1
|
ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ, |
2
|
"ଇଶ୍ରାୟେଲର ଲୋକମାନଙ୍କୁ କୁହ: "ଯେତବେେଳେ ତୁମ୍ଭମାନେେ କିଣାନ ଦେଶ ରେ ପ୍ରବେଶ କରିବ, ତାହା ତୁମ୍ଭମାନଙ୍କର ଦେଶ ହବେ। ଏଗୁଡିକ ସହେି ଦେଶର ସୀମା ହବେ। |
3
|
ତୁମ୍ଭମାନଙ୍କର ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ ପ୍ରାନ୍ତର ପର୍ୟ୍ଯନ୍ତ ହବେ। ମୃତ ସମୁଦ୍ର ଦକ୍ଷିଣ ମୁଣ୍ତରୁ ପୂର୍ବଦିଗକୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହବେ। |
4
|
ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫରେି ଅକ୍ରଦ୍ଦୀମ ଘାଟ ଦଇେ ସୀନ୍ ପର୍ୟ୍ଯନ୍ତ ୟିବ ଓ ସଠାରୁେ କାଦେଶ ବର୍ଣଯରେ ଦକ୍ଷିଣ ଦଇେ ହତସର-ଅଦରକୁ ଆସି ଅସ୍ମୋନ ପର୍ୟ୍ଯନ୍ତ ୟିବ। |
5
|
ଏହାପରେ ସହେି ସୀମା ଅସ୍ମୋନରୁ ମିଶର ନଦୀ ଆଡକୁ ବିସ୍ତୃତ ହବେ ଓ ସହେି ଭୂମଧ୍ଯସାଗର ନିକଟରେ ଶଷେ ହବେ। |
6
|
ଭୂମଧ୍ଯସାଗର ପଶ୍ଚିମ ସୀମା ହବେ। ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହବେ। |
7
|
ଆଉ ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହବେ। ଏହା ଭୂମଧ୍ଯସାଗରଠାରୁ ହାରେ ପର୍ବତ ପର୍ୟ୍ଯନ୍ତ ବିସ୍ତୃତ ହବେ। |
8
|
ହାରଠାରୁେ ଏହି ସୀମା ଆରମ୍ଭ ହାଇେ ହମାତ ପର୍ୟ୍ଯନ୍ତ ବିସ୍ତୃତ ହାଇେ ସଦାଦ୍ ନିକଟରେ ଶଷେ ହବେ। |
9
|
ତୁମ୍ଭର ଉତ୍ତର ସୀମା ସିଫ୍ରୋଣ ପର୍ୟ୍ଯନ୍ତ ବିସ୍ତୃତ ହାଇେ ହତସର-ଐନନ ରେ ଶଷେ ହବେ। |
10
|
ଆଉ ତୁମ୍ଭମାନଙ୍କର ପୂର୍ବ ସୀମା ହତସର ଐନନଠାରୁ ଆରମ୍ଭ ହାଇେ ଶଫାମ୍ ପର୍ୟ୍ଯନ୍ତ ୟିବ। |
11
|
ସହେି ସୀମା ଶଫାମ୍ଠାରୁ ଐନର ପୂର୍ବଦିଗ ଆଡକୁ ଶଷେ ରେ ରିବ୍ଲାର ପାଦଭୂମି ପର୍ୟ୍ଯନ୍ତ ୟିବ ଏବଂ ପୂର୍ବ ରେ ଏହା ଗାଲିଲୀ ହ୍ରଦ ପର୍ୟ୍ଯନ୍ତ ବିସ୍ତୃତ ହବେ। |
12
|
ପୁଣି ସେ ସୀମା ୟର୍ଦ୍ଦନ ଦଇେ ୟିବ ଓ ମୃତ ସମୁଦ୍ର ନିକଟରେ ଶଷେ ହବେ। ଏହା ତୁମ୍ଭମାନଙ୍କର ଦେଶ ଏବଂ ଏହାର ସୀମା ହବେ।" |
13
|
ତେଣୁ ମାଶାେ ଇଶ୍ରାୟେଲର ଲୋକମାନଙ୍କୁ ଆଜ୍ଞା ଦଇେ କହିଲେ, "ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧବଂଶକୁ ଯେଉଁ ଦେଶ ଦବୋକୁ ଆଜ୍ଞା ଦଇେଅଛନ୍ତି, ତୁମ୍ଭମାନେେ ଯାହାକୁ ଗୁଳାବାଣ୍ଟ ଦ୍ବାରା ଅଧିକାର କରିବ, ସହେି ଦେଶ ଏହି। |
14
|
ରୁବନେ, ଗାଦ ଗୋଷ୍ଠୀଗଣ ଓ ମନଃଶିର ଅର୍ଦ୍ଧକେ ଗୋଷ୍ଠୀଗଣ ଆପଣା ଆପଣା ପରିବାର ଅନୁସାରେ ସମାନଙ୍କେର ଅଧିକାର ପାଇଛନ୍ତି। |
15
|
ଏହି ଦୁଇ ବଂଶ ଓ ଅର୍ଦ୍ଧବଂଶ ୟରୀହୋ ପୂର୍ବଦିଗ ରେ ୟର୍ଦ୍ଦନର ଆରପାରି ରେ ସମାନଙ୍କେର ଅଧିକାର ପାଇଅଛନ୍ତି।" |
16
|
ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ, |
17
|
" ଯେଉଁମାନେ ତୁମ୍ଭମାନଙ୍କ ନିମନ୍ତେ ଦେଶ ଭାଗ କରିବେ, ସମାନେେ ହେଉଛନ୍ତି ଯାଜକ ଇଲିଯାସର ଓ ନୂନର ପୁତ୍ର ଯିହାଶୂେୟ। |
18
|
ପୁଣି ତୁମ୍ଭମାନେେ ଦେଶ ଭାଗ କରିବା ନିମନ୍ତେ ପ୍ରେତ୍ୟକକ ଗୋଷ୍ଠୀବର୍ଗରୁ ଜଣେ ଜଣେ ନତେୃବର୍ଗ ବାଛିବ। |
19
|
ସହେି ଅଧିପତିଗଣଙ୍କର ନାମ ଏହି: |
20
|
ଶିମିୟୋନର ଗୋଷ୍ଠୀବର୍ଗରୁ ଅମ୍ମୀହୂଦର ପୁତ୍ର ଶମୂଯଲେ। |
21
|
ବିନ୍ଯାମୀନ ଗୋଷ୍ଠୀବର୍ଗରୁ କିଶଲୋନର ପୁତ୍ର ଇଲୀଦଦ୍। |
22
|
ଆଉ ଦାନ ଗୋଷ୍ଠୀବର୍ଗରୁ ୟଗ୍ଲିର ପୁତ୍ର ବୁକ୍କି। |
23
|
ଯୋଷଫେ ବଂଶଧର ମଧ୍ଯରୁ ମନଃଶି ଗୋଷ୍ଠୀରୁ ଏଫୋଦର ପୁତ୍ର ହନ୍ନୀଯଲେ। |
24
|
ପୁଣି ଇଫ୍ରଯିମ ଗୋଷ୍ଠୀବର୍ଗରୁ ଶିପ୍ତନର ପୁତ୍ର କମୂଯଲେ। |
25
|
ଆଉ ସବୂଲୂନ ଗୋଷ୍ଠୀବର୍ଗରୁ ପର୍ଣକର ପୁତ୍ର ଇଲୀଷାଫନ୍। |
26
|
ଇଷାଖର ଗୋଷ୍ଠୀବର୍ଗରୁ ଅସ୍ସନର ପୁତ୍ର ପଲଟିଯଲେ। |
27
|
ପୁଣି ଆଶରେ ଗୋଷ୍ଠୀବର୍ଗରୁ ଶଲୋମିର ପୁତ୍ର ଅହୀହୂଦ୍। |
28
|
ନପ୍ତାଲି ଗୋଷ୍ଠୀବର୍ଗରୁ ଅମ୍ମୀହୂଦର ପୁତ୍ର ପଦ ହେଲ୍।" |
29
|
କିଣାନ ଦେଶ ରେ ଇଶ୍ରାୟେଲର ଲୋକମାନଙ୍କ ମଧିଅରେ ଅଧିକାର ବିଭାଗ କରି ଦବୋକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ। |
Numbers 34:27 Oriya Language Bible Words basic statistical display
COMING SOON ...