1
|
ଏଗୁଡ଼ିକ ହେଉଛି ଶଲୋମନଙ୍କ ହିତାପଦେେଶ। ଜ୍ଞାନୀ ପୁତ୍ର ପିତାକୁ ଆନନ୍ଦିତ କରେ। କିନ୍ତୁ ମୂର୍ଖ ପୁତ୍ର ତା'ର ମାତାର ଦୁଃଖ ବଢ଼ାଏ। |
2
|
ଯଦି ଜଣେ କୁକର୍ମ କରି ଧନ ଅର୍ଜନ କରେ, ତବେେ ତାହା କାର୍ୟ୍ଯ ରେ ଲାଗେ ନାହିଁ। ଧାର୍ମିକତା ମୃତ୍ଯୁରୁ ରକ୍ଷା କରେ। |
3
|
ସଦାପ୍ରଭୁ ଧାର୍ମିକମାନଙ୍କର ଯତ୍ନ ନିଅନ୍ତି। ସେ ଆବଶ୍ଯକ ପରିମାରଣର ଖାଦ୍ୟ ଯୋଗନ୍ତି। କିନ୍ତୁ ସଦାପ୍ରଭୁ ଦୁଷ୍ଟମାନଙ୍କର କାମନା କ୍ଷୁର୍ଣ୍ଣ କରନ୍ତି। |
4
|
ଅଳସୁଆ ଦରିଦ୍ର ହବେ। ପରିଶ୍ରମୀ ଲୋକ ଧନୀ ହବେ। |
5
|
ବୁଦ୍ଧିମାନ ଲୋକ ଉତ୍ତମ ସମୟରେ ଶସ୍ଯ ସଂଗ୍ରହ କରେ, କିନ୍ତୁ ଯେଉଁ ବ୍ଯକ୍ତି ଏହି ସମୟରେ ଶାଇେପଡ଼େ, ତାହା ଲଜ୍ଜାଜନକ। |
6
|
ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ଷେ, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ଯ ରେ ପରିପୂର୍ଣ୍ଣ ହୁଏ। |
7
|
ଧାର୍ମିକ ଲୋକମାନେ ଆଦର ସହକା ରେ ମନେ ରଖନ୍ତି କିନ୍ତୁ ଦୁଷ୍ଟ ବ୍ଯକ୍ତିର ନାମ ଦୁର୍ଗନ୍ଧ ବାସନା ପରି ହୁଏ। |
8
|
ଜ୍ଞାନୀ ଲୋକ ଆଜ୍ଞାସବୁ ମାନେ କିନ୍ତୁ ମୂର୍ଖ ଲୋକ ୟୁକ୍ତି କରେ ଓ ନିଜକୁ ବିପର୍ୟ୍ଯଯ ଆଡ଼କୁ ଟାଣିନିଏ। |
9
|
ଜଣେ ସଚ୍ଚୋଟ ବ୍ଯକ୍ତି ରକ୍ଷା ପାଏ, କିନ୍ତୁ ଦୁଷ୍ଟ ଲୋକ ଧରା ପଡ଼ିୟାଏ। |
10
|
ଜଣେ ୟିଏ ସତ୍ଯକୁ ଲୁଚାଏ, ସେ ଅସୁବିଧାର କାରଣ ଅଟେ। ଜଣେ ୟିଏ ଖାେଲାଖାଲିେ ଭାବରେ କଥା କୁ ହେ, ଶାନ୍ତି ବିରାଜିତ କରେ। |
11
|
ଧାର୍ମିକ ଲୋକର ମୁଖ ଜୀବନର ନିର୍ଝର। କିନ୍ତୁ ଦୁଷ୍ଟ ଲୋକର ମୁଖ ଦୌରାତ୍ମ୍ଯ ବଢ଼ାଏ। |
12
|
ହିଂସା କଳି ଆଣେ। କିନ୍ତୁ ପ୍ ରମେ ସବୁ ଅଧର୍ମକୁ କ୍ଷମା କରେ। |
13
|
ବୁଦ୍ଧିମାନ୍ ଲୋକମାନଙ୍କର ଓଷ୍ଠ ରେ ଜ୍ଞାନ ଥାଏ। ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି। |
14
|
ଜ୍ଞାନୀମାନେ ଜ୍ଞାନ ସଞ୍ଚଯ କରନ୍ତି। କିନ୍ତୁ ନିର୍ବୋଧର ମୁଖ ବିନାଶକୁ ନିମନ୍ତ୍ରଣ କରେ। |
15
|
ଧନୀ ଲୋକର ଧନ ତା'ର ଦୃଢ଼ ନଗର ସଦୃଶ। କିନ୍ତୁ ଦରିଦ୍ର ଲୋକମାନଙ୍କର ଦରିଦ୍ରତା ସମାନଙ୍କେର ବିନାଶ ଆଣେ। |
16
|
ଧାର୍ମିକର ପରିଶ୍ରମ ପୁଣ୍ଯଜନକ, ପୁଣି ଅଧାର୍ମିକର ଆଯ ପାପଜନକ। |
17
|
ଯେଉଁ ବ୍ଯକ୍ତି ଉପଦେଶ ଶୁଣେ, ସେ ଜୀବନ ପଥରେ ଆଗଇେ ଚାଲେ, କିନ୍ତୁ ଯେଉଁ ବ୍ଯକ୍ତି ଅନୁୟୋଗ ତ୍ଯାଗ କରେ, ସେ ଲୋକମାନଙ୍କୁ କୁପଥରେ ନିଏ। |
18
|
ଯେ ହିଂସା ଆଚରଣ କରେ, ତା'ର ଓଷ୍ଠାଧାର ମିଥ୍ଯାବାଦୀ, ପୁଣି ଯେ ଅପବାଦ ରଚନା କରେ ସେ ଅଜ୍ଞାନ। |
19
|
ବହୁ ବାକ୍ଯ ରେ ଅଧର୍ମର ଅଭାବ ନ ଥାଏ। ମାତ୍ର ଯେ ଆପଣା ଓଷ୍ଠାଧାରକୁ ଦମନ କରେ, ସେ ବୁଦ୍ଧିମାନ୍। |
20
|
ଧାର୍ମିକ ପୁରୁଷମାନଙ୍କର ବାକ୍ଯଗୁଡ଼ିକ ମନୋନୀତ ରୂପାତୁଲ୍ଯ, କିନ୍ତୁ ଦୁଷ୍ଟଲୋକମାନଙ୍କର ଚିନ୍ତାର ମୂଲ୍ଯ ନ ଥାଏ। |
21
|
ଧାର୍ମିକର ଓଷ୍ଠାଧାର, ଅନକଙ୍କେୁ ପ୍ରତିପାଳନ କରେ। ମାତ୍ର ଅଜ୍ଞାନମାନେ ନିର୍ବୋଧତା କାରଣରୁ ମୃତ୍ଯୁବରଣ କରନ୍ତି। |
22
|
ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ୍ କରେ, ପୁଣି ତାହା ଦୁଃଖ ନିବାରଣ କରେ। |
23
|
କୁକର୍ମ କରିବା ନିର୍ବୋଧର ଆନନ୍ଦ, ସହେିପରି ଜ୍ଞାନ ବୁଦ୍ଧିମାନ୍ ପୁରୁଷର। |
24
|
ଦୁଷ୍ଟ ଲୋକ ଯାହା ଭୟ କରେ, ତାହାହିଁ ତାକୁ ଘଟେ। ମାତ୍ର ଧାର୍ମିକର ମନୋବାଞ୍ଛା ତାକୁ ଦିଆୟାଇଥାଏ। |
25
|
ଯେତବେେଳେ ଘୂର୍ଣ୍ଣିବାଯୁ ବ ହେ, ଦୁଷ୍ଟ ଲୋକ ଅନ୍ତର୍ଧାନ ହାଇଯେିବ। କିନ୍ତୁ ଧାର୍ମିକ ପୁରୁଷ ଅନନ୍ତକାଳସ୍ଥାଯୀ ସ୍ବରୂପ ରହେ। |
26
|
ଯେପରି ଦନ୍ତକୁ କଟୁରସ ଓ ଚକ୍ଷୁକୁ ଧୂଆଁ ସହେିପରି ଆପଣା ପ୍ ରରକମାନଙ୍କେ ପ୍ରତି ଅଳସୁଆ, |
27
|
ସଦାପ୍ରଭୁଙ୍କ ବିଷଯକ ଭୟର ଦିନ ବଢ଼ାଏ ! ମାତ୍ର ଦୁଷ୍ଟର ବର୍ଷ ଶଷେ କରାୟିବ। |
28
|
ଧାର୍ମିକ ଲୋକମାନେ ଆଶା କରୁଥିବା ଆନନ୍ଦ ଆଣିଦିଏ, କିନ୍ତୁ ଦୁଷ୍ଟ ଲୋକମାନଙ୍କର ଆଶା ଧ୍ବଂସ ପାଇବ। |
29
|
ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସୁରକ୍ଷା କରନ୍ତି, ମାତ୍ର କୁକର୍ମକାରୀମାନଙ୍କୁ ସେ ବିନାଶ କରନ୍ତି। |
30
|
ଧାର୍ମିକ ଲୋକମାନେ ନିରାପଦ ରେ ରହିବେ, କିନ୍ତୁ ଦୁଷ୍ଟ ଲୋକମାନଙ୍କୁ ଦେଶରୁ ବାହାର କରି ଦିଆୟିବ। |
31
|
ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀର ଜିହ୍ବା ଉଚ୍ଛିନ୍ନ ହବେ। |
32
|
ଧାର୍ମିକ ଲୋକମାନେ କଣ କହିବାକୁ ହବେ ଜାଣନ୍ତି, କିନ୍ତୁ ଦୁଷ୍ଟଗଣ କହନ୍ତି ଯାହା ଅସୁବିଧା ରେ ପକାଏ। |
Proverbs 10:28 Oriya Language Bible Words basic statistical display
COMING SOON ...