Indian Language Bible Word Collections
Numbers 4:11
Numbers Chapters
Numbers 4 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Numbers Chapters
Numbers 4 Verses
1
|
ଅନନ୍ତର ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ, |
2
|
"ତୁମ୍ଭମାନେେ ଲବେୀର ସନ୍ତାନଗଣ ମଧ୍ଯରୁ କହାତ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ପୁରୁଷମାନଙ୍କୁ ଗଣନା କର। |
3
|
ତିରିଶ ବର୍ଷଠାରୁ ପଚାଶ ବର୍ଷ ବଯସ୍କ ପର୍ୟ୍ଯନ୍ତ, ଯେଉଁମାନେ ସମାଗମ ତମ୍ବୁ ରେ କାର୍ୟ୍ଯ କରିବାକୁ ୟୋଗ୍ଯ ସମାନଙ୍କେୁ ଗଣନା କର। |
4
|
ସମାଗମ ତମ୍ବୁ ରେ ମହାପବିତ୍ର ଦ୍ରବ୍ଯାଦିର ଯତ୍ନ ନବୋ କହାତ ପରିବାରବର୍ଗର କାର୍ୟ୍ଯ ଅଟେ। |
5
|
"ଯେତବେେଳେ ଛାଉଣୀ ସ୍ଥାନାନ୍ତର କରିବାର ସମୟ ହୁଏ, ତାଙ୍କର ପୁତ୍ରଗଣ ପରଦା ରେ ପବିତ୍ର ନିଯମ ସିନ୍ଦୁକକୁ ଢାଙ୍କିବେ। |
6
|
ସମାନେେ ପୁନର୍ବାର ତାହାକୁ ଶିଶୁକ ଚର୍ମର ଆଚ୍ଛାଦନ କରିବେ ଓ ତହିଁ ଉପରେ ସମ୍ପୂର୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦବେେ, ତା'ପରେ ସମାନେେ ପବିତ୍ର ସିନ୍ଦୁକ ବହନ କରିବାର ସାଙ୍ଗି ଲଗାଇବେ। |
7
|
"ଏହାପରେ ସମାନେେ ପବିତ୍ର ମଜେ ଉପରେ ନୀଳବର୍ଣ୍ଣର ଏକ ବସ୍ତ୍ର ବିଛାଇବା ଉଚିତ୍ ଏବଂ ତାହା ଉପରେ ଥାଳୀ, ଚାମଚ, ପାତ୍ର ଜାର୍ ପଯେ ନବୈେଦ୍ଯ ରଖିବା ଉଚିତ୍। ଦର୍ଶନୀଯ ରୋଟୀ ସବୁବେଳେ ସେଥି ରେ ରଖିବା ଉଚିତ୍। |
8
|
ତା'ପରେ ସେ ସମସ୍ତ ଉପରେ ସମାନେେ ଏକ ସିନ୍ଦୁରବର୍ଣ୍ଣ ବସ୍ତ୍ର ବିଛାଇବେ ଏବଂ ତା'ପରେ ଶିଶୁକଚର୍ମ ରେ ଆଚ୍ଛାଦନ କରିବେ। ତା'ପରେ ସମାନେେ ସହେି ସାଙ୍ଗି କଡା ଭିତ ରେ ପୁରାଇବେ। |
9
|
"ଏହାପରେ ସମାନେେ ଏକ ନୀଳବର୍ଣ୍ଣ ବସ୍ତ୍ର ନଇେ ଆ ଲୋକର ଦ୍ବପରୂଖା, ତାହାର ପ୍ରଦୀପ, ତାହାର ଅଗାଂରଧାନୀ ଏବଂ ସମସ୍ତ ତୈଳପାତ୍ରକୁ ଆଛାଦନ କରିବା ଉଚିତ୍। |
10
|
ପୁଣି ସମାନେେ ତାକୁ ଓ ତହିଁର ସମସ୍ତ ସରଞ୍ଜାମ ଏକ ଶିଶୁକଚର୍ମର ମଧିଅରେ ରଖିବେ ଏବଂ ତାହାକୁ ଗୋଟିଏ ଖୁଣ୍ଟ ରେ ରଖିବେ। |
11
|
"ପୁଣି ସମାନେେ ସ୍ବର୍ଣ୍ଣମଯ ବଦେି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମ ରେ ଢାଙ୍କିବେ ଏବଂ କଡା ମଧିଅରେ ସାଙ୍ଗୀ ପୁରାଇବେ। |
12
|
"ତା'ପରେ ସମାନେେ ସବୋର୍ଥକ ସମସ୍ତ ପବିତ୍ର ପାତ୍ର ନଇେ ନୀଳବର୍ଣ୍ଣ ବସ୍ତ୍ର ମଧିଅରେ ଗୁଡାଇ ରଖିବେ। ସମାନେେ ତାହାକୁ ଶିଶୁକଚର୍ମର ଆଛାଦନ କରିବେ ଏବଂ ତା'ପରେ ତାହାକୁ ଗୋଟିଏ ଖୁଣ୍ଟ ରେ ରଖିବେ। |
13
|
"ପୁଣି ସମାନେେ ୟଜ୍ଞବଦେୀରୁ ଭସ୍ମ କାଢି ନଇେ ତହିଁ ଉପରେ ବାଇଗଣି ରଗଂର ବସ୍ତ୍ର ବିଛାଇବେ। |
14
|
ଆଉ ତା'ଉପରେ ସମାନେେ ଅଙ୍ଗାରଧାନୀ, ତସଲା, କଣ୍ଟା କୋଦାଳ, ଗହୀରା ପାତ୍ର ପ୍ରଭୃତି ୟଜ୍ଞବଦେୀ ରେ ସବୋର୍ଥକ ସମସ୍ତ ପାତ୍ର ରଖିବେ। ତହୁଁ ସମାନେେ ତାଉପରେ ଶିଶୁକଚର୍ମର ଆଚ୍ଛାଦନ ଦବେେ ଏବଂ କଡା ମଧିଅରେ ସାଙ୍ଗି ଲଗାଇବେ। |
15
|
"ଏହି ରୂପେ ଯେତବେେଳେ ଛାଉଣୀ ଅଗ୍ରସର ହବୋ ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ରସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ଯ ଢାଙ୍କି ଦବେେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସମାନେେ ନିଶ୍ଚଯ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ ନ ହେଲେ ସମାନେ ମୁତ୍ଯୁବରଣ କରିବେ। ପବିତ୍ର ତମ୍ବୁ ରେ ଏହାହିଁ କହାତ ପୁତ୍ରଗଣର କର୍ତ୍ତବ୍ଯ ହବେ। |
16
|
"ଆଉ ସମସ୍ତ ଆବାସର, ତତ୍ତ୍ବାବଧାନ ସହେି ପବିତ୍ର ତମ୍ବୁ ଏବଂ ତନ୍ମଧ୍ଯସ୍ଥିତ ସମସ୍ତ ପବିତ୍ରସ୍ଥାନ ଏବଂ ସମସ୍ତ ଦ୍ରବ୍ଯ ଅର୍ଥାତ୍ ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ଯ, ନିତ୍ଯଭକ୍ଷ୍ଯ ନବୈେଦ୍ଯ ଓ ଅଭିଷକୋର୍ଥକ ତୈଳ, ଏହି ସବୁର ତତ୍ତ୍ବାବଧାନ କାର୍ୟ୍ଯ ହାରୋଣର ପୁତ୍ର ଇଲିଯାସର ଯାଜକର ହବେ।" |
17
|
ଅନନ୍ତର ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ, |
18
|
"ତୁମ୍ଭମାନେେ ଲବେୀୟମାନଙ୍କ ମଧ୍ଯରୁ କହାତ ବଂଶୀଯ ଗୋଷ୍ଠୀକି ଅଲଗା କରିଦିଅ ନାହିଁ। |
19
|
ମାତ୍ର ସମାନେେ ମହାପବିତ୍ର ସ୍ଥାନ ରେ ଥିବା ବସ୍ତ୍ରର ନିକଟବର୍ତ୍ତୀ ହେଲା ବେଳେ ଯେପରି ନ ମରନ୍ତି, ଏଥିପାଇଁ ତୁମ୍ଭେ ମାନେ ସମାନଙ୍କେ ପ୍ରତି ଏହିପରି କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତର ୟାଇ ସମାନଙ୍କେର ପ୍ରେତ୍ୟକକ ଜଣକୁ ଆପଣା ଆପଣା ସବୋ ରେ ଓ ଭାର ବହନ ରେ ନିୟୁକ୍ତି କରିବେ। |
20
|
ସମାନେେ ପବିତ୍ର ବସ୍ତ୍ରକୁ ଦେଖିବା ଉଚିତ୍ ନୁହେଁ, ସମାନେେ ଯେତବେେଳେ ୟିବା ପାଇଁ ସଜାଡୁଛନ୍ତି। କାରଣ ଯଦି ସମାନେେ ତାହା କରନ୍ତି, ତବେେ ସମାନେେ ମରିଯିବେ।" |
21
|
ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ, |
22
|
" ସମାନଙ୍କେର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗେର୍ଶୋନ ପରିବାରକୁ ଗଣନା କର। |
23
|
ଯେଉଁମାନେ ତିରିଶ ବର୍ଷଠାରୁ ପଚାଶବର୍ଷ ମଧିଅରେ ଓ ସମାଗମ ତମ୍ବୁ ରେ ସବୋ କରି ପାରିବେ, ସମାନଙ୍କେୁ ଗଣନା କର। |
24
|
" ସବୋ କରିବା ଓ ଭାର ବହିବା କାର୍ୟ୍ଯ ମଧିଅରେ ଗେର୍ଶୋନ ବଂଶର ସବୋ ଏହି। |
25
|
ସମାନେେ ପବିତ୍ର ତମ୍ବୁର ପରଦା ସକଳ, ତହିଁର ଆଚ୍ଛାଦନ, ତହିଁର ଉପରିସ୍ଥିତ ଶିଶୁକଚର୍ମର ଛାତ ଓ ସମାଗମ ତମ୍ବୁର ପ୍ରବେଶ ଦ୍ବାରର ଆଚ୍ଛାଦନ ବସ୍ତ୍ର ବହନ କରିବେ। |
26
|
ଆଉ ପ୍ରାଙ୍ଗଣର ପରଦା ଯାହା ପବିତ୍ର ତମ୍ବୁକୁ ଆଚ୍ଛାଦନ କରେ ଏବଂ ୟଜ୍ଞବଦେୀ, ପ୍ରବେଶ ଫାଟକର ପରଦା ତହିଁର ରଜ୍ଜୁ ଓ ତହିଁର ସବୋର୍ଥକ ସମସ୍ତ ଦ୍ରବ୍ଯ ବହନ କରିବେ ଓ ସହେି ସବୁ ରେ ଯେଉଁ କାର୍ୟ୍ଯ କରିବାକୁ ହୁଏ ତାହାସବୁ କରିବା ଉଚିତ୍। |
27
|
ହାରୋଣ ଓ ତାଙ୍କର ପୁତ୍ରଗଣଙ୍କ ନିର୍ବ୍ଦେଶ ଅନୁସାରେ ଗେର୍ଶୋନର ଲୋକମାନେ ନିଜ ନିଜର କାର୍ୟ୍ଯ ଓ ସବୋ ସମ୍ବନ୍ଧୀଯ ସମସ୍ତ କର୍ମ କରିବା ଉଚିତ୍। ତୁମ୍ଭେ ସମାନଙ୍କେୁ, ଯାହାସବୁ ଦାଯୀତ୍ବ ବହନ କରନ୍ତି ସହେି କାର୍ୟ୍ଯ ଭାର ଦବୋ ଉଚିତ୍। |
28
|
ସମାଗମ ତମ୍ବୁ ରେ ଗେର୍ଶୋନୀଯ ପରିବାରବର୍ଗ ଏହି ସବୋ ଦାଆୟାଏ। ଇଥାମର ଯାଜକ ହାରୋଣଙ୍କ ପୁତ୍ର ସମାନଙ୍କେ ଉପରେ ପର୍ୟ୍ଯବେକ୍ଷଣ କରିବେ।" |
29
|
"ତୁମ୍ଭେ ମରାରି ସନ୍ତାନଗଣର ପିରିବାରବର୍ଗ ଓ ପିତୃଗୃହ ଅନୁସାରେ ସମାନଙ୍କେୁ ଗଣନା କରିବ। |
30
|
ତିରିଶ ବର୍ଷଠାରୁ ପଚାଶ ବର୍ଷ ପର୍ୟ୍ଯନ୍ତ ବଯସ୍କ ଯେଉଁ ମାନେ ସମାଗମ ତମ୍ବୁ ରେ କାର୍ୟ୍ଯ କରିପାରିବେ, ସମାନଙ୍କେୁ ଗଣନା କରିବ। |
31
|
ଏହି ଦାଯିତ୍ବ ସମାନେେ ବହନ କରିପାରିବେ, ସମାନେେ ସମାଗମ ତମ୍ବୁର କାଠପଟା ସବୁ, ଅର୍ଗଳ ସ୍ତମ୍ଭ ଓ ଚୁଙ୍ଗିସକଳ ବହନ କରିବା ଉଚିତ୍। |
32
|
ସମାନେେ ପ୍ରାଙ୍ଗଣର ବାଡର ଖମ୍ବକୁ, ସଗେୁଡିକର ଭିତ୍ତିକୁ, ସଗେୁଡିକର ଖିଲକୁ, ସଗେୁଡିକର ରଜ୍ଜକୁ, ତାହା ସହିତ ସଂୟୁକ୍ତ ସମସ୍ତ ବସ୍ତୁକୁ ବହନ କରିବା ଉଚିତ୍। ତୁମ୍ଭେ ପ୍ରେତ୍ୟକକ ବ୍ଯକ୍ତିକୁ ନିର୍ଦ୍ଧିଷ୍ଟ କାର୍ୟ୍ଯଭାର ବହନ କରିବାକୁ ଦବୋ ଉଚିତ୍। |
33
|
ସମାଗମ ତମ୍ବୁ ରେ ମରାରି ସନ୍ତାନମାନଙ୍କ ବଂଶର ସମସ୍ତ ସବୋ ସମ୍ବନ୍ଧୀଯ ଏହି କାର୍ୟ୍ଯ; ଏସବୁ ହାରୋଣ ଯାଜକର ପୁତ୍ର ଈଥାମରର ଦଖାେ ରଖାେ କରିବାର ଦାଯିତ୍ବ ହବେ।" |
34
|
ଅନନ୍ତର ମାଶାେ, ହାରୋଣ ଓ ଇଶ୍ରାୟେଲର ନେତାଗଣ କାହାତୀଯ ଲୋକମାନଙ୍କୁ ସମାନଙ୍କେର ପରିବାର ଓ ପିତୃଗୃହ ଅନୁସାରେ ଗଣନା କଲେ, |
35
|
ତିରିଶ ବର୍ଷ ଠାରୁ ପଚାଶ ବର୍ଷ ବଯସ୍କ ପର୍ୟ୍ଯନ୍ତ ଯେଉଁମାନେ ସମାଗମ ତମ୍ବୁ ରେ କର୍ମ କରିବା ନିମନ୍ତେ ସବେକ ଶେଣ୍ରୀଭୁକ୍ତ ହବେେ, ସମାନଙ୍କେୁ ଗଣନା କଲେ। |
36
|
ଏହି କର୍ମପାଇଁ ଯୋଗ୍ଯ କାହାତୀଯ ବଂଶର ଲୋକମାନଙ୍କ ସଂଖ୍ଯା 2,750 ହେଲା। |
37
|
ଏହିମାନେ କାହାତୀଯ ବଂଶର ଲୋକ ଯେଉଁମାନେ ସମାଗମ ତମ୍ବୁ ରେ ସବୋକାର୍ୟ୍ଯ ରେ ନିୟୁକ୍ତି ହେଲେ, ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ଓ ହାରୋଣ ସମାନଙ୍କେୁ ଗଣନା କଲେ। |
38
|
ଆଉ ମଧ୍ଯ ଗେର୍ଶୋନ ବଂଶ ସନ୍ତାନଗଣର ଆପଣା ଆପଣା ପିତୃଗୃହ ଓ ବଂଶ ଅନୁସାରେ ଗଣା ହେଲେ। |
39
|
ତିରିଶ ବର୍ଷ ବଯସ୍କଠାରୁ ପଚାଶ ବର୍ଷ ବଯସ୍କ ପର୍ୟ୍ଯନ୍ତ ଯେଉଁମାନେ ସମାଗମ ତମ୍ବୁ ରେ କର୍ମ କରିବା ନିମନ୍ତେ ସବେକ ଶେଣ୍ରୀଭୁକ୍ତ ହେଲେ ସମାନଙ୍କେୁ ଗଣା ଗଲା। |
40
|
ଗେର୍ଶୋନ ବଂଶ ରେ ପିତୃଗୃହ ଅନୁସାରେ ଗଣନା କରାୟିବାରୁ ସମାନଙ୍କେ ସଂଖ୍ଯା 2,630 ହେଲା। |
41
|
ଏମାନେ ଗେର୍ଶୋନ ସନ୍ତାନଗଣର ପରିବାରବର୍ଗ ରେ ଗଣ୍ଯ ହେଲେ ଓ ସମାଗମ ତମ୍ବୁ ରେ ସବୋକାର୍ୟ୍ଯ ରେ ନିୟୁକ୍ତି ହେଲେ, ମାଶାେ ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ଏମାନଙ୍କୁ ଗଣନା କଲେ। |
42
|
ଆଉ ମଧ୍ଯ ମରାରି ବଂଶ ମଧିଅରେ ଲୋକମାନେ ନିଜ ନିଜ ବଂଶ ଓ ପିତୃଗୃହ ଅନୁସାରେ ଗଣା ଗଲେ। |
43
|
ତିରିଶ ବର୍ଷ ବଯସ୍କଠାରୁ ପଚାଶବର୍ଷ ବଯସ୍କ ପର୍ୟ୍ଯନ୍ତ ଯେଉଁମାନେ ସମାଗମ ତମ୍ବୁ ରେ କର୍ମ କରିବା ନିମନ୍ତେ ସବେକ ଶେଣ୍ରୀଭୁକ୍ତ ହେଲେ, ସମାନେେ ଗଣ୍ଯ ହେଲେ। |
44
|
ସମାନେେ ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣା ୟିବାରୁ ସମାନଙ୍କେ ସଂଖ୍ଯା 3,200 ହେଲା। |
45
|
ଏମାନେ ମରାରି ସନ୍ତାନଗଣର ବଂଶ ରେ ଗଣ୍ଯ ହାଇେଥିବା ଲୋକ, ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ଓ ହାରୋଣ ଏମାନଙ୍କୁ ଗଣନା କଲେ। |
46
|
ତେଣୁ ମାଶାେ, ହାରୋଣ ଓ ଇଶ୍ରାୟେଲର ଅଧିପତିଗଣ ଲବେୀୟମାନଙ୍କୁ ସମାନଙ୍କେର ପରିବାରବର୍ଗ ଓ ପିତୃଗୃହ ଅନୁସାରେ ଗଣନା କଲେ। |
47
|
ତିରିଶ ବର୍ଷ ବଯସ୍କଠାରୁ ପଚାଶ ବର୍ଷ ବଯସ୍କ ପର୍ୟ୍ଯନ୍ତ ଯେଉଁମାନେ ସମାଗମ ତମ୍ବୁ ରେ ସବୋକାର୍ୟ୍ଯ ରେ ଓ ଭାର ବହିବା କର୍ମ ରେ ନୀୟୁକ୍ତ ହେଲେ, ସମାନେେ ସମସ୍ତେ ଗଣା ଗଲେ। |
48
|
ସମାନଙ୍କେ ସଂଖ୍ଯା 8,580 ହେଲା। |
49
|
ମାଶାଙ୍କେୁ ସଦାପ୍ରଭୁ ଯେଉଁ ଅନୁସାରେ ଆଜ୍ଞା ଦଇେଥିଲେ, ସହେିପରି ଭାବରେ ସେ ସମାନଙ୍କେର ସବୋ ଓ ଭାର ବହିବା ଅର୍ଥ ଅନୁସାରେ ଗଣ୍ଯ ହେଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାଙ୍କେ ଦ୍ବାରା ଏହା କରାଗଲା। |