Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Books

Proverbs Chapters

Proverbs 18 Verses

1 ଯେ ଆପଣାକୁ ପୃଥକ୍ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ବ ଜ୍ଞାନ ପ୍ରତ୍ଯାଖାନ କରେ।
2 ମୂର୍ଖ ଲୋକ ଅନ୍ୟଠାରୁ ଶିକ୍ଷା ପାଇଁ ଭଲ ପାଏ ନାହିଁ। କବଳେ ଆପଣା ମନର କଥା ପ୍ରକାଶ କରିବା ରେ ସନ୍ତାଷେ ପାଏ।
3 ଦୁଷ୍ଟ ଆସିଲେ ଅବଜ୍ଞା ଆ ସେ। ପୁଣି ଅପମାନ ସଙ୍ଗେ ଦୁର୍ନାମ ଆ ସେ।
4 ମନୁଷ୍ଯର ମୁଖର ବାକ୍ଯ ଗଭୀର ଜଳତୁଲ୍ଯ। ପୁଣି ଜ୍ଞାନ ରେ ଉତ୍ପତ୍ତି ସ୍ଥାନ ଜଳ ସୋର୍ତ ସଦୃଶ।
5 ଦୁଷ୍ଟର କଥାକୁ ଅପେକ୍ଷା କରିବା ଅବା ବିଚାର ରେ ଧାର୍ମିକ ପ୍ରତି ଅନ୍ଯାଯ କରିବା ଭଲ ନୁହେଁ।
6 ମୂର୍ଖର କଥା ବିବାଦ ରେ ପ୍ରର୍ବତ୍ତେ। ପୁଣି ତା'ର କଥା ମାଡ଼ ଖାଇବାକୁ ଡାକେ।
7 ମୂର୍ଖର କଥା ତା'ର ବିନାଶର କାରଣ। ପୁଣି ତା'ର ବାକ୍ଯ ପ୍ରାଣର ଫାନ୍ଦ ସ୍ବରୂପ।
8 ନିନ୍ଦାର ବାକ୍ଯଗୁଡ଼ିକ, ସୁଷମ ଖାଦ୍ୟ ପରି ଅଟେ, ଯାହା ପାକସ୍ଥଳି ତଳକୁ ୟାଏ।
9 ଆପଣା କାର୍ୟ୍ଯ ରେ ଯେ ଅଳସ, ସେ ବିନାଶକର ଭଳଇ।
10 ସଦାପ୍ରଭୁଙ୍କର ନାମ ଦୃଢ଼ଗଡ଼ ସଦୃଶ। ଧାର୍ମିକ ଲୋକମାନେ ସଠାେକୁ ୟାଇ ରକ୍ଷା ପାଆନ୍ତି।
11 ଧନବାନର ଧନ ତାହାର ଦୃଢ଼ ନଗର। ପୁଣି ତାହାର ଜ୍ଞାତ ରେ ଏହା ଉଚ୍ଚ ପ୍ରାଚୀର ସ୍ବରୂପ, ଯେ କହେି ହେଲେ ଚଢ଼ିପାରିବେ ନାହିଁ।
12 ଗର୍ବୀତ ମନୁଷ୍ଯର ମନ ବିନାଶ ସମ୍ମୁଖ ରେ ଥାଏ। ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।
13 ଯେ ଶୁଣିବା ପୂର୍ବରୁ ଉତ୍ତର କରେ, ଗୋଟିଏ ଅଜ୍ଞାନତା ପରି ସିଏ ବିବଚେନା ହୁଏ ଓ ଲଜ୍ଜିତର କାରଣ ହୁଏ।
14 ଯେତବେେଳେ ଜଣେ ମନୁଷ୍ଯ ଅସୁସ୍ଥ ହୁଏ ତା'ର ଆତ୍ମା ତା'ର ଅସୁସ୍ଥତାକୁ ସହିପା ରେ, କିନ୍ତୁ କହେି ହେଲେ ଗୋଟିଏ ରୋଗଗ୍ରସ୍ତ ଆତ୍ମାକୁ ସହିପା ରେ ନାହିଁ।
15 ବୁଦ୍ଧିମାନ୍ର ମନ ଜ୍ଞାନ ଉପାର୍ଜନ କରେ। ପୁଣି ଜ୍ଞାନୀର କର୍ଣ୍ଣ ଜ୍ଞାନ ଶୁଣିବାକୁ ଆଗ୍ରହ ପ୍ରକାଶ କରେ।
16 ମନୁଷ୍ଯର ଭଟେୀ ତାକୁ ପ୍ରବେଶ ଦିଏ। ପ୍ରଭାବଶାଳୀ ଲୋକମାନଙ୍କର ଉପସ୍ଥିତ ଭିତରକୁ।
17 ଯେଉଁ ଲୋକ ପ୍ରଥମେ ଆପଣା ଘଟଣା ଉପସ୍ଥାପନା କରେ ଓ ବିବାଦ ଜଣାଏ, ସେ ଧାର୍ମିକ। ଯେପର୍ୟ୍ଯନ୍ତ ସେ ଅନ୍ୟ ଲୋକ ଦ୍ବାରା ପରୀକ୍ଷା ହାଇେ ନାହିଁ।
18 ଗୁଳିବାଣ୍ଟ ବିରୋଧ ମେଣ୍ଟାଇ ଦିଏ ଓ ବଳବାନମାନଙ୍କୁ ପୃଥକ କରେ।
19 ବିରକ୍ତ ଭାଇ ଦୃଢ଼ ନଗର ଅପେକ୍ଷା କଷ୍ଟକର। ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ବରୂପ।
20 ମନୁଷ୍ଯର ଉଦର ତା'ର ମୁଖ ଫଳ ରେ ପୂର୍ଣ୍ଣ ହୁଏ। କିନ୍ତୁ ସେ ଆପଣା ଓଷ୍ଠର କଥା ରେ ତୃପ୍ତ ହୁଏ।
21 ମରଣ ଓ ଜୀବନ ଜିହ୍ବାର ଅଧୀନ। ଯେଉଁମାନେ କଥା କହିବାକୁ ଭଲ ଜାଣନ୍ତି, ଏହାର ଫଳ ଭୋଗିବେ।
22 ଯେଉଁ ଲୋକ ଭାର୍ୟ୍ଯା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।
23 ଦରିଦ୍ର ଲୋକ ବିନଯ କରେ। ମାତ୍ର ଧନବାନ କଠିନ ଉତ୍ତର ଦିଏ।
24 ଯେ ଅନକେ ମିତ୍ର କରେ, ସମାନେେ ତାଙ୍କର ବିନାଶର କାରଣ ହାଇପୋରନ୍ତି। ମାତ୍ର ଜଣେ ପ୍ ରମେକାରୀ ଅଛନ୍ତି ଯେ ଭାଇ ଅପେକ୍ଷା ଅଧିକ ଘନିଷ୍ଠ ହାଇେ ରହନ୍ତି।
×

Alert

×