1
|
ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରଯ ନିଏ। ତଣେୁ କାହିଁକି ମାେତେ ଲୁଚିବାକୁ କହୁଅଛ, "ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିୟାଅ ?" |
2
|
ଦୁଷ୍ଟ ଲୋକମାନେ ଶିକାରୀ ଅଟନ୍ତି। ସମାନେେ ଅନ୍ଧାରରେ ଲୁଚି ରହନ୍ତି। ସମାନେେ ଧନୁରେ ଗୁଣ ଚଢ଼ାନ୍ତି। ସମାନେେ ତୀର ଦ୍ବାରା ଲକ୍ଷ୍ଯ ସ୍ଥିର କରନ୍ତି ଏବଂ ସମାନେେ ସିଧା ସାଧୁ ଓ ଉତ୍ତମ ବ୍ଯକ୍ତିର ହୃଦଯକୁ ଶରବିଦ୍ଧ କରନ୍ତି। |
3
|
ୟଦି ସମାନେେ ସବୁ ଉତ୍ତମ କାର୍ୟ୍ଯକୁ ନଷ୍ଟ କରନ୍ତି। ତବେେ କ'ଣ ଘଟିବ ? ତା'ପରେ ସବୁ ଧର୍ମାତ୍ମାମାନେ କ'ଣ କରିପାରିବେ। |
4
|
ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ବର୍ଗରେ, ସେ ସହେିଠାରୁ ୟାହାସବୁ ଘଟୁଛି ସମସ୍ତ ବିଷଯ ଦେଖନ୍ତି। ସଦାପ୍ରଭୁ ମନୁଷ୍ଯକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଚାର କରନ୍ତି। |
5
|
ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି। କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ଯାଖ୍ଯାନ କରନ୍ତି। |
6
|
ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି। ସହେି ଦୁଷ୍ଟ ଲୋକମାନେ ଶଷେରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ବଳନ୍ତ ଝାଞ୍ଜି ପବନ ଅନୁଭବ କରିବେ। |
7
|
କିନ୍ତୁ ସଦାପ୍ରଭୁ ସବୁବେଳେ ଧର୍ମର ପଥ ଅନୁସରଣ କରନ୍ତି ଏବଂ ଯେଉଁମାନେ ଧର୍ମର ପଥରେ ଚାଲନ୍ତି ଓ ପ୍ରମେ କରନ୍ତି। ସହେିମାନେ ହିଁ ତାଙ୍କର ମୁଖ ଦର୍ଶନ କରିପାରିବେ। |
Psalms 11:1 Oriya Language Bible Words basic statistical display
COMING SOON ...