Indian Language Bible Word Collections
Proverbs 8:19
Proverbs Chapters
Proverbs 8 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Books
Old Testament
New Testament
Proverbs Chapters
Proverbs 8 Verses
1
|
ଶୁଣ ! ଜ୍ଞାନ ତାଙ୍କଠାରୁ ଶୁଣିବାକୁ ଡ଼ାକୁଛନ୍ତି। |
2
|
ମାେ ପଥ ପାଶର୍ବସ୍ଥ ଉଚ୍ଚସ୍ଥାନ ରେ ଠିଆ ହୁଏ। ସେ ପ୍ରେତ୍ୟକକ ସଂୟୋଗ ରାସ୍ତା ରେ ଠିଆ ହୁଏ। |
3
|
ସେ ନଗରଦ୍ବାର ନିକଟରେ ଠିଆ ହୁଏ ଏବଂ ଡାକେ। |
4
|
ଜ୍ଞାନୀ କ ହେ, " ହେ ମନୁଷ୍ଯଗଣ ମୁଁ ତୁମ୍ଭମାନଙ୍କୁ ଡ଼ାକୁଅଛି। ମୁଁ ପ୍ରେତ୍ୟକକ ଲୋକଙ୍କୁ ଡାକେ। |
5
|
ଯଦି ତୁମ୍ଭମାନଙ୍କର ଅଭିଜ୍ଞତା ନାହିଁ, ତୁମ୍ଭେ ଜ୍ଞାନୀ ହୁଅ। ହେ ନିର୍ବୋଧମାନେ, ତୁମ୍ଭମାନେେ ସୁବିବଚେନା କର। |
6
|
ଶୁଣ, କାରଣ ମୁଁ ତୁମ୍ଭକୁ ଉତ୍କୃଷ୍ଟ ବିଷଯ କହିବି। ଏବଂ ମୁଁ ତୁମ୍ଭମାନଙ୍କୁ ଉଚିତ୍ କଥା କହିବି। ଯାହା ମାେ ପାଟିରୁ ବାହାରିବ। |
7
|
ମାରେବାକ୍ଯସବୁ ସତ୍ଯ ଅଟେ। ମୁଁ ଦୁଷ୍ଟତା ଛଳନାକୁ ଘୃଣା କରେ। |
8
|
ମୁଁ ଯାହା କ ହେ, ତାହା ସତ୍ଯ ଓ ଯଥାର୍ଥ। ମାରେ ବାକ୍ଯ ରେ ମିଥ୍ଯା କିମ୍ବା କୁଟିଳତା ନ ଥାଏ। |
9
|
ଯେ ତାହା ସବୁ ବୁଝେ ସେସବୁ ତାପାଇଁ ସ୍ପଷ୍ଟ। ଯେଉଁ ବ୍ଯକ୍ତିର ଜ୍ଞାନ ଅଛି, ସେ ସବୁ ବୁଝେ। |
10
|
ମାରେ ଶିକ୍ଷା ଗ୍ରହଣ କର, ଏହା ରୂପାଠାରୁ ମୂଲ୍ଯବାନ୍। ଏହା ମଧ୍ଯ ଗିନି ସୁନାଠାରୁ ମୂଲ୍ଯବାନ୍। |
11
|
ଜ୍ଞାନ ମୁକ୍ତାଠାରୁ ମୂଲ୍ଯବାନ, ତୁମ୍ଭେ ଯାହା ଆଶା କରୁଛ ତାହା ଏହାଠାରୁ ଅଧିକ ମୂଲ୍ଯବାନ।" |
12
|
ମୁଁ ହେଉଛି ଜ୍ଞାନ, ମୁଁ ସାବଧାନତାର ସହିତ ବାସ କରିଛି। ମୁଁ ଜ୍ଞାନ ଓ ଉତ୍ତମ ପରିଣାମ ସହିତ ପାଇଥାଏ। |
13
|
ଯଦି କହେି ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ତବେେ ସେ ଲୋକ କୁକର୍ମକୁ ଘୃଣା କରିବ। ମୁଁ (ଜ୍ଞାନ) ଗର୍ବ, ଅହଙ୍କାର ଓ କୁପଥ ଏବଂ କୁଟିଳତାକୁ ଘୃଣା କରେ। |
14
|
ମନ୍ତ୍ରଣା ଓ ତତ୍ତ୍ବଜ୍ଞାନ ମାଠାେ ରେ ଥାଏ। ମୁଁ ହିଁ 'ସୁବିବଚେନା' ମାଠାେ ରେ ବଳ ଅଛି। |
15
|
ମାେ ମାଧ୍ଯମ ରେ ରାଜାମାନେ ରାଜତ୍ବ କରନ୍ତି। ଶାସନକର୍ତ୍ତାମାନେ ମାେ ଦ୍ବାରା ଯଥାର୍ଥ ବିଚାର କରନ୍ତି। |
16
|
ମାେ ଦ୍ବାରା ରାଜକୁମାରୀ ଏବଂ ଶ୍ ରେଷ୍ଠଗଣ ଶାସନ କରନ୍ତି, ଯେଉଁମାନେ ଲୋକଙ୍କୁ ନିଷ୍କପଟ ଭାବରେ ଶାସନ କରନ୍ତି। |
17
|
ଯେଉଁମାନେ ମାେତେ ପ୍ ରମେ ପରନ୍ତି, ମୁଁ ସମାନଙ୍କେୁ ପ୍ ରମେ କରେ। ଯେଉଁମାନେ ଚେଷ୍ଟା କରନ୍ତି, ମାରେ ଅନ୍ବଷେଣ କରନ୍ତି, ସମାନେେ ମାେତେ ପାଆନ୍ତି। |
18
|
ମାେ ସହିତ ଧନସମ୍ପଦ ଓ ସମ୍ମାନ ଅଛି। ମୁଁ ସତ୍ଯର ସମ୍ପତ୍ତି ଓ ଧାର୍ମିକତା ଦେଉଛି। |
19
|
ମାରେ ଫଳ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ ଅଟେ। ମାରେ ଆଯୁ ରୂପା ଅପେକ୍ଷା ଉତ୍ତମ ଅଟେ। |
20
|
ମୁଁ ଧାର୍ମିକତାର ମାର୍ଗ ରେ, ବିଚାରର ପଥ ମଧିଅରେ ଗମନ କରେ। |
21
|
ଯେଉଁମାନେ ମାେତେ ପ୍ ରମେ କରନ୍ତି, ସମାନଙ୍କେୁ ସବୁ ସମ୍ପତ୍ତିର ଅଧିକାରୀ କରେ। ସମାନଙ୍କେ ଭଣ୍ଡାର ପୂର୍ଣ୍ଣ କରେ। |
22
|
ସଦାପ୍ରଭୁ ନିଜ ଗତିର ଆରମ୍ଭ ରେ, ତାଙ୍କ କର୍ମ ସକଳର ପୂର୍ବ ରେ ମାେତେ ଅଧିକାର କରିଥିଲେ। |
23
|
ଅନାଦିକାଳରୁ ଅବା ଆଦ୍ଯ କାଳାବଧି, ଅବା ପୃଥିବୀର ମୂଳ ସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି। |
24
|
ଯେତବେେଳେ ଗଭୀର ସମୁଦ୍ର ନ ଥିଲା ଏବଂ ଯେତବେେଳେ ନିର୍ଝର ସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମ ହାଇେଥିଲି। |
25
|
ପର୍ବତଗଣ ଓ ଉପପର୍ବତ ଗଣ ସ୍ଥାପିତ ହବୋ ପୂର୍ବରୁ, ମୁଁ ଜନ୍ମ ହାଇେଥିଲି। |
26
|
ସେସମୟରେ ଭୂମି କି ପ୍ରାନ୍ତର, କି ଜଗତସ୍ଥ ଧୂଳିର ଅଗ୍ରିମାଂଶ ସେ ସୃଷ୍ଟି କରି ନ ଥିଲେ। |
27
|
ଯେଉଁ ସମୟରେ ସେ ସ୍ବର୍ଗ ସ୍ଥାପନ କଲେ, ସମୁଦ୍ରର ସୀମା ସ୍ଥିର କଲେ। ସେ ସମୟରେ ମୁଁ ସଠାେ ରେ ଥିଲି। |
28
|
ସେ ମେଘକୁ ଆକାଶ ରେ ଝୁଲାଇଲେ, ଯେତବେେଳେ ସେ ସମୁଦ୍ରର ଉତ୍ସକୁ ପୂର୍ଣ୍ଣ କଲେ। |
29
|
ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଜଳସମୁହ ଯେପରି ତାଙ୍କର ଆଜ୍ଞା ଲଙ୍ଘନ କରି ନ ପା ରେ, ଯେଉଁ ସମୟରେ ଜଗତର ମୂଳଦୁଆସବୁ ତିଆରି କଲେ। |
30
|
ସହେି ସମୟରେ ମୁଁ ତାଙ୍କ ନିକଟରେ କର୍ମକର୍ତ୍ତା ଥିଲି। ମୁଁ ପ୍ରତିଦିନ ଆନନ୍ଦଦାଯୀ ହାଇେ ତାଙ୍କ ସମ୍ମୁଖ ରେ ସର୍ବଦା ଆନନ୍ଦ ପ୍ରଦାନ କରୁଥିଲି। |
31
|
ସେ ସୃଷ୍ଟି କରିଥିବା ପୃଥିବୀ ରେ ମୁଁ ଉପଭୋଗ କଲି। ମାରେ ଆନନ୍ଦ ଲୋକମାନଙ୍କ ସହିତ ଥିଲା। |
32
|
ଏଥିପାଇଁ ହେ ମାରେ ପୁତ୍ରମାନେ, ମାରେ କଥା ଶୁଣ। ଯଦି ତୁମ୍ଭମାନେେ ମାରେ ପଥ ଧରିବ, ତୁମ୍ଭେ ଧନ୍ଯ ହବେ। |
33
|
ମାରେ ଉପଦେଶ ଶୁଣ ଓ ଜ୍ଞାନବାନ ହୁଅ। ତାହାକୁ ଅଗ୍ରାହ୍ଯ କର ନାହିଁ। |
34
|
ଯେକହେି ମାରେ କଥା ଶୁଣେ, ସେ ଖୁସି ହବେ। ସେ ମାେ ଦ୍ବାର ନିକଟକୁ ସବୁଦିନ ଶୀଘ୍ର ଆ ସେ ଏବଂ ମାରେ ଦ୍ବାର ବାହା ରେ ଅପେକ୍ଷା କରେ। |
35
|
ଯେଉଁ ଲୋକ ମାେତେ ପାଏ, ସେ ଜୀବନ ପାଏ। ସେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହବେ। |
36
|
କିନ୍ତୁ ଯେ ମାରେ ବିରୁଦ୍ଧ ରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ। ଯେଉଁ ସବୁ ଲୋକ ମାେତେ ଘୃଣା କରନ୍ତି, ସମାନେେ ମୃତ୍ଯୁକୁ ଭୟ କରନ୍ତି।" |