Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Books

Numbers Chapters

Numbers 30 Verses

1 ଅନନ୍ତର ମାଶାେ ଇଶ୍ରାୟେଲ ପରିବାର ବର୍ଗଗୁଡିକରେ ପ୍ରଧାନବର୍ଗଙ୍କୁ କହିଲେ, ସଦାପ୍ରଭୁ ଏହି ଆଜ୍ଞା ଦଇେଅଛନ୍ତି।
2 "କୌଣସି ପୁରୁଷ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ପ୍ରତିଜ୍ଞା କରେ କିମ୍ବା ବ୍ରତଦ୍ବାରା ଆପଣା ପ୍ରାଣକୁ ଆବଦ୍ଧ କରିବାପାଇଁ ଶପଥ କଲେ, ତବେେ ସେ ଆପଣା ବାକ୍ଯ ଲଘଂନ କରିବ ନାହିଁ, ସେ ମୁଖନିଃସୃତ ବାକ୍ଯ ଅନୁସାରେ ସମସ୍ତ ସାଧନ କରିବ।
3 "ଆଉ ମଧ୍ଯ କୌଣସି ୟୁବତୀ ନିଜ ପିତୃଗୃହ ରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଯଦି ପ୍ରତିଜ୍ଞା କରେ ଓ ବ୍ରତଦ୍ବାରା ନିଜକୁ ଆବଦ୍ଧ କରେ,
4 ଯଦି ତା'ର ପିତା, ସେ ପ୍ରତିଜ୍ଞା କରିଥିବା ବିରୋଧ ନକରେ କିମ୍ବା ତା'ର ସବୁ ଶପଥ ଓ ପ୍ରତିଜ୍ଞା କରିଥିବା ଏହା ପାଳନ କରାୟିବ।
5 ଯଦି ତା'ର ପିତା, ସେ କରିଥିବା ପ୍ରତିଜ୍ଞା ଓ ଶପଥ ପାଇଁ ଆପତ୍ତି କରେ, ସଗେୁଡିକ ପାଳନ କରାୟିବ ନାହିଁ। ସଦାପ୍ରଭୁ ତାକୁ କ୍ଷମା କରି ଦବେେ, ଯେ ହତେୁ ତା'ର ପିତା ତାକୁ ଏହା କରିବା ପାଇ ମନା କଲେ।
6 " ସେ ଶପଥ କିମ୍ବା ଅସାବଧାନ ପ୍ରତିଜ୍ଞା କଲାପରେ ସେ ହୁଏତ କାହାକୁ ବିବାହ କରିପା ରେ।
7 ପୁଣି ତା'ର ସ୍ବାମୀ ତାହା ଶୁଣି କୌଣସି ଅଭିଯୋଗ ନକରେ, ତବେେ ତା'ର ପ୍ରତିଜ୍ଞା ପାଳନ ହବେ ଓ ସେ କରିଥିବା ଶପଥ ପାଳନ କରାୟିବ।
8 ମାତ୍ର ଯଦି ତା'ର ସ୍ବାମୀ ଏ ବିଷଯ ରେ ଶୁଣେ ଓ ତାହାକୁ ତା'ର ପ୍ରତିଜ୍ଞା ତା'କୁ ପାଳନ କରିବାକୁ ବାରଣ କରେ, ତବେେ କରାୟାଇଥିବା ପ୍ରତିଜ୍ଞା ବାତିଲ ହୁଏ ଓ ସଦାପ୍ରଭୁ ଏଥିପାଇଁ ତାକୁ କ୍ଷମା କରନ୍ତି।
9 "ମାତ୍ର ବିଧବା କି ସ୍ବାମୀ ପରିତ୍ଯକ୍ତା ସ୍ତ୍ରୀ ମାନତ କଲେ, ସେ ଯେ କୌଣସି ବିଷଯ ରେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି ସେ ତାହା କରିବା ଅନୁସାରେ ପୂରଣ କରିବ।
10 କିନ୍ତୁ ଜଣେ ବିବାହିତ ସ୍ତ୍ରୀ ହୁଏତ ପ୍ରତିଜ୍ଞା କରିପା ରେ କିମ୍ବା କିଛି ଶପଥରେ ନିଜକୁ ବାନ୍ଧି ପା ରେ।
11 ପୁଣି ତାହାର ସ୍ବାମୀ ତାହା ଶୁଣି ତାହା ପ୍ରତି ତୁନି ହାଇେ ରହେ ଓ ତାହାକୁ ନିଷଧେ ନକରେ, ତବେେ ତା'ର ସମସ୍ତ ପ୍ରତିଜ୍ଞା ପାଳନ ହବେ, ପୁଣି ସେ ଯେଉଁ ବ୍ରତଦ୍ବାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହା ସବୁ ପାଳନ ହବେ।
12 ମାତ୍ର ତା'ର ସ୍ବାମୀ ଯଦି ଶୁଣିବା ପରେ ତାକୁ ଅସ୍ବୀକାର କରେ, ତବେେ ସେ କରିଥିବା ସମସ୍ତ ପ୍ରତିଜ୍ଞା ଓ ନଇେଥିବା ଶପଥସବୁ ବାତିଲ ହାଇଯେିବ। ତା'ର ସ୍ବାମୀ ପ୍ରତିଜ୍ଞା ଭଂଗ କରାଇଲା। ତେଣୁ ସଦାପ୍ରଭୁ ତାକୁ କ୍ଷମା କରିବେ।
13 ତାହାର ସ୍ବାମୀ ତାହାର ପ୍ରେତ୍ୟକକ ମାନତ ଓ ପ୍ରାଣକୁ କ୍ଲେଶ ଦବୋର ପ୍ରତିଜ୍ଞାୟୁକ୍ତ ପ୍ରେତ୍ୟକକ ଶପଥ ସ୍ଥିର କରିପା ରେ, କିମ୍ବା ତାହା ସ୍ବାମୀ ଭଙ୍ଗ କରିପା ରେ।
14 ଯଦି ତା'ର ସ୍ବାମୀ ଶୁଣିବା ପରଠାରୁ ନୀରବ ହାଇେ ରହେ, ତବେେ ତା'ର ପ୍ରତିଜ୍ଞାଗୁଡିକ ପାଳନ କରାୟିବ କାରଣ ତା'ର ସ୍ବାମୀ ନୀରବ ହାଇେ ରହିଲା, ଯେତବେେଳେ ସେ ଏବିଷଯ ରେ ଶୁଣିଲା।
15 କିନ୍ତୁ ଯଦି ସେ ପରେ ତା'ର (ସ୍ତ୍ରୀ) ଶପଥକୁ ପ୍ରତ୍ଯାଖ୍ଯାନ କରେ (ପ୍ରଥମ ଦିନପରେ) ତାହାଲେ ସେ (ସ୍ବାମୀ) ତା'ର (ସ୍ତ୍ରୀର) ଦୋଷ ବହନ କରିବ।"
16 ପୁରୁଷ ଓ ତାହାର ସ୍ତ୍ରୀ ବିଷଯ ରେ, ପିତା ଓ ପିତ୍ରାଳଯର ୟୁବତୀ କନ୍ଯା ବିଷଯ ରେ ସଦାପ୍ରଭୁ ମାଶାଙ୍କେୁ ଏହିସବୁ ଆଜ୍ଞା ଦେଲେ।
×

Alert

×