Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Books

Numbers Chapters

Numbers 2 Verses

1 ଅନନ୍ତର ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ;
2 "ଇଶ୍ରାୟେଲର ଲୋକମାନେ ସମାଗମ ତମ୍ବୁର ଚତୁର୍ଦ୍ଦିଗ ରେ ଛାଉଣୀ ସ୍ଥାପନ କରିବେ। ପ୍ରେତ୍ୟକକ ଦଳ ରେ ତାଙ୍କ ନିଜ ଦଳର ଧ୍ବଜା ରହିବ। ଏବଂ ପ୍ରେତ୍ୟକକ ବ୍ଯକ୍ତିର ପାଖ ରେ ତା'ର ଦଳର ଧ୍ବଜା ପାଖ ରେ ଛାଉଣୀ ସ୍ଥାପନ କରିବ।
3 "ୟିହୂଦାର ବିଭାଗ ଛାଉଣୀ ସ୍ଥାପନ କରିବେ ତାଙ୍କ ଧ୍ବଜା ସହିତ ପୂର୍ବଦିଗର ସୂୟ୍ଯର୍ୋଦଯ ଆଡେ, ପୁଣି ଅମ୍ମୀନାଦବର ପୁତ୍ର ନ ହଶାେନ ଯିହୁଦାର ଲୋକମାନଙ୍କର ନେତା ହବେ।
4 ତାଙ୍କର ସୈନ୍ଯ ସଂଖ୍ଯା
6 ସହେି ସୈନ୍ଯ ସଂଖ୍ଯା 54,600 ହବେେ।
7 "ସବୁଲୂନର ଗୋଷ୍ଠୀ ମଧ୍ଯ ଯିହୁଦାର ପାଶର୍‌ବ ରେ ଛାଉଣୀ ସ୍ଥାପନ କରିବେ, ହେଲୋନର ପୁତ୍ର ଇଲୀଯାବ ସବୁଲୂନର ଲୋକମାନଙ୍କର ଅଧିପରି ହବେ।
8 ତାହାର ସୈନ୍ଯ ସଂଖ୍ଯା 57,400 ହବେ।
9 "ଯିହୁଦା ଛାଉଣୀର ସମୁଦାଯ ସୈନ୍ଯ ସଂଖ୍ଯା 1,86,400 ସମାନେେ ପ୍ରଥମେ ଅଗ୍ରସର ହବେେ।
10 "ରୁବନେ ବିଭାଗର ଛାଉଣୀର ଧ୍ବଜା ଦକ୍ଷିଣ ଦିଗକୁ ରହିବ। ଶଦଯେୂରର ପୁତ୍ର ଇଲୀଷୂର ରୁବନେ ଗୋଷ୍ଠୀର ଅଧିପତି ହବେ।
11 ତାଙ୍କର ସୈନ୍ଯବାହିନୀର ସୀମର୍ଥ୍ଯ
13 ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ
15 ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ
17 "ଏହାପରେ ଲବେୀୟମାନଙ୍କ ଛାଉଣୀ ସହିତ ସମାଗମ ତମ୍ବୁ ଛାଉଣୀ ମାନଙ୍କ ମଧ୍ଯବର୍ତ୍ତୀ ହାଇେ ଅଗ୍ରସର ହବେ। ସମାନେେ ସହେି ନିଯମ ରେ ଅଗ୍ରସର ହବେେ, ଯେପରି ଛାଉଣୀ ସ୍ଥାପନ କରିବେ, ସମସ୍ତେ ତାଙ୍କ ଧ୍ବଜା ପାଖ ରେ ସର୍ବଦା ରହିବେ।
18 "ଇଫ୍ରଯିମ ବିଭାଗର ଛାଉଣୀର ଧ୍ବଜା ପଶ୍ଚିମ ଦିଗକୁ ରହିବ। ପୁଣି ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରଯିମ ଲୋକମାନଙ୍କର ଅଧିପତି ହବେ।
19 ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ
21 ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ
23 ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ
25 "ଦାନ ବିଭାଗର ଛାଉଣୀର ଧ୍ବଜା ଉତ୍ତର ଦିଗକୁ ରହିବ। ଅମ୍ମୀଶଦ୍ଦଯର ପୁତ୍ର ଅହୀଯଷେର ଦାନ ସନ୍ତାନଗଣର ଅଧିପତି ହବେ।
26 ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ
28 ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ
30 ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ
32 ସମାନେେ ସବୁ ଇଶ୍ରାୟେଲ ଲୋକମାନେ ଓ ସମାନେେ ନିଜର ପିତୃଗୃହ ଅନୁସାରେ ଗଣ୍ଯ ହେଲେ। ସମାନଙ୍କେର ଛାଉଣୀର ମାଟେ ସୈନ୍ଯ ସଂଖ୍ଯା ଗଣନା ଅନୁସାରେ
34 ମାଶାଙ୍କେୁ ସଦାପ୍ରଭୁ ଯାହା ଆଜ୍ଞା ଦଇେଥିଲେ, ଇଶ୍ରାୟେଲର ଲୋକମାନେ ସେ ସମସ୍ତ କଲେ। ସମାନେେ ନିଜନିଜ ବଂଶ ନିକଟରେ ନିଜନିଜ ପିତୃଗୃହ ଅନୁସାରେ ଓ ଆପଣା ଧ୍ବଜା ନିକଟରେ ଛାଉଣୀ ସ୍ଥାପନ କଲେ ଓ ସହେିପରି ସମାନେେ ଅଗ୍ରସର ହେଲେ।
×

Alert

×