Indian Language Bible Word Collections
Matthew 4:19
Matthew Chapters
Matthew 4 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Matthew Chapters
Matthew 4 Verses
1
|
ତା'ପରେ ସହେି ପବିତ୍ର ଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢାଇ ନାଇଗଲେ। ଶୟତାନ ଦ୍ବାରା ପରୀକ୍ଷୀତ ହବୋପାଇଁ ତାହଙ୍କୁ ସଠାେକୁ ନିଆଯାଥିଲା। |
2
|
ଯୀଶୁ ଗ୍ଭଳିଶ ଦିନ ଓ ଗ୍ଭଳିଶ ରାତି କିଛି ଖାଇଲେ ନାହିଁ। ଏହା ପରେ ତାହାଙ୍କୁ ଖୁବ ଭୋକ ଲାଗୁଥିଲା। |
3
|
ଶୟତାନ ପରୀକ୍ଷା କରିବା ନିମନ୍ତେ ଆସି ତାହାଙ୍କୁ କହିଲା, "ତୁମ୍ଭେ ଯଦି ପରମେଶ୍ବରଙ୍କ ପୁତ୍ର, ତବେେ ଏହି ପଥରଗୁଡିକୁ ରୋଟୀ ହାଇେ ୟିବାପାଇଁ କୁହ।" |
4
|
ଯୀଶୁ ଉତ୍ତର ରେ କହିଲେ, "ଶାସ୍ତ୍ର ରେ ଏହା ଲଖାେଅଛି, 'ମଣିଷକୁ କବଳେ ଖାଦ୍ୟ ରେ ବଞ୍ଚିବ ନାହିଁ, କିନ୍ତୁ ତା'ର ଜୀବନ ପରମେଶ୍ବରଙ୍କ ମହଁରୁ ବାହାରି ଥିବା ପ୍ରେତ୍ୟକକ ବାକ୍ଯ ରେ ହିଁ ବଞ୍ଚିବ।"' ଦ୍ବିତୀୟ ବିବରଣ 8 :3 |
5
|
ତା'ପରେ ଶୟତାନ ତାହାଙ୍କୁ ପବିତ୍ର ନଗରୀ ୟିରୂଶାଲମକୁ ନଇଗେଲା। ସେ ଯୀଶୁଙ୍କକୁ ମନ୍ଦିରର ସବୁଠାରୁ ଉଚ୍ଚ ସ୍ଥାନ ରେ ରଖିଲା। |
6
|
ଶୟତାନ କହିଲା, "ଯଦି ତୁମ୍ଭେ ପରମାଶ୍ବରଙ୍କ ପୁତ୍ର, ତବେେ ତଳକୁ ଡଇେଁପଡ। କାରଣ ଶାସ୍ତ୍ର ରେ ଲଖାେଅଛ: |
7
|
ଯୀଶୁ ତାହାକୁ ଉତ୍ତର ଦେଲେ, "ଶାସ୍ତ୍ର ଏକଥା ମଧ୍ଯ କୁ ହେ: |
8
|
ତାପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନାଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ଯ ଓ ସଗେୁଡିକର ଐଶ୍ବର୍ୟ୍ଯ ଦଖାଇେଲା. |
9
|
ଶୟତାନ ଯୀଶୁଙ୍କୁ କହିଲା, "ଯଦି ତୁମ୍ଭେ ପାଦତଳେ ପଡି ମାେତେ ପ୍ରଣାମ କରିବ, ତବେେ ତୁମ୍ଭକୁ ମୁଁ ଏସବୁ ଦଇେ ଦବେି।" |
10
|
ଯୀଶୁ ତାକୁ କହିଲେ, "ଶୟତାନ, ମାେ ପାଖରୁ ଦୂରହୁଅ। କାରଣ ଶାସ୍ତ୍ର ରେ ଲଖାେଅଛି: |
11
|
ତେଣୁ ଶୟତାନ ତାହାଙ୍କୁ ଛାଡି ଗ୍ଭଲିଗଲା, ଏବଂ ତା'ପରେ ସ୍ବର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ। |
12
|
ଯୋହନ କାରାଗାର ରେ ବନ୍ଦୀ ହାଇେଥିବା ଖବର ଯୀଶୁ ଶଣିଲେ। ତେଣୁ ଯୀଶୁ ଗାଲିଲୀକୁ ଫରେିଗଲେ। |
13
|
ଯୀଶୁ କିନ୍ତୁ ନାଜରିତ ରେ ରହିଲେ ନାହିଁ। ସେ ଗାଲିଲୀ ହ୍ରଦ କୂଳ ରେ କଫର୍ନାହୂମ ସହର ରେ ବାସ କଲେ। କଫର୍ନାହୂମ ସବୂଲୂନ ଓ ନପ୍ତାଲିର ପାଖ ଅଞ୍ଚଳ ରେ ଅବସ୍ଥିତ। |
14
|
ଭବଷ୍ଯଦ୍ବକ୍ତା ୟିଶାଇୟଙ୍କ ମାଧ୍ଯମ ରେ ପ୍ରଭୁ ପରମେଶ୍ବର ଯାହା କହିଥିଲେ, ତାହା ପୂର୍ଣ୍ଣ ହବୋ ପାଇଁ ଯୀଶୁ ଏଭଳି କରିଥିଲେ। |
15
|
"ସବୂଲୂନ ଓ ନପ୍ତାଲୀ ପ୍ରଦେଶ, ସମୁଦ୍ର ରାସ୍ତାର ନିକଟସ୍ଥ ୟର୍ଦ୍ଦନ ନଦୀର ପରପାରିସ୍ଥ ଗାଲୀଲୀର ଏକ ଅଣଯିହୂଦୀ ପ୍ରଦେଶ। |
16
|
ଯେଉଁଲୋକମାନେ ଅନ୍ଧାର ରେ ରହୁଥିଲେ, ସମାନେେ ଏକ ମହାନ ଜ୍ଯୋତି ଦେଖିଲେ। କବର ଭଳି ଅନ୍ଧକାରମୟ ପ୍ରଦେଶ ରେ ଯେଉଁମାନେ ରହୁଥିଲେ, ସମାନଙ୍କେ ଉପରେ ଜ୍ଯୋତିର ଉଦୟ ହେଲା।"ୟିଶାଇୟ 9 :1-2 |
17
|
ସହେି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରି ଦେଲେ। ସେ କହିଲେ, "ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗରାଜ୍ଯ ନିକଟ ହାଇଗେଲାଣି।" |
18
|
ଯୀଶୁ ଗାଲୀଲୀ ହ୍ରଦ ପାଖ ଦଇେ ଯାଉଥିଲେ। ସେ (ପିତର ନାମ ରେ ଖ୍ଯାତ) ଶିମାନେ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ଦାଖିଲେ। ସମାନେେ ହ୍ରଦ ରେ ଜାଲ ପକାଉଥିଲେ। ସମାନେେ, ବ୍ଯବସାୟ ରେ କେଉଟ ଥିଲେ। |
19
|
ଯୀଶୁ ସମାନଙ୍କେୁ କହିଲେ, "ଆସ, ମାେତେ ଅନୁସରଣ କର। ମୁଁ ତୁମ୍ଭକୁ ଏକ ଭିନ୍ନ ପ୍ରକାରର କେଉଟ କରିବି। ମାଛ ନ ଧରି ମଣିଷମାନଙ୍କୁ ତୁମ୍ଭେ ଏକତ୍ର ସଂଗ୍ରହ କରିବ।" |
20
|
ସମାନେେ ସଙ୍ଗେ ସଙ୍ଗେ ତାହାଙ୍କ ଜାଲ ଛାଡିଦଇେ ଯୀଶୁଙ୍କୁ ଅନୁସରଣ କଲେ। |
21
|
ଯୀଶୁ ସଠାରୁେ ଆଗକୁ ଚାଲିଲେ। ସେ ଦେଖିଲେ ଯେ ଜବଦେୀଙ୍କ ପୁଅ ଯାକୁବ ଓ ଯୋହନଙ୍କୁ ତାହାଙ୍କ ବାପାଙ୍କ ସହିତ ଡଙ୍ଗା ଉପରେ ବସି ଜାଲ ମରାମତି କରୁଛନ୍ତି। ଯୀଶୁ ସମାନଙ୍କେୁ ଡାକିଲେ। |
22
|
ସମାନେେ ସଙ୍ଗେ ସଙ୍ଗେ ତାହାଙ୍କ ବାପାଙ୍କୁ ଓ ଡଙ୍କାକୁ ଛାଡି ଦଇେ ଯୀଶୁଙ୍କୁ ଅନୁସରଣ କଲେ. |
23
|
ଯୀଶୁ ଯୀହୂଦୀ ସମାଜଗୃହ ମାନଙ୍କ ରେ ସ୍ବର୍ଗ ରାଜ୍ଯ ରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡା ଦୂରକରି ସମଗ୍ର ଗାଲିଲୀ ରାଜ୍ଯ ରେ ଭ୍ରମଣ କଲେ। |
24
|
ସମଗ୍ର ସୁରିଯା ଦେଶ ରେ ତାହାଙ୍କର ସମାଗ୍ଭର ବ୍ଯାପିଗଲା। ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡା ରେ ଭୋଗୁଥିଲେ, ଯାଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛା ରୋଗୀ ଓ ପକ୍ଷଘାତ ରୋଗୀ ଥିଲେ, ସମାନେେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ। |
25
|
ତେଣୁ ଗାଲିଲୀ, ଦକୋପଲି, ୟିରୂଶାଲମ, ଯୀହୂଦା ଓ ୟର୍ଦ୍ଦନ ନଦୀର ଆର ପାରିର ବହୁଲୋକ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲେ। |