1
|
ଯେତବେେଳେ ଇଶ୍ରାୟେଲ ମିଶରରୁ ପରିତ୍ଯାଗ କଲେ, ୟାକୁବ ବଂଶ ବିଦେଶୀ ଲୋକଙ୍କଠାରୁ ବାହାରିଲେ। |
2
|
ସହେି ସମଯରେ ଯିହୁଦା ପରମେଶ୍ବରଙ୍କର ବିଶଷେ ଲୋକ ହେଲେ। ଇଶ୍ରାୟେଲ ତାଙ୍କର ରାଜ୍ଯ ହେଲା। |
3
|
ସୁଫ ସମୁଦ୍ର ତାହା ଦେଖି ଘୁଞ୍ଚି ଗଲା। ୟର୍ଦ୍ଦନ ନଦୀ ଉଜାଣି ବହିଲା। |
4
|
ପର୍ବତଗଣ ମଷେପରି ଡ଼ଇେଁଲେ। ମଷେ ଛୁଆପରି ଉପପର୍ବତଗଣ ଡ଼ିଆଁ ମାରିଲେ। |
5
|
ହେ ସୁଫ ସମୁଦ୍ର, ତୁମ୍ଭେ କାହିଁକି ଘୁଞ୍ଚିଗଲ ? ହେ ୟର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ ? |
6
|
ହେ ପର୍ବତଗଣ, ତୁମ୍ଭେ କାହିଁକି ମଷେମାନଙ୍କ ପରି ଡଇେଁଲ ? ହେ ଉପପର୍ବତଗଣ, ତୁମ୍ଭେ କାହିଁକି ମଷେ ଶାବକଙ୍କ ପରି ଡ଼ଇେଁଲ ? |
7
|
ହେ ପୃଥିବୀ, ୟାକୁବର ପରମେଶ୍ବରଙ୍କ ସମ୍ମୁଖରେ କମ୍ପିତ ହୁଅ। |
8
|
ପରମେଶ୍ବର ହେଉଛନ୍ତି ସହେି ୟାହାଙ୍କ ୟୋଗୁ ପର୍ବତରୁ ଝରଣା ବୁହାଇଲେ ଓ ପରମେଶ୍ବର ଚକ୍ମକି ପଥରକୁ ନିର୍ଝର ବୁହାଇଲେ। |
Psalms 114:1 Oriya Language Bible Words basic statistical display
COMING SOON ...