶ୍ବର ତାଙ୍କ କୋର୍ଧ ଧରିରଖି ପାରିବେ ନାହିଁ। ରାହବର ସାହାୟ୍ଯକାରୀମାନେ ମଧ୍ଯ ତାଙ୍କୁ ଭୟ କରନ୍ତି। |
14
|
ତେଣୁ ମୁଁ ପରମେଶ୍ବରଙ୍କ ସହିତ ୟୁକ୍ତି କରିପାରିବି ନାହିଁ ଏବଂ ତାଙ୍କୁ କ'ଣ କହିବି ତାହା ମଧ୍ଯ ଜାଣି ନାହିଁ। |
15
|
ମୁଁ ନିରୀହ, କିନ୍ତୁ ମୁଁ ତାଙ୍କୁ ଉତ୍ତର ଦଇପୋରିବି ନାହିଁ। ମୁଁ ମାରେବିଚାରକର୍ତ୍ତାଙ୍କୁ ଦୟା ପାଇଁ ଭିକ୍ଷା କରିପା ରେ। |
16
|
ମୁଁ ତାଙ୍କୁ ଯଦି ଡାକେ ଏବଂ ସେ ମାେତେ ଉତ୍ତର ଦିଅନ୍ତି, ମୁଁ ତଥାପି ବିଶ୍ବାସ କରେ ନାହିଁ ଯେ ସେ ମାରେ କଥା ଶୁଣିବେ। |
17
|
ପରମେଶ୍ବର ମାେତେ ଚକଟି ଦବୋ ପାଇଁ ଝଡ଼ ପଠାଇବେ, କୌଣସି କାରଣ ନ ଥାଇ ସେ ମାେତେ ଅଧିକ ଆଘାତ କରିବେ। |
18
|
ପରମେଶ୍ବର ମାେତେ ପୁନର୍ବାର ନିଶ୍ବାସ ନବୋକୁ ଦବେେ ନାହିଁ, କିନ୍ତୁ ଅଧିକ କଷ୍ଟ ଦବେେ। |
19
|
ମୁଁ ପରମେଶ୍ବରଙ୍କୁ ପରାସ୍ତ କରିପାରିବି ନାହିଁ। ପରମେଶ୍ବର ଅତ୍ଯନ୍ତ ପରାକ୍ରମଶାଳୀ, ମୁଁ ତାଙ୍କୁ ନ୍ଯାଯାଳଯକୁ ନଇେ ପାରିବି ନାହିଁ। ଏବଂ ମାେ ପ୍ରତି ସଦଯ ହବୋକୁ ବାଧ୍ଯ କରିପାରିବି ନାହିଁ। କିଏ ତାଙ୍କୁ ନ୍ଯାଯାଳଯକୁ ଆସିବାକୁ ବାଧ୍ଯ କରିପାରିବ। |
20
|
ମୁଁ ନିରୀହ ହେଲ ହେଁ ମାେ ନିଜ କଥା ମାେତେ ଦୋଷୀ ସାବ୍ଯସ୍ତ କରିବ। ମୁଁ ନିର୍ଦ୍ ଦୋଷ ଏବଂ ମୁଁ ଯାହା କହୁଛି ତାହା ମାେତେ ଦୋଷୀ ସାବ୍ଯସ୍ତ କରୁଛି। |
21
|
ମୁଁ ନିରୀହ, କିନ୍ତୁ କ'ଣ ଚିନ୍ତା କରିବାକୁ ପଡିବ ମୁଁ ଜାଣେ ନାହିଁ। ମାେ ଜୀବନକୁ ମୁଁ ଘୃଣା କରେ। |
22
|
ମୁଁ ନିଜକୁ କ ହେ, 'ସମସ୍ତଙ୍କ ପ୍ରତି ସମାନ ଘଟଣା ଘଟେ। ନିରୀହ ଲୋକ ମଧ୍ଯ ଦୋଷୀ ବ୍ଯକ୍ତିଭଳି ମରନ୍ତି। ପରମେଶ୍ବର ସମସ୍ତଙ୍କୁ ସଂହାର କରନ୍ତି।' |
23
|
ଯଦି ହଠାତ୍ କିଛି ଭୟଙ୍କର ଘଟଣା ଘଟେ ଓ ଜଣେ ନିରୀହ ବ୍ଯକ୍ତି ପ୍ରାଣ ହରାଏ, ପରମେଶ୍ବର କ'ଣ ନିର୍ଦ୍ ଦୋଷର ମୃତ୍ଯୁ ରେ କବଳେ ହସି ପାରିବେ ? |
24
|
ଯେତବେେଳେ ଜଣେ ଦୁଷ୍ଟ ବ୍ଯକ୍ତି କୌଣସି ଜାଗା ଅଧିକାର କରେ, ପରମେଶ୍ବର ସହେି ନେତାଙ୍କୁ ଗତି ରୋଧ କରନ୍ତି, ଯାହାସବୁ ଘଟୁଛି ତାକୁ ଦେଖି ? ଯଦି ପରମେଶ୍ବର ତାହା ନ କରନ୍ତି, ତବେେ କିଏ ? |
25
|
ମାରେ ଦିନ ସବୁ ଶୀଘ୍ର ଗଡ଼ି ଚାଲିଛି ଜଣେ ଦୌଡ଼ାଳି ଭଳି। ମାରେ ଦିନ ସବୁ ଗଡ଼ି ଚାଲିଛି। ମାେ ଜୀବନ ରେ କୌଣସି ସୁଖ ନାହିଁ। |
26
|
ମାରେ ଦିନ ସବୁ ଗଡ଼ି ଯାଉଛି ବଗଶାେଳୀ ନଳତୃଣ ନିର୍ମିତ ଜାହାଜ ଭଳି ଓ ଶିକାର ଉପରେ ଝାମ୍ପ ଦବୋକୁ ଉଦ୍ଯତ ଉତ୍କ୍ରୋଶ ପକ୍ଷୀଭଳି। |
27
|
ମୁଁ ଯଦି କ ହେ, 'ମୁଁ ଅଭିଯୋଗ କରିବି ନାହିଁ, ମୁଁ ମାରେ ୟନ୍ତ୍ରଣା ଭୁଲି ୟିବି। ମାେ ମୁହଁ ରେ ହସ ଫୁଟାଇବି।' |
28
|
ଏହା ପ୍ରକୃତ ରେ କିଛି ପରିବର୍ତ୍ତନ ଘଟାଏ ନାହିଁ, ସହେି ୟନ୍ତ୍ରଣା ଏବେ ବି ମାେତେ ଭୟଭୀତ କରେ। |
29
|
ମୁଁ ଦୋଷୀ ସାବ୍ଯସ୍ତ ହାଇେସାରିଛି, ତେଣୁ କାହିଁ ବୃଥା ପରିଶ୍ରମ କରିବି। ତେଣୁ ମୁଁ କହୁଛି, 'ସବୁକିଛି ଭୁଲିୟାଅ।' |
30
|
ଯଦି ମୁଁ ବରଫ ରେ ନିଜକୁ ଧୌତ କରେ। ମୁଁ ହାତଗୁଡ଼ିକୁ ସାବୁନ ରେ ଧୋଇ ସଫା କରେ। |
31
|
ତଥାପି ପରମେଶ୍ବର ମାେତେ ଖସଡ଼ା ଗାତ ମଧ୍ଯକୁ ଠଲେି ଦବେେ। ତା'ପରେ ମାରେ ନିଜର ବସ୍ତୁ ମାେତେ ଘୃଣା କରିବ। |
32
|
ପରମେଶ୍ବର ମାେଭଳି ମନୁଷ୍ଯ ନୁହନ୍ତି ଯେ ମୁଁ ତାହାଙ୍କୁ ଉତ୍ତର ଦବେି। ଆମ୍ଭର କବେେ ଗୋଟିଏ ନ୍ଯାଯାଳଯ ରେ ଏକତ୍ର ପରସ୍ପର ସାକ୍ଷାତ ହାଇପୋରିବ ନାହିଁ। |
33
|
ମୁଁ ଚା ହେଁ କିଏ ମଧ୍ଯସ୍ଥ ହୁଅନ୍ତା, ୟିଏ ଦୁଇପକ୍ଷର କଥା ଶୁଣି ଏବଂ ଆମ୍ଭକୁ ଏକତ୍ର ଆଣନ୍ତା, କିନ୍ତୁ କହେି ନାହିଁ। |
34
|
ମୁଁ ଚା ହେଁ କହେି ପରମେଶ୍ବରଙ୍କ ଦଣ୍ଡ ଦବୋର ବାଡ଼ିଟିକୁ ତାଙ୍କଠାରୁ ନଇେ ୟାଆନ୍ତା ? ତବେେ ପରମେଶ୍ବର ମାେତେ ଭୟଭୀତ କରନ୍ତେ ନାହିଁ। |
35
|
ତବେେ ମୁଁ କହନ୍ତି, ଯାହା ମୁଁ କହିବାକୁ ଚା ହେଁ ପରମେଶ୍ବରଙ୍କୁ ଭୟ ନ କରି। କିନ୍ତୁ ବର୍ତ୍ତମାନ ତାହା ମୁଁ କହିପାରିବି ନାହିଁ। |