Indian Language Bible Word Collections
Numbers 2:31
Numbers Chapters
Numbers 2 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Numbers Chapters
Numbers 2 Verses
1
|
ଅନନ୍ତର ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ; |
2
|
"ଇଶ୍ରାୟେଲର ଲୋକମାନେ ସମାଗମ ତମ୍ବୁର ଚତୁର୍ଦ୍ଦିଗ ରେ ଛାଉଣୀ ସ୍ଥାପନ କରିବେ। ପ୍ରେତ୍ୟକକ ଦଳ ରେ ତାଙ୍କ ନିଜ ଦଳର ଧ୍ବଜା ରହିବ। ଏବଂ ପ୍ରେତ୍ୟକକ ବ୍ଯକ୍ତିର ପାଖ ରେ ତା'ର ଦଳର ଧ୍ବଜା ପାଖ ରେ ଛାଉଣୀ ସ୍ଥାପନ କରିବ। |
3
|
"ୟିହୂଦାର ବିଭାଗ ଛାଉଣୀ ସ୍ଥାପନ କରିବେ ତାଙ୍କ ଧ୍ବଜା ସହିତ ପୂର୍ବଦିଗର ସୂୟ୍ଯର୍ୋଦଯ ଆଡେ, ପୁଣି ଅମ୍ମୀନାଦବର ପୁତ୍ର ନ ହଶାେନ ଯିହୁଦାର ଲୋକମାନଙ୍କର ନେତା ହବେ। |
6
|
ସହେି ସୈନ୍ଯ ସଂଖ୍ଯା 54,600 ହବେେ। |
7
|
"ସବୁଲୂନର ଗୋଷ୍ଠୀ ମଧ୍ଯ ଯିହୁଦାର ପାଶର୍ବ ରେ ଛାଉଣୀ ସ୍ଥାପନ କରିବେ, ହେଲୋନର ପୁତ୍ର ଇଲୀଯାବ ସବୁଲୂନର ଲୋକମାନଙ୍କର ଅଧିପରି ହବେ। |
8
|
ତାହାର ସୈନ୍ଯ ସଂଖ୍ଯା 57,400 ହବେ। |
9
|
"ଯିହୁଦା ଛାଉଣୀର ସମୁଦାଯ ସୈନ୍ଯ ସଂଖ୍ଯା 1,86,400 ସମାନେେ ପ୍ରଥମେ ଅଗ୍ରସର ହବେେ। |
10
|
"ରୁବନେ ବିଭାଗର ଛାଉଣୀର ଧ୍ବଜା ଦକ୍ଷିଣ ଦିଗକୁ ରହିବ। ଶଦଯେୂରର ପୁତ୍ର ଇଲୀଷୂର ରୁବନେ ଗୋଷ୍ଠୀର ଅଧିପତି ହବେ। |
11
|
ତାଙ୍କର ସୈନ୍ଯବାହିନୀର ସୀମର୍ଥ୍ଯ |
13
|
ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ |
15
|
ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ |
17
|
"ଏହାପରେ ଲବେୀୟମାନଙ୍କ ଛାଉଣୀ ସହିତ ସମାଗମ ତମ୍ବୁ ଛାଉଣୀ ମାନଙ୍କ ମଧ୍ଯବର୍ତ୍ତୀ ହାଇେ ଅଗ୍ରସର ହବେ। ସମାନେେ ସହେି ନିଯମ ରେ ଅଗ୍ରସର ହବେେ, ଯେପରି ଛାଉଣୀ ସ୍ଥାପନ କରିବେ, ସମସ୍ତେ ତାଙ୍କ ଧ୍ବଜା ପାଖ ରେ ସର୍ବଦା ରହିବେ। |
18
|
"ଇଫ୍ରଯିମ ବିଭାଗର ଛାଉଣୀର ଧ୍ବଜା ପଶ୍ଚିମ ଦିଗକୁ ରହିବ। ପୁଣି ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରଯିମ ଲୋକମାନଙ୍କର ଅଧିପତି ହବେ। |
19
|
ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ |
21
|
ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ |
23
|
ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ |
25
|
"ଦାନ ବିଭାଗର ଛାଉଣୀର ଧ୍ବଜା ଉତ୍ତର ଦିଗକୁ ରହିବ। ଅମ୍ମୀଶଦ୍ଦଯର ପୁତ୍ର ଅହୀଯଷେର ଦାନ ସନ୍ତାନଗଣର ଅଧିପତି ହବେ। |
26
|
ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ |
28
|
ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ |
30
|
ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ |
32
|
ସମାନେେ ସବୁ ଇଶ୍ରାୟେଲ ଲୋକମାନେ ଓ ସମାନେେ ନିଜର ପିତୃଗୃହ ଅନୁସାରେ ଗଣ୍ଯ ହେଲେ। ସମାନଙ୍କେର ଛାଉଣୀର ମାଟେ ସୈନ୍ଯ ସଂଖ୍ଯା ଗଣନା ଅନୁସାରେ |
34
|
ମାଶାଙ୍କେୁ ସଦାପ୍ରଭୁ ଯାହା ଆଜ୍ଞା ଦଇେଥିଲେ, ଇଶ୍ରାୟେଲର ଲୋକମାନେ ସେ ସମସ୍ତ କଲେ। ସମାନେେ ନିଜନିଜ ବଂଶ ନିକଟରେ ନିଜନିଜ ପିତୃଗୃହ ଅନୁସାରେ ଓ ଆପଣା ଧ୍ବଜା ନିକଟରେ ଛାଉଣୀ ସ୍ଥାପନ କଲେ ଓ ସହେିପରି ସମାନେେ ଅଗ୍ରସର ହେଲେ। |