Indian Language Bible Word Collections
Nehemiah 7:63
Nehemiah Chapters
Nehemiah 7 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Nehemiah Chapters
Nehemiah 7 Verses
1
|
ତେଣୁ ଆମ୍ଭେ ପ୍ରାଚୀର ନିର୍ମାଣ ସମାପ୍ତ କଲୁ। ଏହାପରେ ଆମ୍ଭେ ସମସ୍ତ ଦ୍ବାର ରେ କବାଟ ଲଗାଇଲୁ। ଏହାପରେ, ମୁଁ ଦ୍ବାରପାଳ ଗାଯକ ଓ ଲବେୀୟମାନଙ୍କୁ ନିୟୁକ୍ତି କଲି। |
2
|
ଏହାପରେ ମୁଁ ମାରେଭାଇ ହନାନିକି ଓ ଦୁର୍ଗର ଶାସନକର୍ତ୍ତା ହନାନିଯକୁ ୟିରୁଶାଲମ ଉପରେ ନିୟୁକ୍ତ କଲି କାରଣ ହନାନିଯ ବିଶ୍ବସ୍ତ ଲୋକ ଥିଲା, ଆଉ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ପରମେଶ୍ବରଙ୍କୁ ଭୟ କରୁଥିଲା। |
3
|
ଆଉ ମୁଁ ହନାନିକୁ ଓ ହନାନିଯକୁ କହିଲି, "ଦିନ ରେ ସୂର୍ୟ୍ଯ ପ୍ରଚଣ୍ତ ନ ହବୋ ପର୍ୟ୍ଯନ୍ତ ଯେପରି ଫାଟକ ନ ଖୋଲା ୟାଏ, ଆଉ ଲୋକମାନେ ପ୍ରହରୀ କର୍ମ ରେ ଠିଆ ହବୋ ବେଳେ ସୁର୍ୟ୍ଯାସ୍ତ ସମୟରେ ଦ୍ବାରସବୁ ବନ୍ଦ କରନ୍ତୁ। ପୁଣି ତୁମ୍ଭମାନେେ ୟିରୁଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିୟୁକ୍ତ କର। କେତକେ ପ୍ରହରୀ ସମାନଙ୍କେ ଶିବିର ରେ ଛିଡା ହୁଅନ୍ତୁ ଓ ଅନ୍ୟ ପ୍ରହରୀମାନେ ନିଜ ଗୃହ ରେ ସମ୍ମୁଖ ରେ ରହନ୍ତୁ।" |
4
|
ବର୍ତ୍ତମାନ ନଗର ପ୍ରଶସ୍ତ ଥିଲା। ମାତ୍ର ତହିଁ ମଧିଅରେ ଅଳ୍ପଲୋକ ଥିଲେ ଓ ଗୃହସବୁ ନିର୍ମିତ ହାଇନେଥିଲା। |
5
|
ଏହାପରେ ବଂଶାବଳି କ୍ରମେ ଗଣିତ ହବୋପାଇଁ କୁଳନୀମାନଙ୍କୁ ଓ ଅଧ୍ଯକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମାରେପରମେଶ୍ବର ମାେ ମନ ରେ ପ୍ରବୃତ୍ତି ୟାତ କଲେ। ଆଉ ଯେଉଁମାନେ ପ୍ରଥମେ ଆସିଲେ, ମୁଁ ସମାନଙ୍କେର ବଂଶାବଳି ପୁସ୍ତକ ପାଇଲି। ତହିଁରେ ଏହା ଲଖାେ ୟାଇଥିବାର ଦେଖିଲି। |
6
|
ଯେଉଁମାନେ ବନ୍ଦୀରୂପେ ଥିଲେ, ସମାନଙ୍କେ ମଧ୍ଯରୁ ପ୍ରଦେଶୀଯ ଏହି ସନ୍ତାନଗଣ ପ୍ରେତ୍ୟକକ ୟିରୁଶାଲମ ଓ ଯିହୁଦାସ୍ଥିତ ନିଜ ନିଜ ନଗରକୁ ଫରେି ଆସିଲେ। ବାବିଲର ରାଜା ନବୂଖଦ୍ନିତ୍ସର ୟିହୁଦୀଯମାନଙ୍କୁ କରାଯତ କରିଥିଲେ। |
7
|
ଏମାନେ ସରୁଦ୍ଦାବିଲ, ଯଶୂେଯ, ନିହିମିଯା, ଅସରିଯ ରଯମା, ନହମାନି ମର୍ଦ୍ଦଖଯ, ବିଲଶନ, ମମ୍ପର, ବିଗ୍ବଯ, ନହୂମ, ବାନା ସଙ୍ଗେ ଫରେି ଆସିଲେ। ଇଶ୍ରାୟେଲ ବଂଶିଯ ପୁରୁଷମାନଙ୍କ ସଂଖ୍ଯା ଏହିପରି ଥିଲା। |
8
|
ପରିଯୋଶର ବଂଶଧର 2,172 ଜଣ। |
11
|
ଯଶୂେଯ ଓ ଯୋୟାବର ପରିବାର ମଧ୍ଯରୁ ପହତ୍ ମାୟୋବର ବଂଶଧର 2,818 ଜଣ। |
15
|
ବିନ୍ନୁଯିର ବଂଶଧର 648 ଜଣ। |
18
|
ଅଦୋନୀକାମର ବଂଶଧର 667 ଜଣ। |
19
|
ବିଗ୍ବଯର ବଂଶଧର 2,067 ଜଣ। |
21
|
ହିଜକିଯର ଆଟରର ବଂଶଧରରୁ 98 ଜଣ। |
25
|
ଗିବିୟୋନର ବଂଶଧର 95 ଜଣ। |
26
|
ବୈଥଲହମେ ଓ ନଟୋଫା ସହରରୁ 188 ଜଣ। |
28
|
ବେଥ୍-ଅସ୍ମାବତ ସହରରୁ 42 ଜଣ। |
29
|
କିରିଯତ୍ ୟିଯାରୀମ, କଫୀରା ଓ ବରେୋତ ସହରରୁ 743 ଜଣ। |
30
|
ରାମା ଓ ଗବୋ ସହରରୁ 621 ଜଣ। |
32
|
ବୈଥେଲ୍ ଓ ଅଯ ସହରରୁ 123 ଜଣ। |
33
|
ଅନ୍ୟ ନବୋ ସହରରୁ 52 ଜଣ। |
34
|
ଅନ୍ୟ ଏଲମ ସହରରୁ 1,254 ଜଣ। |
37
|
ଲୋଦ୍, ହାଦୀନ୍ ଓ ଓନୋ ସହରରୁ 721 ଜଣ। |
39
|
ଯାଜକଗଣ: ଯେଉଁମାନେ ୟିଦଯିଯର ଭବିଷ୍ଯତ ବଂଶଧର ଓ ଯଶୂେଯ ପରିବାରର ସଭ୍ଯ 973 ଜଣ। |
40
|
ଇମ୍ମରରେ ବଂଶଧର 1,052 ଜଣ। |
41
|
ପଶ୍ହୂରର ବଂଶଧର 1,247 ଜଣ। |
42
|
ହାରିମର ବଂଶଧର 1,017 ଜଣ। |
43
|
କଦ୍ମୀଯଲଙ୍କେ ଦ୍ବାରା ହଦେବାର ମାଧ୍ଯମ ରେ ଯଶୂେଯ ପରିବାରବର୍ଗରୁ ଆସିଥିବା ଲବେୀୟମାନଙ୍କର ସଂଖ୍ଯା 74 ଜଣ। |
44
|
ଗାଯକଗଣ: ଆସଫର ବଂଶଧର 148 ଜଣ। |
45
|
ଏହିମାନେ ହେଲେ ଦ୍ବାରପାଳଗଣ: ଶଲ୍ଲୁମର ବଂଶଧରମାନେ, ଆଟର, ଟଲ୍ମୋନ, ଅକ୍କବ, ହଟୀଟା ଓ ଶୋବଯ 138 ଜଣ। |
46
|
ମନ୍ଦିରର ଦାସମାନେ ହେଲେ: ସହୀର ବଂଶଧରମାନେ, ହସ୍ବଫା, ଟଦ୍ଦାଯୋତର ବଂଶଧର। |
53
|
ବକ୍ବୁକ, ହକୂଫା, ହବୂର୍ର, |
57
|
ଶଲୋମନର ଦାସମାନଙ୍କର ବଂଶଧରମାନେ ହେଲେ: ସୋଟଯ, ସଫରେତେ, ପରିଦା, |
59
|
ଶଫଟିଯ, ହଟୀଲା, ପୋଖରେତ୍-ହତ୍ସବାଯିମ ଓ ଆମାନେ, |
60
|
ମନ୍ଦିରର ସମୁଦାଯ ଦାସ ଓ ଶଲୋମନଙ୍କ ଦାସମାନଙ୍କର ବଂଶଧର 392 ଜଣ। |
61
|
ତଲମେଲହେ, ତେଲ୍ହର୍ଶା, କଋବ୍, ଅଦ୍ଦ୍ନ ଓ ଇମ୍ ମାରେ, ଏସବୁ ସ୍ଥାନରୁ ଲୋକମାନେ ସବୁ ଆସିଲେ। ମାତ୍ର ସମାନେେ ଇଶ୍ରାୟେଲୀୟ ଲୋକମାନେ ବୋଲି ନିଜ ନିଜ ପିତୃ ପରିବାର ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ। ସହେି ଲୋକମାନେ ହେଲେ ଏହିମାନେ। |
62
|
ଦଲାଯ ଟୋବିୟ ଓ ନକୋଦ ବଂଶଧର 64 2 ଜଣ। |
63
|
ଯାଜକମାନଙ୍କ ପରିବାର ମଧ୍ଯରୁ ହବାଯ, ହକୋସ ଓ ବର୍ସିଲ୍ଲଯର ବଂଶଧର। ଏହି ବର୍ସିଲ୍ଲଯ ଗିଲିଯଦୀଯ ବସିଲ୍ଲଯର ଏକ କନ୍ଯାକୁ ବିବାହ କରିବାରୁ ତାହାର ନାମ ଅନୁସାରେ ସେ ଖ୍ଯାତ ହେଲା। |
64
|
ସମାନେେ ସମାନଙ୍କେର ପରିବାରର ଇତିହାସ ଖାଜେିଲେ, ସମାନଙ୍କେର ମଧିଅରେ ଯେଉଁମାନଙ୍କର ପୂର୍ବପୁରୁଷ ପଞ୍ଜିକୃତ ହାଇେଥିଲେ, ମାତ୍ର ସମାନେେ ପାଇଲେ ନାହିଁ। ତେଣୁ ସମାନେେ ଯାଜକତ୍ବରୁ ଅ ଯୋଗ୍ଯ ଘୋଷିତ ହେଲେ। |
65
|
ଶାସନକର୍ତ୍ତା ସମାନଙ୍କେୁ କହିଲେ, ଯେଉଁ ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହବୋ ପର୍ୟ୍ଯନ୍ତ ତୁମ୍ଭମାନେେ ପବିତ୍ର ବସ୍ତୁ ଭୋଜନ କରିବ ନାହିଁ। |
66
|
ଆଉ ସମସ୍ତ ସମାବେଶ ରେ 42,360 ଜଣ ଥିଲେ। |
67
|
ଏହା ଛଡା ସମାନଙ୍କେ ଦାସଦାସୀ 7,337 ଜଣ ଥିଲେ। ସମାନଙ୍କେର 24 5ଜଣ ଗାଯକ ଗାଯୀକା ଥିଲେ। |
68
|
ସମାନଙ୍କେର 736 ଅଶ୍ବ, 245 ଖଚର, |
69
|
-435 ଓଟ, 6,720 ଗଧ ଥିଲେ। |
70
|
ପରିବାରର ପ୍ରଧାନମାନଙ୍କ ମଧ୍ଯରୁ କହେି କହେି ସହେି କର୍ମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା 1,000 ସ୍ବର୍ଣ୍ଣମୁଦ୍ରା, ପଗ୍ଭଶ କୁଣ୍ତ, 530 ଯାଜକିଯ ବସ୍ତ୍ର ଦଲୋ। |
71
|
ଆଉ ପରିବାରର କେତକେ ପ୍ରଧାନ ଲୋକ କୋଷାଗାରକୁ 20,000 ସ୍ବର୍ଣ୍ଣ ମୁଦ୍ରା ଓ 2,200 ରୂପାମୁଦ୍ରା ଦେଲେ। |
72
|
ଅନ୍ୟ ଲୋକ ସମସ୍ତେ ମିସିକି 20,000 ସ୍ବର୍ଣ୍ଣମୁଦ୍ରା ଓ 2,000 ରୂପା ମୁଦ୍ରା ଓ ସତଷଠି ଯାଜକୀଯ ବସ୍ତ୍ର ଦେଲେ। |
73
|
ଏହାପରେ ଯାଜକମାନେ, ଲବେୀୟମାନେ, ଦ୍ବାରପାଳମାନେ, ଗାଯକମାନେ ଓ ମନ୍ଦିରର ସବେକମାନେ ଓ ସମଗ୍ର ଇଶ୍ରାୟେଲୀୟ ନିଜ ନିଜ ନଗର ରେ ବାସ କଲେ। ଏଣୁ ସପ୍ତମ ମାସ ରେ ସମସ୍ତ ଇଶ୍ରାୟେଲୀୟମାନେ ନିଜ ନିଜ ନଗର ରେ ଥିଲେ। |