Indian Language Bible Word Collections
Lamentations 5:2
Lamentations Chapters
Lamentations 5 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Lamentations Chapters
Lamentations 5 Verses
1
|
ହେ ସଦାପ୍ରଭୁ ! ଆମ୍ଭମାନଙ୍କ ପ୍ରତି ଯାହା ଘଟିଗଲା, ତାହା ସ୍ମରଣ କର। ଆମ୍ଭମାନଙ୍କ ପ୍ରତି ହାଇେଥିବା ଅପମାନକୁ ଅବଲୋକନ କର। |
2
|
ଆମ୍ଭମାନଙ୍କର ଦେଶ ବିଦେଶୀଯମାନଙ୍କର ହସ୍ତଗତ ହାଇେଅଛି। ଆମ୍ଭମାନଙ୍କର ଗୃହସବୁ ପରଦେଶୀଯମାନେ ଅଧିକାର କରିଛନ୍ତି। |
3
|
ଆମ୍ଭମାନେେ ଅନାଥ ଓ ପିତୃହୀନ ହାଇେଅଛୁ। ଆମ୍ଭମାନଙ୍କ ମାଆମାନେ ବିଧବା ତୁଲ୍ଯ ହାଇେଛନ୍ତି। |
4
|
ଆମ୍ଭମାନେେ ଆମ୍ଭମାନଙ୍କର ନିଜ ଜଳକୁ ରୂପା ଦଇେ ପାନ କରିଅଛୁ ଓ ଆମ୍ଭମାନେେ କାଠ କିଣି ବ୍ଯବହାର କରିଅଛୁ। |
5
|
ଆମ୍ଭମାନଙ୍କ ସ୍କନ୍ଧ ରେ ବଳପୂର୍ବକ ୟୁଆଳି ରଖା ୟାଇଛି। ଆମ୍ଭମାନେେ କ୍ଲାନ୍ତ ହାଇେଅଛୁ ଓ ଆମ୍ଭମାନଙ୍କର ବିଶ୍ରାମ ନାହିଁ। |
6
|
ଆମ୍ଭମାନେେ ଖାଦ୍ୟ ରେ ତୃପ୍ତ ହବୋ ନିମନ୍ତେ, ମିଶରୀଯ ଓ ଅଶୂରୀଯମାନଙ୍କ ସହିତ ଚୁକ୍ତିବଦ୍ଧ ହାଇେଅଛୁ। |
7
|
ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଥିଲେ, ଏବଂ ଏବେ ସମାନେେ ନାହାନ୍ତି। ମାତ୍ର ସମାନଙ୍କେର ପାପର ଭାର ଆମ୍ଭମାନେେ ବହନ କରିଛୁ ଏବଂ ଦୁଃଖ ଭୋଗ କରୁଅଛୁ। |
8
|
ଦାସମାନେ ଆମ୍ଭମାନଙ୍କର ଶାସକ ହାଇେଛନ୍ତି। ସମାନଙ୍କେ ହସ୍ତରୁ ଉଦ୍ଧାର କରିବାକୁ କହେି ନାହିଁ। |
9
|
ପ୍ରାନ୍ତର ରେ ଖଡ୍ଗ ଥିବାରୁ ଆମ୍ଭମାନେେ ଆମ୍ଭମାନଙ୍କର ଜୀବନକୁ ସଙ୍କଟାପନ୍ନ କରି ଖାଦ୍ୟ ପାଇଅଛୁ। |
10
|
କ୍ଷୁଧାର ତାଡ଼ନା ରେ ଆମ୍ଭମାନେେ ଭୟଙ୍କର ଜ୍ବର ରେ ଆକ୍ରାନ୍ତ। ଆମ୍ଭମାନଙ୍କର ଚର୍ମ ତୁନ୍ଦୁର ପରି ଢ଼ଳା ହାଇେଅଛି। |
11
|
ଶତ୍ରୁମାନେ ସିୟୋନ ଓ ଯିହୁଦା ନଗର ସମୂହର ସ୍ତ୍ରୀ ଲୋକମାନଙ୍କୁ ଧର୍ଷଣ କଲେ। |
12
|
ସମାନେେ ଆମ୍ଭମାନଙ୍କ ଅଧିପତିମାନଙ୍କୁ ଫାଶି ଦେଲେ। ଆମ୍ଭମାନଙ୍କ ପ୍ରାଚୀନବର୍ଗଙ୍କୁ ସମ୍ମାନ ଦେଲେ ନାହିଁ। |
13
|
ଯିହୁଦାର ୟୁବକଗଣ ଚକି ବହନ କଲେ। ଆଉ ପିଲାମାନେ କାଠ ଭାର ରେ ଝୁଣ୍ଟି ପଡ଼ିଲେ। |
14
|
ପ୍ରାଚୀନବର୍ଗ ନଗରଦ୍ବାର ରେ ଆଉ ବସୁ ନାହାଁନ୍ତି ଓ ୟୁବକମାନେ ଆପଣା ସଂଗୀତରୁ ନିବୃତ୍ତ ହାଇେଅଛନ୍ତି। |
15
|
ଆମ୍ଭମାନଙ୍କ ହୃଦଯରୁ ଆନନ୍ଦ ଚାଲି ୟାଇଛି। ଆମ୍ଭମାନଙ୍କ ନୃତ୍ଯ ଶାେକରେ ପରିଣତ ହାଇେଅଛି। |
16
|
ଆମ୍ଭମାନଙ୍କ ମୁଣ୍ଡରୁ ମୁକୁଟ ଖସି ପଡ଼ିଛି। ଆମ୍ଭମାନଙ୍କ ଅବସ୍ଥା ଶାଚେନୀୟ ହାଇେଅଛି, କାରଣ ଆମ୍ଭମାନେେ ପାପ କରିଅଛୁ। |
17
|
ଏହିସବୁ କାରଣରୁ ଆମ୍ଭମାନଙ୍କ ଅନ୍ତର କ୍ଷୀଣ ହାଇେଅଛି ଓ ଆମ୍ଭମାନଙ୍କ ଚକ୍ଷୁ ଜଳକା ହାଇେଅଛି। |
18
|
ସିୟୋନ ପର୍ବତ ଅନାଥା ସ୍ଥାନ ହାଇେଅଛି। କୋକିଶିଆଳିମାନେ ତା ଉପ ରେ ଭ୍ରମଣ କରନ୍ତି। |
19
|
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ନିତ୍ଯସ୍ଥାଯୀ। ତୁମ୍ଭ ରାଜ ସିଂହାସନ ପୁରୁଷାନୁକ୍ରମେ ଚିରକାଳ ଥାଏ। |
20
|
ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଚିରକାଳ ଆମ୍ଭମାନଙ୍କୁ ପାସୋରୁ ଅଛ? ଆଉ ଏତେ ଦୀର୍ଘକାଳ ଆମ୍ଭମାନଙ୍କୁ କାହିଁକି ପରିତ୍ଯାଗ କରିଅଛ? |
21
|
ହେ ସଦାପ୍ରଭୁ ! ଆମ୍ଭମାନଙ୍କୁ ତୁମ୍ଭ ନିକଟକୁ ଫରୋଇ ନିଅ। ତହିଁରେ ଆମ୍ଭମାନେେ ଆନନ୍ଦର ସହିତ ତୁମ୍ଭ ନିକଟକୁ ଫରେି ଆସିବୁ। ପୂର୍ବକାଳ ପରି ଆମ୍ଭର ଜୀବନକୁ ନୂତନ କର। |
22
|
ମାତ୍ର ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ଯନ୍ତ କ୍ରୁଦ୍ଧ ହାଇେଅଛ। ଆଉ ତୁମ୍ଭେ କ'ଣ ଆମ୍ଭମାନଙ୍କୁ ସୂର୍ଣ୍ଣ ଭାବରେ ଅଗ୍ରାହ୍ଯ କରିଅଛ? |