Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Books

Proverbs Chapters

Proverbs 21 Verses

1 କୃଷକ ତା'ର ଜମି ରେ ପାଣି ମଡ଼ାଇବା ପାଇଁ େଛାଟ ନାଳ କରେ। ସେ ତା'ର ଜଳ ୟୁଆଡ଼େ ନବୋକୁ ଚା ହେଁ ସେଆଡ଼େ ତା'ର ନାଳ ବଙ୍କଇେ ନିଏ। ରାଜାଙ୍କର ମନ ଠିକ୍ ଜଳର ଗତିପରି, ୟୁଆଡ଼େ ଇଚ୍ଛା ସିଆଡ଼େ ନଇୟୋଏ।
2 ମନୁଷ୍ଯ ଯାହା କର୍ମ କରେ ତାହା ତା'ର ଦୃଷ୍ଟି ରେ ଠିକ୍ ଅଟେ। ମାତ୍ର ସଦାପ୍ରଭୁ ହୃଦଯ ସବୁ ତୌଲନ୍ତି।
3 ବଳିଦାନ ଅପେକ୍ଷା ନ୍ଯାଯ ଓ ସୁବିଚାର ସଦାପ୍ରଭୁଙ୍କ ପ୍ରିଯ ବିଷଯ।
4 ଦୁଷ୍ଟ ଲୋକମାନଙ୍କର ଗର୍ବ ଚାହାଁଣି ଓ ଗର୍ବୀତ ଚିନ୍ତା ପାପପରି। ତାହା ଲୋକର ପ୍ରଦୀପ ପରି ଦଖାୟୋଏ, ତାହା ଦୁଷ୍ଟମାନଙ୍କୁ ଅନୁଶାସନ କରେ।
5 ଚିନ୍ତାଧାରା ଯୋଜନା ଏବଂ କଠିନ କର୍ମ ପ୍ରଚୁରତା ଜନ୍ମାଏ। କିନ୍ତୁ ଦୃଢ଼ ଭାବରେ ଅଳ୍ପକୁ ଅତିଶୀଘ୍ର ଧ ରେ। କବଳେ ଦାରିଦ୍ର୍ଯ ଆଡ଼କୁ ପଥ ଦଖାେଏ।
6 ଯଦି ତୁମ୍ଭେ ଠକିକରି ଧନ ଅର୍ଜନ କରିଥାଅ, ସହେି ଧନ ଶୀଘ୍ର ଚାଲିୟିବ, ଠିକ୍ ବାଷ୍ଫପରି। ସହେି ଧନ ମୃତ୍ଯୁ ଆଡ଼କୁ ପରିଚାଳିତ ହବେ।
7 ଦୁଷ୍ଟମାନଙ୍କର ଦୌରାତ୍ମ୍ଯ ସମାନଙ୍କେୁ ବିନାଶ କରିବ। ଯେ ହତେୁ ସମାନେେ ନ୍ଯାଯ କର୍ମ କରିବାକୁ ନାସ୍ତି କରନ୍ତି।
8 ଦୋଷ ରେ ଭାରାକ୍ରାନ୍ତ ଲୋକର ପଥ ଅତିଶଯ ବକ୍ର, ମାତ୍ର ଜଣେ ପବିତ୍ର ଲୋକର ପଥ ସଳଖ ଏବଂ ସାଧୁ।
9 କଳିହୁଡ଼ି ସ୍ତ୍ରୀ ସଙ୍ଗ ରେ ପ୍ରଶସ୍ତ ଗୃହ ରେ ବାସ କରିବା ଅପେକ୍ଷା ଛାତର ଏକ କଣ ରେ ବାସ କରିବା ଭଲ।
10 ଦୁଷ୍ଟ ଲୋକର ମନ ସର୍ବଦା ଅନଷ୍ଟ ପାଞ୍ଚେ। ପୁଣି ତା'ର ଦୃଷ୍ଟି ରେ ତା'ର ପ୍ରତିବେଶୀ କିଛି ଅନୁଗ୍ରହ ପାଏ ନାହିଁ।
11 ନିନ୍ଦକମାନଙ୍କୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ୍ ହୁଏ। ମାତ୍ର ବୁଦ୍ଧିମାନ୍କୁ ବୁଝାଇ ଦେଲେ ସେ ଆହୁରି ଜ୍ଞାନବାନ୍ ହୁଏ।
12 ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷଯ ରେ ବିବଚେନା କରେ। ସହେି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହାଇେ କିପରି ସର୍ବନାଶ ହୁଅନ୍ତି। ଏହା ସୁବିବଚେନା କରେ।
13 ଯେଉଁ ଲୋକ ଦୁଃଖୀ ଦରିଦ୍ରର ଡ଼ାକ ଶୁଣେ ନାହିଁ, ସେ ମଧ୍ଯ ଆପେ ଡ଼ାକିବ। କିନ୍ତୁ ଉତ୍ତର ପାଇବ ନାହିଁ।
14 ଗୁପ୍ତ ରେ ଦାନ ଦେଲେ କୋରଧ ଶାନ୍ତ ହୁଏ। ପୁଣି ଅଣ୍ଟି ରେ ଲାଞ୍ଚ ପ୍ରଦାନ ପ୍ରଚଣ୍ଡ କୋପ ଶାନ୍ତ କରେ।
15 ନ୍ଯାଯ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷଯ। ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ।
16 ଯେ ଜ୍ଞାନ ପଥ ଛାଡ଼ି ଭ୍ରମଣ କରେ, ସେ ମୃତ୍ଯୁ ଲୋକ ମଧିଅରେ ଶଷେ ହବେ।
17 ଯେଉଁ ଲୋକ ଆମାଦେ ଭଲପାଏ, ସେ ଦରିଦ୍ର ହବେ। ପୁଣି ଯେ ଦ୍ରାକ୍ଷାରସ ଓ ତୈଳ ଭଲପାଏ, ସେ ଧନବାନ ହବେ ନାହିଁ।
18 ଦୁଷ୍ଟଲୋକ ଧାର୍ମିକର ମୁକ୍ତିର ମୂଲ୍ଯ ସ୍ବରୂପ, ପୁଣି ବିଶ୍ବାସଘାତକ ସରଳ ଲୋକର ବଦଳି ସ୍ବରୂପ।
19 କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗ ରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବାସ କରିବା ଭଲ।
20 ଜ୍ଞାନବାନର ଗୃହ ରେ ବହୁମୂଲ୍ଯ ସମ୍ପତ୍ତି ଥାଏ ଓ ତୈଳ ଥାଏ, ମାତ୍ର ଗୋଟିଏ ମୂର୍ଖ ଶୋଷି ଦିଏ ଏବଂ ଏହା ସମସ୍ତ ଶଷେ କରେ।
21 ଯେଉଁ ଲୋକ ଧାର୍ମିକତା ଓ ଦୟାର ପଶ୍ଚାଦ୍ଗାମୀ, ସେ ଜୀବନ, ଧାର୍ମିକତା ଓ ସମ୍ମାନ ପାଏ।
22 ଜ୍ଞାନୀ ଲୋକ ବଳବାନ୍ ଲୋକମାନଙ୍କର ଆକ୍ରମଣ କଲେ। ପୁଣି ଦୁର୍ଗସବୁ ଧ୍ବଂସ କଲେ ସମାନେେ ବିଶ୍ବାସ କରନ୍ତି।
23 ଯେ ଆପଣା ମୁଖ ଓ ଜିହ୍ବା ରକ୍ଷା କରେ ସେ କ୍ଲେଶରୁ ଆପଣା ପ୍ରାଣକୁ ରକ୍ଷା କରେ।
24 ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦୁକ ନାମ ରେ ବିଖ୍ଯାତ। ସେ ଆତ୍ମଗର୍ବ ଦଖାେଏ।
25 ଅଳସୁଆର ବାଞ୍ଚିତ ବିଷଯ ତାହାର ମୃତ୍ଯୁ ଘଟାଏ। କାରଣ ତାହାର ହସ୍ତ କର୍ମ କରିବାକୁ ମନା କରେ।
26 କିଛି ଲୋଭୀ ଲୋକ ଦିନୟାକ କାଟନ୍ତି ବହୁ ଜିନିଷ ଗୁଡ଼ିକ ପାଇଁ ବାସନା କରି, ମାତ୍ର ଧାର୍ମିକ ଲୋକ ଉଦାର ସହିତ ଦିଅନ୍ତି।
27 ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷଯ, ମାତ୍ର ସେ କୁଅଭିପ୍ରାଯ ରେ ତାହା କଲେ ବହୁତ ଘୃଣିତ ହୁଏ।
28 ମିଥ୍ଯାସାକ୍ଷୀ ବିନଷ୍ଟ ହବେ, କିନ୍ତୁ ପ୍ରକୃତ ସାକ୍ଷୀ ପୁନର୍ବାର ପରୀକ୍ଷା ହବେ।
29 ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ। ମାତ୍ର ସରଳ ଲୋକ ଆପଣା ବାଟ ଜାଣିଥାଏ।
30 ସଦାପ୍ରଭୁଙ୍କ ବିରୁଦ୍ଧ ରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।
31 ୟୁଦ୍ଧ ଦିନ ପାଇଁ ଅଶ୍ବ ସୁସଜ୍ଜିତ ହୁଏ। ମାତ୍ର ଜଯ ସଦାପ୍ରଭୁଙ୍କଠାରୁ ସର୍ବଦାଆ ସେ।
×

Alert

×